Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍ ପଛରେ ପିଟିହେଲା କାର୍, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ
Browsing Category
Today’s Highlight
୨୦୨୪ରେ ଖୋଲିବ ଅଯୋଧ୍ୟା ରାମ ମନ୍ଦିର
ଅଯୋଧ୍ୟା; ଖୁବଶୀଘ୍ର ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ଅଯୋଧ୍ୟା ରାମ ମନ୍ଦିର । ୨୦୨୪ ମକର ସଂକ୍ରାନ୍ତିରୁ ଭଗବାନ ଶ୍ରୀରାମଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । ଏନେଇ ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ଗତକାଲି ସୂଚନା ଦିଆଯାଇଛି। ଟ୍ରଷ୍ଟ ସମ୍ପାଦକ ଚମ୍ପତ ରାୟ କହିଛନ୍ତି,!-->…
Read More...
Read More...
କଂଗ୍ରେସ ଦଳର ମଙ୍ଗ ଧରିଲେ ଖଡଗେ
ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ମଲ୍ଲିକାର୍ଜୁନ ଖଡଗେ। କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ଥିବା ସୋନିଆ ଗାନ୍ଧି ତାଙ୍କୁ ଧରାଇଲେ ଦଳର ମଙ୍ଗ। ଖଡଗେ ସୋନିଆ ଗାନ୍ଧିଙ୍କ ସ୍ଥାନ ନେଇଛନ୍ତି। କଂଗ୍ରେସ ସଭାପତି ଭାବରେ ଶପଥ ଗ୍ରହଣ କରିଛନ୍ତି ଖଡଗେ। ୨୪ ବର୍ଷ ପରେ କଂଗ୍ରେସକୁ ଅଣ!-->…
Read More...
Read More...
ତାଣ୍ଡବ ରଚିଛି ସାମୁଦ୍ରିକ ଝଡ଼ ସିତ୍ରାଙ୍ଗ
ଢ଼ାକା; ବାଂଲାଦେଶରେ ତାଣ୍ଡବ ରଚିଛି ସାମୁଦ୍ରିକ ଝଡ଼ ସିତ୍ରାଙ୍ଗ । ସାମୁଦ୍ରିକ ଝଡ଼ ସିତ୍ରାଙ୍ଗ ନେଲାଣି ୩୩ ଜୀବନ। ଆଜି ଭୋର ସମୟରେ ସିତ୍ରାଙ୍ଗ ବାଂଲାଦେଶ ଉପକୂଳରେ ଲ୍ୟାଣ୍ଡଫଲ କରିଥିବା ବେଳେ ସ୍ଥଳ ଭାଗ ଛୁଇଁବା ବେଳେ ପବନର ସର୍ବାଧିକ ବେଗ ଘଣ୍ଟାପ୍ରତି ୧୦୦ କିମି ରହିଥିଲେ । ତେବେ ଏଯାଏଁ!-->…
Read More...
Read More...
ଗୁଗୁଲ ଉପରେ ଲାଗିଲା ଦ୍ୱିତୀୟ ଜରିମାନା
ନୂଆଦିଲ୍ଲୀ; ଗୁଗୁଲ ଉପରେ ପୁଣି ଲାଗିଲା ଦ୍ୱିତୀୟ ଜରିମାନା । ଭାରତ ଲଗେଇଲା ମୋଟା ଅଙ୍କର ଜରିମାନା । କେବଳ ଏକ ସପ୍ତାହରୁ କମ୍ ସମୟ ମଧ୍ୟରେ ଭାରତ ଗୁଗୁଲ ଉପରେ ୯୩୬ କୋଟି ଟଙ୍କାର ଦ୍ୱିତୀୟ ଜରିମାନା ଲଗାଇଛି। ଚଳିତ ମାସରେ ସିସିଆଇ ଆଉ ଏକ ଆଣ୍ଟିଟ୍ରଷ୍ଟ ଅନୁସନ୍ଧାନ ଶେଷ କରିବା ପରେ!-->…
Read More...
Read More...
ବ୍ରିଟେନ ପ୍ରଧାନମନ୍ତ୍ରୀ ଗାଦିରେ ସୁନକ
ବ୍ରିଟେନ; ବ୍ରିଟେନର ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତି ହେଲେ ଋଷି ସୁନକ । ଆଜି ତାଙ୍କୁ ବ୍ରିଟେନର ରାଜା ଚାର୍ଲସ ତୃତୀୟ ବିଧିବଦ୍ଧ ଭାବେ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି । ସୁନକ ବକିଂହାମ ପ୍ୟାଲେସ୍ରେ ରାଜା ଚାର୍ଲସ ତୃତୀୟଙ୍କୁ ଔପଚାରିକ ଭାବେ ସାକ୍ଷାତ କରିଥିଲେ । ଭାରତୀୟ ବଂଶୋଦ୍ଭବ!-->…
Read More...
Read More...
ଆମେରିକା ସ୍କୁଲରେ ପୁଣି ଗୁଳିକାଣ୍ଡ, ଚାଲିଗଲା ୩ ଜୀବନ
ଆମେରିକା; ଆମେରିକାରେ ଲଗାତର ଭାବେ ଗୁଳିମାଡ ଘଟଣା ବଢିବାରେ ଲାଗିଛି । ଏବେ ପୁଣି ଆମେରିକାର ସେଣ୍ଟ ଲୁଇସ ହାଇସ୍କୁଲରେ ଗୁଳିକାଣ୍ଡ ଘଟିଛି । ଏହି ଘଟଣାରେ ଜଣେ ଶିକ୍ଷକ, ଛାତ୍ରୀ ଏବଂ ଆକ୍ରମଣକାରୀଙ୍କୁ ମିଶାଇ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ହଇଚଇ ସୃଷ୍ଟି!-->…
Read More...
Read More...
ନକ୍ସଲଙ୍କ ରାଜ୍,ଜଣଙ୍କୁ ହତ୍ୟା ସହ ଜାଳିଦେଲେ ଗାଡି
କନ୍ଧମାଳ; ବଢିବାରେ ଲାଗିଛି ନକ୍ସଲଙ୍କ ରାଜ୍ । ଗୋଟିଏ ଦିନରେ ଦୁଇ ଦୁଇଟି କାଣ୍ଡ ଘଟାଇଛନ୍ତି ମାଓବାଦୀ । କନ୍ଧମାଳ ଜିଲ୍ଲାରେ ନକ୍ସଲଙ୍କ ବର୍ବରକାଣ୍ଡ ଦେଖିବାକୁ ମିଳିଛି । ପୁଲିସ ଇନ୍ଫର୍ମର ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ଗଳାକାଟି ହତ୍ୟା କରିଛନ୍ତି । ଏଥିସହିତ ଠିକା କମ୍ପାନୀର ୫ଟି!-->…
Read More...
Read More...
ରାଜଧାନୀ ଦିଲ୍ଲୀରେ ବଢିଲା ବାୟୁ ପ୍ରଦୂଷଣ
ନୂଆଦିଲ୍ଲୀ; ବିଷବଳୟ ମଧ୍ୟରେ ଛନ୍ଦି ହେଲାଣି ରାଜଧାନୀ ଦିଲ୍ଲୀ। ଦୀପାବଳି ପରେ ବଢିଲା ବାୟୁ ପ୍ରଦୂଷଣ । ଏଥିପାଇଁ ଅଣନିଶ୍ବାସୀ ହୋଇପଡିଛନ୍ତି ଦିଲ୍ଲୀବାସୀ । ବାଣ ବିକ୍ରି ଓ ଫୁଟାଇବା ଉପରେ କଟକଣା ସତ୍ତ୍ବେ ବାଣ ଧୂଆଁରେ ବିଷାକ୍ତ ହୋଇଛି ରାଜଧାନୀର ପବନ । ଦିଲ୍ଲୀ ପ୍ରଦୂଷଣ କଣ୍ଟ୍ରୋଲ!-->…
Read More...
Read More...
ଋଷି ସୁନକ ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ହେଲେ ଭାରତୀୟ ବଂଶୋଦ୍ଭବ ଋଷି ସୁନକ୍। ଗତ କିଛି ଦିନ ଧରି ବ୍ରିଟେନରେ ଲାଗି ରହିଥିବା ରାଜନୈତିକ ବିବାଦର ଅବସାନ ଘଟିଛି। ସମସ୍ତଙ୍କୁ ପଛରେ ପକାଇ ଭାରତୀୟ ବଂଶୋଦ୍ଭବ ଋଷି ସୁନକ ହୋଇଛନ୍ତି ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ । ପ୍ରତିଦ୍ୱନ୍ଦ୍ୱୀ!-->…
Read More...
Read More...
ଓହରିଲେ ଜନସନ୍, ରେସର ଆଗରେ ଭାରତୀୟ ବଂଶୋଦ୍ଭବ ସୁନକ
ବ୍ରିଟେନ; ବ୍ରିଟେନ୍ରେ ରାଜନୈତିକ ସଙ୍କଟ ଜାରି ରହିଥିବା ବେଳେ କିଏ ହେବ ବ୍ରିଟେନ୍ର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ତାକୁ ନେଇ ଚାଲିଛି ଛକାପଞ୍ଝା । ଏହାରି ଭିତରେ ପ୍ରଧାନମନ୍ତ୍ରୀ ଦୌଡରୁ ଓହରିଛନ୍ତି ପୂର୍ବତନ ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ ଜନ୍ସନ୍ । ରବିବାର ଏନେଇ ସେ ଖୋଦ୍ ଘୋଷଣା!-->…
Read More...
Read More...