Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍ ପଛରେ ପିଟିହେଲା କାର୍, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ
Browsing Category
Today’s Highlight
ଖୁବଶୀଘ୍ର ୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ
୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ପଦବୀ ପୂରଣ ହେବ
ଭୁବନେଶ୍ବର; ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲ ମାନଙ୍କରେ ବିଭିନ୍ନ ବିଷୟରେ ଖାଲି ଥିବା ଶିକ୍ଷକ ପଦବୀ ପୂରଣ କରିବା!-->!-->!-->…
Read More...
Read More...
ଅତୀତକୁ ମନେ ପକାଇ ଭାବବିହ୍ବଳ ହେଲେ ରାଷ୍ଟ୍ରପତି..
ଭୁବନେଶ୍ବର; ଆଜି ଥିଲା ମହାମହିମଙ୍କ ଓଡିଶା ଗସ୍ତର ଦ୍ବିତୀୟ ଦିନ । ଆଜି ସକାଳୁ ପ୍ରଥମେ ଖଣ୍ଡଗିରି ସ୍ଥିତ ତପୋବନ ହାଇସ୍କୁଲ ପରିଦର୍ଶନ କରିଥିଲେ ମହାମହିମ । ପିଲାଙ୍କ ସହ କଥା ହେବାବେଳେ ନିଜ ସ୍କୁଲ ଜୀବନର ଅନୁଭୂତି ବାଣ୍ଟିଥିଲେ । ପରେ ୟୁନିଟ୍ ୨ରେ ଥିବା ସରକାରୀ ଗାର୍ଲ୍ସ ହାଇସ୍କୁଲ!-->…
Read More...
Read More...
ବିଦେଶକୁ ତୋପ ରପ୍ତାନୀ କରିବ ଭାରତ
ନୂଆଦିଲ୍ଲୀ; ଆତ୍ମନିର୍ଭର ହେଉଛି ଭାରତ । ବିଦେଶକୁ ଆର୍ଟିଲାରୀ ଗନ୍ ବା ତୋପ ରପ୍ତାନୀ କରିବ ଭାରତ । ଦେଶର ୭୫ ବର୍ଷ ଇତିହାସରେ ପ୍ରଥମ ଥର ସେନା ଉପକରଣ ରପ୍ତାନୀ କରିବାକୁ ଯାଉଛି ଭାରତ । ତାହା ପୁଣି ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମାଣ କରାଯାଉଥିବା ତୋପ । ୧୫୫ ଏମ୍ଏମ୍ ଆର୍ଟିଲାରୀ ଗନ୍!-->…
Read More...
Read More...
ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କୀ
ଜମ୍ମୁ-କାଶ୍ମୀର ; ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା । ଜମ୍ମୁ-କଶ୍ମୀର ପୁଲିସ୍ ଓ ସେନାର ମିଳିତ ଅପରେସନରେ ଜୈଶ-ଇ-ମହମ୍ମଦର ଜଣେ ଆତଙ୍କବାଦୀ ନିହତ ହୋଇଛି ।
ସୂଚନା ଅନୁଯାୟୀ, କାପରେନ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ସେନା ଓ ପୁଲିସ୍ ପକ୍ଷରୁ!-->!-->!-->…
Read More...
Read More...
ମୁଲାୟମ ସିଂହଙ୍କ ଆସନରୁ ନିର୍ବାଚନ ଲଢ଼ିବେ ବୋହୂ ଡିମ୍ପଲ
ମୈନପୁରୀ; ମୈନପୁରୀ ଲୋକସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ସମାଜବାଦୀ ପାର୍ଟି । ଏଠାରୁ ନିର୍ବାଚନ ଲଢିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ପତ୍ନୀ ତଥା ପୂର୍ବତନ ସାଂସଦ ଡିମ୍ପଲ ଯାଦବ । ସମାଜବାଦୀ ଦଳର ପ୍ରତିଷ୍ଠାତା ମୁଲାୟମ ସିଂହ ଯାଦବଙ୍କ ମୃତ୍ୟୁ ପରେ!-->…
Read More...
Read More...
ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀ ଉତ୍ତର ଜାମନଗରରୁ ହେଲେ ପ୍ରାର୍ଥୀ
ନୂଆଦିଲ୍ଲୀ; ବିଜେପି କ୍ରିକେଟର ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀଙ୍କୁ ଉତ୍ତର ଜାମନଗରରୁ ପ୍ରାର୍ଥୀ କରିଛି। ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଯେଉଁ ତାଲିକାରେ ଭାରତୀୟ କ୍ରିକେଟର ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀଙ୍କ ନାଁ ରହିଛି । ଜାଡେଜାଙ୍କ ପତ୍ନୀ!-->…
Read More...
Read More...
ବସ୍ତିବାସିନ୍ଦାଙ୍କୁ ମିଳିବ ଭୂମି ଅଧିକାର
୫ଟି ମହାନଗର ନିଗମରେ ଡ୍ରୋନ ସର୍ଭେ ଆରମ୍ଭଟାଟା ଷ୍ଟିଲ ଓ ଜାଗା ମିଶନ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷରିତ୭୦୭ ବିଜୁ ଆଦର୍ଶ କଲୋନୀକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀହିଞ୍ଜିଳିକାଟୁ ଓ ଦିଗପହଣ୍ଡି ସଂପୂର୍ଣ୍ଣ ବସ୍ତିମୁକ୍ତ ସହରର ମାନ୍ୟତା ପାଇଲାଡିସେମ୍ବର ୨୦୨୩ ସୁଦ୍ଧା ସାରା ରାଜ୍ୟ ହେବ!-->…
Read More...
Read More...
ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ମହାମହିମ
ପୁରୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ ସାରି ଫେରିଛନ୍ତି। ସେ ପ୍ରାୟ ଅଧଘଣ୍ଟା ଧରି ଶ୍ରୀମନ୍ଦିରରେ ରହିଥିଲେ। ତାଙ୍କର କୌଳିକ ପଣ୍ଡାଙ୍କ ସୂଚନା ଅନୁଯାୟୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମହାପ୍ରଭୁଙ୍କୁ ତୁଳସୀମାଳ ଦେଇଥିଲେ ଏବଂ ଦୀପ ଜାଳିଥିଲେ।!-->…
Read More...
Read More...
ଆଜି ସେମିଫାଇନାଲ ମ୍ୟାଚରେ ଭାରତ-ଇଂଲଣ୍ଡ ମୁହାଁମୁହିଁ
ଆଡିଲେଡ: ଆଜି ଆଡିଲେଡରେ ଖେଳାଯିବ ଟି-୨୦ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ । ଏଥିରେ ମୁହାଁମୁହିଁ ହେବେ ଭାରତ ଏବଂ ଇଂଲଣ୍ଡ । ଆଜିର ମ୍ୟାଚ ଉଭୟ ଦଳ ପାଇଁ କର ବା ମର ସ୍ଥିତି ହେବ । ଯେଉଁ ଦଳ ଜିତିବ ଫାଇନାଲକୁ ଉନ୍ନୀତ ହେବ । ଏଥିପାଇଁ ଦୁଇ ଦଳ ଆଡିଲେଡ ଗ୍ରାଉଣ୍ଡରେ ଜୋରଦାର ଅଭ୍ୟାସ!-->…
Read More...
Read More...
ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର; ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଭାବେ ପ୍ରଥମ ଥର ପାଇଁ ଦୁଇ ଦିନିଆ ଗସ୍ତରେ ଆସି ଆଜି ଭୁବନେଶ୍ୱରରେ ପହଞ୍ଚିବେ । ଆଜି ସକାଳ ୧୦ଟା ୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯିବ।!-->…
Read More...
Read More...