ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ
Browsing Category

Today’s Highlight

ପୁରୀ-କୋଣାର୍କ ମେରାଇନ ଡ୍ରାଇଭରେ ଦୁର୍ଘଟଣା: ୨ ମୃତ ୧୨ ଆହତ

ପୁରୀ: ପୁରୀ-କୋଣାର୍କ ମେରାଇନ ଡ୍ରାଇଭ ରୋଡରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ୧୨ ଜଣ ଆହତ ହୋଇଥିବା ଜଣାଯାଇଛି। ଦୁଇ ମୃତକ ହେଲେ ଅଟୋଚାଳକ ଓ ସେଥିରେ ବସିଥିବା ମହିଳା ଯାତ୍ରୀ। ଆହତଙ୍କ ମଧ୍ୟରୁ ୭ ଗୁରୁତର ଥିବା
Read More...

ବଦଳିଲେ ୧୨ ରାଜ୍ୟର ରାଜ୍ୟପାଳ

ନୂଆଦିଲ୍ଲୀ; ୧୨ ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଛତିଶଗଡ଼ର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ଏହାପୂର୍ବରୁ ବିଶ୍ୱଭୂଷଣ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଉଥିଲେ। ସେହିଭଳି
Read More...

ଡାଟା ଲିକ୍ ଅଭିଯୋଗରେ ବନ୍ଧା ହେଲେ ହାଲର ଦୁଇ କର୍ମଚାରୀ

କୋରାପୁଟ; ହାଲରେ ସିବିଆଇ ଚଢ଼ଉ କରିଛି। ଦୁଇ ଜଣ ହାଲ କର୍ମଚାରୀଙ୍କୁ ଉଠାଇ ନେଇଛି ସିବିଆଇ। ସେମାନଙ୍କ ଭିତରେ ଜଣେ ଅଫିସର ଅଛନ୍ତି। ହନିଟ୍ରାପ୍‌ ଅଭିଯୋଗରେ ଦୁଇ କର୍ମଚାରୀଙ୍କୁ ବାନ୍ଧିଛି ସିବିଆଇ। ଚଢ଼ଉ କରିଥିବା ଟିମ୍‌ ମହାରାଷ୍ଟ୍ରର ନାସିକରୁ ଆସିଥିବା ବିଶ୍ବସ୍ତ ସୂତ୍ରରୁ
Read More...

ଦୁଇ ଦିନ ଓଡିଶାରେ ରହି ଫେରିଗଲେ ରାଷ୍ଟ୍ରପତି

ଭୁବନେଶ୍ବର; ଆଜି ସକାଳୁ କଡା ସୁରକ୍ଷା ଭିତରେ ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ପହଞ୍ଚିଥିଲେ ରାଷ୍ଟ୍ରପତି । ଆଦିବାସୀ ନୃତ୍ୟଗୀତରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରାଯାଇଥିଲା । ତେବେ ପୂଜା କରିବା ପୂର୍ବରୁ ବିନ୍ଦୁ ସାଗରରେ ପାଦ ଧୋଇ ଖାଲି ପାଦରେ ଚାଲି ଚାଲି ମନ୍ଦିରରେ ପ୍ରବେଶ କରିଥିଲେ
Read More...

ସରିଲା ଅଭିଯୁକ୍ତ ଗୋପାଳ ଦାସର ନାର୍କୋ ଟେଷ୍ଟ

ଝାରସୁଗୁଡା; ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ଗୋପାଳକୃଷ୍ଣ ଦାସର ନାର୍କୋ ଟେଷ୍ଟ ଶେଷ ହୋଇଛି। ଗୁଜରାଟର ଗାନ୍ଧିନଗରସ୍ଥିତ ଡିଏଫ୍ଏସରେ ଗୋପାଳର ନାର୍କୋ ଟେଷ୍ଟ କରାଯାଇଛି। ନାର୍କୋ ଟେଷ୍ଟ ପରେ ଅଚେତ ହୋଇପଡ଼ିଛି ଗୋପାଳ । ପରୀକ୍ଷା ସମୟରେ ନିଶ୍ଚେତକ
Read More...

ପାଇକମାଳ ରେ ହେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର

ଭୁବନେଶ୍ବର; ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ। ବରଗଡ଼ ଜିଲ୍ଲା ପାଇକମାଳ ରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର କୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭବରେ ଉନ୍ନୀତ କରାଯାଇଛି। ପାଇକମାଳ ଅଂଚଳର ଜନସାଧାରଣଙ୍କ ବହୁ ଦିନର ଦାବୀ ଆଜି ପୂରଣ ହୋଇଛି। ସୂଚନା ଯୋଗ୍ୟ ଯେ ଗତ ଉପନିର୍ବାଚନ ସମୟରେ
Read More...

ସମ୍‌ରେ ଷ୍ଟେମ୍‌ସେଲ୍ ପ୍ରତ୍ୟାରୋପଣ ଦ୍ୱାରା ଜଟିଳ ରକ୍ତ କର୍କଟ ରୋଗର ସଫଳ ଚିକିତ୍ସା

ଭୁବନେଶ୍ୱର, ୧୦/୦୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡାକ୍ତରମାନେ ମଲ୍ଟିପଲ୍ ମାଇଲୋମା ଭଳି ଏକ ଜଟିଳ ରକ୍ତ କର୍କଟ ରୋଗରେ ପୀଡ଼ିତ ଥିବା ଜଣେ ୫୨ ବର୍ଷୀୟା ମହିଳାଙ୍କୁ ଷ୍ଟେମ୍‌ସେଲ୍ ପ୍ରତ୍ୟାରୋପଣ ମାଧ୍ୟମରେ ସୁସ୍ଥ କରିବାରେ ସଫଳ ହୋଇଛନ୍ତି
Read More...

ପୁନଃବିକଶିତ ହେବ ସୁଆଣ୍ଡୋ

୫ଟି ସଚିବଙ୍କ ସୁଆଣ୍ଡୋ ପରିଦର୍ଶନଉତ୍କଳମଣି ଙ୍କ ଗାଁ ଶିବ ମନ୍ଦିର ର ପୁନରୁଦ୍ଧାର ଓ ପ୍ରତିଷ୍ଠା . ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ
Read More...

ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି

ଭୁବନେଶ୍ୱର; ଉତ୍କଳ ମଣ୍ଡପରେ ଆୟୋଜିତ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ ରାଷ୍ଟ୍ରପତି । ମାତୃଶକ୍ତି ଉତ୍ଥାନ ସଂସ୍ଥାରେ ପହଞ୍ଚି ମାଆଙ୍କୁ ମନେ ପକାଇ ଭାବବିହ୍ବଳ ହୋଇଥିଲେ ରାଷ୍ଟ୍ରପତି ।
Read More...

କଂଗ୍ରେସରେ ଯୋଗ ଦେଲେ ବିଜୟ

ଭୁବନେଶ୍ବର; ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ କଂଗ୍ରେସର ସହ ହାତ ମିଶାଇଛନ୍ତି। ଦିଲ୍ଲୀ ଏଆଇସିସି କାର୍ଯ୍ୟାଳୟରେ କଂଗ୍ରେସରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ବିଜୟ । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନେ ଖଡଗେ, ପିସିସି ସଭାପତି ଶରତ ପଟ୍ଟନାୟକ, ଓଡ଼ିଶା ପ୍ରଭାରୀ
Read More...