Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶିଳ୍ପ ନିବେଶକୁ ବଡ଼ ପ୍ରୋତ୍ସାହନ, ୩୭ ପ୍ରକଳ୍ପ ପାଇଁ ଜମି ଆବଣ୍ଟନକୁ ମଞ୍ଜୁରି
ଓଡ଼ିଶାର ୧୪ ଓଏଏସ୍ ଅଧିକାରୀଙ୍କୁ ଆଇଏଏସ୍ ପଦୋନ୍ନତି
ରାଜ୍ୟର ସବୁ ସ୍କୁଲରେ ପାଳନ ହେବ ଗୁରୁ ଦିବସ
ଚେନ୍ନାଇରେ ହେବ ଅଲିମ୍ପିକ୍ ସିଟି ଓ ମୋଟୋରସ୍ପୋର୍ଟସ୍ ସିଟି, ଆସିବ ଫର୍ମୁଲା-୧ ରେସ୍
ସତ୍ୟେନ୍ଦ୍ର ଜୈନ୍ଙ୍କୁ STP ଘୋଟାଲା ମାମଲାରେ ଜାମିନ୍
ଡ୍ରାଫ୍ଟ ଭୋଟର ତାଲିକାରୁ ବାଦ ପଡିଲା ରାଘବ ଚଢ଼ାଙ୍କ ନାଁ
Browsing Category
Today’s Highlight
ହଜ ଯାତ୍ରୀଙ୍କ ପାଇଁ ଭିଆଇପି କୋଟା ଶେଷ
ନୂଆଦିଲ୍ଲୀ; ଉଠିଲା ହଜ ଯାତ୍ରୀଙ୍କ ପାଇଁ ଭିଆଇପି କୋଟା। କେନ୍ଦ୍ର ସରକାର ବୁଧବାର ହଜ ଯାତ୍ରୀଙ୍କ ପାଇଁ ଭିଆଇପି କୋଟା ଶେଷ କରିଛନ୍ତି । ବର୍ତ୍ତମାନ ଭିଆଇପି ଯାତ୍ରୀମାନେ ସାଧାରଣ ଯାତ୍ରୀଙ୍କ ଭଳି ନିଜର ଯାତ୍ରା କରିବେ । ସୂଚନା ଅନୁସାରେ ଭାରତର ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ,!-->…
Read More...
Read More...
ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଭିତରେ ଆରମ୍ଭ ହେଲା ହକି ମହାକୁମ୍ଭ
କଟକ: ଆଜି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଭିତରେ ବାରବାଟୀ ଷ୍ଟିଡିୟମ୍ରେ ପୁରୁଷ ହକି ବିଶ୍ବକପ୍-୨୦୨୩ ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ଧ୍ୟାରେ ହକି ବିଶ୍ବକପ୍କୁ ଉଦ୍ଘାଟନ କରିଛନ୍ତି। କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ଓ ମୁଖ୍ୟମନ୍ତ୍ରୀ ନବୀନ!-->…
Read More...
Read More...
ଭିଜିଲାନ୍ସ ଜାଲରେ ଫସିଲେ ରେଞ୍ଜର
ସୁନ୍ଦରଗଡ; ପୁଣି ଭିଜିଲାନ୍ସ ପଞ୍ଝାରେ ଆଉ ଜଣେ ବାବୁ । ସୁନ୍ଦରଗଡ଼ ଉଜଳପୁର ରେଞ୍ଜର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଞ୍ଜର ସଂଗ୍ରାମ କେଶରୀ ମିନିହିରାଙ୍କ ଘରେ ରେଡ୍ ଚାଲିଛି । ତେବେ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ।!-->…
Read More...
Read More...
ସ୍କୁଲ ବସ୍ ଦୁର୍ଘଟଣାଗ୍ରସ୍ତ, ୧୫ ଛାତ୍ରଛାତ୍ରୀ ଆହତ
ନବରଙ୍ଗପୁର: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପିଲାଙ୍କୁ ନେଇ ଯାଉଥିବା ଏକ ପ୍ରାଇଭେଟ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୧୫ ଜଣ ଛାତ୍ର ଆହତ ହୋଇଛନ୍ତି । ସମସ୍ତ ଆହତମାନଙ୍କୁ ଚନ୍ଦାହାଣ୍ଡି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ସୂଚନାଯୋଗ୍ୟ: ନବରଙ୍ଗପୁର ଜିଲ୍ଲାର!-->!-->!-->…
Read More...
Read More...
ଏସୀୟ ସିଂହୀ ରେବା ଗର୍ଭରୁ ୪ଟି ଶାବକ ଜନ୍ମ
ଭୁବନେଶ୍ୱର; ଆଜି ସକାଳେ ନନ୍ଦନକାନନ ପ୍ରାଣୀଉଦ୍ୟାନ ସିଂହ ସଫାରିରେ ଏସୀୟ ସିଂହୀ ରେବା ୪ଟି ଶାବକଙ୍କୁ ଜନ୍ମ ଦେଇଛି। ମଧ୍ୟପ୍ରଦେଶ ଇନ୍ଦୋର ଚିଡ଼ିଆଖାନାରୁ ଆସିଥିବା ସିଂହୀ ରେବା ଓ ନନ୍ଦନକାନନ ସିଂହୀ ରାଧା ଗର୍ଭରୁ ଜନ୍ମିତ ଜିତ୍ର ମିଳନରୁ ଏହି ଶାବକମାନେ ଜନ୍ମ ନେଇଛନ୍ତି। ରେବାର ଏହା!-->…
Read More...
Read More...
ହାଇସିକ୍ୟୁରିଟି ନମ୍ବର ଲଗାଇନଥିଲେ ଗଣିବେ ତଣ୍ଡ
ଭୁବନେଶ୍ବର; ଯାଞ୍ଚ ହେବ ଏଚଏସଆରପି ନମ୍ବର ବା ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍। ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ବଡ ଅଧିକାରୀଙ୍କ ସୂତ୍ରରୁ ଏହି ସୂଚନା ମିଳିଛି । ୮୦ ପ୍ରତିଶତ ଲୋକ ଲଗାଇ ସାରିଲେଣି ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ । ଯେଉଁମାନେ ହାଇସିକ୍ୟୁରିଟି ନମ୍ବର ଲଗାଇନଥିବେ ସେମାନେ!-->…
Read More...
Read More...
ଧବଳେଶ୍ବର ପୀଠରେ ହଟିଲା କଟକଣା
ଆଠଗଡ; ଆଜିଠୁ ବାବା ଧବଳେଶ୍ବରଙ୍କୁ ଦର୍ଶନ କରିପାରିବେ ଭକ୍ତ । ଆଠଗଡ଼ସ୍ଥିତ ଧବଳେଶ୍ବର ପୀଠକୁ ସର୍ବସାଧାରଣ ଦର୍ଶନ ପାଇଁ ମିଳିଛି ଅନୁମତି । ଏନେଇ ଅନୁମତି ଦେଇଛନ୍ତି ଉପ ଜିଲ୍ଲାପାଳ । ତେବେ ମହାନଦୀ ମଧ୍ୟରେ ଅସ୍ଥାୟୀ ରାସ୍ତା ଦେଇ ମନ୍ଦିର ଯାଇପାରିବେ ଭକ୍ତ । ମକର ସଂକ୍ରାନ୍ତିଠାରୁ ପୀଠ!-->…
Read More...
Read More...
ଆସନ୍ତାକାଲି ସମଗ୍ର ରାଜ୍ୟରେ ଦିନ ୧ଟାରୁ ସ୍କୁଲ ଛୁଟି
ଭୁବନେଶ୍ୱର: ଆସନ୍ତାକାଲି ହକି ବିଶ୍ୱକପ୍ ଉଦଘାଟନୀ ପାଇଁ ସମଗ୍ର ରାଜ୍ୟରେ ଦିନ ୧ଟାରୁ ସ୍କୁଲ ଛୁଟି ରହିବ। ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ଛୁଟି ରହିବ। ପିଲାମାନେ ଉଦ୍ଘାଟନୀ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିବା ପାଇଁ ସ୍କୁଲ ଛୁଟି ଘୋଷଣା!-->…
Read More...
Read More...
ଉଦ୍ଧାର ହେଲା ବୋରୱେଲରେ ଫସିଥିବା ଶିଶୁ
ଉତ୍ତରପ୍ରଦେଶ; ୪୦ଫୁଟ ଗଭୀର ବୋରୱେଲ ଭିତରେ ଖସିପଡ଼ିଥିବା ୬ବର୍ଷର ଶିଶୁକୁ ଉଦ୍ଧାର କରାଯାଇଛି । ଏହି ଘଟଣା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ହାପୁରର କୋଟଲା ସାଦତରେ। ସ୍ଥାନୀୟ ପ୍ରଶାସନ ଓ ଜାତୀୟ ବିପର୍ଯ୍ୟୟ ପରିଚାଳନା ବାହିନୀ ପକ୍ଷରୁ ପ୍ରାୟ ୫ରୁ ୭ ଘଣ୍ଟାର ଅପରେସନ ପରେ ଉକ୍ତ!-->…
Read More...
Read More...
ମଧ୍ୟାହ୍ନ ଭୋଜନରେ ସାପ, ୩୦ ଶିକ୍ଷାର୍ଥୀ ଅସୁସ୍ଥ
ଭୁବନେଶ୍ବର; ପଶ୍ଚିମବଙ୍ଗ ବୀରଭୂମି ଜିଲ୍ଲାରୁ ଆସିଲା ଆଶ୍ଚର୍ଯ୍ୟଜନକ ଖବର । ସ୍କୁଲ ପିଲାଙ୍କୁ ଦିଆଯାଇଥିବା ମଧ୍ୟାହ୍ନ ଭୋଜନରୁ ମିଳିଲା ସାପ । ଏହି ବିଷାକ୍ତ ଖାଦ୍ୟ ଖାଇ ଅସୁସ୍ଥ ହୋଇପଡ଼ିଛନ୍ତି ୩୦ ଜଣ ଶିକ୍ଷାର୍ଥୀ। ସେମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
!-->!-->!-->…
Read More...
Read More...