Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ
Browsing Category
Today’s Highlight
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଭୁବନେଶ୍ବର: ଆସନ୍ତା ୧୩ ତାରିଖରେ ବାଲେଶ୍ଵର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ଏକତା ଦୌଡରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।
ଏହି ଅବସରରେ ନୀଳଗିରିଠାରୁ ମିତ୍ରପୁର ପର୍ଯ୍ୟନ୍ତ ଏକତା ପାଇଁ ବିରାଟ ଗଣଦୌଡ଼ ଅନୁଷ୍ଠିତ ହେବ।!-->!-->!-->…
Read More...
Read More...
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ
ନ୍ୟୁଜ୍ ବ୍ୟୁରୋ: ଆଣ୍ଡାମାନ ଓ ନିକୋବରରେ ଭୂମିକମ୍ପ। ୫.୪ ତୀବ୍ରତା ବିଶିଷ୍ଟ ଭୂକମ୍ପ ଆଣ୍ଡାମାନ ଉପକୂଳରେ ରବିବାର ମଧ୍ୟାହ୍ଣରେ ଅନୁଭୂତ ହୋଇଯାଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଏନେଇ ସୂଚନା ଜାରି କରିଛି । ଆଜି ମଧ୍ୟାହ୍ନ ୧୨:୬ ସମୟରେ ଭୂମିକମ୍ପ ହୋଇଥିବା ସୂଚନା!-->…
Read More...
Read More...
ପୀତବାସଙ୍କ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା
ନ୍ୟୁଜ୍ ବ୍ୟୁରୋ: ଆଇନଜୀବୀ ପୀତବାସ ପଣ୍ଡାଙ୍କ ପରିବାରକୁ ବ୍ରହ୍ମପୁର ପୋଲିସ ପକ୍ଷରୁ ୨୪ ଘଣ୍ଟିଆ ସୁରକ୍ଷା ଯୋଗାଇ ଦିଆଯାଇଛି। ପୀତବାସଙ୍କ ଘର ଚାରିପଟେ ସାଧା ପୋଷାକଧାରୀ ପୋଲିସ ମୁତୟନ ହୋଇଛନ୍ତି। ପୀତବାସଙ୍କ ପତ୍ନୀଙ୍କ ପ୍ରେସମିଟ୍ ପରେ ସୁରକ୍ଷା ଦେବାକୁ ପଦକ୍ଷେପ ନିଆଯାଇଛି।
ପୀତବାସ!-->!-->!-->…
Read More...
Read More...
ଡିସେମ୍ବର ୧ରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ
ନୂଆ ଦିଲ୍ଲୀ: ଡିସେମ୍ବର ୧ ତାରିଖରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ। ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୧ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଶନିବାର ଦିନ ଏହା ଘୋଷଣା କରିଛନ୍ତି।
ଏକ୍ସରେ ଏ!-->!-->!-->…
Read More...
Read More...
ଆସନ୍ତାକାଲିଠୁ ୨୦୨୬ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ
ନ୍ୟୁଜ୍ ବ୍ୟୁରୋ: ଆସନ୍ତାକାଲି ଠାରୁ ଅର୍ଥାତ୍ ନଭେମ୍ବର ୧୨ ତାରିଖରୁ ୨୦୨୬ ମାଟ୍ରିକ୍ ପରୀକ୍ଷା ପାଇଁ ଅନଲାଇନରେ ଫର୍ମ ପୂରଣ ଆରମ୍ଭ ହେବ। ଏନେଇ ଉଭୟ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷା ପାଇଁ ଫର୍ମ ପୂରଣ କରିପାରିବେ। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।ଫର୍ମ ପୂରଣର!-->…
Read More...
Read More...
ଶ୍ରୀମନ୍ଦିରରେ ପୁଣି ହିଡେନ୍ କ୍ୟାମେରା ଓ ନକଲି ସେବକ
ପୁରୀ : ପୁରୀ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ଦେଖିବାକୁ ମିଳିଛି। ଆଜି ଜଣେ ଶ୍ରଦ୍ଧାଳୁ ଗର୍ଭ ଗୃହକୁ ପ୍ରବେଶ କରିଥିବାବେଳେ ଅନ୍ୟଜଣଙ୍କ ନିକଟରୁ ହିଡେନ୍ କ୍ୟାମେରା ଯୁକ୍ତ ଚଷମା ଜବତ କରାଯାଇଛି।
ଆଜି ସକାଳେ ଜଣେ ଶ୍ରଦ୍ଧାଳୁ ସେବାୟତ ବେଶ ଧାରଣ କରି ପ୍ରବେଶ କରିଛନ୍ତି।!-->!-->!-->…
Read More...
Read More...
ଓଡ଼ିଆ ଝିଅ ହେଲେ ଝାଡ଼ଖଣ୍ଡ ଡିଜିପି
ଝାଡ଼ଖଣ୍ଡ: ବରିଷ୍ଠ ଆଇପିଏସ୍ ଅଧିକାରୀ ତଦାଶା ମିଶ୍ର ଝାଡ଼ଖଣ୍ଡରେ ପୋଲିସ ବାହିନୀର ମୁଖ୍ୟ ଭାବରେ ନିଯୁକ୍ତି ପାଇଛନ୍ତି। ସେ ବର୍ତ୍ତମାନ ଗୃହ, କାରାଗାର ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ସ୍ୱତନ୍ତ୍ର ସଚିବ ଭାବରେ କାର୍ଯ୍ୟରତ ଅଛନ୍ତି ଓ ତାଙ୍କୁ ନଭେମ୍ବର ୬ ତାରିଖରେ ଝାଡ଼ଖଣ୍ଡର!-->…
Read More...
Read More...
‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ; ଯୋଗ ଦେଲେ ପ୍ରଧାନମନ୍ତ୍ରୀ
ନ୍ୟୁଜ୍ ବ୍ୟୁରୋ: ଦେଶ ପାଳୁଛି ‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି। ଆଜି ଇନ୍ଦିରା ଗାନ୍ଧୀ ଇଣ୍ଡୋର ଷ୍ଟାଡିୟମରେ ଜାତୀୟ ଗୀତ ବନ୍ଦେ ମାତରମର ୧୫୦ତମ ବର୍ଷ ପୂର୍ତ୍ତିର ବର୍ଷବ୍ୟାପୀ ସ୍ମାରକୀ ଉତ୍ସବକୁ ଉଦଘାଟନ କରି ଉତ୍ସବରେ ଏକ ସ୍ମାରକୀ ଡାକଟିକଟ ଏବଂ ମୁଦ୍ରା ଜାରି କରିଛନ୍ତି। ଏହା ସହ!-->…
Read More...
Read More...
ଏସଆଇ ପରୀକ୍ଷା ଘୋଟାଲା : ମୁଖ୍ୟ ଅଭିଯୁକ୍ତର ହେବ ଲାଏ ଡିଟେକ୍ସନ୍ ଟେଷ୍ଟ
ନ୍ୟୁଜ୍ ବ୍ୟୁରୋ: ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଘଟଣାର ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ଏବଂ ସିଲିକନ୍ ଟେକ୍ ମାଲିକ ସୁରେଶ ନାୟକଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ପଚରାଯାଇଥିଲେ ମଧ୍ୟ ସେମାନେ କେହି ସନ୍ତୋଷଜନକ ଉତ୍ତର ଦେଉନାହାନ୍ତି। ଯାହାକୁ ନେଇ!-->…
Read More...
Read More...
୮୪ତମ ରୋଡ କଂଗ୍ରେସ ସମାବେଶ ଉଦ୍ଘାଟିତ
ଭୁବନେଶ୍ୱର: ଭୁବନେଶ୍ୱରର ଜନତା ମୈଦାନରେ ଆଜି ଉଦ୍ଘାଟିତ ହେଲା ୮୪ତମ ଭାରତୀୟ ସଡକ କଂଗ୍ରେସ। କେନ୍ଦ୍ର ସଡକ, ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରି ଏହାର ଉଦ୍ଘାଟନ କରିଛନ୍ତି। ନଭେମ୍ବର ୬ରୁ ୧୦ ପର୍ଯ୍ୟନ୍ତ ଚାଲିବ। ଏହି ପଞ୍ଚଦିନିଆ କଂଗ୍ରେସରେ ଦେଶର ବିଭିନ୍ନ ରାଜ୍ୟରୁ ପ୍ରାୟ ୩,୫୦୦!-->…
Read More...
Read More...