ପ୍ରମୁଖ ଖବର

ଶିଳ୍ପ ନିବେଶକୁ ବଡ଼ ପ୍ରୋତ୍ସାହନ, ୩୭ ପ୍ରକଳ୍ପ ପାଇଁ ଜମି ଆବଣ୍ଟନକୁ ମଞ୍ଜୁରି
ଓଡ଼ିଶାର ୧୪ ଓଏଏସ୍‌ ଅଧିକାରୀଙ୍କୁ ଆଇଏଏସ୍‌ ପଦୋନ୍ନତି
ରାଜ୍ୟର ସବୁ ସ୍କୁଲରେ ପାଳନ ହେବ ଗୁରୁ ଦିବସ
ଚେନ୍ନାଇରେ ହେବ ଅଲିମ୍ପିକ୍‌ ସିଟି ଓ ମୋଟୋରସ୍ପୋର୍ଟସ୍‌ ସିଟି, ଆସିବ ଫର୍ମୁଲା-୧ ରେସ୍‌
ସତ୍ୟେନ୍ଦ୍ର ଜୈନ୍‌ଙ୍କୁ STP ଘୋଟାଲା ମାମଲାରେ ଜାମିନ୍
ଡ୍ରାଫ୍ଟ ଭୋଟର ତାଲିକାରୁ ବାଦ ପଡିଲା ରାଘବ ଚଢ଼ାଙ୍କ ନାଁ
Browsing Category

Today’s Highlight

ଚୀନରେ ୨୫ ହଜାର ଟପିପାରେ ଦୈନିକ ମୃତ୍ୟୁ

ଚୀନ୍; ଚୀନରେ ମାଡଚାଲିଛି କରୋନା ମହାମାରୀ । ସେଠାରେ ସ୍ଥିତି ଏପରି ହୋଇଛି ଯେ ଦିନକରେ ପ୍ରାୟ ୯ ହଜାର ଲୋକଙ୍କ ଜୀବନ ନେଉଛି ମହାମାରୀ । ଆଗକୁ ଆହୁରି ଭୟଙ୍କର ରୂପ ନେଇପାରେ କୋଭିଡ୍‌ ସଂକ୍ରମଣ । ବ୍ରିଟେନ୍‌ର ସ୍ୱାସ୍ଥ୍ୟ ବିଶେଷଜ୍ଞ ଆକଳନ ଅନୁଯାୟୀ, ଚୀନରେ ଏବେ କୋଭିଡ୍ ମୃତ୍ୟୁ ସଂଖ୍ୟା
Read More...

ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାର ଆଜି ଆଇପିଏସସ୍ତରରେଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି । ୨୦୦୯ ବ୍ୟାଚ୍‌ର ୩ ଜଣ ଆଇପିଏସ୍‌ଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଥିବା ବେଳେ ୧୧ ଜିଲ୍ଲାରେ ନୂଆ ଏସ୍‌ପିମାନଙ୍କୁ ଅବସ୍ଥାପିତ କରାଯାଇଛି। ଜଗତସିଂହପୁର ଏସପି ଅଖିଳେଶ୍ବର ସିଂ ଡିଆଇଜି ଭାବେ
Read More...

ଶୁଭାରମ୍ଭ ହେଲା ସ୍ନାତକୋତ୍ତର, ମେଡିକାଲ ଶିକ୍ଷା ଓ ଗବେଷଣା ଅନୁଷ୍ଠାନ

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ଶୁଭାରମ୍ଭ ହୋଇଛି ସ୍ନାତକୋତ୍ତର, ମେଡିକାଲ ଶିକ୍ଷା ଓ ଗବେଷଣା ଅନୁଷ୍ଠାନ । ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁଭାରମ୍ଭ କରିବା ସହିତ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି
Read More...

ଉନ୍ମୋଚିତ ହେଲା କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ

ବ୍ରଜରାଜନଗରରେ ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତକିଶୋର ବାବୁଙ୍କ ସରଳତା ଥିଲା ତାଙ୍କ ବଡ ପରିଚୟ – ମୁଖ୍ୟମନ୍ତ୍ରୀ ବ୍ରଜରାଜନଗର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବ୍ରଜରାଜନଗର ଠାରେ ବିଧାନ ସଭାର ପୂର୍ବତନ
Read More...

ନୂଆବର୍ଷ ପାଇଁ କଡାକଡି ହେଲା ନିୟମ

ଭୁବନେଶ୍ବର; ଆଉ ଦିନକ ପରେ ନୂଆବର୍ଷ । ଜଗା ଦର୍ଶନ ପାଇଁ ଦେଶ ତଥା ବିଦେଶରୁ ଶ୍ରୀକ୍ଷେତ୍ରକୁ ଛୁଟୁଛି ଶ୍ରଦ୍ଧାଳୁଙ୍କ ସୁଅ । ବର୍ଷ ଶେଷରେ ଓ ନୂଆବର୍ଷ ଆରମ୍ଭରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼ ଜମୁଛି । ଆସନ୍ତାକାଲି ଓ ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ
Read More...

୪ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ବର; ସରକାରୀ କର୍ମଚାରୀଙ୍କ ଲାଗି ଆସିଲା ଖୁସି ଖବର । ରାଜ୍ୟ କର୍ମଚାରୀଙ୍କୁ ନୂଆବର୍ଷ ଭେଟି ଦେଲେ ସରକାର । ସେମାନଙ୍କ ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ମହଙ୍ଗା ଭତ୍ତା ଓ ଟିଆଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରୀ
Read More...

ଥଣ୍ଡା ସିରପ ପିଇ ୧୮ଶିଶୁଙ୍କ ଜୀବନ ଗଲା

ଉଜବେକିସ୍ତାନ; କଫ ସିରପ ପିଇ ୧୮ ଶିଶୁ ପ୍ରାଣ ହରାଇଥିବା ଘଟଣାରେ ଭାରତୀୟ କମ୍ପାନୀକୁ ଦୋଷ ଦେଇଛି ଉଜବେକିସ୍ତାନ ସ୍ୱାସ୍ଥ୍ୟ ମନ୍ତ୍ରାଳୟ। ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି କି,ନୋଏଡା ସ୍ଥିତ ମେରିୟନ ବାୟୋଟେକ ପ୍ରାଇଭେଟ ଲିମିଟେଡ ଦ୍ୱାରା ପ୍ରସ୍ତୁତ ଥଣ୍ଡା ସିରପ ଡକ ୱାନ ମାକ୍ସ ପିଇ
Read More...

ଆଜି ନନ୍ଦନକାନନର ୬୩ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ବର; ଆଜି ୬୩ତମ ପ୍ରତିଷ୍ଠା ଦିବସ ପାଳୁଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଗତ ୬୨ବର୍ଷରେ ପର୍ଯ୍ୟଟକଙ୍କ ମଧ୍ୟରେ ଏକ ସ୍ବତନ୍ତ୍ର ସ୍ଥାନ ନେଇଛି ନନ୍ଦନକାନନ । ଆଜିଠୁ ନୂଆ ପଶୁପକ୍ଷୀଙ୍କୁ ଦେଖିବାକୁ ସୁଯୋଗ ପାଇବେ ପର୍ଯ୍ୟଟକ । ମହୀଶୂର ଚିଡିଆଖାନାରୁ ଆସିଥିବା ବିରଳ ପ୍ରଜାତିର ଜନ୍ତୁ
Read More...

ଅନୁଗୁଳବାସୀଙ୍କୁ ନୂଆବର୍ଷ ଭେଟିଦେବେ ମୁଖ୍ୟମନ୍ତ୍ରୀ

ଅନୁଗୁଳ; ଆଜି ଅନୁଗୁଳବାସୀଙ୍କୁ ନୂଆବର୍ଷ ଭେଟିଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନୁଗୁଳରେ ୧୧ଟି ପ୍ରକଳ୍ପର ଶୁଭାରମ୍ଭ ସହ ୧୩ରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏଥିସହ ମିଶନ ଶକ୍ତି ମହିଳାଙ୍କୁ ଭେଟିବେ ଏବଂ ୨୪୨ କୋଟି ଟଙ୍କା ଋଣର ଡିଜିଟାଲ ଲଞ୍ଚିଂ ଶୁଭାରମ୍ଭ
Read More...

ନୂଆ ଗାଇଡଲାଇନ୍ ଆଣିଲା ‘ଏୟାର ଇଣ୍ଡିଆ ଏକ୍ସପ୍ରେସ’

ୟୁଏଇ; କରୋନାକୁ ନେଇ ନୂଆ ଗାଇଡଲାଇନ୍ ଆଣିଲା ‘ଏୟାର ଇଣ୍ଡିଆ ଏକ୍ସପ୍ରେସ’ । ଏଣିକି ୟୁନାଇଟେଡ୍ ଆରବ୍ ଏମିରେଟ୍ସରୁ ଆସୁଥିବା ଯାତ୍ରୀଙ୍କ ପାଇଁ ‘ଏୟାର ଇଣ୍ଡିଆ ଏକ୍ସପ୍ରେସ୍’ ଜାରି କରିଛି ନୂଆ କୋଭିଡ୍ ମାର୍ଗଦର୍ଶିକା । ଗାଇଡଲାଇନ୍ ମୁତାବକ, ସଂଯୁକ୍ତ ଆରବ ଏମିରେଟ୍‌ସ୍‌ରୁ ଆସୁଥିବା ସମସ୍ତ
Read More...