Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସୁନ୍ଦରଗଡ: ଚା’ ଦୋକାନକୁ ମାଡ଼ିଗଲା ହାଇୱା, ୩ ମୃତ
ଗଜପତି: ଅଙ୍ଗନବାଡି ଛତୁଆ ଖାଇ ୨ ଶିଶୁକନ୍ୟା ମୃତ
୨୭ ଜିଲ୍ଲାରେ ନାହିଁ ବାଲି ଚୋରା ମାମଲା: ଖଣି ମନ୍ତ୍ରୀ
ରାଜସ୍ୱ ମନ୍ତ୍ରୀଙ୍କ କାରକେଡ୍ ଉପରକୁ ଢେଲାମାଡ଼
ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି
ସୁଶାନ୍ତ ସିଂ ରାଜପୁତଙ୍କ ହତ୍ୟାର କୌଣସି ପ୍ରମାଣ ନାହିଁ, କ୍ଲୋଜର ରିପୋର୍ଟ ଦାଖଲ କଲା ସିବିଆଇ
Browsing Category
Today’s Highlight
ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ରଘୁବର ଦାସ
ଭୁବନେଶ୍ବର: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା ପତ୍ର ରାଷ୍ଟ୍ରପତି ଦୌପଦୀ ମୂର୍ମୁଙ୍କ ପାଖକୁ ପାଖକୁ ପଠାଇଛନ୍ତି। ତେବେ ରଘୁବରଙ୍କ ଇସ୍ତଫା ପରେ ଓଡ଼ିଶା ରାଜନୀତି…
Read More...
Read More...
ମୁଁ ଚିଟଫଣ୍ଡ୍ ଠକେଇର ଶିକାର ହୋଇଛି
ଭୁବନେଶ୍ବର; ‘ମୁଁ ଚିଟଫଣ୍ଡ୍ ଠକେଇର ଶିକାର ହୋଇଛି। ଥରେ ନୁହେଁ ଦୁଇ ଦୁଇ ଥର ମୁଁ ଚିଟଫଣ୍ଡ୍ ଠକେଇର ଶିକାର ହୋଇଛି।’ ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ଜାତୀୟ ଉପଭୋକ୍ତା ଦିବସ କାର୍ଯ୍ୟକ୍ରମରେ ଚିଟଫଣ୍ଡ୍ ଠକେଇର ଶିକାର ହୋଇଥିବା ନେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।…
Read More...
Read More...
ଧାନର ମାନ କମ୍ ଥିଲେ ବି କିଣିବେ ସରକାର :ଯୋଗାଣ ମନ୍ତ୍ରୀ
ଭୁବନେଶ୍ବର: ଏହାରି ମଧ୍ୟରେ କୃଷକଙ୍କ ଲାଗି ଖୁସି ଖବର ଦେଇଛନ୍ତି ସରକାର। ରାଜ୍ୟରେ ଅଦିନିଆ ବର୍ଷ କାରଣରୁ ବିଭିନ୍ନ ଜିଲାରେ ଧାନଚାଷୀମାନେ ସଂକଟରେ ପଡିଛନ୍ତି। ବର୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବା ବେଳେ ବର୍ଷାରେ ଧାନର ବିଲରେ ଗଜା ହୋଇଗଲାଣି। ଅନେକ ସ୍ଥାନରେ…
Read More...
Read More...
ରାଜ୍ୟରେ ଚାଲିବ ହାଇଡ୍ରୋଜେନ ଚାଳିତ ବସ୍
ଭୁବନେଶ୍ବର: ରାଜ୍ୟରେ ଗଡିବ ହାଇଡ୍ରୋଜେନ୍ ଚାଳିତ ବସ୍। ପରିବେଶ ଅନୁକୂଳମୁଖୀ କାର୍ଯ୍ୟକୁ ଆଗକୁ ବଢାଇବାକୁ ଯାଇ କିଛି ଏମିତି ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ରାଜ୍ୟରେ ସବୁଜ ହାଇଡ୍ରୋଜେନ୍ ଚାଳିତ ବସ୍ ଆରମ୍ଭ କରିବା ନେଇ ଗ୍ରୀଡକୋ, ଏନଟିପିସି ଏବଂ କ୍ରୁଟ ସହ ଏକ…
Read More...
Read More...
ଧାରଣାରେ ନରାଜ ଓମଫେଡ୍ ଠିକା ଡ୍ରାଇଭର
କଟକ: ମିଳୁନି ଓମଫେଡ୍ କ୍ଷୀର। ନରାଜ ଓମଫେଡ୍ ଠିକା ଡ୍ରାଇଭରଙ୍କ ଧାରଣା। ଏହା ଯୋଗୁଁ ଭୁବନେଶ୍ୱର, କଟକରେ କ୍ଷୀର ଯୋଗାଣ ବାଧାପ୍ରାପ୍ତ। ଓମ୍ଫେଡ୍ର ଜଣେ ଠିକା ଡ୍ରାଇଭରଙ୍କୁ ଅଟକ ପ୍ରତିବାଦରେ ଧାରଣା। ନରାଜ ଓମଫେଡ୍ ଫ୍ୟାକ୍ଟ୍ରି ଆଗରେ ଗାଡ଼ି ରଖି ଧାରଣାରେ ବସିଛନ୍ତି ଡ୍ରାଇଭର। ଓମଫେଡ…
Read More...
Read More...
ସମନ ପରେ ଥାନାରେ ପହଞ୍ଚିଲେ ଅଲ୍ଲୁ ଅର୍ଜୁନ
ହାଇଦ୍ରାବାଦ: ଥିଏଟରରେ ଦଳାଚକଟା ମାମଲାରେ ସୋମବାର ହାଇଦ୍ରାବାଦ ପୋଲିସ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଏକ ନୂଆ ସମନ ପଠାଇଛି। ଯେଉଁଥିରେ ତାଙ୍କୁ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଚିକଡପଲ୍ଲୀ ଥାନାରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ସମନ ପରେ ଅଲ୍ଲୁ ମଙ୍ଗଳବାର ହାଇଦ୍ରାବାଦ…
Read More...
Read More...
ରାଜଧାନୀରୁ ହଟିବେ ସମସ୍ତ ଉଠା ଦୋକାନୀ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ରୁ ହଟିବେ ସମସ୍ତ ଉଠା ଦୋକାନୀ। ୫୫ଟି ରାସ୍ତାରୁ ସ୍ଥାୟୀ ଭାବେ ଉଠା ଦୋକାନୀକୁ ହଟାଯିବ। ସମୂହ ସଫେଇ କାର୍ଯ୍ୟକ୍ରମ ବେଳେ ଏମିତି କିଛି ସୂଚନା ଦେଇଛନ୍ତି ଭୁବନେଶ୍ୱର ମେୟର ସୁଲୋଚନା ଦାସ। ଉଠା ଦୋକାନୀଙ୍କୁ ହଟାଯାଇ ସ୍ଥାୟୀ ଭେଣ୍ଡିଂ ଜୋନ ଦିଆଯିବ।
…
Read More...
Read More...
କଟକରେ ସ୍ଥାପନ ହେଲା ଅଟଳବିହାରୀ ବାଜପେୟୀଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି
କଟକ: କଟକ ବେଲଭ୍ୟୁ ଛକଠାରେ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତ ଅଟଳବିହାରୀ ବାଜପେୟୀଙ୍କ ଏକ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ପ୍ରତିମୂର୍ତ୍ତିର ଉନ୍ମୋଚନ କରିଛନ୍ତି। ଏଥିରେ ସମ୍ମାନିତ…
Read More...
Read More...
ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ
ଭୁବନେଶ୍ବର; ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଯାଇଛି। ତେବେ ବର୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ।
ସତ୍ୟନଗରସ୍ଥିତ ପ୍ରେସର କୁକର ଗୋଦାମରେ…
Read More...
Read More...
୫ମ ଓ ୮ମରେ ଫେଲ୍ ହେଲେ ପରବର୍ତ୍ତୀ ଶ୍ରେଣୀକୁ ଯାଇ ପାରିବେ ନାହିଁ
ନୂଆଦିଲ୍ଲୀ: ସ୍କୁଲ ଶିକ୍ଷାରେ ବଡ଼ ପରିବର୍ତ୍ତନ କରିଛନ୍ତି କେନ୍ଦ୍ର ସରକାର। ୫ମ ଓ ୮ମ ଶ୍ରେଣୀରେ ରହିଥିବା ଫେଲ୍ ନ ହେବା କଟକଣାକୁ ଆଜି ସରକାର ହଟାଇ ଦେଇଛନ୍ତି। ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଫେଲ୍ ହେଲେ ଫେଲ୍। ଫେଲ୍ ହେଲେ ପରବର୍ତ୍ତୀ ଶ୍ରେଣୀକୁ ଯାଇ ପାରିବେ ନାହିଁ। ଏନେଇ ସୂଚନା ଦେଲେ…
Read More...
Read More...