Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍ ପଛରେ ପିଟିହେଲା କାର୍, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ
Browsing Category
Today’s Highlight
ଆମେରିକାର ୱାଲମାର୍ଟରେ ଗୁଳିକାଣ୍ଡ ଘଟି ୧୦ ମୃତ
ଆମେରିକା; ଆମେରିକାରେ ପୁଣି ଫୁଟିଲା ଗୁଳି। ଭର୍ଜିନିଆ ସ୍ଥିତି ଏକ ୱାଲମାର୍ଟ ଷ୍ଟୋର୍ରେ ଗୁଳିମାଡ ହେବାରୁ ଏଥିରେ ପାଖାପାଖି ୧୦ ଜଣଙ୍କର ଜୀବନ ଯାଇଥିବା ବେଳେ ଏଥିରେ ଅନେକ ଆହତ ହୋଇଛନ୍ତି । ଏଏଫ୍ପିର ରିପୋର୍ଟ ଅନୁଯାୟୀ, ଜଣେ ବନ୍ଧୁକଧାରୀ ମଙ୍ଗଳବାର ସନ୍ଧ୍ୟାରେ ଭର୍ଜିନିଆର ଏହି!-->…
Read More...
Read More...
୨୪ ରୁ ବଢିବ ଶୀତ ର ପ୍ରଭାବ
ଭୁବନେଶ୍ବର; ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଡିପ୍ରେଶନ ଏବେ ଦୁର୍ବଳ ହୋଇ ଉତ୍ତର ତାମିଲନାଡ଼ୁ ଓ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳ ରେ ସଦୃଶ ଲଘୁଚାପ ରୂପ ରେ ରହିଛି ଏବଂ ୨୪ ଘଣ୍ଟା ମଧ୍ୟରେ ଏହି କ୍ଷେତ୍ର ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର!-->…
Read More...
Read More...
ମାଲକାନଗିରିରେ ୨୫ କୋଟି ଟଙ୍କାର ୬ଟି ପ୍ରକଳ୍ପ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ବପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି।
ଭିଡିଓ କନ୍ଫରେନ୍ସିଂ ଜରିଆରେ ପ୍ରକଳ୍ପ ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ!-->!-->!-->…
Read More...
Read More...
ଭିଜିଲାନ୍ସ ହାତରେ ୨ ସରକାରୀ କର୍ମଚାରୀ
ଭୁବନେଶ୍ବର; ଭିଜିଲାନ୍ସ କବଜାରେ ୨ ସରକାରୀ ବାବୁ । ମଙ୍ଗଳବାର ଲାଞ୍ଚ ନେବା ବେଳେ ଉଭୟ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଗଞ୍ଜାମ ଜିଲ୍ଲା କୋଦଳା ତହସିଲ ଅଫିସର ବରିଷ୍ଠ ରାଜସ୍ୱ ସହାୟକ ସଞ୍ଜୟ କୁମାର ସେଠୀ। ଅନ୍ୟ ଜଣେ ହେଉଛନ୍ତି ଝାରସୁଗୁଡ଼ା ଜିଲ୍ଲା!-->…
Read More...
Read More...
ଆସନ୍ତାକାଲିଠୁ ଦଶମ ସମ୍ମେଟିଭ-୧ ପରୀକ୍ଷା
କଟକ; ଆସନ୍ତାକାଲିଠୁ ଆରମ୍ଭ ହେଉଛି ଦଶମ ସମ୍ମେଟିଭ-୧ ପରୀକ୍ଷା । ଦିନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୧୨ଟା ଯାଏଁ ଚାଲିବ ପରୀକ୍ଷା । ପ୍ରଥମ ଦିନ ଇଂରାଜୀ, ୨୫ରେ ଗଣିତ ଓ ୨୬ ତାରିଖରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ସେହିପରି ୨୭ ତାରିଖରେ ପ୍ରାକ୍ଟିକାଲ, ୨୮ରେ ସାଧାରଣ ବିଜ୍ଞାନ,!-->…
Read More...
Read More...
ମହିମା ଗାଦିରେ ଚାଲିଛି ଜବରଦଖଲ ଉଚ୍ଛେଦ
ଢ଼େଙ୍କାନାଳ; ବିଶ୍ଵପ୍ରସିଦ୍ଧ ଯୋରନ୍ଦାସ୍ଥିତ ମହିମା ଗାଦିରେ ଚାଲିଲା ଜେସିବି । ମହିମାପୀଠ ପରିସରରେ ଥିବା ବକଳ ସମାଜଙ୍କ ମୁଖ୍ୟ ଗାଦି ମନ୍ଦିର ତୃତୀୟ ବେଢ଼ା, କୌପୁନି ସମାଜର ବତୀ ମନ୍ଦିର, ଧୂନି ମନ୍ଦିର, ଟୁଙ୍ଗି ଘର ଆଦିକୁ ଭଙ୍ଗା ଯାଉଛି ।
ସୂଚନା ଅନୁଯାୟୀ, ମହିମା ପୀଠରେ ଥିବା ଉଭୟ!-->!-->!-->…
Read More...
Read More...
ଯୁବବର୍ଗଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପହାର
ନୂଆଦିଲ୍ଲୀ; ୭୧ ହଜାର ଯୁବବର୍ଗଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ। ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାଣ୍ଟିଲେ ନିଯୁକ୍ତି ପତ୍ର । ମଙ୍ଗଳବାର ଅର୍ଥାତ୍ ଆଜି ପ୍ରାୟ ୭୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି!-->…
Read More...
Read More...
ବିଦେଶ ଯାତ୍ରୀଙ୍କୁ ଭରିବାକୁ ପଡିବନି ଏୟାର ସୁବିଧା ଫର୍ମ
ନୂଆଦିଲ୍ଲୀ: ବିଦେଶ ଯାତ୍ରୀମାନଙ୍କ ପାଇଁ ଏୟାର ସୁବିଧା ଫର୍ମ ପୂରଣ କରିବା ସର୍ତ୍ତକୁ ରଦ୍ଦ କରିଛନ୍ତି କେନ୍ଦ୍ର ସରକାର। ଏଣିକି ଆବଶ୍ୟକ ନାହିଁ ଏୟାର ସୁବିଧା ଫର୍ମ ପୂରଣ । ଏହି ବ୍ୟବସ୍ଥାକୁ ହଟାଇଛନ୍ତି କେନ୍ଦ୍ର ସରକାର । ସ୍ବାସ୍ଥ୍ୟାବସ୍ଥା ସଂକ୍ରାନ୍ତରେ ଫର୍ମ ପୂରଣ ଏହି ବ୍ୟବସ୍ଥାରେ!-->…
Read More...
Read More...
ଇଣ୍ଡୋନେସିଆ ଭୂମିକମ୍ପରେ ଗଲାଣି ୪୬ ଜୀବନ, ୭୦୦ ଆହତ
ଜାଭା: ଇଣ୍ଡୋନେସିଆର ମୁଖ୍ୟ ସହର ଜାଭାରେ ଭୟଙ୍କର ଭୂମିକମ୍ପ ଅନୁଭୂତ ହୋଇଛି। ଭୂକମ୍ପର ମାତ୍ରା ରିକ୍ଟର ସ୍କେଲରେ ୫.୬ ରେକର୍ଡ଼ କରାଯାଇଥିବା ବେଳେ ଏଥିରେ ୪୬ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ୭୦୦ ଜଣ ଆହତ ହୋଇଛନ୍ତି । ତେବେ ଏହି ଭୂମିକମ୍ପରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ କୋଠା!-->…
Read More...
Read More...
ଭାରତର ନୂତନ ନିର୍ବାଚନ କମିଶନର ଦାୟିତ୍ବ ନେଲେ ଗୋଏଲ
ନୂଆଦିଲ୍ଲୀ: ପୂର୍ବତନ ଆଇଏଏସ୍ ଅଧିକାରୀ ଅରୁଣ ଗୋଏଲ ସୋମବାର ଭାରତର ନୂତନ ନିର୍ବାଚନ କମିଶନର ଭାବରେ ଦାୟିତ୍ବ ଗ୍ରହଣ କରିଛନ୍ତି। ପଞ୍ଜାବ କ୍ୟାଡରର ପୂର୍ବତନ ଆଇଏଏସ୍ ଅଧିକାରୀ ଅରୁଣ ଗୋଏଲ ଶନିବାର ନିର୍ବାଚନ କମିଶନର ଭାବରେ ନିଯୁକ୍ତ ହୋଇଥିଲେ।
ସୂଚନାଯୋଗ୍ୟ; ନୂତନ ନିର୍ବାଚନ କମିଶନର!-->!-->!-->…
Read More...
Read More...