ପ୍ରମୁଖ ଖବର

ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍‌ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍‌ ପଛରେ ପିଟିହେଲା କାର୍‌, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ
Browsing Category

Today’s Highlight

ବିଧାନସଭାରୁ ହଟିଲା କୋଭିଡ କଟକଣା

ଭୁବନେଶ୍ୱର: ବିଧାନସଭାରୁ କୋଭିଡ କଟକଣାକୁ ହଟାଇ ଦିଆଯାଇଛି । ପୂର୍ବପରି ଚାଲିବ ବିଧାନସଭା । ଆସନ୍ତା ୨୪ରୁ ବିଧାନସଭାର ଅଧିବେଶନ ଆରମ୍ଭ ହେବ। ପ୍ରେସ ଗ୍ୟାଲେରୀରେ ଗଣମାଧ୍ୟମକୁ ଅନୁମତି ମିଳିବ । ଲିଖିତ ଭାବେ ଜଣାଇଲେ ସେମାନେ ଭିଡିଓ କନଫରନେସ୍ ମାଧ୍ୟମରେ ବିଧାନସଭା ଅଧିବେଶନରେ ଯୋଗ
Read More...

ନୂଆ ରୂପ ପାଇବ ପୁରୀର ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ମାଷ୍ଟରପ୍ଲାନ ଅନୁମୋଦିତବର୍ଷକ ମଧ୍ୟରେ ଉଭୟ କାମ ସଂପୂର୍ଣ୍ଣ ହେବଉଭୟ ମନ୍ଦିରର ସେବାୟତମାନେ ଖୁସି, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପୁରୀ; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀର ଶ୍ରୀ ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି
Read More...

ମାଲବାହୀ ଟ୍ରେନ୍ ଦୁର୍ଘଟଣା; ରାଜ୍ୟ ଓ ରେଳବାଇ ପକ୍ଷରୁ ଆର୍ଥିକ ସହାୟତା ଘୋଷଣା

ନୂଆଦିଲ୍ଲୀ: କୋରାଇ ଷ୍ଟେସନରେ ମାଲବାହୀ ଟ୍ରେନ୍ ଦୁର୍ଘଟଣାରେ ରେଳବାଇ ପକ୍ଷରୁ ଆର୍ଥିକ ସହାୟତା ଘୋଷଣା କରାଯାଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟ୍ୱିଟ୍ କରି ଏନେଇ ସୂଚନା ଦେଇଛନ୍ତି । ଏହି ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିମାନଙ୍କ ପ୍ରତି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ରେଳ
Read More...

ମାଲଗାଡି ଲାଇନଚ୍ୟୁତ: ୩ ମୃତ

ଯାଜପୁର: ଯାଜପୁର କୋରାଇ ରେଳ ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ପ୍ଲାଟଫର୍ମ ଉପରକୁ ମାଡିଗଲା ୧୦ରୁ ଅଧିକ ବଗି । ଟିକେଟ୍ କାଉଣ୍ଟର ସହ ପାହାଚକୁ ମାଡ଼ିଗଲା ଟ୍ରେନ ବଗି । ଭଦ୍ରକରୁ କଟକ ଯିବା ବେଳେ କୋରେଇ ଷ୍ଟେସନରେ ମାଲବାହୀ ଗାଡ଼ିର ୧୦ଟି ବଗି ଲାଇନଚ୍ୟୁତ ହୋଇଛି। ଟ୍ରେନକୁ
Read More...

‘ଦମନ’ ଚଳଚ୍ଚିତ୍ରକୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନ ର ପ୍ରଦର୍ଶନ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି । ବାସ୍ତବ ଜୀବନରେ ମାଲକାନଗିରି ର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇ ବାରେ ଜଣେ
Read More...

ଇସ୍ରୋ ଲଞ୍ଚ କଲା ଦେଶର ପ୍ରଥମ ଘରୋଇ ରକେଟ୍

ଆନ୍ଧ୍ରପ୍ରଦେଶ: ଆଜି ସାରା ଭାରତବାସୀଙ୍କ ପାଇଁ ଏକ ଐତିହାସିକ ମୁହୂର୍ତ୍ତ । ମହାକାଶ ବିଜ୍ଞାନ ଗବେଷଣା କ୍ଷେତ୍ରରେ ନୂଆ ମାଇଲଖୁଣ୍ଟ ସ୍ଥାପନ କରିଛି ଭାରତ । ଦେଶର ପ୍ରଥମ ଘରୋଇ ରକେଟ ବିକ୍ରମ-ଏସ ସଫଳତାର ସହ ଉତକ୍ଷେପଣ କରିଛି । ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାର ଲଞ୍ଚ ପ୍ୟାଡରୁ ଏହି ରକେଟ
Read More...

ଆଜିଠୁ ଆରମ୍ଭ ଭାରତ-ନ୍ୟୁଜିଲାଣ୍ଡ ଟି-୨୦ ସିରିଜ୍

କିୱି: କିୱି ମାଟିରେ ଆଜିଠାରୁ ମୁହାମୁହିଁ ହେବେ ଭାରତ-ନ୍ୟୁଜିଲ୍ୟାଣ୍ଡ । ଟି-୨୦ ସିରିଜରେ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଭାଗ୍ୟ ପରୀକ୍ଷା କରିବ ଟିମ୍ ଇଣ୍ଡିଆ । ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ ହାର୍ଦିକ ପାଣ୍ଡ୍ୟାଙ୍କୁ ଦଳର ନେତୃତ୍ବ ଦିଆଯାଇଛି । ହାର୍ଦ୍ଦିକଙ୍କୁ ମଧ୍ୟ ୨୦୨୪ ବିଶ୍ବକପ୍‌ରେ
Read More...

ହିଜାବ ବିରୋଧୀ ଆନ୍ଦୋଳନରେ ଗୁଳିମାଡ଼; ୫ ମୃତ, ୧୦ ଆହତ

ନୂଆଦିଲ୍ଲୀ: ଆଖିବୁଜା ଗୁଳିମାଡ଼ରେ ଥରିଲା ଇରାନ ମାର୍କେଟ । ଗୁଳିକାଣ୍ଡରେ ୫ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ପୋଲିସ କର୍ମଚରୀ ମଧ୍ୟସାମିଲ ରହିଛନ୍ତି। ଏହି ଆକ୍ରମଣ ଇରାନର ଦକ୍ଷିଣ-ପଶ୍ଚିମ ସହର ଇଜେହର ଏକ ବଜାରରେ ହୋଇଛି ।
Read More...

ପଦ୍ମପୁର ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ତିନି ପ୍ରମୁଖ ଦଳର ପ୍ରାର୍ଥୀ

ବରଗଡ; ଆସନ୍ତା ୫ରେ ପଦ୍ମପୁର ଉପନିର୍ବାଚନ ପାଇଁ ଭୋଟ ପଡ଼ିବାକୁ ଥିବା ବେଳେ ଆଜି ପ୍ରାର୍ଥୀପତ୍ର ଦାଖଲର ଥିଲା ଶେଷ ଦିନ। ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନରେ ତିନିଦଳର ପ୍ରାର୍ଥୀଙ୍କ ସହ ଅନ୍ୟ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି । ବିରାଟ ଶୋଭାଯାତ୍ରାରେ ଆସି ନାମାଙ୍କନ
Read More...

ନୂଆ ପିନ୍ଧି ପୋଢୁଆଁ ହେବେ ବଡଠାକୁର

ଆଜି ପ୍ରଥମାଷ୍ଟମୀ । ମାର୍ଗଶିର ମାସର କୃଷ୍ଣପକ୍ଷ ଅଷ୍ଟମୀ ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ଦିନ ଜ୍ୟେଷ୍ଠ ସନ୍ତାନର ଦୀର୍ଘଜୀବନ କାମନା କରି ଷଷ୍ଠୀଦେବୀଙ୍କର ପୂଜା କରାଯାଏ । କାରଣ, ଷଷ୍ଠୀଦେବୀ ହେଉଛନ୍ତି ‘ଜ୍ୟେଷ୍ଠାଦେବୀ’। ଏଥିପାଇଁ ଘରେ ଘରେ ଏଣ୍ଡୁରି ପିଠା ଓ ଆରିସା ପିଠା କରି ଷଷ୍ଠୀ
Read More...