Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶିଳ୍ପ ନିବେଶକୁ ବଡ଼ ପ୍ରୋତ୍ସାହନ, ୩୭ ପ୍ରକଳ୍ପ ପାଇଁ ଜମି ଆବଣ୍ଟନକୁ ମଞ୍ଜୁରି
ଓଡ଼ିଶାର ୧୪ ଓଏଏସ୍ ଅଧିକାରୀଙ୍କୁ ଆଇଏଏସ୍ ପଦୋନ୍ନତି
ରାଜ୍ୟର ସବୁ ସ୍କୁଲରେ ପାଳନ ହେବ ଗୁରୁ ଦିବସ
ଚେନ୍ନାଇରେ ହେବ ଅଲିମ୍ପିକ୍ ସିଟି ଓ ମୋଟୋରସ୍ପୋର୍ଟସ୍ ସିଟି, ଆସିବ ଫର୍ମୁଲା-୧ ରେସ୍
ସତ୍ୟେନ୍ଦ୍ର ଜୈନ୍ଙ୍କୁ STP ଘୋଟାଲା ମାମଲାରେ ଜାମିନ୍
ଡ୍ରାଫ୍ଟ ଭୋଟର ତାଲିକାରୁ ବାଦ ପଡିଲା ରାଘବ ଚଢ଼ାଙ୍କ ନାଁ
Browsing Category
Today’s Highlight
ସିକନ୍ଦରାବାଦ-ବିଶାଖାପାଟନାମକୁ ଗଡିଲା ବନ୍ଦେ ଭାରତ ଏକ୍ସପ୍ରେସ
ନୂଆଦିଲ୍ଲୀ; ଆଜିଠୁ ସିକନ୍ଦରାବାଦ ଓ ବିଶାଖାପାଟନାମକୁ ଗଡିଲା ବନ୍ଦେ ଭାରତ ଏକ୍ସପ୍ରେସ । ଭିଡିଓ କନଫରନସିଂ ଜରିଆରେ ସବୁଜ ପତାକା ଦେଖାଇ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତେବେ ନୂଆବର୍ଷରେ ପ୍ରଥମ ଥର ପାଇଁ ଗଡ଼ିଛି ବନ୍ଦେ ଭାରତ ଏକ୍ସପ୍ରେସ । କିନ୍ତୁ!-->…
Read More...
Read More...
ଉଦଘାଟିତ ହେଲା ଡଟ୍ ଫେଷ୍ଟ
ଭୁବନେଶ୍ବର; ଉତ୍ସବମୁଖର ହୋଇଛି ରାଜଧାନୀ । ଉଦଘାଟିତ ହୋଇଯାଇଛି ଡଟ୍ ଫେଷ୍ଟ । ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିଜ ଉଦବୋଧନରେ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଆଜି ଉଦଘାଟିତ ହୋଇଥିବା ଏହି ଡଟଫେଷ୍ଟ ୨୯ ତାରିଖ ଯାଏ!-->!-->!-->…
Read More...
Read More...
ବିଶ୍ବ ସୁନ୍ଦରୀ ହେଲେ ଆମେରିକାର ଆର ବୋନୀ ଗାବ୍ରିଏଲ
ୱାଶିଂଟନ: ଆମେରିକାର ଆର ବୋନୀ ଗାବ୍ରିଏଲ ବନିଛନ୍ତି ୨୦୨୨ର ବ୍ରହ୍ମାଣ୍ଡ ସୁନ୍ଦରୀ। ସେ ଦୁନିଆର ୮୪ ଜଣ ପ୍ରତିଯୋଗୀଙ୍କୁ ପଛରେ ପକାଇ ମିସ୍ ୟୁନିର୍ଭସର ଜିତିଛନ୍ତି ମୁକୁଟ। ତାଙ୍କୁ ୨୦୨୧ର ବ୍ରହ୍ମାଣ ସୁନ୍ଦରୀ ତଥା ଭାରତ ହରନାଜ ସାନ୍ଧୁ ବିଜୟ ତାଜ୍ ପିନ୍ଧାଇ ବ୍ରହ୍ମାଣ ସୁନ୍ଦରୀ!-->…
Read More...
Read More...
ପୋଖରା ବିମାନ ଦୁର୍ଘଟଣା, ସମସ୍ତ ୭୨ ଜଣଙ୍କ ମୃତ ଦେହ ଉଦ୍ଧାର
ନେପାଳ; ନେପାଳରେ ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଭୟଙ୍କର ବିମାନ ଦୁର୍ଘଟଣା । ୭୨ ଜଣ ଯାତ୍ରୀ କ୍ଷମତା ଥିବା ଏହି ବିମାନଟି ନେପାଳର ରାଜଧାନୀ କାଠମାଣ୍ଡୁରୁ ପୋଖରା ଯାଉଥିବା ବେଳେ ଦୁର୍ଘଟଣାଗସ୍ତ ହୋଇଛି । ବିମାନରେ ମୋଟ ୬୮ ଜଣ ଯାତ୍ରୀ ଓ ୪ ଜଣ କ୍ରୁ ସଦସ୍ୟ ଥିଲେ। ସେମାନଙ୍କ!-->…
Read More...
Read More...
ସିଂହନାଥ ପୀଠରେ ଜାରି ହେଲା ୧୪୪ ଧାରା
କଟକ; ବଡ଼ମ୍ବାର ସିଂହନାଥ ପୀଠରେ ଜାରି ହୋଇଛି ୧୪୪ ଧାରା । ଦଳଚକଟାରେ ଜଣଙ୍କ ମୃତ୍ୟୁ ଓ ଏକାଧିକ ଲୋକ ଆହତ ହେବା ପରେ ଏଭଳି ନିଷ୍ପତ୍ତି ନେଇଛି ପ୍ରଶାସନ । ଏଥିସହିତ ଆଜି ଓ ଆସନ୍ତାକାଲି ମନ୍ଦିରକୁ ନଆସିବାକୁ ଶ୍ରଦ୍ଧାଳୁଙ୍କୁ କୁହାଯାଇଛି। ସେହିପରି ମକର ମେଳାରେ ପଡ଼ିଥିବା ଦୋକାନ ଗୁଡ଼ିକୁ!-->…
Read More...
Read More...
ଆଜି ବିର୍ସାମୁଣ୍ଡା ଷ୍ଟାଡିୟମରେ ମୁହାଁମୁହିଁ ହେବେ ଇଂଲଣ୍ଡ-ଭାରତ
ରାଉଣକେଲା; ଆଜି ହକି ବିଶ୍ବକପର ତୃତୀୟ ଦିନ । ତୃତୀୟ ଦିନରେ ବିର୍ସା ମୁଣ୍ଡା ଷ୍ଟାଡିୟମରେ ଖେଳାଯିବ ଦୁଇଟି ମ୍ୟାଚ୍ । ସନ୍ଧ୍ୟା ୫ଟାରେ ସ୍ପେନ ଓ ଓ୍ବେଲ୍ସ ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ । ଏହାପରେ ବିଜୟରୁ ଏଫଆଇଏଚ ଓଡ଼ିଶା ହକି ପୁରୁଷ ବିଶ୍ୱକପ ଅଭିଯାନ ଆରମ୍ଭ କରିଥିବା ଘରୋଇ ଟିମ!-->…
Read More...
Read More...
ସମ୍ ରେ ୩୦ ଦିନର ନବଜାତ ଶିଶୁର ସଫଳ ହୃଦରୋଗ ଚିକିତ୍ସା
ଭୁବନେଶ୍ୱର, ୧୪/୦୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲର ଡାକ୍ତର ମାନଙ୍କ ଦ୍ୱାରା ଜନ୍ମରୁ ହୃଦ ସମସ୍ୟା ଥିବା ଏକ ନବଜାତ ଶିଶୁର ସଫଳ ବେଲୁନ୍ ଆଞ୍ଜିଓପ୍ଲାଷ୍ଟି ଚିକିତ୍ସା କରିପାରିଛନ୍ତି । ସମ୍ ହସ୍ପିଟାଲରେ ନୂତନ ଜ୍ଞାନ!-->…
Read More...
Read More...
ମୃତକ ଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା
ଭୁବନେଶ୍ବର; ଆଜି ମକର ମେଳା ରେ କଟକ ଜିଲ୍ଲା ବଡ଼ମ୍ବା ନୃସିଂହନାଥ ପୀଠରେ ଦଳାଚକଟା ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା!-->…
Read More...
Read More...
ମହାନଦୀ ଉପରେ ନିର୍ମିତ ଟି-ସେତୁ ଦଳାଚକଟାରେ ୨ ମୃତ
କଟକ: କଟକ ଜିଲ୍ଲା ବଡ଼ମ୍ବା-ଗୋପୀନାଥପୁର ଟି-ସେତୁରେ ଦଳାଚକଟା ଯୋଗୁଁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଶ୍ରଦ୍ଧାଳୁ ଗୁରୁତର ହୋଇଥିବା ସୂଚନା ମିଳିଛି। ଏଥିରୁ ୫ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ଗୁରୁତରମାନଙ୍କ ମଧ୍ୟରେ ମହିଳା ଓ ଛୋଟ ପିଲା ଥିବା ଜଣାପଡ଼ିଛି। ଗୁରୁତରମାନଙ୍କୁ!-->…
Read More...
Read More...
ନେଦରଲ୍ୟାଣ୍ଡ୍ସ ଠାରୁ ମାଲେସିଆ ୪-୦ରେ ପରାସ୍ତ
ରାଉରକେଲା: ପୁରୁଷ ହକି ବିଶ୍ବକପ-୨୦୨୩ରେ ଶନିବାର ନେଦରଲ୍ୟାଣ୍ଡ୍ସ ଠାରୁ ମାଲେସିଆ ୪-୦ରେ ପରାସ୍ତ ହୋଇଛି। ଅପରାହ୍ଣ ୩ଟାରେ ସ୍ଥାନୀୟ ବିର୍ସା ମୁଣ୍ଡା ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚ୍ର ପ୍ରଥମ କ୍ବାର୍ଟରରେ କଡ଼ାମୁକାବିଲା ହୋଇଥିଲା। ଦ୍ବିତୀୟ କ୍ବାର୍ଟରରେ ନେଦରଲାଣ୍ଡ୍ସ ୨ଟି ଗୋଲ!-->…
Read More...
Read More...