Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି
Browsing Category
Today’s Highlight
୭ରେ ଓଡ଼ିଶା ଆସିବେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହ
ଭୁବନେଶ୍ୱର: ଆସନ୍ତା ମାସ ମାର୍ଚ୍ଚ ୭ ତାରିଖରେ କେନ୍ଦ୍ରଗୃହ ମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି। ସେ ଦୁଇଟି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। କଟକ ମୁଣ୍ଡଳିରେ ଅବସ୍ଥିତ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ ପ୍ରତିଷ୍ଠା ଦିବସ ଅବସରରେ ସେ ଉପସ୍ଥିତ ରହିବେ। ଏହା ସହ ରାଜ୍ୟରେ!-->…
Read More...
Read More...
ଅବସରପ୍ରାପ୍ତ ଇଞ୍ଜିନିୟରଙ୍କ ୨.୫ କୋଟିର ସମ୍ପତ୍ତି ଜବତ ନିର୍ଦ୍ଦେଶ
ଭୁବନେଶ୍ୱର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅବସରପ୍ରାପ୍ତ ଇଞ୍ଜିନିୟରଙ୍କ ୨.୫ କୋଟିର ସମ୍ପତ୍ତି ଜବତ ନିର୍ଦ୍ଦେଶ। ଭୁବନେଶ୍ୱରର ଏକ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ମଙ୍ଗଳବାର ଦିନ ଉମରକୋଟର ଗ୍ରାମୀଣ ନିର୍ମାଣ ବିଭାଗର ପୂର୍ବତନ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସୀମାଦ୍ରି ନାୟକଙ୍କୁ!-->…
Read More...
Read More...
ଅନ୍ତର୍ଜାତୀୟ ମହିଳା ଦିବସରେ ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି
ଭୁବନେଶ୍ବର: ମହିଳାଙ୍କ ପାଇଁ ଖୁସି ଖବର। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରାର ୪ର୍ଥ କିସ୍ତି। ସୁଭଦ୍ରା ଟଙ୍କା ମାର୍ଚ୍ଚ ୮ରେ ମିଳିବ। ଆନ୍ତର୍ଜାତିକ ମହିଳା ଦିବସରେ ମହିଳା ପାଇବେ ୫ ହଜାର ଟଙ୍କା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ଯେ, ୧କୋଟିରୁ ଅଧିକ ମହିଳାଙ୍କ!-->…
Read More...
Read More...
ରାଜ୍ୟପାଳଙ୍କ ଅଭିଭାଷଣରୁ ବଜେଟ୍ ଅଧିବେଶନ ଆରମ୍ଭ
ଭୁବନେଶ୍ବର: ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ। ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବଜେଟ ଅଧିବେଶନ।ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି।
ସେ କହିଛନ୍ତି ବିକଶିତ ଭାରତର ଗ୍ରୋଥ୍ ଇଞ୍ଜିନ୍ ହେବ ଓଡିଶା। ୨୦୩୬ ମସିହାରେ ଓଡିଶା ଗଠନକୁ ଶହେ!-->!-->!-->…
Read More...
Read More...
ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ
ସମ୍ବଲପୁର: ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ଘଟିଛି। ମୃତ୍ୟୁବେଳେ ତାଙ୍କ ବୟସ ୭୯ ବର୍ଷ ଥିଲା। ପରିବାର ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ରାତି ପ୍ରାୟ ୮ଟା ୫୦ ମିନିଟ୍ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ସେ କିଛିଦିନ ଧରି!-->…
Read More...
Read More...
କେମିକାଲ କାରଖାନାରେ ବିସ୍ଫୋରଣ, ୮ ଜୀବନ୍ତ ଦଗ୍ଧ
ରାଜସ୍ଥାନ: ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଏକ ବଡ଼ ବିସ୍ଫୋରଣ ଘଟି ଭୟଙ୍କର ଅଗ୍ନିକାଣ୍ଡ ହୋଇଛି। ନିଆଁ ଲାଗି ୮ ଜଣ ଜୀବନ୍ତ ଦଗ୍ଧ। ଖବର ପାଇ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ରଖିଛି। କେଉଁ କାରଣରୁ ନିଆଁ ଲାଗିଛି ତଦନ୍ତ କରୁଛି ପୋଲିସ।ସୂଚନା ଅନୁଯାୟୀ, ସୋମବାର!-->…
Read More...
Read More...
ପଶ୍ଚିମବଙ୍ଗର ୭ ଅଧିକାରୀଙ୍କୁ ନିଲମ୍ବିତ କଲେ ନିର୍ବାଚନ କମିଶନ
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଅଧିକାରୀଙ୍କ ସ୍ୱେଚ୍ଛାଚାରିତା ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆରମ୍ଭ କରିଛି ଭାରତୀୟ ନିର୍ବାଚନ କମିଶନ । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସାତ ଜଣ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି ନିର୍ବାଚନ କମିଶନ। ସୂଚନା ରହିଛି ଯେ ଏହି ଏହି!-->…
Read More...
Read More...
ପଞ୍ଚଭୂତରେ ଲୀନ ହେଲେ ଗୀତା ପଟ୍ଟନାୟକ
କଟକ: ପଞ୍ଚଭୂତରେ ଲୀନ ହେଲେ ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ। କଟକ ସତୀଚଉରାରେ ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ସମ୍ପର୍କୀୟ ଭାଇ ପ୍ରସନ୍ନ ପାତ୍ର ତାଙ୍କୁ ମୁଖାଗ୍ନି ଦେଇଛନ୍ତି।
ଗତକାଲି ସନ୍ଧ୍ୟାରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଥିଲେ। ୭୩ ବର୍ଷ ବୟସରେ!-->!-->!-->…
Read More...
Read More...
କାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ
ଭୁବନେଶ୍ବର: ଆସନ୍ତାକାଲି ବିଧାନସଭା ବଜେଟ ଅଧିବେଶନ। ମଙ୍ଗଳବାରଠୁ ଆରମ୍ଭ ହେଉଥିବା ବିଧାନସଭାର ବଜେଟ୍ ଅଧିବେଶନ ୨୦୨୬ ନେଇ ପରିସରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ୨୯ ଦିନ ଧରି ଚାଲିବାକୁ ଥିବା ଏହି ସେସନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୦ ତାରିଖରେ ଗୃହରେ ବଜେଟ୍!-->…
Read More...
Read More...
ଦେଶର ପ୍ରଥମ କେନ୍ଦ୍ରୀୟ ବ୍ୟାଙ୍କ ଡିଜିଟାଲ୍ ମୁଦ୍ରା ଆଧାରିତ ସାଧାରଣ ବଣ୍ଟନ ବ୍ୟବସ୍ଥାର ଶୁଭାରମ୍ଭ
ଗୁଜରାଟ: ଭାରତର ପ୍ରଥମ କେନ୍ଦ୍ରୀୟ ବ୍ୟାଙ୍କ ଡିଜିଟାଲ୍ ମୁଦ୍ରା (CBDC) ଆଧାରିତ ସାଧାରଣ ବଣ୍ଟନ ବ୍ୟବସ୍ଥାର ଶୁଭାରମ୍ଭ ଆଜି ଗୁଜରାଟର ଗାନ୍ଧୀନଗର ସ୍ଥିତ ମହାତ୍ମା ମନ୍ଦିରରେ କରାଯାଇଛି। ଏହି ପଦକ୍ଷେପକୁ ଶୁଭାରମ୍ଭ କରିଛନ୍ତି କେନ୍ଦ୍ରୀୟ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା।
ନିଜ!-->!-->!-->…
Read More...
Read More...