ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ
Browsing Category

Today’s Highlight

ନେପାଳରେ ଭୂକମ୍ପ, ଥରିଲା ଉତ୍ତର ଭାରତ

ନୂଆଦିଳ୍ଲୀ; ମଙ୍ଗଳବାର ବିଳମ୍ବିତ ରାତିରେ ଭୂକମ୍ପ ଝଟକାରେ ଥରି ଉଠିଛି ନେପାଳ । ଏହି ଭୂକମ୍ପର ପ୍ରଭାବ ଏତେ ଜୋରରେ ରହିଥିଲା ଯେ ଦୋତି ଜିଲ୍ଲାରେ ଲୋକମାନେ ଶୋଇଥିବା ବେଳେ ଘର ଭୁଶୁଡ଼ି ପଡ଼ିବାରୁ ୬ ଜଣଙ୍କ ମୃତ୍ୟୁ ଘଟିଛି। ରେକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୩ ରହିଥିଲା । ନେପାଳର
Read More...

ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୂଡ଼

ନୂଆଦିଲ୍ଲୀ; ଆଜି ସୁପ୍ରିମକୋର୍ଟର ୫୦ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୂଡ଼ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଦେଶର ନ୍ୟାୟିକ ଇତିହାସରେ ପ୍ରଥମ ଥର ପାଇଁ ଜଣେ ବାପାଙ୍କ ପରେ ପୁଅ
Read More...

ଆସନ୍ତା ୫ ଦିନର ପାଣିପାଗ କଣ କହୁଛି?

ଭୁବନେଶ୍ବର; ଆସନ୍ତା ୫ ଦିନ ଯାଏଁ ରାଜ୍ୟର ପାଣିପାଗ ମୁଖ୍ୟତଃ ଶୁଖିଲା ରହିବ। ରାତି ଓ ଦିନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଏବେ ରାତି ରେ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ହାଲୁକା ଶୀତ ଅନୁଭୂତ ହେବ। ଭୋର/ସକାଳ ସମୟ ରେ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶା
Read More...

ଚନ୍ଦ୍ରଗ୍ରହଣରେ ଖାଦ୍ୟ ଖାଇବାକୁ ନେଇ ମୁହାଁମୁହିଁ ହେଲେ ହେତୁବାଦୀ-ପରମ୍ପରାବାଦୀ

ଭୁବନେଶ୍ୱର: ଆଜି ଦିନରେ ଖାଦ୍ୟ ଭକ୍ଷଣକୁ ନେଇ ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରେ ମୁହାଁମୁହିଁ ହୋଇଛନ୍ତି ହେତୁବାଦୀ-ପରମ୍ପରାବାଦୀ।ଚନ୍ଦ୍ରଗ୍ରହଣରେ ସାମୂହିକ ଭୋଜନ କାର୍ଯ୍ୟକ୍ରମକୁ ବିରୋଧ । ରାଜ୍ୟର ବିଭିନ୍ନ ସ୍ଥାନରେ ହେତୁବାଦୀ-ପରମ୍ପରାବାଦୀ ମୁହାଁମୁହିଁ । ଲୋହିଆ ଏକାଡେମୀରେ ଠେଲାପେଲା
Read More...

ନୋଟବନ୍ଦୀକୁ ପୂରିଲା ୬ ବର୍ଷ

ବିମୁଦ୍ରୀକରଣକୁ ପୂରିଲା ୬ ବର୍ଷ୨୦୧୬ ନଭେମ୍ବର 8ରେ କେନ୍ଦ୍ର ସରକାର ନେଇଥିଲେ ନିଷ୍ପତ୍ତିନୋଟବନ୍ଦୀରେ ପ୍ରଭାବିତ ହୋଇଥିଲେ କୋଟିକୋଟି ଜନସାଧରଣ ନୂଆଦିଲ୍ଲୀ; ନୋଟବନ୍ଦୀକୁ ପୂରିଲା ୬ ବର୍ଷ । ୨୦୧୬ ମସିହା ଆଜିର ଦିନରେ କେନ୍ଦ୍ର ସରକାର ନେଇଥିଲେ ଏହି ଐତିହାସିକ ନିଷ୍ପତ୍ତି । ଯାହା ସାରା
Read More...

ଆଜିଠୁ ଆରମ୍ଭ ହେଲା କଟକ ବିଶ୍ବ ପ୍ରସିଦ୍ଧ ବାଲିଯାତ୍ରା

କଟକ: ଆଜିଠୁ ଆରମ୍ଭ ହୋଇଯାଇଛି ବିଶ୍ୱ ପ୍ରସିଦ୍ଧ କଟକ ବାଲିଯାତ୍ରା । କରୋନା ଯୋଗୁଁ ୨ ବର୍ଷ ପରେ ଯାତ୍ରା ହେଉଥିବାରୁ ବହୁ ସଂଖ୍ୟାରେ ଲୋକଙ୍କ ସମାଗମ ହେବ। ମହାନଦୀ ପଠାରେ ୯ ଦିନ ଧରି ଚାଲିବ ଏହି ମେଳା ।ଏଥର ୧୪୦୦ ଷ୍ଟଲ ଓ ୨ ହଜାରରୁ ଅଧିକ ବ୍ୟବସାୟୀଙ୍କୁ ନେଇ ହେଉଛି ଏହି ବାଲିଯାତ୍ରା
Read More...

କଂଗ୍ରେସର ଟ୍ବିଟର ହ୍ୟାଣ୍ଡଲ ବ୍ଲକ ଲାଗି କୋର୍ଟଙ୍କ ନିର୍ଦ୍ଦେଶ

ବେଙ୍ଗାଲୁରୁ: କଂଗ୍ରେସ ଓ ଭାରତ ଯୋଡ ଯାତ୍ରାରେ ଟ୍ୱିଟର ହ୍ୟାଣ୍ଡଲ ଉପରେ ସାମୟିକ ରୋକ ଲଗାଇଛନ୍ତି କୋର୍ଟ । କପିରାଇଟ ଆକ୍ଟ ଅନୁସାରେ କୋର୍ଟ ଏହି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ରାହୁଲ ଗାନ୍ଧୀଙ୍କ ନେତୃତ୍ବରେ ଚାଲିଥିବା ଭାରତ ଯୋଡୋ ଯାତ୍ରାରେ କେଜିଏଫ-୨ର ଏକ ଗୀତକୁ ବ୍ୟବହାର
Read More...

ଏଏସଓ ପରୀକ୍ଷା ଫଳ ପ୍ରକାଶିତ, ୧୧୦୪ଜଣ କୃତକାର୍ଯ୍ୟ

ଭୁବନେଶ୍ୱର: ପ୍ରକାଶ ପାଇଛି ଓଡ଼ିଶା ଲୋକସେବା ଆୟୋଗଙ୍କ ଦ୍ୱାରା ଆୟୋଜିତ ଆସିଷ୍ଟାଣ୍ଟ ସେକ୍ସନ ଅଫିସର(ଏଏସଓ) ପଦବୀ ନିମନ୍ତେ ଲିଖିତ ପରୀକ୍ଷା ଫଳ। ମୋଟ ୧୧୦୪ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ସେମାନଙ୍କୁ ନଭେମ୍ବର ୧୪ରୁ ୧୮ ତାରିଖ ପର୍ଯ୍ୟନ୍ତ ଡକ୍ୟୁମେଂଟ ଯାଂଚ ଓ ୨୭ ତାରିଖରେ
Read More...

ପ୍ରଥମ ଶିକାର କଲେ ନାମ୍ବିଆ ଆସିଥିବା ଚିତା

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ଛଡ଼ା ଯାଇଥିବା ୨ଟି ଚିତା ପ୍ରଥମ ଥର ପାଇଁ ଶିକାର କରିଛନ୍ତି । ସେମାନେ ଏନକ୍ଲୋଜରରେ ଏକ ଚିତଳ ହରିଣକୁ ଶିକାର କରି ଖାଇଥିବା ଜାତୀୟ ଉଦ୍ୟାନର କର୍ମଚାରୀ କହିଛନ୍ତି। ଗତ ୫ ତାରିଖରେ ଦୁଇ ଚିତା ଫ୍ରେଡି ଓ ଏଲଟନକୁ ବଡ଼ ଏକ୍ଲୋଜରକୁ
Read More...

ଓଡ଼ିଶାର ୩ ନର୍ସଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗଲ୍-୨୦୨୧ ସମ୍ମାନ

ନୂଆଦିଲ୍ଲୀ; ଓଡ଼ିଶାର ୩ ଜଣ ନର୍ସଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗଲ-୨୦୨୧ ସମ୍ମାନରେ ସମ୍ମାନିତ କରାଯାଇଛି ।ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ୩ ଜଣଙ୍କୁ ସମ୍ମାନିତ କରିଛନ୍ତି । ଓଡିଶାର ନର୍ସ ଖୁଲଣା ବାରିକ, ନର୍ସ ଶିବାନୀ ଦାସ
Read More...