Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶିଳ୍ପ ନିବେଶକୁ ବଡ଼ ପ୍ରୋତ୍ସାହନ, ୩୭ ପ୍ରକଳ୍ପ ପାଇଁ ଜମି ଆବଣ୍ଟନକୁ ମଞ୍ଜୁରି
ଓଡ଼ିଶାର ୧୪ ଓଏଏସ୍ ଅଧିକାରୀଙ୍କୁ ଆଇଏଏସ୍ ପଦୋନ୍ନତି
ରାଜ୍ୟର ସବୁ ସ୍କୁଲରେ ପାଳନ ହେବ ଗୁରୁ ଦିବସ
ଚେନ୍ନାଇରେ ହେବ ଅଲିମ୍ପିକ୍ ସିଟି ଓ ମୋଟୋରସ୍ପୋର୍ଟସ୍ ସିଟି, ଆସିବ ଫର୍ମୁଲା-୧ ରେସ୍
ସତ୍ୟେନ୍ଦ୍ର ଜୈନ୍ଙ୍କୁ STP ଘୋଟାଲା ମାମଲାରେ ଜାମିନ୍
ଡ୍ରାଫ୍ଟ ଭୋଟର ତାଲିକାରୁ ବାଦ ପଡିଲା ରାଘବ ଚଢ଼ାଙ୍କ ନାଁ
Browsing Category
Today’s Highlight
ଆକାଶରେ ଧକ୍କା ହେଲା ଦୁଇ ହେଲିକପ୍ଟର, ୪ ମୃତ
ଅଷ୍ଟ୍ରେଲିଆ; ଅଷ୍ଟ୍ରେଲିଆର ମଝି ଆକାଶରେ ଧକ୍କା ହେଲା ଦୁଇ ହେଲିକପ୍ଟର । ଦୁର୍ଘଟଣାରେ ୪ ଜଣଙ୍କ ଜୀବନ ଯାଇଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି । ସୋମବାର ଅଷ୍ଟ୍ରେଲିଆର ଏକ ସମୁଦ୍ର ତଟରେ ମଝି ଆକାଶରେ ଦୁଇ ହେଲିକପ୍ଟର ମଧ୍ୟରେ ପରସ୍ପର ଧକ୍କା ହୋଇଥିଲା ।
ପୁଲିସ କହିବା ମୁତାବକ,!-->!-->!-->…
Read More...
Read More...
ଜେଲରେ ଆତତାୟୀଙ୍କ ଗୁଳିକାଣ୍ଡ, ୧୪ ମୃତ୍ୟୁ
ମେକ୍ସିକୋ; ମେକ୍ସିକୋ ଜେଲରେ ଆଖିବୁଜା ଗୁଳି ମାଡ଼ । ଆତତାୟୀଙ୍କ ଗୁଳିମାଡରେ ଘଟଣାସ୍ଥଳରେ ହିଁ ୧୪ ଜଣଙ୍କର ଜୀବନ ଚାଲିଯାଇଛି । ମେକ୍ସିକୋର ଉତ୍ତର ସ୍ୟୁଦାଦ ଜୁୟାରେଜ ସହରର ଜେଲରେ କିଛି ବନ୍ଧୁକଧାରୀ ଅତର୍କିତ ଆକ୍ରମଣ କରିଥିଲେ । ଆକ୍ରମଣରେ ୧୪ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଗୁଳିକାଣ୍ଡର!-->…
Read More...
Read More...
ଲିଙ୍ଗରାଜ ମନ୍ଦିରରେ ନୀତି ବିଭ୍ରାଟ
ଭୁବନେଶ୍ବର; ବର୍ଷ ଆରମ୍ଭରୁ ଲିଙ୍ଗରାଜ ମନ୍ଦିରରେ ଦେଖାଦେଲାଣି ନୀତି ବିଭ୍ରାଟ । ଗତକାଲି ପୂର୍ବାହ୍ନ ସାଢ଼େ ୧୦ରୁ ବନ୍ଦ ରହିଛି ନୀତିକାନ୍ତି । ଉପାସରେ ଅଛନ୍ତି ଶ୍ରୀଲିଙ୍ଗରାଜ । ସୂଚନା ଅନୁଯାୟୀ, ଜଣେ ଅଣସେବାୟତ ମନ୍ଦିର ଭିତରେ ପ୍ରବେଶ କରିବାରୁ ବିବାଦ ହୋଇଛି ।
ବଡ଼ୁ ନିଯୋଗର!-->!-->!-->…
Read More...
Read More...
‘ନୋଟବନ୍ଦୀ ନିଷ୍ପତ୍ତି ଠିକ୍ ଥିଲା’-ସୁପ୍ରିମକୋର୍ଟ
ନୂଆଦିଲ୍ଲୀ; ବିମୁଦ୍ରୀକରଣକୁ ନେଇ ବଡ଼ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ । ବିମୁଦ୍ରୀକରଣ ନିଷ୍ପତ୍ତି ଠିକ୍ ଥିଲା ନା ଭୁଲ, ଏନେଇ ଆଜି ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ଶୁଣାଣି କରିଛନ୍ତି । ବିମୁଦ୍ରୀକରଣ ନିଷ୍ପତ୍ତି ଠିକ୍ ଥିଲା କହିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ବିମୁଦ୍ରୀକରଣ!-->…
Read More...
Read More...
ସୂର୍ଯ୍ୟନଗରୀ ଏକ୍ସପ୍ରେସର ୮ଟି ବଗି ଲାଇନଚ୍ୟୁତ
ରାଜସ୍ଥାନ; ରାଜସ୍ଥାନର ପାଲିରେ ସୋମବାର ଦିନ ସୂର୍ଯ୍ୟନଗରୀ ଏକ୍ସପ୍ରେସର ୮ଟି ବଗି ଲାଇନଚ୍ୟୁତ ହୋଇଯାଇଛି । ଏହି ଘଟଣାରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଏହି ଟ୍ରେନ୍ ବାନ୍ଦ୍ରା ଟର୍ମିନାଲରୁ ଯୋଧପୁର ଅଭିମୁଖେ ଯାଉଥିଲା ।
ସୂଚନା ଅନୁଯାୟୀ, ସୋମବାର ଭୋର୍ ସମୟରେ ଯୋଧପୁର କ୍ଷେତ୍ରର!-->!-->!-->…
Read More...
Read More...
ନୂଆବର୍ଷରେ ମହଙ୍ଗା ମାଡ଼
ନୂଅଦିଲ୍ଲୀ; ନୂଆବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କୁ ଲାଗିଲା ଶକ୍ତ ଝଟକା । ୨୦୨୩ ଆରମ୍ଭ ହେବା ମାତ୍ରେ ଲୋକଙ୍କୁ ମହଙ୍ଗା ମାଡ଼ ସହିବାକୁ ପଡୁଛି । ପହିଲାରୁ ବୃଦ୍ଧି ପାଇଛି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ । ତେବେ ଗତକାଲି ଠାରୁ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୨୫ ଟଙ୍କା ବୃଦ୍ଧି ପାଇଛି । ଦିଲ୍ଲୀ,!-->…
Read More...
Read More...
ଆତଙ୍କୀଙ୍କ ଗୁଳିମାଡରେ ୪ ମୃତ
ଜମ୍ମୁ-କଶ୍ମୀର; ଜମ୍ମୁ-କଶ୍ମୀରରେ ଘରେ ପଶି ଲୋକଙ୍କ ଉପରେ ଆଖିବୁଜା ଗୁଳିମାଡ କଲେ ଆତଙ୍କବାଦୀ । ଏଥିରେ ୪ ଜଣ ସାଧାରଣ ନାଗରିକ ପ୍ରାଣ ହରାଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି ।
ସୂଚନା ଅନୁଯାୟୀ, ରବିବାର ଜମ୍ମୁ-କଶ୍ମୀରର ରଜୌରୀର ସାଙ୍ଗରି ଗାଁରେ ଗାଁରେ ଦୁଇ ଜଣ ଯୁବକ ଏକ କାର୍ରେ ଆସି!-->!-->!-->…
Read More...
Read More...
ବନ୍ଦ ରହିବ ଭିତରକନିକା
କେନ୍ଦ୍ରାପଡା; ବନ୍ଦ ରହିବ ଭିତରକନିକା । ଜାନୁଆରୀ ୪ରୁ ୧୪ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳଗୁଡିକରେ କୁମ୍ଭୀର ଗଣନା ଆରମ୍ଭ ହେବ । ଏଥିନିମନ୍ତେ ପର୍ଯ୍ୟଟକଙ୍କ ନିମନ୍ତେ ୧୧ ଦିନ ପାଇଁ!-->…
Read More...
Read More...
ମାର୍ଚ୍ଚ ୧ରୁ ଆରମ୍ଭ ଯୁକ୍ତ ଦୁଇ ପରୀକ୍ଷା
ମାର୍ଚ୍ଚ ପହିଲାରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଯୁକ୍ତ ୨ ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଆରମ୍ଭ ହେବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ମାର୍ଚ୍ଚ ୧ ତାରିଖରୁ ବିଜ୍ଞାନ ପରୀକ୍ଷା ହେବାକୁ ଥିବାବେଳେ ୨!-->…
Read More...
Read More...
ବନ୍ଧା ହେଲେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ
ଭୁବନେଶ୍ବର; ବନ୍ଧା ହେଲେ ଭବାନୀପାଟଣା ମୁନିସିପାଲିଟି ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ନେଇ ରେଡ୍ ପରେ ଗିରଫ ହୋଇଛନ୍ତି ସମୀର ଠାକୁର । ସମୀରଙ୍କୁ କୋର୍ଟ ଚାଲାଣ କରାଯାଇଛି ।
ସୂଚନା ଅନୁଯାୟୀ, ସମୀର ଠାକୁରଙ୍କର ଅମାପ ସମ୍ପତ୍ତି ରହିଛି!-->!-->!-->…
Read More...
Read More...