ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ
Browsing Category

Today’s Highlight

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କବାଦୀ

ଜମ୍ମୁ କଶ୍ମୀର; ଜମ୍ମୁ କଶ୍ମୀରର ସୋପିଆନରେ ମୁହାଁମୁହିଁ ହେଲେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଲସ୍କର-ଏ-ତୋଇବା ଆତଙ୍କବାଦୀ। ତେବେ ଆତଙ୍କବାଦୀଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ସର୍ଚ୍ଚ ଅପରେସନ୍ ଜାରି ରଖିଛି ଭାରତୀୟ ସେନା । ଜମ୍ମୁ-କଶ୍ମୀର
Read More...

ପହିଲାରୁ ଟ୍ବିନ ସିଟିରେ ଗଡିବନି ଭାରୀଯାନ

କଟକ; ଜାନୁଆରୀ ପହିଲାରୁ ଟ୍ବିନ ସିଟିରେ ଭାରୀଯାନ ଗଡ଼ିବା ଉପରେ ଲାଗିଲା କଟକଣା । ଏହି କଟକଣା ଆସନ୍ତା ୧୨ ତାରିଖ ଯାଏଁ ବଳବତ୍ତର ରହିବ । ସୂଚନା ଅନୁଯାୟୀ, ପୁରୁଷ ହକି ବିଶ୍ୱ କପ୍ ୨୦୨୩ର ଉଦଘାଟନୀ ସମାରୋହକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛି କଟକ ଜିଲ୍ଲା ପ୍ରଶାସନ । ପ୍ରଶାସନ
Read More...

ରାଉରକେଲାରେ ବିମାନ ସେବା ଖୁବଶୀଘ୍ର

ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ ରାଉରକେଲା ଗସ୍ତବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷାଷ୍ଟାଡିଅମ ଓ ବିମାନ ବନ୍ଦର ନିର୍ମାଣ ସଂପୂର୍ଣ୍ଣଜାନୁଆରୀ ୧୩ରେ ପ୍ରଥମ ମ୍ୟାଚ ଭାରତ ଓ ସ୍ପେନ
Read More...

ରାଉରକେଲାରେ ଗଡିବ ‘ମୋ ବସ୍’

ରାଉରକେଲା; ଭୁବନେଶ୍ୱର, କଟକ ଓ ପୁରୀ ପରେ ଏଣିକି ଇସ୍ପାତ ନଗରୀରେ ଗଡ଼ିବ ମୋ ବସ୍ । ହକି ବିଶ୍ୱକପ ପୂର୍ବରୁ ମୋ ବସ ସେବାରେ ସାମିଲ ହେବ ଅଧିକ ୩୦ଟି ବସ୍‌ । ୩୦ଟି ପ୍ରଦୂଷଣ ମୁକ୍ତ ତଥା ଶୀତତାପ ନିୟନ୍ତ୍ରିତ ଇକେକ୍ଟ୍ରିକ ବସ୍‌। ବିଶ୍ବକପ୍ ପୂର୍ବରୁ ୨୫ଟି ବସ୍ କ୍ରୁଟ ପକ୍ଷରୁ
Read More...

ମଙ୍ଗଳନାଥଙ୍କୁ ପୂଜା କଲେ ଦୂର ହୋଇଥାଏ ମଙ୍ଗଳ ଦୋଷ

ଉଜ୍ଜୟିନୀ; ଉଜ୍ଜୟିନୀକୁ ମହାକାଳଙ୍କ ନଗରୀ କୁହାଯାଇଥାଏ । ଏହି ପବିତ୍ର ସ୍ଥାନରେ ବହିଯାଇଛି ସିପ୍ରା ନଦୀ । ଏହି ପବିତ୍ର ତଟର ପାଦ ଦେଶରେ ଅମଙ୍ଗଳକୁ ମଙ୍ଗଳରେ ପରିବର୍ତ୍ତନ କରିବା ପାଇଁ ପୂଜା ପାଇଥାନ୍ତି ଭଗବାନ ମଙ୍ଗଳନାଥ । ଦେଶରେ ମଙ୍ଗଳ ଭଗବାନଙ୍କର ଅନେକ ମନ୍ଦିର ରହିଛି କିନ୍ତୁ ଭଗବାନ
Read More...

ବିମାନ ଦୋହଲିବାରୁ ୩୬ ଯାତ୍ରୀ ଆହତ

ହନଲୁଲୁ; ଲ୍ୟାଣ୍ଡିଂର ଅଧଘଣ୍ଟା ପୂର୍ବରୁ ମଝି ଆକାଶରେ ଦୋହଲିଲା ବିମାନ । ଘଟଣାରେ ୩୬ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଏଥିସହିତ ୨୦ ଜଣଙ୍କୁ ଏମରେଜନ୍ସି ଚିକିତ୍ସା ପାଇଁ ହନଲୁଲୁ ମେଡିକାଲ ସର୍ଭିସେସ୍‌କୁ ପଠାଯାଇଛି । ଆହତ
Read More...

ମିସେସ୍‌ ଓ୍ଵାଲ୍ଡ ମୁକୁଟ ପିନ୍ଧିଲେ ସରଗମ କୌଶଲ

ଆମେରିକା; ୨୧ ବର୍ଷ ପରେ ଭାରତକୁ ମିଳିଲା ମିସେସ୍ ଓ୍ବାଲ୍ଡ ଟାଇଟଲ୍ । ୨୦୨୨-୨୩ର ମିସେସ୍‌ ଓ୍ଵାଲ୍ଡ ମୁକୁଟ ପିନ୍ଧିଲେ ସରଗମ କୌଶଲ । ଲସ ଭେଗସରେ ଚାଲିଥିବା ଗାଲା ଇଭେଣ୍ଟରେ ଜମ୍ମୁ ଓ କାଶ୍ମୀରର ବାସିନ୍ଦା ଏହି ଟାଇଟଲର ଅଧିକାରୀ ହୋଇଛନ୍ତି । ୬୩ଟି ଦେଶର ପ୍ରତିଯୋଗୀଙ୍କୁ ପଛରେ ପକାଇ
Read More...

ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ

ନେପାଳ; ବିଳମ୍ବିତ ରାତିରେ ନେପାଳରେ ଭୂକମ୍ପ ଝଟ୍‌କା । ରିକ୍ଟର ସ୍କେଲରେ ଭୂକମ୍ପ ତୀବ୍ରତା ୪.୫ ଥିବା ରେକର୍ଡ କରାଯାଇଛି । ସୂଚନା ମୁତାବକ, ଗତକାଲି ରାତି ୧୦ଟା ୫୩ ମିନିଟ୍‌ରେ ଭୂମିକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା। ଫଳରେ ଲୋକେ ଭୟଭୀତ ହୋଇଯାଇଥିଲେ। ଏପରିକି କିଛି ଲୋକେ ଭୟରେ ଘରୁ
Read More...

ହକି ବିଶ୍ୱକପରେ ଗୀତ ଗାଇବେ ଆଦିବାସୀ ଝିଅ ନମିତା

ଭୁବନେଶ୍ବର; ହକି ବିଶ୍ୱକପ ଜରିଆରେ ସାରା ବିଶ୍ବ ଶୁଣିବ ଆଦିବାସୀ ଝିଅର ସ୍ବର । ଉଦଘାଟନୀ ସମାରୋହରେ ଗୀତ ଗାଇବେ ଓଡ଼ିଆ ଝିଅ ନମିତା ମେଲେକା । ବିଶ୍ୱକପ ହକିରେ ଗୀତ ଗାଇବା ପାଇଁ ନମିତାଙ୍କୁ ପ୍ରାୟ ଦେଢ଼ ଲକ୍ଷ ଟଙ୍କା ପାରିଶ୍ରମିକ ବାବଦକୁ ଯୋଗାଇ ଦିଆଯିବ ବୋଲି ଜଣାପଡ଼ିଛି । ଏହି ଗୀତ
Read More...

ହକି ବିଶ୍ବକପ ପାଇଁ ଆଜିଠୁ ଅଫ୍‌ଲାଇନ୍ ଟିକେଟ ବିକ୍ରି

ଭୁବନେଶ୍ବର; ଆରମ୍ଭ ହେଲା ହକି ମହାକୁମ୍ଭ ପାଇଁ କାଉଣ୍ଟଡାଉନ । ଜାନୁଆରୀ ୧୩ ତାରିଖରୁ ଆରମ୍ଭ ହେବ ହକି ବିଶ୍ବକପ । ଏଥିପାଇଁ ଆଜିଠୁ ଅଫ୍‌ଲାଇନ୍ ଟିକେଟ ବିକ୍ରି ହେବ । ଉଭୟ ଭୁବନେଶ୍ୱର ଓ ରାଉଲକେଲାରେ ବିକ୍ରି ହେବ ଏହି ଟିକେଟ୍ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମର ୮ ନମ୍ବର ଗେଟ୍ ଏବଂ
Read More...