ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ
Browsing Category

Today’s Highlight

ଆଇଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ବର; ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି । ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୧୯୯୬ ବ୍ୟାଚ୍ ଆଇଏଏସ୍ ଉଷା ପାଢ଼ୀ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି
Read More...

୨୧୪ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୪ଟି ମିଶନ ଶକ୍ତି ଭବନ ଉଦ୍‌ଘାଟିତବିଜୁ ସ୍ୱାସ୍ଥ୍ୟ କଲ୍ଯାଣ ଯୋଜନା ରେ ଏ ପର୍ଯ୍ୟନ୍ତ ଆଠ ଲକ୍ଷ ଲୋକ ଉପକାର ପାଇଲେଣି.ଲୋକଙ୍କ ଆସ୍ଥା ଓ ବିଶ୍ବାସକୁ ବଜାୟ ରଖିବା ପାଇଁ ଆମେ କାମ କରୁଛୁ - ମୁଖ୍ୟମନ୍ତ୍ରୀ ଜଗତସିଂହପୁର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜଗତସିଂହପୁର ଜିଲ୍ଲାରେ
Read More...

ଭାରତ ଫେରିବେ ନୀରବ ମୋଦୀ

ନୂଆଦିଲ୍ଲୀ; ଭାରତ ଫେରିବାକୁ ବାଧ୍ୟ ହେବେ ପଳାତକ ନୀରବ ମୋଦୀ । କାରଣ ଭାରତ ନଫେରିବା ନେଇ ସେ ଲଣ୍ଡନ ସୁପ୍ରିମକୋର୍ଟରେ କରିଥିବା ଆବେଦନକୁ ଖାରଜ କରିଦେଇଛନ୍ତି ଲଣ୍ଡନ ସୁପ୍ରିମକୋର୍ଟ । ଏବେ ତାଙ୍କ ପାଖରେ ଆଇନଗତ ଭାବେ ଅନ୍ୟ କିଛି ବିକଳ୍ପ ନଥିବାରୁ ସେ ଭାରତ ଫେରିବା ପ୍ରାୟ ତ ନିଶ୍ଚିତ
Read More...

ନୂଆବର୍ଷରୁ ଶ୍ରୀମନ୍ଦିରକୁ ମୋବାଇଲ ମନା

ପୁରୀ; ନୂଆବର୍ଷରୁ ଶ୍ରୀମନ୍ଦିର ଭିତରକୁ ମୋବାଇଲ ନେବା ଉପରେ ଲାଗିଲା କଟକଣା । ସେ ସେବାୟତ ହୁଅନ୍ତୁ କି କର୍ମଚାରୀ କେହି ବି ଶ୍ରୀମନ୍ଦିରକୁ ମୋବାଇଲ ଧରି ପ୍ରବେଶ କରିପାରିବେ ନାହିଁ । ତେବେ ଶ୍ରୀମନ୍ଦିରର ଦୁଇଟି ଦ୍ୱାରରେ ଯଥା-ସିଂହଦ୍ୱାର ଓ ଦକ୍ଷିଣଦ୍ୱାରରେ ମୋବାଇଲ ରଖିବାକୁ ବ୍ୟବସ୍ଥା
Read More...

ରାଜଧାନୀରେ ମଶା ମାରିବ ଡ୍ରୋନ୍

ଭୁବନେଶ୍ବର; ରାଜଧାନୀରେ ଚାରିଆଡ଼େ ବଢିବାରେ ଲାଗୁଛି ମଶାଙ୍କ ଉପଦ୍ରବ । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ମଶାଙ୍କ ଦମନ ପାଇଁ ବିଏମସି ପକ୍ଷରୁ ପ୍ରସ୍ତୁତ ହୋଇଛି ଆକ୍ସନ ପ୍ଲାନ୍ । ରାଜଧାନୀରେ ଏବେ ମଶା ଦମନରେ ବ୍ୟବହାର ହେବ ଡ୍ରୋନ୍ । ମଶା ବଂଶ ବିସ୍ତାର ରୋକିବାକୁ ମାସେ ପର୍ଯ୍ୟନ୍ତ
Read More...

ସେମିରେ ମରକ୍କୋ ହାରିବାରୁ ଫ୍ୟାନ୍ସଙ୍କ ଜଳାପୋଡା

ନ୍ୟୂଜ୍ ବ୍ୟୁରୋ; ଫିଫା ବିଶ୍ୱକପ ସେମିଫାଇନାଲରେ ମରକ୍କୋକୁ ହରାଇ ଫାଇନାଲରେ ପ୍ରବେଶ କରିଛି ଫ୍ରାନ୍ସ । ଡିସେମ୍ବର ୧୮ରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ ଫାଇନାଲରେ ମୁହାଁମୁହିଁ ହେବେ ଫ୍ରାନ୍ସ ଏବଂ ଆର୍ଜେଣ୍ଟିନା । ସେମିରେ ଫ୍ରାନ୍ସ ମରକ୍କୋକୁ ୨-୦ରେ ହରାଇଛି । ମରକ୍କୋ ହାରିଯିବା ପରେ
Read More...

ଚୀନକୁ ଜବାବ ଦେବ ଭାରତର ୧୫ ମିସାଇଲ୍

ଅରୁଣାଚଳ ପ୍ରଦେଶର ତୱାଙ୍ଗ ସେକ୍ଟରରେ ଭାରତ-ଚାଇନା ମଧ୍ୟରେ ହୋଇଥିବା ସଂଘର୍ଷ ପରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଏହାକୁ ନେଇ ଆଲର୍ଟ ମୋଡରେ ରହିଛି ଭାରତୀୟ ସ୍ଥଳସେନା ଓ ବାୟୁସେନା । ବିଭିନ୍ନ କ୍ଷେତ୍ରରେ ଚୀନ ଆକ୍ରମଣ ନେଇ ଚେଷ୍ଟା କରୁଥିବା ବେଳେ ଚୀନର ସମସ୍ତ ଘୃଣ୍ୟ ପଦକ୍ଷେପକୁ ମାତ
Read More...

ନୂଆ ଢ଼ାଞ୍ଚାରେ ସିବିଏସି ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ; ଚଳିତ ଶିକ୍ଷାବର୍ଷ ୨୦୨୨-୨୩ରୁ ସିବିଏସି ନୂଆ ପାଟର୍ଣ୍ଣରେ ପରୀକ୍ଷା କରାଇବ । ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାରେ ଏଥର ଆରମ୍ଭ ହେବ କମ୍ପିଟେନ୍ସି ପାଟର୍ଣ୍ଣ । ଜାତୀୟ ଶିକ୍ଷା ନୀତି ୨୦୨୩ ଅନୁସାରେ, ଦଶମ ଶ୍ରେଣୀ ପରୀକ୍ଷାର ୪୦ ପ୍ରତିଶତ ଓ ଦ୍ୱାଦଶ ପରୀକ୍ଷାର ୩୦ ପ୍ରତିଶତ
Read More...

ଦିଲ୍ଲୀ ଏମସ୍‌ ସର୍ଭର ହ୍ୟାକ କଲା ଚୀନ

ନୂଆଦିଲ୍ଲୀ; ସୀମାରେ ଦାଦାଗିରି ଦେଖାଇବା ପରେ ଏବେ ସାଇବର ଆକ୍ରମଣ କରିଛି ଚୀନ। ଚାଇନା ଦିଲ୍ଲୀ ଏମସ୍‌ର ସର୍ଭରକୁ ହ୍ୟାକ କରିଥିବା ସକରାରୀ ସୂତ୍ରରୁ ଜଣାପଡ଼ିଛି। ପାଖାପାଖି ୧୦୦ଟି ସର୍ଭରରେ ଚାଇନା ଅନୁପ୍ରବେଶ କରିଥିବା ସୂଚନା ମିଳିଛି । ତେବେ ଠିକ୍ ସମୟରେ ଅଧିକାରୀମାନେ ସଜାଗ ହେବାରୁ ଏହି
Read More...

ହାତୀ ପୋଡ଼ି ଘଟଣାରେ ବନ୍ଧା ହେଲେ ୩ ବନ କର୍ମଚାରୀ

ମୟୁରଭଞ୍ଜ; ମୟୂରଭଞ୍ଜ ଶିମିଳିପାଳରେ ହାତୀକୁ ପୋଡ଼ି ଦେବା ଘଟଣାରେ ହାଇକୋର୍ଟଙ୍କ ଭର୍ତ୍ସନାପରେ ନିଆଗଲା କାର୍ଯ୍ୟାନୁଷ୍ଠାନ । ନିଲମ୍ବନ ପରେ ବନ୍ଧା ହେଲେ ୩ ଜଣ ବନ କର୍ମଚାରୀ । ଗିରଫ ୩ ବନ କର୍ମଚାରୀ ହେଲେ ଜେନାବିଲ ରେଞ୍ଜ ଇନଚାର୍ଯ୍ୟ ଫରେଷ୍ଟର ଶିବଶଙ୍କର ସାମଲ, ଫରେଷ୍ଟର ଚନ୍ଦ୍ରଭାନୁ
Read More...