Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍ ବଜାରକୁ ଆଣିବ ପ୍ୟାକେଟ୍ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ
Browsing Category
Today’s Highlight
ଡିସେମ୍ବର ୯ରୁ ମାଟ୍ରିକ୍ ଖାତା ମୂଲ୍ୟାୟନ
କଟକ; ଶେଷ ହୋଇଛି ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା । ଡିସେମ୍ବର ୯ ତାରିଖରୁ ମୂଲ୍ୟାୟନ ହେବ ମାଟ୍ରିକ୍ ଖାତା । ମୋଟ ୫୬ଟି କେନ୍ଦ୍ରରେ ଖାତା ଦେଖିବେ ୧୨ ହଜାର ୪୫୦ ଶିକ୍ଷକ। ସକାଳ ୯ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ ଖାତା ଦେଖା । ୧୦ ଦିନରେ ଖାତା ଦେଖା ସାରିବା ଲକ୍ଷ୍ୟ ରଖା ଯାଇଥିବା!-->…
Read More...
Read More...
୧୦ ବର୍ଷରେ ୧୫୦୦ ପରମାଣୁ ଅସ୍ତ୍ର ତିଆରି କରିବ ଚୀନ
ଚୀନ୍; ପରମାଣୁ ଅସ୍ତ୍ର ସଂଖ୍ୟା ପ୍ରାୟ ୪ ଗୁଣକୁ ବୃଦ୍ଧି କରିବ ଚୀନ । ଏହି ବଡ ଯୋଜନାକୁ ନେଇ ପେଣ୍ଟାଗନ୍ ସୂଚନା ଦେଇଛି । ପେଣ୍ଟାଗନ୍ ରିପୋର୍ଟରେ ଦାବି କରାଯାଇଛି ଯେ ଚୀନ୍ ନିଜର ଆଣବିକ ଶକ୍ତିର ଆଧୁନିକୀକରଣକୁ ବିସ୍ତାର କରିବାକୁ ଲକ୍ଷ୍ୟ ରଖିଛି । ୨୦୩୫ ସୁଦ୍ଧା ଚୀନ୍ ପାଖରେ ୧୫୦୦!-->…
Read More...
Read More...
ଆଦାନିଙ୍କ ଦଖଲରେ ଏନଡିଟିଭି, ଇସ୍ତଫା ଦେଲେ ପ୍ରଣୟ ଓ ରାଧିକା ରାୟ
ନୂଆଦିଲ୍ଲୀ: ଖୁବଶୀଘ୍ର ଏନଡିଟିଭିର ମାଲିକାନା ପରିବର୍ତ୍ତନ ହେବ। ଅର୍ଥାତ୍ ଜାତୀୟ ନ୍ୟୁଜ ଚ୍ୟାନେଲ ଏନଟିଭିକୁ ନିଜ ଦଖଲକୁ ନେବେ ଶିଳ୍ପପତି ଗୌତମ ଆଦାନି। ନ୍ୟୁ ଦିଲ୍ଲୀ ଟେଲିଭିଜନ ଅଧିଗ୍ରହଣ କରିବାକୁ ଆଦାନୀ ଗ୍ରୁପର ଖୋଲା ପ୍ରସ୍ତାବ ପରେ ଏବେ ଆରଆରପିଆର ହୋଲଡିଂ ପ୍ରାଇଭେଟ ଲିମିଟେଡ!-->…
Read More...
Read More...
ଡିସେମ୍ବର ମାସର ଛୁଟି ତାଲିକା ଘୋଷଣା କଲା ଆରବିଆଇ
ନୂଆଦିଲ୍ଲୀ; ଆସନ୍ତା ମାସ ଅର୍ଥାତ୍ ଡିସେମ୍ବରରେ ୧୩ ଦିନ ବ୍ୟାଙ୍କ ବନ୍ଦ ରହିବ । ଛୁଟି ତାଲିକାରେ ରବିବାର, ଦ୍ୱିତୀୟ ଓ ଚତୁର୍ଥ ଶନିବାର ମଧ୍ୟ ସାମିଲ ରହିଛି । ଏହାବ୍ୟତୀତ କିଛି ପର୍ବପର୍ବାଣୀ ଓ ବିଶେଷ ଦିନକୁ ମଧ୍ୟ ଦୃଷ୍ଟିରେ ରଖି ବ୍ୟାଙ୍କ କାର୍ଯ୍ୟ ହେବ ନାହିଁ । ତେବେ ଛୁଟି ତାଲିକା!-->…
Read More...
Read More...
ବିଲଡିଂରେ ନିଆଁ ଲାଗି ୩ ପିଲାଙ୍କ ସମେତ ୬ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ; ଉତ୍ତର ପ୍ରଦେଶର ଫିରୋଜାବାଦରେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ। ଏକ ବିଲଡିଂରେ ନିଆଁ ଲାଗି ୩ ପିଲାଙ୍କ ସମେତ ଗୋଟିଏ ପରିବାରର ୬ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଆଉ ୩ ଜଣ ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଯେଉଁ!-->…
Read More...
Read More...
ଆଜିଠୁ ଆରମ୍ଭ ହେବ ‘ମେକ୍ ଇନ୍ ଓଡ଼ିଶା’ ସମ୍ମିଳନୀ
ଭୁବନେଶ୍ବର; ଓଡ଼ିଶା ଶିଳ୍ପ ଜଗତରେ ସୃଷ୍ଟି ହେବ ନୂଆ ଅଧ୍ୟାୟ ।ଆଜିଠୁ ଆରମ୍ଭ ହେବ ରାଜ୍ୟର ସବୁଠାରୁ ବଡ଼ ନିବେଶ ମେଳା ‘ମେକ୍ ଇନ୍ ଓଡ଼ିଶା’ ସମ୍ମିଳନୀର ତୃତୀୟ ସଂସ୍କରଣ । ରାଜଧାନୀର ଜନତା ମଇଦାନରେ ଜମିବ ଦେଶ ବିଦେଶର ୧୦୦ରୁ ଅଧିକ ଶିଳ୍ପପତି ସମାଗମ । ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ!-->…
Read More...
Read More...
ମିଶନ ଶକ୍ତି ମା’ମାନଙ୍କୁ ନବୀନଙ୍କ ଭେଟି
ଭୁବନେଶ୍ୱର: ରାଜ୍ୟର ମିଶନ ଶକ୍ତି ମା’ମାନଙ୍କ କାର୍ଯ୍ୟକ୍ରମରେ ଏକ ବିଶାଳ ପରିବର୍ତ୍ତନ ଆଣିବାର ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସେମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି । ୨୦୨୨ ଅପ୍ରେଲ ପହିଲାରୁ ଏହି ନୂତନ ଋଣ!-->…
Read More...
Read More...
ଶତ୍ରୁ ଡ୍ରୋନକୁ ରୋକିବ ଭାରତୀୟ ସେନାର ‘ଇଗଲ ବାହିନୀ’
ଉତ୍ତରାଖଣ୍ଡ; ଏଣିକି ଚିଲ ଖସାଇବ ଶତ୍ରୁ ପକ୍ଷର ଡ୍ରୋନ୍ । ସୀମାରେ ପ୍ରବେଶ ମାତ୍ରେ ଶତ୍ରୁର ଡ୍ରୋନକୁ ଝାମ୍ପିନେବ ଭାରତୀୟ ସେନାର ‘ଇଗଲ ବାହିନୀ’ । ଇଣ୍ଡିଆନ୍ ଆର୍ମିରେ ଖୁବଶୀଘ୍ର ସାମିଲ ହେବାକୁ ଯାଉଛି ‘ଫାଲକନ୍ ଟ୍ରୁପ୍’ ବା ‘ଇଗଲ ବାହିନୀ’ । ଉତ୍ତରାଖଣ୍ଡର ଅଉଲିରେ ଇଣ୍ଡୋ-ୟୁଏସ୍!-->…
Read More...
Read More...
ଡିସେମ୍ବର ପହିଲାରୁ ଲଞ୍ଚ ହେବ ଡିଜିଟାଲ ମୁଦ୍ରା
ନୂଆଦିଲ୍ଲୀ; ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ବଡ ଘୋଷଣା । ଡିସେମ୍ବର ପହିଲାରୁ ଖୁଚୁରା ବଜାରରେ ଲଞ୍ଚ କରାଯିବ ଡିଜିଟାଲ ମୁଦ୍ରା ।ରିଜର୍ଭ ବ୍ୟାଙ୍କ ପକ୍ଷରୁ ଏହି ଡିଜିଟାଲ ମୁଦ୍ରାକୁ 'ସେଣ୍ଟ୍ରାଲ ବ୍ୟାଙ୍କ ଡିଜିଟାଲ କରେନ୍ସି' ବୋଲି ନାମକରଣ କରାଯାଇଛି । ଡିସେମ୍ବର ପହିଲାରୁ ଏହାର!-->…
Read More...
Read More...
‘ଦ କଶ୍ମୀର ଫାଇଲ୍ସ’କୁ IFFI ଜୁରୀ ମୁଖ୍ୟଙ୍କ ନିନ୍ଦା
ଗୋଆ; ଚଳିତ ବର୍ଷ ଗୋଆରେ ଆୟୋଜିତ ୫୩ତମ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲରେ ସୁପରହିଟ୍ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’କୁ ନିନ୍ଦା କରିଛନ୍ତି IFFI ମୁଖ୍ୟ ଜୁରୀ । ଫିଲ୍ମଟି ଅଶ୍ଳୀଳ ଓ ପ୍ରୋପାଗଣ୍ଡା ଉପରେ ଆଧାରିତ ବୋଲି କୁହାଯାଇଛି । ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲ ଅଫ୍ ଇଣ୍ଡିଆ-୨୦୨୨ର!-->…
Read More...
Read More...