Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍ ଲିକ୍ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା: ଗଛରେ ପିଟିହେଲା ବସ୍, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ
Browsing Category
Today’s Highlight
୧୮୦୬ କୋଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ବାଲେଶ୍ୱର ଗସ୍ତରେ ଯାଇ ୧୮୦୬ କୋଟି ଟଙ୍କାର ୧୯୧ଟି ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ୨୨୦ କୋଟି ଟଙ୍କାର ମିଶନ ଶକ୍ତି ଋଣ ସହାୟତା ପ୍ରଦାନ କରିଛନ୍ତି ନବୀନ । ଏଥିସହିତ ଓଡ଼ିଆ ସାହିତ୍ୟର!-->…
Read More...
Read More...
ଓସ୍କାର ରେସରେ ‘କନ୍ତାରା’
ବଡ ବଡ ଫିଲ୍ମକୁ ପଛରେ ପକାଇ ଥିବା ସାଉଥର ସ୍ବଳ୍ପ ବଜେଟ୍ ଫିଲ୍ମ ‘କନ୍ତାରା’ ଏବେ ଆଉ ଏକ ରେକର୍ଡ ମୁହାଁ ହୋଇଛି । ଓସ୍କାର ରେସରେ ସାମିଲ ହେବାକୁ ଯାଉଛି ଚଳିତ ବର୍ଷର ସବୁଠାରୁ ବଡ ବ୍ଲକବଷ୍ଟର ହିଟ୍ ଫିଲ୍ମ ‘କନ୍ତାରା’ । ନିଆରା କାହାଣୀ ଓ ବକ୍ସ ଅଫିସରେ ଦମଦାର ବ୍ୟବସାୟ କରି ପ୍ରତ୍ୟେକ!-->…
Read More...
Read More...
ହନୁମାନଙ୍କ କୃପାରୁ ଯୋଡ଼ି ହୁଏ ଲୋକଙ୍କ ଭଙ୍ଗା ହାଡ଼
ମଧ୍ୟପ୍ରଦେଶ; ଭାରତ ଏକ ଧାର୍ମିକ ଦେଶ । ଏଠାରେ କିଛି ମନ୍ଦିର ଏପରି ବି ଅଛି, ଯାହାକୁ ଚମତ୍କାରୀ ବୋଲି କୁହାଯାଏ। କେତେକ ମନ୍ଦିରରେ ଅନେକ ରହସ୍ୟ ଲୁଚି ରହିଛି, ଯାହା ଉପରୁ ଆଜି ପର୍ଯ୍ୟନ୍ତ ବି ପରଦା ଉଠିପାରିନାହିଁ। ହିନ୍ଦୁ ଧର୍ମରେ ୩୩ କୋଟି ଦେବା ଦେବୀ ଅଛନ୍ତି । ସେମାନଙ୍କ ମଧ୍ୟରେ!-->…
Read More...
Read More...
ସମ୍ ନର୍ସିଂ କଲେଜ ପକ୍ଷରୁ ନର୍ସମାନଙ୍କ ନିମନ୍ତେ କର୍ମଶାଳା
ଭୁବନେଶ୍ୱର,୨୧ /୧୨ : ରୋଗୀଙ୍କ ସେବା କରୁଥିବା ନର୍ସମାନେ ସେମାନଙ୍କର ଯତ୍ନ ନେବା ସହ ତାଙ୍କ ଚିକିତ୍ସା ସମ୍ପର୍କିତ ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରିବା ଉଚିତ୍ । ଚିକିତ୍ସା କରିବା ସମୟରେ ସମସ୍ତ ପ୍ରକାର ତ୍ରୁଟିକୁ ଏଡାଇବା ନିମନ୍ତେ ଯତ୍ନବାନ ହେବା ଉଚିତ୍ । ଔଷଧ, ଏହାର ପାଶ୍ୱର୍!-->…
Read More...
Read More...
ଆଫଗାନିସ୍ତାନରେ ମହିଳାଙ୍କୁ ବିଶ୍ୱବିଦ୍ୟାଳୟ ମନା
ଆଫଗାନିସ୍ତାନ; ମହିଳାଙ୍କ ବିଶ୍ୱବିଦ୍ୟାଳୟ ପାଠ ପଢ଼ାରେ ଲାଗିଲା କଟକଣା । ମଙ୍ଗଳବାର ଠାରୁ ଏହି କଟକଣା ଲଗାଇଛନ୍ତି ତାଲିବାନ ସରକାର । ଏନେଇ ତାଲିବାନ୍ ଉଚ୍ଚ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଚିଠି କରାଯାଇଛି । ଝିଅମାନଙ୍କ ବିଶ୍ୱବିଦ୍ୟାଳୟ!-->…
Read More...
Read More...
ଜାନୁଆରୀରେ ୧୫ ଦିନ ବନ୍ଦ ରହିବ ବ୍ୟାଙ୍କ୍
ନ୍ୟୁଜ୍ ବ୍ୟୁରୋ; ଆଉ କିଛି ଦିନର ଅପେକ୍ଷା ପରେ ଆସୁଛି ନୂତନ ବର୍ଷ ୨୦୨୩ । ନୂଆ ବର୍ଷ ଆରମ୍ଭ ପୂର୍ବରୁ ମଧ୍ୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଦ୍ୱାରା ୨୦୨୩ ପାଇଁ ବ୍ୟାଙ୍କ ଛୁଟିଦିନର ତାଲିକା ପ୍ରକାଶ ପାଇଛି । ଯାହା ଅନୁଯାୟୀ, ନୂତନ ବର୍ଷର ପ୍ରଥମ ମାସରେ ଅର୍ଥାତ୍ ଜାନୁୟାରୀ ୨୦୨୩ ରେ!-->…
Read More...
Read More...
ଗୋପାଳପୁରରେ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ
ଭୁବନେଶ୍ବର; ପୁରୀ ପରେ ଏବେ ଗୋପାଳପୁରରେ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ । ଆଜିଠାରୁ ସହରରେ ଆରମ୍ଭ ହେଲା ‘ଡ୍ରିଙ୍କ ଫ୍ରମ ଟ୍ୟାପ୍’ ଯୋଜନା । ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୋପାଳପୁରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ସହିତ ରାଜ୍ୟର ୧୯ ଟି!-->…
Read More...
Read More...
ସମଗ୍ର ବିଶ୍ୱରେ କରୋନା ସ୍ଥିତି ଅଣାୟତ୍ତ
ନୁଆଦିଲ୍ଲୀ; ଚୀନ ସମେତ ସମଗ୍ର ବିଶ୍ୱରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି । ଗତ ସପ୍ତାହେ ମଧ୍ୟରେ କରୋନା ସଂକମ୍ରଣ ନେଇ ୩୬ ଲକ୍ଷ କେସ୍ ସାମ୍ନାକୁ ଆସିଥିବା ବେଳେ ଗତ ୭ ଦିନରେ ୧୦ ହଜାର ଲୋକଙ୍କ ମୃତ୍ୟୁ ହୋଇଛି । ଚୀନ ପରେ ଆମେରିକା, ଜାପାନ, ବ୍ରାଜିଲ, ଦକ୍ଷିଣ କୋରିଆ, ଜର୍ମାନୀ!-->…
Read More...
Read More...
ଭିଜିଲାନ୍ସ ଜାଲରେ ସରକାରୀ ବାବୁ
ଭୁବନେଶ୍ବର; ପୁଣି ଭିଜିଲାନ୍ସ କବ୍ଜାରେ ଆଉ ଜଣେ ସରକାରୀ ବାବୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଇଡକଲ ଆମ୍ପା ଭାଲି ଲାଇମ ଷ୍ଟୋନ୍ ମାଇନ୍ସର ଡେପୁଟି ମ୍ୟାନେଜର ଗୟା ସାଆନ୍ତରାଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଗୟା ସାଆନ୍ତରାଙ୍କ ଘର ଓ ଅଫିସ ସମେତ ୭ଟି ସ୍ଥାନରେ ରେଡ୍!-->…
Read More...
Read More...
ଜେଲରେ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା
କଣ୍ଟାବାଞ୍ଝି; ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆଜି କଣ୍ଟାବାଞ୍ଝି ଜେଲ୍ ଭିତରେ ରଶି ଦେଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଏହା ଦେଖିବା ପରେ ଜେଲ କର୍ତ୍ତୃପକ୍ଷ ତାଙ୍କୁ ଉଦ୍ଧାର କରି ମେଡିକାଲକୁ ଆଣିଥିଲେ। ହେଲେ ଗୋବିନ୍ଦଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର।!-->…
Read More...
Read More...