Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ବେଲଜିୟମ୍କୁ ପରାସ୍ତ କରି ଜର୍ମାନି ହେଲା ଚାମ୍ପିଅନ୍
ଭୁବନେଶ୍ବର: ରବିବାର ପୁରୁଷ ହକି ବିଶ୍ବକପ୍-୨୦୨୩ରେ ଜର୍ମାନି ଓ ବେଲଜି୍ୟମ ମଧ୍ୟରେ କଡ୍ଡା ମୁକାବିଲା ହୋଇଛି।ଫାଇନାଲରେ ୫-୪ ଗୋଲ୍ରେ ବେଲଜିୟମକୁ ପରାସ୍ତ କରି ଜର୍ମାନୀ ଚାମ୍ପିଅନ୍ ଆଖ୍ୟା ଅର୍ଜନ କରିଛି। କଳିଙ୍ଗ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍ରେ ଉଭୟ ଦଳ ୩-୩!-->…
Read More...
Read More...
ନବ ଦାସଙ୍କ ପାଇଁ ରାଜ୍ୟ ସରକାରଙ୍କ ୩ ଦିନିଆ ଶୋକ ଘୋଷଣା
ଭୁବନେଶ୍ବର: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଆଜି (ରବିବାର) ଗୁଳିମାଡରେ ମୃତ୍ୟୁ ହୋଇଛି। ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯିବା ବେଳେ ଗୋପାଳ ଦାସ ନାମକ ଜଣେ ଏଏସଆଇ ଅତି ନିକଟରୁ ତାଙ୍କୁ ଗୁଳିମାଡ କରିଥିଲେ। ପରେ ଏୟାର ଲିଫ୍ଟରେ ତାଙ୍କୁ ଆପୋଲ ହସ୍ପିଟାଲକୁ ନିଆଯାଇଥିଲା। ତାଙ୍କର!-->…
Read More...
Read More...
ଓଡ଼ିଶାରେ ପ୍ରଥମ: ସମ୍ ହସ୍ପିଟାଲ୍ରେ ରୋବୋଟ ସାହାଯ୍ୟରେ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର
ଭୁବନେଶ୍ୱର, ୨୮/୦୧: ଓଡ଼ିଶାରେ ପ୍ରଥମ ଥର ପାଇଁ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲରେ ଶନିବାର ରୋବୋଟ ସାହାଯ୍ୟରେ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର କରାଯାଇଛି । ରୋବୋଟିକ୍ ପ୍ରକ୍ରିୟାରେ ଏଭଳି ଅସ୍ତ୍ରୋପଚାର ଖୁବ୍ ଉନ୍ନତମାନର ହୋଇଥିବା ବେଳେ ଅଧିକ!-->…
Read More...
Read More...
ପରଲୋକରେ ହୁସେନ ରବି ଗାନ୍ଧୀ
କଟକ: ପରଲୋକରେ ହୁସେନ ରବି ଗାନ୍ଧୀ। ବିଶିଷ୍ଟ ସାହିତ୍ୟିକ ତଥା ରାଜନେତା ହୁସେନ ରବି ଗାନ୍ଧୀଙ୍କର ଆଜି ମଧ୍ୟାହ୍ନରେ ପରଲୋକ ହୋଇଛି। ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ତାଙ୍କର ଶେଷ ଦର୍ଶନ ଲାଗି ମରଶରୀରକୁ କଟକ!-->…
Read More...
Read More...
ବାୟୁସେନାର ତିନୋଟି ବିମାନ ଦୁର୍ଘଟଣାଗ୍ରସ୍ତ
ରାଜସ୍ଥାନ/ ମଧ୍ୟପ୍ରଦେଶ; ରାଜସ୍ଥାନର ଭରତପୁର ଓ ମଧ୍ୟପ୍ରଦେଶର ମୁରୈନା ନିକଟରେ ଶନିବାର ସକାଳେ ଭାରତୀୟ ବାୟୁସେନାର ଦୁଇଟି ଲଢୁଆ ବିମାନ ଓ ଏକ ଚାଟାର୍ଡ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ରାଜସ୍ଥାନରେ ସେନାର ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ମଧ୍ୟପ୍ରଦେଶର ମୁରୈନାରେ!-->…
Read More...
Read More...
ଡାକ୍ତରଖାନାରେ ଭୟାବହ ଅଗ୍ନିକାଣ୍ଡ, ଡାକ୍ତର ଦମ୍ପତିଙ୍କ ସମେତ ୬ଜଣଙ୍କର ମୃତ୍ୟୁ
ଝାଡଖଣ୍ଡ: ଶୁକ୍ରବାର ରାତିରେ ଝାଡ଼ଖଣ୍ଡର ଧାନବାଦ ଅନ୍ତର୍ଗତ ପୁରୁଣା ବଜାରସ୍ଥିତ ହଜ୍ରା ଡାକ୍ତରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟିବାରୁ ଶ୍ବାସରୁଦ୍ଧ ହୋଇ ଡାକ୍ତର ଦମ୍ପତିଙ୍କ ସମେତ ଅନ୍ୟୂନ ୬ଜଣଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ୯ଜଣ ଲୋକଙ୍କୁ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତିମାନଙ୍କ!-->…
Read More...
Read More...
ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ ପକାଇଲେ ଶ୍ରଦ୍ଧାଳୁ
କୋଣାର୍କ: ଆଜି ପବିତ୍ର ମାଘ ସପ୍ତମୀ ତିଥିରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ପରମ୍ପରା ଅନୁସାରେ ଗତକାଲି ତିନି ଠାକୁର କୋଣାର୍କର ତ୍ରିବେଣୀଶ୍ୱର, ଐଶାନେଶ୍ୱର ଓ ଦକ୍ଷିଣେଶ୍ୱର ମହାଦେବ ରାତିରେ ବିମାନ ବିଜେ କରିଥିଲେ। ମଧ୍ୟରାତ୍ରରେ ଭୋଗ ମଣ୍ଡପରେ ଭୋଗ ଖାଇଥିଲେ।!-->…
Read More...
Read More...
ଫାଇନାଲରେ ସ୍ଥାନ ପକ୍କା କଲା ବେଲଜିୟମ
ଭୁବନେଶ୍ବର: ଆଜି ପୁରୁଷ ହକି ବିଶ୍ବକପ୍-୨୦୨୩ର ୨ୟ ସେମିଫାଇନାଲ ମ୍ୟାଚ୍ ବେଲଜିୟମ୍ ଓ ନେଦରଲାଣ୍ଡ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍ରେ ଉଭୟ ଦଳର ଖେଳାଳି ଲଢ଼ିଛନ୍ତି। ନିୟମିତ ସମୟରେ ମ୍ୟାଚ୍ ୨-୨ ଗୋଲ୍ରେ ଶେଷ ହେବାରୁ ପେନାଲ୍ଟି ସୁଟ୍ଆଉଟ୍ରେ ଫଳାଫଳ ବାହାରିଛି। ଶେଷରେ!-->…
Read More...
Read More...
ଫିଲ୍ମର ନାଁ ଘୋଷଣା କଲେ ଧୋନି
ମୁମ୍ବାଇ; ଧୋନି ଏଣ୍ଟରଟେନମେଣ୍ଟ ଟ୍ବିଟର ଆକାଉଣ୍ଟରେ ଫିଲ୍ମର ନାଁ ଘୋଷଣା କରାଯାଇଛି। ଟ୍ବିଟରେ ଲେଖାଯାଇଛି ଯେ “ଆମେ ସେୟାର କରି ଅତ୍ୟଧିକ ଖୁସି। ଧୋନି ଏଣ୍ଟରଟେନମେଣ୍ଟ୍ର ପ୍ରଥମ ଫିଲ୍ମ ’ଲେଟସ ଗେଟ ମ୍ୟାରେଡ୍’ (ଏଲଜିଏମ୍)। କ୍ରିକେଟ ପରେ ଏବେ ଫିଲ୍ମରେ ନିଜ କ୍ୟାରିୟର ଆରମ୍ଭ କରିବା!-->…
Read More...
Read More...
ଫାଇନାଲ କୁ ଗଲା ଜର୍ମାନି
ଭୁବନେଶ୍ବର: ପୁରୁଷ ହକି ବିଶ୍ବକପ୍-୨୦୨୩ର ପ୍ରଥମ ସେମିଫାଇନାଲ୍ ମ୍ୟାଚ୍ରେ ଜର୍ମାନି କଙ୍ଗାରୁ ଦଳକୁ ପରାସ୍ତ କରିଛି। ଜର୍ମାନି ଦଳ ୪-୩ ଗୋଲ୍ରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ସେମିଫାଇନାଲରେ ବିଜୟୀ ହେଲା ପରେ ଜର୍ମାନି ଏବେ ଫାଇନାଲକୁ ଉନ୍ନୀତ ହୋଇଛି। ଜର୍ମାନି ଆସନ୍ତା ୨୯ ତାରିଖରେ!-->…
Read More...
Read More...