ପ୍ରମୁଖ ଖବର

ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍‌ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍‌ ପଛରେ ପିଟିହେଲା କାର୍‌, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ
Browsing Category

Today’s Highlight

ଲଗାଣ ବର୍ଷାରେ ଉବୁଟୁବୁ ବେଙ୍ଗାଲୁରୁ

ବେଙ୍ଗାଲୁରୁ; ଲଗାଣ ବର୍ଷାରେ ବେହାଲ ହେଲାଣି ଆଇଟି ସିଟି । ପ୍ରବଳ ବର୍ଷା ଯୋଗୁଁ ବେଙ୍ଗାଲୁରୁରେ ଅନେକ ରାସ୍ତାଘାଟ, କଲୋନୀ, ଅଫିସ୍‌ ବୁଡିଯାଇଛି। ତେବେ ପାଣିପାଗ ବିଭାଗ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରିଥିବା ବେଳେ ଆଗକୁ ସ୍ଥିତି ଅଧିକ ହେବାର ଆଶଙ୍କା କରାଯାଉଛି । ଆଗାମୀ ୩ ଦିନ ପାଇଁ
Read More...

୬ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ, ବାତ୍ୟା ସୃଷ୍ଟି ପାଇଁ ପାଗ ଅନୁକୂଳ

ଓଡ଼ିଶା- ପଶ୍ଚିମବଙ୍ଗ- ବାଂଲାଦେଶ ଉପକୂଳ ଉପରେ ନଜର !!! ଭୁବନେଶ୍ବର; ଉତ୍ତର ଆଣ୍ଡମାନ ସାଗର ରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ଓ ଅନୁକୂଳ ସାମୁଦ୍ରିକ ଓ ବାୟୁମଣ୍ଡଳ ବାତାବରଣ ମଧ୍ୟରେ ରହିଛି । ଆସନ୍ତା ୦୬ ଘଣ୍ଟା ମଧ୍ୟରେ ଏହା ଉତ୍ତର ଆଣ୍ଡାମାନ ସାଗର ତତ୍ ସଂଲଗ୍ନ ଦକ୍ଷିଣ ପୂର୍ବ
Read More...

ୟୁକ୍ରେନ୍ ଛାଡ଼ିବାକୁ ଭାରତୀୟଙ୍କୁ ଚେତାବନୀ

ନୂଆଦିଲ୍ଲୀ; ଉଗ୍ର ରୂପ ଧାରଣ କରୁଛି ଋଷ-ୟୁକ୍ରେନ ଯୁଦ୍ଧ । ୟୁକ୍ରେନରେ ଯୁଦ୍ଧସ୍ଥିତି ଗମ୍ଭୀର ହେଉଥିବାରୁ ଭାରତୀୟ ନାଗରିକଙ୍କୁ ଅତିଶୀଘ୍ର ଦେଶ ଛାଡିବାକୁ ପରାମର୍ଶ ଦିଆଯାଇଛି । ଏଭଳି ଆଡଭାଇଜରୀ ଜାରି କରିଛି ଭାରତୀୟ ଦୂତାବାସ । ଅନ୍ୟପଟେ ସେଠାରେ ରହୁଥିବା ଭାରତୀୟ ନାଗରିକଙ୍କୁ ଅନାବଶ୍ୟକ
Read More...

୧୦ ଦେଶକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ବିକିବ ଭାରତ

ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର ହେଉଛି ଭାରତ । ଏଥିସହିତ ଦେଶରେ ତିଆରି ସୁପରସୋନିକ ମିସାଇଲକୁ ବିଭିନ୍ନ ଦେଶକୁ ଯୁଦ୍ଧାସ୍ତ୍ର ରପ୍ତାନୀ କରୁଛି । ଫିଲିପାଇନ୍ସକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ବିକିବା ପରେ ଅନ୍ୟ ଦେଶମାନଙ୍କୁ ବି ଏହି କ୍ଷେପଣାସ୍ତ୍ର ବିକିବାକୁ ଭାରତ ଯୋଜନା କରୁଛି ।
Read More...

ଓଡିଶା ଭବନର ସଂପ୍ରସାରଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ନବୀନ

ଭୁବନେଶ୍ୱର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମୁମ୍ବାଇସ୍ଥିତ ଓଡିଶା ଭବନର ସଂପ୍ରସାରଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଭବନରେ ୨୮ ଗୋଟି ଏସି ରୁମ ଓ ୪ ଟି ଏସି ଡର୍ମିଟୋରୀ ରହିଛି । ଏହି ସବୁ ରୁମ୍ ମଧ୍ୟରୁ ୧୬ ଗୋଟି ୨ ଶଯ୍ୟା ବିଶିଷ୍ଟ ଏସି ରୁମ ଓ ୨ ଟି ଏସି
Read More...

ବାଣ ଫୁଟାଇବା ଉପରେ କଟକଣା କଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ; ଦିଲ୍ଲୀ ସରକାର ବାଣ ଫୁଟାଇବା ଉପରେ କଡା କଟକଣା ଲଗାଇଛନ୍ତି । ଦିଲ୍ଲୀ ସରକାରଙ୍କ ନିର୍ଦ୍ଦେଶ ମୂୁତାବକ ଯଦି ଦିଲ୍ଲୀରେ କେହି ବାଣ ଫୁଟାନ୍ତି ତେବେ ତାଙ୍କୁ ୬ ମାସ ଜେଲ ଦଣ୍ଡ ସହ ୨୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ରାଶି ଦେବାକୁ ପଡିବ । ଦିଲ୍ଲୀର ପରିବେଶ ମନ୍ତ୍ରୀ ଗୋପାଳ ରାୟ
Read More...

ମଲ୍ଲିକାର୍ଜୁନ ଖଡଗେ ଦଳର ନୂଆ ଅଧ୍ୟକ୍ଷ ଭାବେ ନିର୍ବାଚିତ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ପଦ ନିମନ୍ତେ ହୋଇଥିବା ନିର୍ବାଚନରେ ବିଶିଷ୍ଟ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ଼ଗେ ବିଜୟୀ ‌ହୋଇଛନ୍ତି। ଖଡ଼ଗେ ୭,୮୯୭ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ଶଶୀ ଥରୁର୍‌ ମାତ୍ର ୧,୦୭୨ ଖଣ୍ଡ ଭୋଟ୍‌ ପାଇଛନ୍ତି। ସୂଚନାନୁସାରେ; ଦୀର୍ଘ ୨୪ ପରେ ଜାତୀୟ କଂଗ୍ରେସକୁ
Read More...

ଫେରିବ କି କରୋନା ?

ମୁମ୍ବାଇ: ପୁଣି ବଢ଼ିଲା କରୋନା ସଂକ୍ରମଣ। ମହାରାଷ୍ଟ୍ର ଓ କେରଳ ଭଳି ରାଜ୍ୟରେ ସଂକ୍ରମଣ ବଢୁଥିବା ଦେଖିବାକୁ ମିଳିଛି ।। ଏହାକୁ ଦୃଷ୍ଟିରେ ରଖି ସରକାର ଆଡଭାଇଜରୀ ଜାରି କରିଛନ୍ତି। ପୁଣେ ପରେ ଏବେ ମୁମ୍ବାଇରେ କରୋନାର ନୂଆ ଭାରିଏଣ୍ଟ ଏକ୍ସବିବି ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏଥିଲାଗି
Read More...

ହିମାଚଳପ୍ରଦେଶ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି ଓ କଂଗ୍ରେସ

ନୂଆଦିଲ୍ଲୀ; ହିମାଚଳପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଉଭୟ ବିଜେପି ଓ କଂଗ୍ରେସ। ପ୍ରଥମ ପର୍ଯ୍ୟାୟରେ ‘ବିଜେପି’ ୬୨ଜଣ ପ୍ରତିଦ୍ବନ୍ଦ୍ବିଙ୍କ ନାମ ଘୋଷଣା କରିଥିବା ବେଳେ ‘କଂଗ୍ରେସ’ ହାଇ କମାଣ୍ଡ୍‌ ୪୬ଟି ଆସନ ନିମନ୍ତେ ପାର୍ଟି ଟିକେଟ୍‌ ଅନୁମୋଦନ କରିଛନ୍ତି।
Read More...

କିଏ ହେବ କଂଗ୍ରେସ ସଭାପତି ?

ନୂଆଦିଲ୍ଲୀ; କଂଗ୍ରେସ ସଭାପତି ପଦ ପାଇଁ ଆଜି ଭୋଟ୍ ଗଣତି ଆରମ୍ଭ ହୋଇଗଲାଣି। । ମଲ୍ଲିକାର୍ଜୁନ ଖଡଗେ ନହେଲେ ଶଶୀ ଥରୁର ହେବେ କଂଗ୍ରେସ ସଭାପତି । ୨୪ ବର୍ଷ ପରେ ଗାନ୍ଧୀ ପରିବାର ବାହାରେ ଜଣେ ନେତା ଦେଶର ସର୍ବ ପୁରାତନ ଦଳର ସଭାପତି ଭାବରେ ନିର୍ବାଚିତ ହେବେ। ଏହାପୂର୍ବରୁ ସୀତାରାମ କେସରୀ
Read More...