Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍ ପଛରେ ପିଟିହେଲା କାର୍, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ
Browsing Category
Today’s Highlight
ବିଜେଡି ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କ ଦେହାନ୍ତ
ଭୁବନେଶ୍ୱର :ପଦ୍ମପୁର ବିଜେଡି ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କ ପରଲୋକ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ବିଧାୟକ ବିଜୟ ରଂଜନ ସିଂହ ବରିହା ଗୁରୁତର ଅସୁସ୍ଥ ହୋଇ!-->…
Read More...
Read More...
ଆଶା ପାରେଖ ପାଇବେ ଦାଦା ସାହେବ ଫାଲକେ ଆୱାର୍ଡ
ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତ୍ରୀ ଆଶା ପାରେଖ ପାଇବେ ଦାଦା ସାହେବ ଫାଲକେ ଆୱାର୍ଡ।ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର । ରାଷ୍ଟ୍ରୀୟ ଚଳଚିତ୍ର ପୁରସ୍କାର ସମାରୋହରେ ଆଶା ପାରେଖଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ।
ହିନ୍ଦୀ ଫିଲ୍ମ!-->!-->!-->…
Read More...
Read More...
କଟକ ଏସସିବିରୁ ନବଜାତ ଶିଶୁ ଚୋରି
କଟକ: ଏସସିବି ବଡ ମେଡିକାଲ ପ୍ରସୂତି ବିଭାଗର ଆଇସିୟୁରୁ ନବଜାତ ଶିଶୁ କନ୍ୟା ଚୋରି ଅଭିଯୋଗ ହୋଇଛି। ଗୋଟିଏ ନବଜାତ ଶିଶୁକୁ ଏସିସିବି ମେଡିକାଲରୁ କେହି ଚୋରି କରିନେଇଥିବା ଅଭିଯୋଗ ହୋଇଛି ।ଏନେଇ ଶିଶୁର ବାପା ଏସସିବି ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି । ତେବେ ଶିଶୁକୁ ଏପର୍ଯ୍ୟନ୍ତ କିଏ!-->…
Read More...
Read More...
ଦଶହରାରେ ଭିଜିବ ଓଡ଼ିଶା
ଭୁବନେଶ୍ୱର, ୨୬/୦୯ : ଚଳିତ ବର୍ଷ ଦୁର୍ଗା ପୂଜାର ମାହୋଲ ଟିକେ ଫିକା ପଡ଼ିବାର ସମ୍ଭାବନା ରହିଛି । କାରଣ ଏଥର ଦଶହରାରେ ଭିଜିବ ଓଡ଼ିଶା । ଦକ୍ଷିଣ ଚାଇନା ସାଗରରେ ଟାଇଫୁନ ନୋରୁର ପ୍ରଭାବରେ ଆସନ୍ତା ଅକ୍ଟୋବର ୨ ରେ ଉତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।!-->…
Read More...
Read More...
ଅକ୍ଟୋବର ରେ ସକ୍ରିୟ ରହିବ ବଙ୍ଗୋପସାଗର
ସ୍ଵାଭାବିକ ଠାରୁ ଅଧିକ ବର୍ଷା ସମ୍ଭାବନା!ସିଷ୍ଟମ୍ ବିକଶିତ ପାଇଁ ପାଗ ଅନୁକୂଳ ।
ଭୁବନେଶ୍ବର; ଚଳିତ ବର୍ଷ ଅକ୍ଟୋବର ମାସ ରେ ବଙ୍ଗୋପସାଗର ସକ୍ରିୟ ରହିବ। ନିର୍ଦ୍ଧାରିତ ସମୟରେ ସମୟ ରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଫେରିବ। ଅକ୍ଟୋବର ମାସ ରେ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି!-->!-->!-->…
Read More...
Read More...
ଧର୍ମେନ୍ଦ୍ରଙ୍କ ମୋବାଇଲରେ ଏମିତି କି ତଥ୍ୟ ରହିଛି କି?
ସନ୍ଦେହଜନକ ଅବସ୍ଥାରେ ଧର୍ମେନ୍ଦ୍ରଙ୍କ ମୃତଦେହ ଉଦ୍ଧାରପୁରୀ ଜିଲ୍ଲା ପରିଷଦ ଜୋନ୍-୧୧ ସଭ୍ୟ ହେଉଛନ୍ତି ଧର୍ମେନ୍ଦ୍ରଶିଶୁପାଳଗଡ ଘରୁ ଝୁଲନ୍ତା ଅବସ୍ଥାରେ ଶବ ଜବତ କଲା ପୁଲିସଏଯାଏ ମୋବାଇଲ୍ ଦୁଇଟି ପୁଲିସ ପାଇନଥିବା ସୂଚନା
ଭୁବନେଶ୍ବର: ପୁରୀ ଜିଲ୍ଲା ପରିଷଦ ଜୋନ୍ -୧୧ ସଭ୍ୟ!-->!-->!-->…
Read More...
Read More...
ଦିଲ୍ଲୀପ ତିର୍କୀ ହେଲେ ହକି ଇଣ୍ଡିଆ ସଭାପତି
ଭୁବନେଶ୍ୱର: ହକି ଇଣ୍ଡିଆର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ଦିଲ୍ଲୀପ ତିର୍କୀ । ନିର୍ଦ୍ୱନ୍ଦ୍ୱରେ ସେ ହକି ଇଣ୍ଡିଆର ସଭାପତି ନିର୍ବାଚିତ ହୋଇଛନ୍ତି। ହକି ଇଣ୍ଡିଆର ସଭାପତି ଭାବେ ନିର୍ବାଚିତ ହେବାରେ ସେ ହେଉଛନ୍ତି ପ୍ରଥମ ଓଡ଼ିଆ।ହକି ଇଣ୍ଡିଆର ସଭାପତି ପଦ ପାଇଁ ୩ ଜଣ ନାମାଙ୍କନ ଦାଖଲ!-->…
Read More...
Read More...
ନେତାଙ୍କୁ ମିଳିଲା ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ବ
ଭୁବନେଶ୍ବର: ରାଜ୍ୟ ସରକାର ଜିଲ୍ଲା ଯୋଜନା କମିଟିଗୁଡ଼ିକର ପୁର୍ନଗଠନ କରିଛନ୍ତି। ବିଧାୟକ ଓ ମନ୍ତ୍ରୀଙ୍କୁ ସମସ୍ତ ୩୦ ଜିଲ୍ଲାର ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେଡି ସରକାର ଦଳୀୟ ସଙ୍ଗଠନକୁ ସୁହାଇଲା ଭଳି ବିଧାୟକ ଓ!-->…
Read More...
Read More...
ବେଦାନ୍ତ ବିଶ୍ଵବିଦ୍ୟାଳୟ ମାମଲାର ରାୟ ସଂରକ୍ଷିତ
ନୂଆ ଦିଲ୍ଲୀ; ସୁପ୍ରିମ କୋର୍ଟ ରେ ଗତ କାଲିଠାରୁ ପୁରୀ କୋଣାର୍କ ବେଳାଭୂମି ନିକଟରେ ପ୍ରସ୍ତାବିତ ବେଦାନ୍ତ ବିଶ୍ଵବିଦ୍ୟାଳୟ ପ୍ରତିଷ୍ଠା ଓ ହଜାର ହଜାର ଏକର ଜମି ଅଧିଗ୍ରହଣ କୁ ନେଇ ଗତ କାଲି ଠାରୁ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ ପାଖରେ ଶୁଣାଣୀ ଆରମ୍ଭ ହୋଇ ଆଜି ଶେଷ ହୋଇଛି। ସର୍ବୋଚ୍ଚ!-->…
Read More...
Read More...
ଆର ପାରିରେ କମେଡି କିଙ୍ଗ ରାଜୁ ଶ୍ରୀବାସ୍ତବ
ମୁମ୍ବାଇ; ସମସ୍ତଙ୍କ ପ୍ରିୟ ‘ଗଜୋଧର ଭୟା’ ଓରଫ୍ ପ୍ରସିଦ୍ଧ କମେଡିଆନ୍ ରାଜୁ ଶ୍ରୀବାସ୍ତବ ଆଉ ନାହାନ୍ତି। ଦୀର୍ଘ ୪୧ ଦିନର ସଙ୍ଘର୍ଷ ପରେ ଆଖିବୁଜିଲେ ରାଜୁ। ୫୮ ବର୍ଷ ବୟସରେ ଆଜି ତାଙ୍କର ପରଲୋକ ହୋଇଯାଇଛି। ମାସାଧିକ କାଳ ଚିକିତ୍ସାଧୀନ ଅବସ୍ଥାରେ ରହିବା ପରେ ତାଙ୍କର ପରଲୋକ ଘଟିଛି। ଆଜି!-->…
Read More...
Read More...