ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ
Browsing Category

Today’s Highlight

ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀ ଉତ୍ତର ଜାମନଗରରୁ ହେଲେ ପ୍ରାର୍ଥୀ

ନୂଆଦିଲ୍ଲୀ; ବିଜେପି କ୍ରିକେଟର ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀଙ୍କୁ ଉତ୍ତର ଜାମନଗରରୁ ପ୍ରାର୍ଥୀ କରିଛି। ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଯେଉଁ ତାଲିକାରେ ଭାରତୀୟ କ୍ରିକେଟର ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀଙ୍କ ନାଁ ରହିଛି । ଜାଡେଜାଙ୍କ ପତ୍ନୀ
Read More...

ବସ୍ତିବାସିନ୍ଦାଙ୍କୁ ମିଳିବ ଭୂମି ଅଧିକାର

୫ଟି ମହାନଗର ନିଗମରେ ଡ୍ରୋନ ସର୍ଭେ ଆରମ୍ଭଟାଟା ଷ୍ଟିଲ ଓ ଜାଗା ମିଶନ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷରିତ୭୦୭ ବିଜୁ ଆଦର୍ଶ କଲୋନୀକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀହିଞ୍ଜିଳିକାଟୁ ଓ ଦିଗପହଣ୍ଡି ସଂପୂର୍ଣ୍ଣ ବସ୍ତିମୁକ୍ତ ସହରର ମାନ୍ୟତା ପାଇଲାଡିସେମ୍ବର ୨୦୨୩ ସୁଦ୍ଧା ସାରା ରାଜ୍ୟ ହେବ
Read More...

ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ମହାମହିମ

ପୁରୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ ସାରି ଫେରିଛନ୍ତି। ସେ ପ୍ରାୟ ଅଧଘଣ୍ଟା ଧରି ଶ୍ରୀମନ୍ଦିରରେ ରହିଥିଲେ। ‌ତାଙ୍କର କୌଳିକ ପଣ୍ଡାଙ୍କ ସୂଚନା ଅନୁଯାୟୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମହାପ୍ରଭୁଙ୍କୁ ତୁଳସୀମାଳ ଦେଇଥିଲେ ଏବଂ ଦୀପ ଜାଳିଥିଲେ।
Read More...

ଆଜି ସେମିଫାଇନାଲ ମ୍ୟାଚରେ ଭାରତ-ଇଂଲଣ୍ଡ ମୁହାଁମୁହିଁ

ଆଡିଲେଡ: ଆଜି ଆଡିଲେଡରେ ଖେଳାଯିବ ଟି-୨୦ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ । ଏଥିରେ ମୁହାଁମୁହିଁ ହେବେ ଭାରତ ଏବଂ ଇଂଲଣ୍ଡ । ଆଜିର ମ୍ୟାଚ ଉଭୟ ଦଳ ପାଇଁ କର ବା ମର ସ୍ଥିତି ହେବ । ଯେଉଁ ଦଳ ଜିତିବ ଫାଇନାଲକୁ ଉନ୍ନୀତ ହେବ । ଏଥିପାଇଁ ଦୁଇ ଦଳ ଆଡିଲେଡ ଗ୍ରାଉଣ୍ଡରେ ଜୋରଦାର ଅଭ୍ୟାସ
Read More...

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର; ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଭାବେ ପ୍ରଥମ ଥର ପାଇଁ ଦୁଇ ଦିନିଆ ଗସ୍ତରେ ଆସି ଆଜି ଭୁବନେଶ୍ୱରରେ ପହଞ୍ଚିବେ । ଆଜି ସକାଳ ୧୦ଟା ୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯିବ।
Read More...

ଆସନ୍ତା କାଲି ଭୁବନେଶ୍ବର ଅଞ୍ଚଳରେ ଅଧାଦିନ ଛୁଟି

ଭୁବନେଶ୍ବର; ଆସନ୍ତାକାଲି ଦିନ ୧ରୁ ଭୁବନେଶ୍ବର ଅଞ୍ଚଳର ଅଫିସ, ସ୍କୁଲ ଓ କଲେଜ ବନ୍ଦ । ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତକୁ ନଜରରେ ରଖି ନିଆଗଲା ଏଭଳି ନିଷ୍ପତ୍ତି । ରାଷ୍ଟ୍ରପତି ଭାବେ ଆସନ୍ତାକାଲି ପ୍ରଥମ ଥର ପାଇଁ ଓଡିଶା ଆସୁଛନ୍ତି ଦୌପ୍ରଦୀ ମୁର୍ମୁ । ଏହି ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ
Read More...

ଜେଲରୁ ମୁକୁଳିଲେ ସାଂସଦ ସଞ୍ଜୟ ରାଉତ

ନୂଆଦିଲ୍ଲୀ; ଶିବସେନାର ହେଭିୱେଟ ନେତା ସଞ୍ଜୟ ରାଉତଙ୍କୁ ମିଳିଲା ଜାମିନ ମିଳିଛି । ପାତ୍ରା ଚାୱାଲ ନବୀକରଣ ପ୍ରକଳ୍ପ ଦୁର୍ନୀତି ମାମଲାରେ ଇଡି ଦ୍ୱାରା ଗିରଫ ହୋଇଥିଲେ ସଞ୍ଜୟ । ତେବେ ଦୀର୍ଘ ୩ ମାସ ପରେ ମୁମ୍ବାଇର ସ୍ୱତନ୍ତ୍ର କୋର୍ଟ ସଞ୍ଜୟଙ୍କୁ ଆଜି ଜାମିନ ଦେଇଛନ୍ତି। ଏଥିସହିତ
Read More...

ଭାରତୀୟ ବଂଶୋଦ୍ଭବ ଅରୁଣା ମିଲର ହେଲେ ମେରିଲାଣ୍ଡର ଉପରାଜ୍ୟପାଳ

ଆମେରିକାରେ ଭାରତୀୟ ବଂଶୋଦ୍ଭବ ଅରୁଣା ମିଲର ରଚିଲେ ଇତିହାସଆମେରିକାରେ ବଢୁଛି ଭାରତୀୟ ମହିଳାଙ୍କ ରାଜ୍ମେରିଲାଣ୍ଡର ଉପରାଜ୍ୟପାଳ ହେଲେ ଅରୁଣା ମିଲରହାଇଦ୍ରାବାଦରେ ଜନ୍ମିତ ଅରୁଣା ୭ବର୍ଷରେ ଚାଲିଯାଇଥିଲେ ଆମେରିକା ଆମେରିକା; ସାରା ବିଶ୍ବରେ ବଢିବାରେ ଲାଗିଲାଣି ଭାରତୀୟଙ୍କ ଦବଦବା ।
Read More...

ପୁରୀରେ ଆଇନଜୀବୀଙ୍କ ଘର ଉପରକୁ ବୋମାମାଡ

ପୁରୀ; ପୁଣି ଅଶାନ୍ତ ହେଲା ପୁରୀ ସହର । ଯୁବ ଆଇନଜୀବୀଙ୍କ ଘର ଉପରକୁ ବିଳମ୍ବିତ ରାତିରେ ବୋମାମାଡ । ଶ୍ରୀମନ୍ଦିର ନିକଟରେ ଥିବା ମାଟିମଣ୍ଡପ ସାହି ଅଙ୍ଗାରୁଆ ଗଳିରେ ଏହି ବୋମାମାଡ଼ ହୋଇଛି। ଆସନ୍ତାକାଲି ଓଡ଼ିଶା ଗ୍ରସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ପୁରା
Read More...

ନେପାଳରେ ଭୂକମ୍ପ, ଥରିଲା ଉତ୍ତର ଭାରତ

ନୂଆଦିଳ୍ଲୀ; ମଙ୍ଗଳବାର ବିଳମ୍ବିତ ରାତିରେ ଭୂକମ୍ପ ଝଟକାରେ ଥରି ଉଠିଛି ନେପାଳ । ଏହି ଭୂକମ୍ପର ପ୍ରଭାବ ଏତେ ଜୋରରେ ରହିଥିଲା ଯେ ଦୋତି ଜିଲ୍ଲାରେ ଲୋକମାନେ ଶୋଇଥିବା ବେଳେ ଘର ଭୁଶୁଡ଼ି ପଡ଼ିବାରୁ ୬ ଜଣଙ୍କ ମୃତ୍ୟୁ ଘଟିଛି। ରେକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୩ ରହିଥିଲା । ନେପାଳର
Read More...