Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍ ବଜାରକୁ ଆଣିବ ପ୍ୟାକେଟ୍ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ
Browsing Category
Today’s Highlight
ଯୁବବର୍ଗଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପହାର
ନୂଆଦିଲ୍ଲୀ; ୭୧ ହଜାର ଯୁବବର୍ଗଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ। ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାଣ୍ଟିଲେ ନିଯୁକ୍ତି ପତ୍ର । ମଙ୍ଗଳବାର ଅର୍ଥାତ୍ ଆଜି ପ୍ରାୟ ୭୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି!-->…
Read More...
Read More...
ବିଦେଶ ଯାତ୍ରୀଙ୍କୁ ଭରିବାକୁ ପଡିବନି ଏୟାର ସୁବିଧା ଫର୍ମ
ନୂଆଦିଲ୍ଲୀ: ବିଦେଶ ଯାତ୍ରୀମାନଙ୍କ ପାଇଁ ଏୟାର ସୁବିଧା ଫର୍ମ ପୂରଣ କରିବା ସର୍ତ୍ତକୁ ରଦ୍ଦ କରିଛନ୍ତି କେନ୍ଦ୍ର ସରକାର। ଏଣିକି ଆବଶ୍ୟକ ନାହିଁ ଏୟାର ସୁବିଧା ଫର୍ମ ପୂରଣ । ଏହି ବ୍ୟବସ୍ଥାକୁ ହଟାଇଛନ୍ତି କେନ୍ଦ୍ର ସରକାର । ସ୍ବାସ୍ଥ୍ୟାବସ୍ଥା ସଂକ୍ରାନ୍ତରେ ଫର୍ମ ପୂରଣ ଏହି ବ୍ୟବସ୍ଥାରେ!-->…
Read More...
Read More...
ଇଣ୍ଡୋନେସିଆ ଭୂମିକମ୍ପରେ ଗଲାଣି ୪୬ ଜୀବନ, ୭୦୦ ଆହତ
ଜାଭା: ଇଣ୍ଡୋନେସିଆର ମୁଖ୍ୟ ସହର ଜାଭାରେ ଭୟଙ୍କର ଭୂମିକମ୍ପ ଅନୁଭୂତ ହୋଇଛି। ଭୂକମ୍ପର ମାତ୍ରା ରିକ୍ଟର ସ୍କେଲରେ ୫.୬ ରେକର୍ଡ଼ କରାଯାଇଥିବା ବେଳେ ଏଥିରେ ୪୬ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ୭୦୦ ଜଣ ଆହତ ହୋଇଛନ୍ତି । ତେବେ ଏହି ଭୂମିକମ୍ପରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ କୋଠା!-->…
Read More...
Read More...
ଭାରତର ନୂତନ ନିର୍ବାଚନ କମିଶନର ଦାୟିତ୍ବ ନେଲେ ଗୋଏଲ
ନୂଆଦିଲ୍ଲୀ: ପୂର୍ବତନ ଆଇଏଏସ୍ ଅଧିକାରୀ ଅରୁଣ ଗୋଏଲ ସୋମବାର ଭାରତର ନୂତନ ନିର୍ବାଚନ କମିଶନର ଭାବରେ ଦାୟିତ୍ବ ଗ୍ରହଣ କରିଛନ୍ତି। ପଞ୍ଜାବ କ୍ୟାଡରର ପୂର୍ବତନ ଆଇଏଏସ୍ ଅଧିକାରୀ ଅରୁଣ ଗୋଏଲ ଶନିବାର ନିର୍ବାଚନ କମିଶନର ଭାବରେ ନିଯୁକ୍ତ ହୋଇଥିଲେ।
ସୂଚନାଯୋଗ୍ୟ; ନୂତନ ନିର୍ବାଚନ କମିଶନର!-->!-->!-->…
Read More...
Read More...
ବିଧାନସଭାରୁ ହଟିଲା କୋଭିଡ କଟକଣା
ଭୁବନେଶ୍ୱର: ବିଧାନସଭାରୁ କୋଭିଡ କଟକଣାକୁ ହଟାଇ ଦିଆଯାଇଛି । ପୂର୍ବପରି ଚାଲିବ ବିଧାନସଭା । ଆସନ୍ତା ୨୪ରୁ ବିଧାନସଭାର ଅଧିବେଶନ ଆରମ୍ଭ ହେବ। ପ୍ରେସ ଗ୍ୟାଲେରୀରେ ଗଣମାଧ୍ୟମକୁ ଅନୁମତି ମିଳିବ । ଲିଖିତ ଭାବେ ଜଣାଇଲେ ସେମାନେ ଭିଡିଓ କନଫରନେସ୍ ମାଧ୍ୟମରେ ବିଧାନସଭା ଅଧିବେଶନରେ ଯୋଗ!-->…
Read More...
Read More...
ନୂଆ ରୂପ ପାଇବ ପୁରୀର ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠ
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ମାଷ୍ଟରପ୍ଲାନ ଅନୁମୋଦିତବର୍ଷକ ମଧ୍ୟରେ ଉଭୟ କାମ ସଂପୂର୍ଣ୍ଣ ହେବଉଭୟ ମନ୍ଦିରର ସେବାୟତମାନେ ଖୁସି, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
ପୁରୀ; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀର ଶ୍ରୀ ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି!-->!-->!-->…
Read More...
Read More...
ମାଲବାହୀ ଟ୍ରେନ୍ ଦୁର୍ଘଟଣା; ରାଜ୍ୟ ଓ ରେଳବାଇ ପକ୍ଷରୁ ଆର୍ଥିକ ସହାୟତା ଘୋଷଣା
ନୂଆଦିଲ୍ଲୀ: କୋରାଇ ଷ୍ଟେସନରେ ମାଲବାହୀ ଟ୍ରେନ୍ ଦୁର୍ଘଟଣାରେ ରେଳବାଇ ପକ୍ଷରୁ ଆର୍ଥିକ ସହାୟତା ଘୋଷଣା କରାଯାଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟ୍ୱିଟ୍ କରି ଏନେଇ ସୂଚନା ଦେଇଛନ୍ତି । ଏହି ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିମାନଙ୍କ ପ୍ରତି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ରେଳ!-->…
Read More...
Read More...
ମାଲଗାଡି ଲାଇନଚ୍ୟୁତ: ୩ ମୃତ
ଯାଜପୁର: ଯାଜପୁର କୋରାଇ ରେଳ ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ପ୍ଲାଟଫର୍ମ ଉପରକୁ ମାଡିଗଲା ୧୦ରୁ ଅଧିକ ବଗି । ଟିକେଟ୍ କାଉଣ୍ଟର ସହ ପାହାଚକୁ ମାଡ଼ିଗଲା ଟ୍ରେନ ବଗି । ଭଦ୍ରକରୁ କଟକ ଯିବା ବେଳେ କୋରେଇ ଷ୍ଟେସନରେ ମାଲବାହୀ ଗାଡ଼ିର ୧୦ଟି ବଗି ଲାଇନଚ୍ୟୁତ ହୋଇଛି। ଟ୍ରେନକୁ!-->…
Read More...
Read More...
‘ଦମନ’ ଚଳଚ୍ଚିତ୍ରକୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନ ର ପ୍ରଦର୍ଶନ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି । ବାସ୍ତବ ଜୀବନରେ ମାଲକାନଗିରି ର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇ ବାରେ ଜଣେ!-->…
Read More...
Read More...
ଇସ୍ରୋ ଲଞ୍ଚ କଲା ଦେଶର ପ୍ରଥମ ଘରୋଇ ରକେଟ୍
ଆନ୍ଧ୍ରପ୍ରଦେଶ: ଆଜି ସାରା ଭାରତବାସୀଙ୍କ ପାଇଁ ଏକ ଐତିହାସିକ ମୁହୂର୍ତ୍ତ । ମହାକାଶ ବିଜ୍ଞାନ ଗବେଷଣା କ୍ଷେତ୍ରରେ ନୂଆ ମାଇଲଖୁଣ୍ଟ ସ୍ଥାପନ କରିଛି ଭାରତ । ଦେଶର ପ୍ରଥମ ଘରୋଇ ରକେଟ ବିକ୍ରମ-ଏସ ସଫଳତାର ସହ ଉତକ୍ଷେପଣ କରିଛି । ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାର ଲଞ୍ଚ ପ୍ୟାଡରୁ ଏହି ରକେଟ!-->…
Read More...
Read More...