Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍ ବଜାରକୁ ଆଣିବ ପ୍ୟାକେଟ୍ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ
Browsing Category
Today’s Highlight
ଝଲକିବ ଶିଖରଚଣ୍ଡୀ ମନ୍ଦିର
ଭୁବନେଶ୍ବରର ଅନ୍ୟତମ ଆକର୍ଷଣ କେନ୍ଦ୍ର ହେବ ଶିଖରଚଣ୍ଡୀ ମନ୍ଦିରଶିଖରଚଣ୍ଡୀ ମନ୍ଦିର ଉନ୍ନୟନ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନଖର୍ଚ୍ଚ ହେବ ୨୫ କୋଟି
ଭୁବନେଶ୍ବର; ରାଜଧାନୀ ଭୁବନେଶ୍ୱରସ୍ଥିତ ଶିଖରଚଣ୍ଡୀ ମନ୍ଦିର ଓ ଏହାର ପରିପାଶ୍ୱିର୍କ ଅଂଚଳର ଉନ୍ନୟନ ପାଇଁ ପ୍ରସ୍ତୁତ!-->!-->!-->…
Read More...
Read More...
ପୁଣି ବର୍ଷେ ପର୍ଯ୍ୟନ୍ତ ମିଳିବ ମାଗଣା ଚାଉଳ
ଭୁବନେଶ୍ବର; ରାଜ୍ୟବାସୀଙ୍କୁ ଭେଟି ଦେଲେ ମୁଖ୍ୟମନ୍ତ୍ରୀ । ବର୍ଷେ ବୃଦ୍ଧି ପାଇଲା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧି । ରାସନକାର୍ଡ ହିତାଧିକାରୀଙ୍କୁ ବର୍ଷେ ପର୍ଯ୍ୟନ୍ତ ମାଗଣା ଚାଉଳ ଦେବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାସିକ ମୁଣ୍ଡପିଛା ୫ କେଜି ଚାଉଳ!-->…
Read More...
Read More...
ସ୍ୱାଭାବିକ ହେଲା ସମ୍ବଲପୁର କୋର୍ଟ
ସମ୍ବଲପୁର : ଦୀର୍ଘ ୨୭ ଦିନ ପରେ ସମ୍ବଲପୁରର କୋର୍ଟରେ ଦୂର ହୋଇଛି ଅଚଳାବସ୍ଥା । ସ୍ୱାଭାବିକ ହୋଇଛି କୋର୍ଟ କାର୍ଯ୍ୟ। ଆଜିଠାରୁ ଆନୁଷ୍ଠାନିକ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଆଇନଜୀବୀ । କଚେରୀ ପରିସରରେ ଲାଗୁ ହୋଇଥିବା ୧୪୪ ଧାରାକୁ ହଟାଇ ଦିଆଯାଇଥିବା ବେଳେ ଫୋର୍ସ ବି ପ୍ରତ୍ୟାହାର!-->…
Read More...
Read More...
ନୂଆ ଜର୍ସିରେ ମଇଦାନକୁ ଓହ୍ଲାଇବ ଟିମ ଇଣ୍ଡିଆ
ମୁମ୍ବାଇ; ନୂଆବର୍ଷରେ ନୂଆ ଜର୍ସିରେ ମଇଦାନକୁ ଓହ୍ଲାଉଛି ଟିମ ଇଣ୍ଡିଆ । ନୂଆବର୍ଷରେ ହେଉଥିବା ଭାରତ ଶ୍ରୀଲଙ୍କା ପ୍ରଥମ ଟି-୨୦ ସିରିଜ ପୂର୍ବରୁ ବଦଳିଛି ଟିମ ଇଣ୍ଡିଆର ଜର୍ସି । ଜର୍ସିରେ ପରିବର୍ତ୍ତନ ନେଇ ଟିମର ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ଏକ ପୋଷ୍ଟରେ ଦେଖିବାକୁ ମିଳିଛି ।!-->…
Read More...
Read More...
ସ୍କ୍ରାପ ନୀତିରେ ପୁରୁଣା ଗାଡ଼ିର ବ୍ୟବହାର ବନ୍ଦ
ଭୁବନେଶ୍ବର : ପ୍ରଥମ ରାଜ୍ୟ ଭାବେ ଓଡ଼ିଶା, ସ୍କ୍ରାପ ନୀତିରେ ପୁରୁଣା ଗାଡ଼ିର ବ୍ୟବହାରକୁ ବନ୍ଦ କରିଛି । ତେବେ ପୁରୁଣା ଯାନଗୁଡ଼ିକର ଐତିହ୍ୟ ସଂରକ୍ଷଣ ଏବଂ ଏହାକୁ ପ୍ରୋତ୍ସାହିତ କରିବାକୁ ରାଜ୍ୟ ସରକାର ନୂଆ ପଦକ୍ଷେପ ନେଇଛନ୍ତି । ଏଣିକି ସ୍କ୍ରାପ ହେବନି ୫୦ବର୍ଷରୁ ଅଧିକ ବର୍ଷର ଭିଣ୍ଟେଜ!-->…
Read More...
Read More...
ହକି ପାଇଁ ରାଜଧାନୀରେ ହଟିଲା ହୋଡିଂ
ଭୁବନେଶ୍ବର; ହକି ମହାକୁମ୍ଭ ପାଇଁ ଆରମ୍ଭ ହୋଇଛି କାଉଣ୍ଟଡାଉନ୍ । ସବୁଠି ଦେଖିବାକୁ ମିଳୁଛି ବିଶ୍ୱକପର ଫିଭର । ଭୁବନେଶ୍ୱର ଓ ରାଉରକେଲା ନୂଆରୂପରେ ସଜେଇ ହେଉଥିବା ବେଳେ, ଏଥିରୁ ବାଦ ପଡିନି ପର୍ଯ୍ୟଟନ ସହର ପୁରୀ । ଶିଳ୍ପୀ ମହେଶ୍ୱର ମହାରଣା ପୁରୀରେ ପ୍ରସ୍ତୁତ କରିଛନ୍ତି ୨୨ଫୁଟ ଉଚ୍ଚତାର!-->…
Read More...
Read More...
ସ୍ୱାଭାବିକ ହେଲା ଲିଙ୍ଗରାଜଙ୍କ ନୀତିକାନ୍ତି
ଭୁବନେଶ୍ବର; ସ୍ୱାଭାବିକ ହେଲା ଲିଙ୍ଗରାଜ ମନ୍ଦିରର ନୀତିକାନ୍ତି । ମନ୍ଦିରରେ ଅଚଳାବସ୍ଥା ଲାଗି ରହିଥିବା କାରଣରୁ ଲଗାତାର ତିନି ଦିନ ହେଲା ଉପାସରେ ରହିଥିଲେ ପ୍ରଭୁ ଲିଙ୍ଗରାଜ । ସର୍କିଟ ହାଉସ ବୈଠକରେ ଜିଲ୍ଲାପାଳଙ୍କ ପ୍ରତିଶ୍ରୁତି ପରେ ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡା ନିଯୋଗ ପକ୍ଷରୁ!-->…
Read More...
Read More...
ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ
ନୂଆଦିଲ୍ଲୀ: ଆସନ୍ତା ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ । ଫେବ୍ରୁଆରୀ ୧ରେ ଆସିପାରେ ବଜେଟ । ଏହି ଅଧିବେଶନ ଆସନ୍ତା ଏପ୍ରିଲ ୬ ଯାଏ ଚାଲିବା ସମ୍ଭାବନା ରହିଛି । ପ୍ରଥମ ଦିନ ସଂସଦର ମିଳିତ ଅଧିବେଶନରେ ଉଦବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସଂସଦର ମିଳିତ ଅଧିବେଶନରେ ପ୍ରଥମ ଥର!-->…
Read More...
Read More...
ଆକାଶରେ ଧକ୍କା ହେଲା ଦୁଇ ହେଲିକପ୍ଟର, ୪ ମୃତ
ଅଷ୍ଟ୍ରେଲିଆ; ଅଷ୍ଟ୍ରେଲିଆର ମଝି ଆକାଶରେ ଧକ୍କା ହେଲା ଦୁଇ ହେଲିକପ୍ଟର । ଦୁର୍ଘଟଣାରେ ୪ ଜଣଙ୍କ ଜୀବନ ଯାଇଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି । ସୋମବାର ଅଷ୍ଟ୍ରେଲିଆର ଏକ ସମୁଦ୍ର ତଟରେ ମଝି ଆକାଶରେ ଦୁଇ ହେଲିକପ୍ଟର ମଧ୍ୟରେ ପରସ୍ପର ଧକ୍କା ହୋଇଥିଲା ।
ପୁଲିସ କହିବା ମୁତାବକ,!-->!-->!-->…
Read More...
Read More...
ଜେଲରେ ଆତତାୟୀଙ୍କ ଗୁଳିକାଣ୍ଡ, ୧୪ ମୃତ୍ୟୁ
ମେକ୍ସିକୋ; ମେକ୍ସିକୋ ଜେଲରେ ଆଖିବୁଜା ଗୁଳି ମାଡ଼ । ଆତତାୟୀଙ୍କ ଗୁଳିମାଡରେ ଘଟଣାସ୍ଥଳରେ ହିଁ ୧୪ ଜଣଙ୍କର ଜୀବନ ଚାଲିଯାଇଛି । ମେକ୍ସିକୋର ଉତ୍ତର ସ୍ୟୁଦାଦ ଜୁୟାରେଜ ସହରର ଜେଲରେ କିଛି ବନ୍ଧୁକଧାରୀ ଅତର୍କିତ ଆକ୍ରମଣ କରିଥିଲେ । ଆକ୍ରମଣରେ ୧୪ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଗୁଳିକାଣ୍ଡର!-->…
Read More...
Read More...