ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ
Browsing Category

Today’s Highlight

ଶୁଭାରମ୍ଭ ହେଲା ସ୍ନାତକୋତ୍ତର, ମେଡିକାଲ ଶିକ୍ଷା ଓ ଗବେଷଣା ଅନୁଷ୍ଠାନ

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ଶୁଭାରମ୍ଭ ହୋଇଛି ସ୍ନାତକୋତ୍ତର, ମେଡିକାଲ ଶିକ୍ଷା ଓ ଗବେଷଣା ଅନୁଷ୍ଠାନ । ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁଭାରମ୍ଭ କରିବା ସହିତ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି
Read More...

ଉନ୍ମୋଚିତ ହେଲା କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ

ବ୍ରଜରାଜନଗରରେ ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତକିଶୋର ବାବୁଙ୍କ ସରଳତା ଥିଲା ତାଙ୍କ ବଡ ପରିଚୟ – ମୁଖ୍ୟମନ୍ତ୍ରୀ ବ୍ରଜରାଜନଗର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବ୍ରଜରାଜନଗର ଠାରେ ବିଧାନ ସଭାର ପୂର୍ବତନ
Read More...

ନୂଆବର୍ଷ ପାଇଁ କଡାକଡି ହେଲା ନିୟମ

ଭୁବନେଶ୍ବର; ଆଉ ଦିନକ ପରେ ନୂଆବର୍ଷ । ଜଗା ଦର୍ଶନ ପାଇଁ ଦେଶ ତଥା ବିଦେଶରୁ ଶ୍ରୀକ୍ଷେତ୍ରକୁ ଛୁଟୁଛି ଶ୍ରଦ୍ଧାଳୁଙ୍କ ସୁଅ । ବର୍ଷ ଶେଷରେ ଓ ନୂଆବର୍ଷ ଆରମ୍ଭରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼ ଜମୁଛି । ଆସନ୍ତାକାଲି ଓ ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ
Read More...

୪ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ବର; ସରକାରୀ କର୍ମଚାରୀଙ୍କ ଲାଗି ଆସିଲା ଖୁସି ଖବର । ରାଜ୍ୟ କର୍ମଚାରୀଙ୍କୁ ନୂଆବର୍ଷ ଭେଟି ଦେଲେ ସରକାର । ସେମାନଙ୍କ ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ମହଙ୍ଗା ଭତ୍ତା ଓ ଟିଆଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରୀ
Read More...

ଥଣ୍ଡା ସିରପ ପିଇ ୧୮ଶିଶୁଙ୍କ ଜୀବନ ଗଲା

ଉଜବେକିସ୍ତାନ; କଫ ସିରପ ପିଇ ୧୮ ଶିଶୁ ପ୍ରାଣ ହରାଇଥିବା ଘଟଣାରେ ଭାରତୀୟ କମ୍ପାନୀକୁ ଦୋଷ ଦେଇଛି ଉଜବେକିସ୍ତାନ ସ୍ୱାସ୍ଥ୍ୟ ମନ୍ତ୍ରାଳୟ। ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି କି,ନୋଏଡା ସ୍ଥିତ ମେରିୟନ ବାୟୋଟେକ ପ୍ରାଇଭେଟ ଲିମିଟେଡ ଦ୍ୱାରା ପ୍ରସ୍ତୁତ ଥଣ୍ଡା ସିରପ ଡକ ୱାନ ମାକ୍ସ ପିଇ
Read More...

ଆଜି ନନ୍ଦନକାନନର ୬୩ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ବର; ଆଜି ୬୩ତମ ପ୍ରତିଷ୍ଠା ଦିବସ ପାଳୁଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଗତ ୬୨ବର୍ଷରେ ପର୍ଯ୍ୟଟକଙ୍କ ମଧ୍ୟରେ ଏକ ସ୍ବତନ୍ତ୍ର ସ୍ଥାନ ନେଇଛି ନନ୍ଦନକାନନ । ଆଜିଠୁ ନୂଆ ପଶୁପକ୍ଷୀଙ୍କୁ ଦେଖିବାକୁ ସୁଯୋଗ ପାଇବେ ପର୍ଯ୍ୟଟକ । ମହୀଶୂର ଚିଡିଆଖାନାରୁ ଆସିଥିବା ବିରଳ ପ୍ରଜାତିର ଜନ୍ତୁ
Read More...

ଅନୁଗୁଳବାସୀଙ୍କୁ ନୂଆବର୍ଷ ଭେଟିଦେବେ ମୁଖ୍ୟମନ୍ତ୍ରୀ

ଅନୁଗୁଳ; ଆଜି ଅନୁଗୁଳବାସୀଙ୍କୁ ନୂଆବର୍ଷ ଭେଟିଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନୁଗୁଳରେ ୧୧ଟି ପ୍ରକଳ୍ପର ଶୁଭାରମ୍ଭ ସହ ୧୩ରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏଥିସହ ମିଶନ ଶକ୍ତି ମହିଳାଙ୍କୁ ଭେଟିବେ ଏବଂ ୨୪୨ କୋଟି ଟଙ୍କା ଋଣର ଡିଜିଟାଲ ଲଞ୍ଚିଂ ଶୁଭାରମ୍ଭ
Read More...

ନୂଆ ଗାଇଡଲାଇନ୍ ଆଣିଲା ‘ଏୟାର ଇଣ୍ଡିଆ ଏକ୍ସପ୍ରେସ’

ୟୁଏଇ; କରୋନାକୁ ନେଇ ନୂଆ ଗାଇଡଲାଇନ୍ ଆଣିଲା ‘ଏୟାର ଇଣ୍ଡିଆ ଏକ୍ସପ୍ରେସ’ । ଏଣିକି ୟୁନାଇଟେଡ୍ ଆରବ୍ ଏମିରେଟ୍ସରୁ ଆସୁଥିବା ଯାତ୍ରୀଙ୍କ ପାଇଁ ‘ଏୟାର ଇଣ୍ଡିଆ ଏକ୍ସପ୍ରେସ୍’ ଜାରି କରିଛି ନୂଆ କୋଭିଡ୍ ମାର୍ଗଦର୍ଶିକା । ଗାଇଡଲାଇନ୍ ମୁତାବକ, ସଂଯୁକ୍ତ ଆରବ ଏମିରେଟ୍‌ସ୍‌ରୁ ଆସୁଥିବା ସମସ୍ତ
Read More...

ବାରବାଟୀରେ ‘ସେଲିବ୍ରେସନ୍’

କଟକ; ହକି ବିଶ୍ବକପ୍ ପାଇଁ ଚାଲିଛି ଜୋରସୋରରେ ପ୍ରସ୍ତୁତି । ଆସନ୍ତା ଜାନୁଆରୀ ୧୩ ରୁ ୨୯ ପର୍ଯ୍ୟନ୍ତ ଭୁବନେଶ୍ୱର ଓ ରାଉରକେଲାରେ ଖେଳାଯିବ ପୁରୁଷ ହକି ବିଶ୍ୱକପ । ଏହି ମହାକୁମ୍ଭ ଆରମ୍ଭର ଦୁଇ ଦିନ ପୂର୍ବରୁ ଅର୍ଥାତ ଜାନୁଆରୀ ୧୧ରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଉଦଘାଟନୀ ଉତ୍ସବ ।
Read More...

ବିଲୁପ୍ତ ହୋଇଯିବେ କି ୨୯ ପ୍ରଜାତିର ଜୀବଜନ୍ତୁ ?

ବିଲୁପ୍ତ ହେବାକୁ ବସିଲେଣି ୨୯ ପ୍ରଜାତିର ଜୀବଜନ୍ତୁଲୋପ ପାଇବାର ମୁଖ୍ୟ କାରଣ ହେଉଛି ଜଳବାୟୁ ପରିବର୍ତ୍ତନସଂରକ୍ଷଣ ପାଇଁ ଅଣ୍ଟା ନ ଭିଡିଲେ ହଜିଯିବେ ଅନେକ ପ୍ରଜାତି ନ୍ୟୁଜ୍ ବ୍ୟୁରୋ; ସାରା ଦୁନିଆରେ ଅନେକ ପ୍ରଜାତିର ଜୀବଜନ୍ତୁ ଓ ଉଦ୍ଭିଦ ରହିଛନ୍ତି । କିନ୍ତୁ ଏବେ ଅନେକ ପ୍ରଜାତିର
Read More...