Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍ ବଜାରକୁ ଆଣିବ ପ୍ୟାକେଟ୍ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ
Browsing Category
Today’s Highlight
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ ସମୀର ଠାକୁର
ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୌର ପରିଷଦର ଉପନିର୍ବାହୀ ଯନ୍ତ୍ରୀ ସମୀର ଠାକୁରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ମହାବୀର ପଡ଼ାରେ ଥିବା ତାଙ୍କ ୩ ମହଲା ବିଶିଷ୍ଟ ବାସଭବନ, ପୌର କାର୍ଯ୍ୟାଳୟ ଓ ମାରୱାରିପଡ଼ାରେ!-->…
Read More...
Read More...
ଏନକାଉଣ୍ଟର ସ୍ଥଳରୁ ୩ ଆତଙ୍କୀଙ୍କ ମୃତଦେହ ଉଦ୍ଧାର
ଶ୍ରୀନଗର; ଆଜି ଜମ୍ମୁ ଓ କଶ୍ମୀରର ସିଧରାର ଆତ୍ମଗୋପନ କରିଥିବା ୩ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।ଜମ୍ମୁ ଓ କଶ୍ମୀର ‘ଏଡିଜିପି’ କହିଛନ୍ତି ଯେ, ଗୁଳି ବିନିମୟ ଘଟିବା ସମୟରେ ଆତଙ୍କବାଦୀମାନେ ଗୋଟାଏ ଟ୍ରକ୍ରେ ଥିଲେ। ଏନ୍କାଉଣ୍ଟର୍ରେ ୩ଜଣଯାକ ଆତଙ୍କବାଦୀ ନିହତ ହୋଇଛନ୍ତି।
ମିଳିଥିବା!-->!-->!-->…
Read More...
Read More...
ବୁଷ୍ଟର ଡୋଜ ନେଇଥିବା ବ୍ୟକ୍ତିମାନଙ୍କୁ ନାଜାଲ ଭାକ୍ସିନ ମନା
ନୂଆଦିଲ୍ଲୀ: ମହାମାରୀ କରୋନା ସଂକ୍ରମଣ ପୁଣି ବଢ଼ିବାରେ ଲାଗିଲାଣି। ଭାରତରେ ନାଜାଲ ଟିକା ବା ନାକରେ ପଡ଼ି ପାରୁଥିବା ଟିକାର ପ୍ରଚଳନ କରାଯାଇଛି। କୋୱିନ ଆପ୍ ଜରିଆରେ ପଞ୍ଜୀକରଣ କରି ଜଣେ ପ୍ରାପ୍ତ ବୟସ୍କ ଏହି ଟିକାକୁ ନେଇ ପାରିବେ। କିନ୍ତୁ କରୋନା ବିରୋଧରେ ବୁଷ୍ଟର ବା ତୃତୀୟ ଡୋଜ୍ ନେଇ!-->…
Read More...
Read More...
ଡିସେମ୍ବର ୨୯ରୁ ସୋଆରେ ଜାତୀୟ କିକ୍ବକ୍ସିଂ ଚାମ୍ପିଅନ୍ସିପ୍
ଭୁବନେଶ୍ୱର, ୨୭/୧୨: ଡିସେମ୍ବର ୨୯ରୁ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଷ୍ଟାଡିୟମ୍ରେ ୨୭ ତମ ସିନିୟର୍ ଆଇଏକେଓ ଜାତୀୟ କିକ୍ବକ୍ସିଂ ଚାମ୍ପିଅନ୍ସିପ୍ ଆୟୋଜିତ ହେବ । ଏହି ଚାମ୍ପିଅନ୍ସିପ୍ରେ ଦେଶର ୧୫ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳରୁ ୫୦୦ ରୁ ଅଧିକ!-->…
Read More...
Read More...
ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବ ଉପରେ ମୋହର
ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି ।
ସୂଚନା ଅନୁଯାୟୀ, ୟୁପି ସ୍କୁଲ ଶିକ୍ଷକଙ୍କ ଗ୍ରାଣ୍ଟ-ଇନ୍-ଏଡ୍ ଅବଧି ବୃଦ୍ଧି ପ୍ରସ୍ତାବକୁ!-->!-->!-->…
Read More...
Read More...
କରୋନା ମୁକାବିଲା ପାଇଁ ଦେଶ କେତେ ପ୍ରସ୍ତୁତ ?
ନୂଆଦିଲ୍ଲୀ; ବିଦେଶରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ । ଏହାକୁ ନେଇ ସତର୍କ ହେଲାଣି ଭାରତ । କରୋନା ମୁକାବିଲା ପାଇଁ ଦେଶ କେତେ ପ୍ରସ୍ତୁତ, ତାହା ପରିଖିବାକୁ ଆଜି ଦେଶବ୍ୟାପୀ ହୋଇଛି ମକଡ୍ରିଲ୍ । ଏହି ମକଡ୍ରିଲରେ ହସ୍ପିଟାଲ ଓ ମେଡିକାଲ କଲେଜ ଗୁଡ଼ିକରେ କରୋନା ମୁକାବିଲା ପାଇଁ!-->…
Read More...
Read More...
ଘୋଷଣା ହେଲା ନାଜାଲ ଭ୍ୟାକ୍ସିନର ଦାମ୍
ନୂଆଦିଲ୍ଲୀ; ସାରା ବିଶ୍ୱରେ ମହାମାରୀ କାୟା ବିସ୍ତାର କରିଥିବା ବେଳେ ଏବେ ଦେଶରେ ବଢୁଛି କରୋନା ସଂକ୍ରମଣ । ଏହାକୁ ରୋକିବା ଲାଗି ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେବା ଆବଶ୍ୟକ ହୋଇଥିବା ବେଳେ ଏବେ ଏନେଇ ଏକ ପାଦ ଆଗକୁ ବଢିଛନ୍ତି ସରକାର । ନାଜାଲ ଭ୍ୟାକ୍ସିନର ଦାମ୍ ଘୋଷଣା କରିଛନ୍ତି କେନ୍ଦ୍ର!-->…
Read More...
Read More...
ସୁଶାନ୍ତଙ୍କ ମୃତ୍ୟୁ ନେଇ ଆସିଲା ଚାଞ୍ଚଲ୍ୟକର ଖବର
ମୁମ୍ବାଇ; ମୃତ୍ୟୁର ଅଢ଼େଇ ବର୍ଷ ପରେ ଦିବଗଂତ ଅଭିନେତାଙ୍କ ମାମଲାକୁ ନେଇ ସାମ୍ନାକୁ ଆସିଛି ନୂଆ ମୋଡ । ଏବେ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ନେଇ ଆରମ୍ଭ ହୋଇଛି ବିତର୍କ । ଏହି ବତର୍କର କର୍ଣ୍ଣଧାର ସାଜିଛନ୍ତି ସୁଶାନ୍ତଙ୍କ ପୋଷ୍ଟମର୍ଟମ କରିଥିବା କର୍ମଚାରୀ । ସେ ଆତ୍ମହତ୍ୟା!-->…
Read More...
Read More...
ଭିଜିଲାନ୍ସ ଜାଲରେ ଡେପୁଟି କଲେକ୍ଟର
ଜଗତସିଂହପୁର; ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟି କଲେକ୍ଟର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚିତ୍ତରଞ୍ଜନ ପିଲ୍ଲାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ମଙ୍ଗଳବାର ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ଅତର୍କିତ ଚଢ଼ଉ କରିଛି । ଭିଜିଲାନ୍ସ ବିଭାଗର ୨ ଜଣ ଡିଏସ୍ପିଙ୍କ!-->…
Read More...
Read More...
ଆଜିଠୁ ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା
ବରଗଡ; ଆଜିଠୁ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ । ନବବଧୂ ପରି ସଜେଇ ହୋଇଛି ମଥୁରା ପାଲଟିଥିବା ବରଗଡ଼ ସହର । ଅନ୍ୟପଟେ ଗୋପପୁର ପାଲଟିଥିବା ଅମ୍ବାପାଲିରେ ମଧ୍ୟ ଉତ୍ସାହର ମାହୋଲ । ଆଜିଠାରୁ ଜାନୁଆରୀ ୬ ତାରିଖ ପର୍ଯ୍ୟନ୍ତ ୧୧ଦିନ ଧରି ବିଶ୍ଵର ସର୍ବ ବୃହତ ରଙ୍ଗ ମଞ୍ଚରେ!-->…
Read More...
Read More...