Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍ ବଜାରକୁ ଆଣିବ ପ୍ୟାକେଟ୍ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ
Browsing Category
Today’s Highlight
ସାଧାରଣତନ୍ତ୍ର ଦିବସରେ ସମ୍ମାନିତ ଅତିଥି ହେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର; ଏବର୍ଷବି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ନଯାଇ ଭୁବନେଶ୍ୱରର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ସମ୍ମାନିତ ଅତିଥି ଭାବେ ସାମିଲ ହେବେ ବୋଲି ଜଣାପଡ଼ିଛି । ଆସନ୍ତା ଜାନୁୟାରୀ ୨୬ରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ରାଜ୍ୟପାଳ ପ୍ରଫେସର!-->…
Read More...
Read More...
ଦକ୍ଷିଣ ଆଫ୍ରିକାକୁ ୯-୨ ଗୋଲରେ ହରାଇଲା ଅଷ୍ଟ୍ରେଲିଆ
ରାଉରକେଲା/ଭୁବନେଶ୍ବର: ଆଜି ଦକ୍ଷିଣ ଆଫ୍ରିକାକୁ ହରାଇଲା ଅଷ୍ଟ୍ରେଲିଆ। ବିର୍ସା ମୁଣ୍ଡା ଷ୍ଟାଡିୟମରେ ଖେଳାଯାଇଥିବା ହକି ବିଶ୍ବକପରେ ଦକ୍ଷିଣ ଆଫ୍ରିକାକୁ ୯-୨ ଗୋଲରେ ହରାଇଛି ଅଷ୍ଟ୍ରେଲିଆ । ଆଜି ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରେ ୪ଟି ମ୍ୟାଚ ଖେଳାଯାଉଛି । ପୁଲ-ଏ ର ଦୁଇଟି ଓ!-->…
Read More...
Read More...
ଭୁବନେଶ୍ବର ବୁଲିଲେ ଷ୍ଟାଲିନ
ଭୁବନେଶ୍ୱର: ଆଜି ଭୁବନେଶ୍ବର ବୁଲି ଦେଖିଛନ୍ତି ତାମିଲନାଡୁ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଉଦୟ ନିଧି ଷ୍ଟାଲିନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିମନ୍ତ୍ରଣ ରକ୍ଷା କରି ବିଶ୍ୱକପ ହକି ଦେଖିବାକୁ ଓଡିଶା ଆସିଛନ୍ତି ମନ୍ତ୍ରୀ ଉଦୟ ନିଧି ଷ୍ଟାଲିନ। ଷ୍ଟାଲିନ୍ ଗତକାଲି ମୁଖ୍ୟମନ୍ତ୍ରୀ!-->…
Read More...
Read More...
୧୨୮ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ
ଭୁବନେଶ୍ୱର: ଆଜି ଓଡିଶାରେ ୧୨୮ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଭୁବନେଶ୍ୱର ଆଚାର୍ଯ୍ୟ ବିହାରସ୍ଥିତ ଆଇଆଇଏମଟିଠାରେ ରୋଜଗାର ମେଳାର ଆୟୋଜିତ ହୋଇଥିଲା। ଏଥିରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ତଥା ଉଦ୍ୟାମିତା ମନ୍ତ୍ରୀ!-->…
Read More...
Read More...
ପତାକା ଉତ୍ତୋଳନ: କିଏ, କେଉଁଠି କରିବେ ଜାଣନ୍ତୁ..
ଭୁବନେଶ୍ୱର: ଆଉ ମାତ୍ର ପାଞ୍ଚ ଦିନ ପରେ ଆସିବ ସାଧାରଣତନ୍ତ୍ର ଦିବସ । ରାଜ୍ୟସ୍ତରୀୟ ପରେଡ୍ ଆୟୋଜିତ ହେବ । ୨୦ଜିଲ୍ଲାରେ ମନ୍ତ୍ରୀମାନେ କରିବେ ପତାକା ଉତ୍ତୋଳନ। ଏନେଇ ପ୍ରକାଶ ପାଇଛି ତାଲିକା । ଜାଣନ୍ତୁ, ସାଧାରଣତନ୍ତ୍ର ଦିବସରେ କେଉଁଠି କିଏ କରିବେ ପତାକା ଉତ୍ତୋଳନ।…
ସୂଚନାନୁଯାୟୀ;!-->!-->!-->…
Read More...
Read More...
ଆଜି ଖେଳାଯିବ ହକି ବିଶ୍ବକପର ୪ଟି ମ୍ୟାଚ
ଭୁବନେଶ୍ବର/ରାଉରକେଲା: ଆଜି ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରେ ଖେଳାଯିବ ହକି ବିଶ୍ବକପର ୪ଟି ମ୍ୟାଚ । ଦିନ ଗୋଟାଏରେ ଦକ୍ଷିଣ ଆଫ୍ରିକା ଓ ଅଷ୍ଟ୍ରେଲିଆ ମଧ୍ୟରେ ମ୍ୟାଚ ଆରମ୍ଭ ହୋଇ ଯାଇଥିବା ବେଳେ ଅପରାହ୍ନ ୩ଟାରେ ଫ୍ରାନ୍ସ ଓ ଆର୍ଜେଣ୍ଟିନା ମଧ୍ୟରେ ମୁକାବିଲା ରହିଛି। ସେହିପରି!-->…
Read More...
Read More...
୭୧ ହଜାର ଯୁବକଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ; ଆଜି ଦ୍ୱିତୀୟଥର ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଭର୍ଚ୍ଚୁଆଲ୍ ମାଧ୍ୟମରେ ୭୧ ହଜାର ବେରୋଜଗାରଙ୍କୁ ସରକାରୀ ଚାକିରୀ ପାଇଁ ନିଯୁକ୍ତିପତ୍ର ବାଣ୍ଟିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି କି ଦେଶର ଶିକ୍ଷିତ ବେରୋଜଗାରମାନଙ୍କୁ ନିଯୁକ୍ତି ଦେଇ ସରକାର ନିଜ ସୁଶାସନର ପରିଚୟ ଦେଇଛନ୍ତି ।!-->…
Read More...
Read More...
ଫାଣ୍ଡି ଅଧିକାରୀଙ୍କ ସମେତ ୨ କନେଷ୍ଟବଳ ସସପେଣ୍ଡ
ବୌଦ୍ଧ: ବୌଦ୍ଧ: ଗଞ୍ଜେଇ କାରବାରରେ ଜଣେ ଫାଣ୍ଡି ଅଧିକାରୀ ସମେତ ୨ କନେଷ୍ଟବଳ ନିଲମ୍ବିତ। ବୌଦ୍ଧ ଜିଲ୍ଲାରେ ଗଞ୍ଜେଇ ଚାଷ ପଛରେ ପୋଲିସର ସଂପୃକ୍ତିକୁ ନେଇ ସବୁବେଳେ ଅଭିଯୋଗ ହୋଇଆସୁଛି। ତେବେ ତିନିଜଣ ପୋଲିସ କର୍ମଚାରୀଙ୍କ ବିରୋଧରେ ହୋଇଥିବା କାର୍ଯ୍ୟାନୁଷ୍ଠାନ ଏହି ଅଭିଯୋଗର ସତ୍ୟତାକୁ!-->…
Read More...
Read More...
ବେଣୁଗୋପାଳଙ୍କୁ ମିଳିଲା ଅନ୍ତରୀଣ ଜାମିନ୍
ମୁମ୍ବାଇ: ବେଣୁଗୋପାଳ ଧୂିତଙ୍କୁ ମିଳିଲା ଅନ୍ତରୀଣ ଜାମିନ୍। ‘ଆଇସିଆଇସି’ ବ୍ୟାଙ୍କ୍-ଭିଡିଓକନ୍ ଋଣ ମାମଲାରେ ଆଜି ବମ୍ବେ ହାଇକୋର୍ଟ ‘ଭିଡିଓକନ୍ ଗ୍ରୁପ୍’ର ଅଧ୍ୟକ୍ଷ ବେଣୁଗୋପାଳ ଧୂତଙ୍କୁ ଅନ୍ତରୀଣ ଜାମିନ ମଞ୍ଜୁର କରିଛନ୍ତି। ନଗଦ ୧ ଲକ୍ଷ ଟଙ୍କା ମୁଚାଲିକା ଦାଖଲ କରିବା ପରେ ତାଙ୍କୁ!-->…
Read More...
Read More...
କର୍ଣ୍ଣେଲ୍ ପାହ୍ୟାକୁ ପଦୋନ୍ନତି ପାଇବେ ଭାରତୀୟ ସେନା ମହିଳା ଅଧିକାରୀ
ନୂଆଦିଲ୍ଲୀ: କର୍ଣ୍ଣେଲ୍ ପାହ୍ୟାକୁ ପଦୋନ୍ନତି ପାଇବେ ୧୦୮ ଭାରତୀୟ ସେନା ମହିଳା ଅଧିକାରୀ। ସେନାର ପୁରୁଷ ଅଧିକାରୀମାନଙ୍କ ସହିତ ମହିଳା ଅଧିକାରୀମାନଙ୍କୁ ସମକକ୍ଷ କରିବା ନିମନ୍ତେ ୨୦୨୩ ଜାନୁଆରି ୨ରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଜାନୁଆରି ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ।
ସେନା!-->!-->!-->…
Read More...
Read More...