Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍ ଲିକ୍ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା: ଗଛରେ ପିଟିହେଲା ବସ୍, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ
Browsing Category
Today’s Highlight
ସଚିବ ୫-ଟି ଙ୍କ ପୁରୀ, କୋଣାର୍କ ଓ କାକଟପୁର ପରିଦର୍ଶନ
ମା ମଙ୍ଗଳା ପୀଠ ର ହେବ ଉନ୍ନତିକରଣପନ୍ଦର ଦିନରେ ଯୋଜନା ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ.ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ କାମ ଜୁନ୍ ୨୩ ସୁଦ୍ଧା ଶେଷ ହେବ .କୋଣାର୍କ ଚନ୍ଦ୍ରଭାଗା ରାସ୍ତା ସମ୍ପ୍ରସାରଣ ଏପ୍ରିଲ ୨୦୨୩ ସୁଦ୍ଧା ଶେଷ କରିବାକୁ ନିର୍ଦ୍ଦେଶ .
ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ!-->!-->!-->…
Read More...
Read More...
ବଡଦିନରେ ସୋଆ କ୍ୟାମ୍ପସ୍ ଯିବ ବିଶ୍ୱକପ୍ ହକି ଟ୍ରଫି
ଭୁବନେଶ୍ୱର, ୨୩/୧୨: ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ୍ ପ୍ରତିଯୋଗିତା ଆସନ୍ତା ଜାନୁଆରୀ ୧୩ ରୁ ୨୯ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ବେଳେ ଏହାର ଟ୍ରଫି ବଡ଼ଦିନ ଦିନ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିସରକୁ ଆସିବ । ଭାରତ ସମେତ ୧୬ଟି ଦେଶ ଏହି ବିଶ୍ୱକପ୍ରେ ଭାଗ ନେଉଥିôବା ବେଳେ ଡିସେମ୍ବର!-->…
Read More...
Read More...
କୋଭିଡ ସ୍ଥିତି ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକ
ଭୁବନେଶ୍ବର; ଗତ କିଛି ଦିନ ଧରି ବିଦେଶରେ ବଢ଼ିଚାଲିଛି କରୋନା ସଂକ୍ରମଣ । ଏହାର ଭୟବହତା ନଜରରେ ରଖି ନୂଆ ଆଡଭାଇଜରି ଜାରି କରିଛି ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକରେ ସ୍ୱାସ୍ଥ୍ୟ ସଚିବ ସାଲିନି ପଣ୍ଡିତ କହିଥିଲେ, ଆମ ରାଜ୍ୟରେ କରୋନା ସ୍ଥିତି ଭଲ ରହିଛି ।!-->…
Read More...
Read More...
ଶେଷ ହେଲା ସଂସଦର ଶୀତ ଅଧିବେଶନ
ନୂଆଦିଲ୍ଲୀ; ସମୟ ପୂର୍ବରୁ ଶେଷ ହେଲା ସଂସଦର ଶୀତକାଳୀନ ଅଧିବେଶନ । ଧାର୍ଯ୍ୟ ସମୟର ୬ ଦିନ ପୂର୍ବରୁ ଶେଷ ହୋଇଛି ଅଧିବେଶନ। ଆଜିଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସଂସଦ ମୁଲତବି ଘୋଷଣା ହୋଇପାରେ। ଲୋକସଭା ଏବଂ ରାଜ୍ୟସଭାକୁ ଅନିଶ୍ଚିତକାଳ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି । ଲୋକସଭାରେ ଚଳିତ!-->…
Read More...
Read More...
ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
ଭୁବନେଶ୍ବର; ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ।ଆସନ୍ତା ୨୮ କିମ୍ବା ୨୯ ତାରିଖରେ ନଡ୍ଡା ପୁଣି ଓଡ଼ିଶା ଗସ୍ତରେ ଆସିବେ। ଏନେଇ ବରିଷ୍ଠ ବିଜେପି ନେତା ତଥା ରାଜ୍ୟ ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଜେ ପି ନଡ୍ଡା ଗତ!-->!-->!-->…
Read More...
Read More...
ବୁଷ୍ଟର ଭାବେ ବୟସ୍କ ନେଇପାରିବେ ନାଜାଲ ଭାକସିନ
ନୂଆଦିଲ୍ଲୀ; ସାରା ବିଶ୍ୱରେ ମହାମାରୀ କାୟା ବିସ୍ତାର କରିଥିବା ବେଳେ ଏବେ ଦେଶରେ ବଢୁଛି କରୋନା ସଂକ୍ରମଣ । ଏହାକୁ ରୋକିବା ଲାଗି ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେବା ଆବଶ୍ୟକ ହେଲାଣି । ଏବେ ବୟସ୍କଙ୍କୁ ବୁଷ୍ଟର ଡୋଜ ଭାବେ ନାଜାଲ ଭାକ୍ସିନ ଦେବା ଲାଗି ପରାମର୍ଶ ଦେଇଛି ବିଶେଷଜ୍ଞ କମିଟି ।!-->…
Read More...
Read More...
ଖୁବଶୀଘ୍ର ୟୁକ୍ରେନ ଉପରେ ଆକ୍ରମଣ ବନ୍ଦ ହୋଇପାରେ
ମସ୍କୋ: ଦୀର୍ଘ ୩୦୦ ଦିନ ଧରି ଚାଲିଥିବା ଋଷ୍-ୟୁକ୍ରେନ ଯୁଦ୍ଧର ଘଟିବ ପରିସମାପ୍ତି । ୟୁକ୍ରେନ ସହ ଯୁଦ୍ଧ ଶେଷ କରିବାକୁ ସଙ୍କେତ ଦେଇଛନ୍ତି ରାଷ୍ଟ୍ରପତି ଭ୍ଲାଦିମର ପୁଟିନ । ୟୁକ୍ରେନ ଭଳି ଗୋଟିଏ ଛୋଟିଆ ଦେଶକୁ ଯୁଦ୍ଧରେ ପରାସ୍ତ ନ କରିପାରି ରୁଷ ରାଷ୍ଟ୍ରପତି ଭ୍ଲାଦିମର ପୁଟିନ ସତେ ଯେମିତି!-->…
Read More...
Read More...
ଘାରୁଛି କରୋନା ଚିନ୍ତା, ସତର୍କ ରହିବାକୁ ଆଇଏମଏର ଚେତାବନୀ
ପୁଣି କଡ଼ ଲେଉଟାଣି ମାରିଲାଣି ମହାମାରୀ କରୋନା । ଏନେଇ ଦେଶବାସୀଙ୍କୁ ସତର୍କ କରାଇଛି ଇଣ୍ଡିଆନ ମେଡିକାଲ ଆସୋସିଏସନ ବା ଆଇଏମଏ। ଦେଶବାସୀଙ୍କୁ ତୁରନ୍ତ କୋଭିଡର ନିୟମ ପାଳନ କରିବା ସହିତ ସତର୍କ ସୂଚନା ଜାରି କରିଛି । ସଂସ୍ଥା ପକ୍ଷରୁ କୁହାଯାଇଛି କି, ସଂକ୍ରମଣରୁ ବର୍ତ୍ତିବାକୁ ହେଲେ!-->…
Read More...
Read More...
ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର
୨୦୨୨ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାରରେ ସମ୍ମାନିତ ହେବେ ଓଡ଼ିଆ ଭାଷାରେ କବି ଡ. ଗାୟତ୍ରୀବାଳା ପଣ୍ଡା । କବିତା ପୁସ୍ତକ 'ଦୟାନଦୀ' ପାଇଁ ସେ ମର୍ଯ୍ୟାଦାଜନକ ସାହିତ୍ୟ ଏକାଡେମୀ ୨୦୨୨ ପାଇଁ ମନୋନୀତ ହୋଇଛନ୍ତି । ପୁରସ୍କାର ସ୍ୱରୂପ ୧ ଲକ୍ଷ ଟଙ୍କା ଅର୍ଥରାଶି ଓ ତାମ୍ର ଫଳକ କେନ୍ଦ୍ର!-->…
Read More...
Read More...
ଆଜି ବର୍ଷର ସବୁଠୁ ଛୋଟ ଦିନ ଓ ବଡ଼ ରାତି
ଆଜି ହେବ ବର୍ଷର ସବୁଠୁ ବଡ଼ ରାତି । ସେହିପରି ସବୁଠୁ ଛୋଟ ଦିନ ଦେଖିବେ ଉତ୍ତର ଗୋଲାର୍ଦ୍ଧର ବାସିନ୍ଦା। ସନ୍ଧ୍ୟାରେ ସୂର୍ଯ୍ୟାସ୍ତ ଠାରୁ ଆସନ୍ତାକାଲି ସୂର୍ଯ୍ୟୋଦୟ ପର୍ଯ୍ୟନ୍ତ ସମୟ ରହିବ ୧୩ ଘଣ୍ଟା ୧୯ ମିନିଟ୍ । ଅର୍ଥାତ୍ ୧୩ ଘଣ୍ଟା ୧୯ ମିନିଟ୍ ରହିବ ରାତିର ଅବଧି । ସେହିପରି ସବୁଠୁ!-->…
Read More...
Read More...