ପ୍ରମୁଖ ଖବର

ସୁନ୍ଦରଗଡ: ଚା’ ଦୋକାନକୁ ମାଡ଼ିଗଲା ହାଇୱା, ୩ ମୃତ
ଗଜପତି: ଅଙ୍ଗନବାଡି ଛତୁଆ ଖାଇ ୨ ଶିଶୁକନ୍ୟା ମୃତ
୨୭ ଜିଲ୍ଲାରେ ନାହିଁ ବାଲି ଚୋରା ମାମଲା: ଖଣି ମନ୍ତ୍ରୀ
ରାଜସ୍ୱ ମନ୍ତ୍ରୀଙ୍କ କାରକେଡ୍ ଉପରକୁ ଢେଲାମାଡ଼
ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି
ସୁଶାନ୍ତ ସିଂ ରାଜପୁତଙ୍କ ହତ୍ୟାର କୌଣସି ପ୍ରମାଣ ନାହିଁ, କ୍ଲୋଜର ରିପୋର୍ଟ ଦାଖଲ କଲା ସିବିଆଇ
Browsing Category

Today’s Highlight

ଆସନ୍ତା ବର୍ଷ ହେବ କଲେଜ ନିର୍ବାଚନ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ଆସନ୍ତା ଶିକ୍ଷାବର୍ଷରେ ଆୟୋଜିତ ହେବ କଲେଜ ନିର୍ବାଚନ। ଆଜି ଏବିଭିପି କାର୍ଯ୍ୟକ୍ରମରେ ଯୋଗ ଦେଇ କିଛି ଏପରି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ଶିକ୍ଷା ବର୍ଷରେ କଲେଜ ଛାତ୍ର ସଂସଦ ନିର୍ବାଚନ ହେବ। ତେବେ କହିରଖୁଛୁ,
Read More...

ଝୁଲନ୍ତା ଅବସ୍ଥାରେ ମିଳିଲା ବିବାହିତ ପ୍ରେମୀଯୁଗଳଙ୍କ ମୃତଦେହ

ଗଞ୍ଜାମ: ଗଞ୍ଜାମ ଜିଲା ବ୍ରହ୍ମପୁର ସଦର ଥାନା ଅଲାରିଗଡ଼ ନିସ୍ତିିପୁର ଗ୍ରାମ ନିକଟ ଜଙ୍ଗଲରୁ ଗୁରୁବାର ସକାଳେ ପୋଲିସ ବିବାହିତ ପ୍ରେମୀଯୁଗଳଙ୍କ ମୃତଦେହ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଜବତ କରିଛି। ସ୍ଥାନୀୟ ଲୋକେ ଗଛରେ ଝୁଲନ୍ତା ମୃତଦେହ ଦେଖିବା ପରେ ଏ ସମ୍ପର୍କରେ ପୁଲିସକୁ ସୂଚନା
Read More...

‘ପୁଷ୍ପା ୨’ ଦଳାଚକଟା ଘଟଣାରେ ମୃତ ମହିଳାଙ୍କ ପରିବାରକୁ ୨ କୋଟି ଦେବେ ଅଲ୍ଲୁ ଅର୍ଜୁନ

ହାଇଦ୍ରାବାଦ: ହାଇଦ୍ରାବାଦର ସନ୍ଧ୍ୟା ହଲ ନିକଟରେ ପୁଷ୍ପା-୨ ସ୍କ୍ରିନିଂ ବେଳେ ହୋଇଥିବା ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ମହିଳାଙ୍କ ପରିବାରକୁ ୨ କୋଟି ଟଙ୍କାର ଆର୍ଥିକ ସହାୟତା ଯୋଗାଇଦେବେ ଅଭିନେତା ଅଲ୍ଲୁ ଅର୍ଜୁନ ଏବଂ ଚଳଚ୍ଚିତ୍ରର ପ୍ରଡକ୍ସନ ଟିମ। ଅଲ୍ଲୁଙ୍କୁ ବାପା ଅଲ୍ଲୁ ଅରବିନ୍ଦ
Read More...

ପତ୍ନୀକୁ ହତ୍ୟା ପରେ ନିଜ ବେକ କାଟିଲା ସ୍ୱାମୀ

କଟକ: କଟକରେ ଚାଞ୍ଚଲ୍ୟ। ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟଣା ଘଟିଛି କଟକ ଜିଲା ଲାଲ୍‌ବାଗ ଥାନା ସିଦ୍ଧେଶ୍ବରସାହିରେ। ମୃତ ବ୍ୟକ୍ତି କଟକସ୍ଥିତ ସାଇବର ପୋଲିସ ଷ୍ଟେସନରେ ଜଣେ କନଷ୍ଟେବଳ ଥିଲେ। ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ
Read More...

ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ପୂର୍ବତନ ରାଜ୍ୟପାଳ

ପୁରୀ: ରାଜ୍ୟପାଳ ପଦରୁ ମଙ୍ଗଳବାର ଇସ୍ତଫା ଦେଇଥିବା ରଘୁବର ଦାସ ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ମହାପ୍ରଭୁଙ୍କ କୃପାରୁ ମୋତେ ଓଡ଼ିଶାର ସେବା କରିବାର ସୁଯୋଗ ମିଳିଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛି। ଏହା ପରେ ଦଳ ମୋତେ ଯେଉଁ ଦାୟିତ୍ୱ ଦେବ
Read More...

କଳାହାଣ୍ଡି ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ

କଳାହାଣ୍ଡି: ପରଲୋକରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀ। ଆଜି ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ପରଲୋକ ହୋଇଛି। ବିଶ୍ୱବିଦ୍ୟାଳୟ ଇନ୍‌ଚାର୍ଜ ଭିସି ନିବେଦିତା ନାଥ ଏହି ସୂଚନା
Read More...

ଚୋରି ସନ୍ଦେହରେ ଯୁବକକୁ ପିଟି ପିଟି ମାରିଦେବା ଘଟଣାରେ ଏସଆଇ ସସ୍‌ପେଣ୍ଡ

ବାଲେଶ୍ବର: ଲୁଗା ଦୋକାନରୁ ଚୋରି ଅଭିଯୋଗରେ ଯୁବକଙ୍କୁ ପିଟି ପିଟି ମାରିଦେବା ଘଟଣାରେ ଅଭିଯୁକ୍ତ ବାପା ଓ ପୁଅ ଗିରଫ। ଏହି ଘଟଣାରେ ଦାୟିତ୍ବରେ ଅବହେଳା ପାଇଁ ସାର୍ଥା ଫାଣ୍ତି ଅଧିକାରୀ ଚନ୍ଦ୍ର ଶେଖର ମହାନ୍ତି ନିଲମ୍ବିତ ହୋଇଛନ୍ତି। ସିଂଲା ଥାନା ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି
Read More...

ପତଞ୍ଜଳି ବିରୋଧରେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲା ଡାବର

ନୂଆଦିଲ୍ଲୀ; ପତଞ୍ଜଳି ବିରୋଧରେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛି ଡାବର। କମ୍ପାନୀ କହିଛି ଯେ, ପତଞ୍ଜଳି ନିଜ ବିଜ୍ଞାପନରେ ତାଙ୍କ ଚ୍ୟବନପ୍ରାଶକୁ ବଦନାମ କରୁଛି। ମଙ୍ଗଳବାର ଜଷ୍ଟିସ ମିନି ପୁଷ୍କର୍ଣ୍ଣାଙ୍କ ଖଣ୍ଡପୀଠରେ ଏହି ମାମଲାର ଶୁଣାଣି ହୋଇଛି। ଅଦାଲତ ପତଞ୍ଜଳିକୁ ନୋଟିସ୍ ଜାରି
Read More...

ଲ୍ୟାଣ୍ଡିଂ ବେଳେ ବିମାନ ଦୁର୍ଘଟଣା

କାଜାଖସ୍ତାନ: ବଡ଼ ଦିନରେ ବଡ଼ ଅଘଟଣ। ଅବତରଣ ପୂର୍ବରୁ କ୍ରାସ ହୋଇଗଲା ଯାତ୍ରୀବାହୀ ବିମାନ। କାଜାଖସ୍ତାନରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ବିମାନରେ ପ୍ରାୟ ୭୨ ଯାତ୍ରୀ ଥିଲେ। ଅକତାଉ ବିମାନବନ୍ଦର ନିକଟରେ ଜରୁରୀ ଅବତରଣ ପୂର୍ବରୁ ବିମାନଟି କ୍ରାସ୍‌ ହୋଇଛି। ଦୁର୍ଘଟଣାଗ୍ରସ୍ତ
Read More...

ହରିବାବୁ କମ୍ଭମପତିିି ଓଡ଼ିଶାର ନୂଆ ରାଜ୍ୟପାଳ

ଭୁବନେଶ୍ବର: ଡକ୍ଟର ହରିବାବୁ କମ୍ଭମପତିିି ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ। ରଘୁବର ଦାସଙ୍କ ଇସ୍ତଫା ପରେ ଓଡ଼ିଶାର ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛି। ଓଡ଼ିଶାର ରାଜ୍ୟପାଳ ଭାବେ ଡକ୍ଟର ହରିବାବୁ କମ୍ଭମପତିିିଙ୍କୁ ନିଯୁକ୍ତି ମିଳିଛି। ମିଜୋରାମ ରାଜ୍ୟପାଳ ଥିଲେ ହରିବାବୁ କମ୍ଭମପତିିି। ରଘୁବର
Read More...