ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ
Browsing Category

Today’s Highlight

ଫାଇନାଲରେ ସ୍ଥାନ ପକ୍କା କଲା ବେଲଜିୟମ

ଭୁବନେଶ୍ବର: ଆଜି ପୁରୁଷ ହକି ବିଶ୍ବକପ୍‌-୨୦୨୩ର ୨ୟ ସେମିଫାଇନାଲ ମ୍ୟାଚ୍‌ ବେଲଜିୟମ୍‌ ଓ ନେଦରଲାଣ୍ଡ୍‌ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଉଭୟ ଦଳର ଖେଳାଳି ଲଢ଼ିଛନ୍ତି। ନିୟମିତ ସମୟରେ ମ୍ୟାଚ୍‌ ୨-୨ ଗୋଲ୍‌ରେ ଶେଷ ହେବାରୁ ପେନାଲ୍ଟି ସୁଟ୍ଆଉଟ୍‌ରେ ଫଳାଫଳ ବାହାରିଛି। ଶେଷରେ
Read More...

ଫିଲ୍ମର ନାଁ ଘୋଷଣା କଲେ ଧୋନି

ମୁମ୍ବାଇ; ଧୋନି ଏଣ୍ଟରଟେନମେଣ୍ଟ ଟ୍ବିଟର ଆକାଉଣ୍ଟରେ ଫିଲ୍ମର ନାଁ ଘୋଷଣା କରାଯାଇଛି। ଟ୍ବିଟରେ ଲେଖାଯାଇଛି ‌ଯେ “ଆମେ ସେୟାର କରି ଅତ୍ୟଧିକ ଖୁସି। ଧୋନି ଏଣ୍ଟରଟେନମେଣ୍ଟ୍ର ପ୍ରଥମ ଫିଲ୍ମ ’ଲେଟସ ଗେଟ ମ୍ୟାରେଡ୍’ (ଏଲଜିଏମ୍)। କ୍ରି‌କେଟ ପରେ ଏବେ ଫିଲ୍ମରେ ନିଜ କ୍ୟାରିୟର ଆରମ୍ଭ କରିବା
Read More...

ଫାଇନାଲ କୁ ଗଲା ଜର୍ମାନି

ଭୁବନେଶ୍ବର: ପୁରୁଷ ହକି ବିଶ୍ବକପ୍‌-୨୦୨୩ର ପ୍ରଥମ ସେମିଫାଇନାଲ୍‌ ମ୍ୟାଚ୍‌ରେ ଜର୍ମାନି କଙ୍ଗାରୁ ଦଳକୁ ପରାସ୍ତ କରିଛି। ଜର୍ମାନି ଦଳ ୪-୩ ଗୋଲ୍‌ରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ସେମିଫାଇନାଲରେ ବିଜୟୀ ହେଲା ପରେ ଜର୍ମାନି ଏବେ ଫାଇନାଲକୁ ଉନ୍ନୀତ ହୋଇଛି। ଜର୍ମାନି ଆସନ୍ତା ୨୯ ତାରିଖରେ
Read More...

ଗ୍ରାଣ୍ଡସ୍ଲାମ ଟେନିସରୁ ବିଦାୟ ନେଲେ ସାନିଆ ମିର୍ଜା

ମେଲବୋର୍ଣ୍ଣ; ନିଜର ଶେଷ ଗ୍ଲାଣ୍ଡସ୍ଲାମ ଖେଳୁଥିବା ସାନିଆଙ୍କୁ ଫାଇନାଲରେ ପରାସ୍ତ ହେବାକୁ ପଡ଼ିଛି। ଏଥିସହ ସେ ଅଷ୍ଟ୍ରେଲିଆ ଓପନରେ ରନର୍ସଅପ୍‌ ସହ ନିଜ ଟେନିସ କ୍ୟାରିୟରକୁ ଅଲବିଦା କହିଛନ୍ତି। ୬ଟି ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଥିବା ସାନିଆ ଅଷ୍ଟ୍ରେଲିଆ ଓପନର ମିକ୍ସଡ ଡବଲ୍ସ ଫାଇନାଲରେ
Read More...

ହାଲୱା ଉତ୍ସବ ସହ ବଜେଟ ପ୍ରସ୍ତୁତି ପ୍ରକ୍ରିୟା ଶେଷ

ନୂଆଦିଲ୍ଲୀ; ପାରମ୍ପାରିକ ହାଲୱା ସମାରୋହ, ଯାହା କେନ୍ଦ୍ର ବଜେଟ୍ ପ୍ରସ୍ତୁତି ଏବଂ ଯୋଜନା ପ୍ରକ୍ରିୟାର ଶେଷ ପର୍ଯ୍ୟାୟ ବୋଲି ଗୁରୁବାର ଦିନ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ଅର୍ଥମନ୍ତ୍ରୀ ପଙ୍କଜ ଚୌଧରୀ ଏବଂ ଭାଗବତ କିସାନ୍ରାଓ କରାଦଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଥିଲା।
Read More...

କଳିଙ୍ଗରେ ହେବ ହକି ସେମିଫାଇନାଲ ମୁକାବିଲା

ଭୁବନେଶ୍ୱର: ହକି ବିଶ୍ୱକପ ପାଇଁ ଆଜି କମ୍ପିବ କଳିଙ୍ଗ । ଫାଇନାଲ କୁ ଯିବା ପାଇଁ ଆଜି ମୈଦାନକୁ ଓହ୍ଲାଇବେ ୪ଟି ଟିମ୍ । ଆଜି କଳିଙ୍ଗ ଷ୍ଟାଡିୟମରେ ଖେଳାଯିବାକୁ ଥିବା ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ ଜର୍ମାନୀ । ସାଢେ ୪ଟାରୁ କଳିଙ୍ଗରେ ହେବ ମୁକାବିଲା । ମ୍ୟାଚରେ
Read More...

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି ମହେନ୍ଦ୍ର କୁମାର ସେଠୀ

କେନ୍ଦୁଝର: ଆଜି ପୁଣି ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ କେନ୍ଦୁଝର ଜିଲ୍ଲା ଚମ୍ପୁଆ ଉପଖଣ୍ଡ ପ୍ରାଣୀ ଚିକିତ୍ସାଳୟର ବରିଷ୍ଠ କିରାଣି ମହେନ୍ଦ୍ର କୁମାର ସେଠୀ। ଛୁଟି ଦରମା କରାଇଦେବା ପାଇଁ ଜଣେ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ ଠାରୁ ୧୦ ହଜାର
Read More...

ବିଆରଏସ୍ ରେ ଯୋଗ ଦେବେ ଗମାଙ୍ଗ ପରିବାର

ଭୁବନେଶ୍ବର: ଆଜି ଓଡିଶାର ବହୁ ଜଣାଶୁଣା ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗଙ୍କ ପରିବାର ହ୍ରାଇଦ୍ରାବାଦରେ ପହଁଞ୍ଚିଛନ୍ତି। କାରଣ ଅପରାହ୍ଣରେ ଭାରତ ରାଷ୍ଟ୍ର ସମିତି ବା ବିଆରଏସ ପକ୍ଷରୁ ହାଇଦ୍ରାବାଦରେ ଏକ ମିଶ୍ରଣ ପର୍ବର ଆୟୋଜନ କରାଯାଇଛି। ଆଜି ତେଲେଙ୍ଗାନା
Read More...

ଭାରତକୁ ଆସିବ ୧୦୦ରୁ ଅଧିକ ଚିତାବାଘ

ଦକ୍ଷିଣ ଆଫ୍ରିକା; ଚିତା ପ୍ରକଳ୍ପ ନିମନ୍ତେ ଭାରତକୁ ଶତାଧିକ ଚିତା ପଠାଇବା ଲାଗି ରାଜିନାମା ହୋଇଥିବା କଥା ଗୁରୁବାର ଦିନ ଦକ୍ଷିଣ ଆଫ୍ରିକା କହିଛି। ତେଣୁ ଦକ୍ଷିଣ ଆଫ୍ରିକାରୁ ଭାରତକୁ ଆସିବ ୧୦୦ରୁ ଅଧିକ ଚିତା ବାଘ । ଏଥିପାଇଁ ଦୁଇ ଦେଶ ମଧ୍ୟରେ ଏକ ରାଜିନାମା ହୋଇଛି । ଦକ୍ଷିଣ ଆଫ୍ରିକାର
Read More...

ଗଣତନ୍ତ୍ର ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା

ଭୁବନେଶ୍ବର: ସାଧାରଣତନ୍ତ୍ର ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ
Read More...