Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍ ପଛରେ ପିଟିହେଲା କାର୍, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ
Browsing Category
Today’s Highlight
ବିଜେପିରେ ସାମିଲ ହେଲେ କ୍ୟାପଟେନ ଅମରିନ୍ଦର
ନୂଆଦିଲ୍ଲୀ : ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ବିଜେପିରେ ମିଶିଛନ୍ତି । ତାଙ୍କ ସହିତ ତାଙ୍କ ଝିଅ ଜୟ ଇନ୍ଦର କୌର ମଧ୍ୟ ବିଜେପିରେ ଯୋଗ ଦେଇଛନ୍ତି । ଗତ ବର୍ଷ କଂଗ୍ରେସ ଛାଡ଼ିବା ପରେ କ୍ୟାପଟେନ ଆରମ୍ଭ କରିଥିବା ନୂଆ ଦଳ ପଂଜାବ ଲୋକ କଂଗ୍ରେସର ବିଲୟ ବିଜେପିରେ!-->…
Read More...
Read More...
ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷିବ
ଭୁବନେଶ୍ବର: ଘୂର୍ଣ୍ଣିବଳୟର ପ୍ରଭାବରେ ଉପକୂଳ ଓଡ଼ିଶାରେ ଲାଗି ରହିଛି ବର୍ଷା । ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ୪ ଜିଲ୍ଲାକୁ ଅରେଞ୍ଜ!-->…
Read More...
Read More...
ବଢ଼ିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧିପିଚ୍ଛିଲା ଭାବେ ଜାନୁଆରୀ ୨୦୨୨ରୁ ଲାଗୁ ହେବ
ଭୁବନେଶ୍ବର; ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ!-->!-->!-->…
Read More...
Read More...
ବିକଶିତ ହେବ କଟକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜ
୫-ଟି ସଚିବଙ୍କ କଟକ ଗସ୍ତକଟକ ବଡ ଡାକ୍ତରଖାନା ଓ ତାଳଦଣ୍ଡା କେନାଲ ରୂପାନ୍ତରଣ କାମ ସମୀକ୍ଷାଡିସେମ୍ବର ୨୦୨୩ ସୁଦ୍ଧା ବଡ ଡାକ୍ତରଖାନାର କ୍ଲିନିକାଲ ବ୍ଲକ ୧ ଓ ୪ ର କାମ ଶେଷ କରିବାକୁ ନିର୍ଦ୍ଦେଶଏସସିବି ପବ୍ଲିକ ସ୍କୁଲ କାମ ମାର୍ଚ୍ଚ ୨୩ ସୁଦ୍ଧା ଶେଷ ହେବତାଳଦଣ୍ଡା କେନାଲ ସୌନ୍ଦର୍ଯ୍ୟକରଣ!-->…
Read More...
Read More...
ପରଲୋକରେ ବିଧାୟକ ବିଷ୍ଣୁ ସେଠୀ
ଭୁବନେଶ୍ୱର: ବରିଷ୍ଠ ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ହୋଇଛି। ଆଜି ସକାଳ ୭ଟା ୪୫ ମିନିଟ ସମୟରେ ତାଙ୍କର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ଧରି କିଡନି ରୋଗରେ ପୀଡ଼ିତ ଥିଲେ। ତାଙ୍କୁ ଭୁବନେଶ୍ବର!-->…
Read More...
Read More...
ବ୍ରିଟେନ ଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ :ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବ୍ରିଟେନର ଦିବଙ୍ଗତ ମହାରାଣୀ ଏଲିଜାବେଥଙ୍କ (ଦ୍ଵିତୀୟ) ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆଜି ଲଣ୍ଡନ ଗସ୍ତ କରିଛନ୍ତି। ଭାରତ ସରକାରଙ୍କ ପକ୍ଷରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଣୀଙ୍କ ଶେଷକୃତ୍ୟରେ ସାମିଲ ହୋଇ!-->…
Read More...
Read More...
ଆସୁଛି ଆଉ ଏକ ଲଘୁଚାପ
୧୮-୨୩ ଯାଏଁ ରାଜ୍ୟ ର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା।୧୯-୨୧ ବର୍ଷା ର ପରିମାଣ ଓ ବିସ୍ତୃତି ବୃଦ୍ଧି ପାଇବ।ଉପକୂଳ ଓ ଆଭ୍ୟନ୍ତର ରେ ପ୍ରବଳ ବର୍ଷା ସମ୍ଭାବନା।
ଭୁବନେଶ୍ବର; ୧୮ ରେ ଉତ୍ତର ପଶ୍ଚିମ ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ରେ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି!-->!-->!-->…
Read More...
Read More...
ସାତ ଦଶନ୍ଧି ପରେ ଭାରତ ଜଙ୍ଗଲରେ ଦୌଡିଲା ଚିତା
ଭୋପାଲ: ଭାରତର ଜଙ୍ଗଲରେ ଦୌଡିଲେ ଚିତା ବାଘ। ଲୋପ ପାଇଥିବା ଚିତା ବାଘକୁ ଫେରାଇ ଆଣିବା ପାଇଁ ଚିତା ପ୍ରକଳ୍ପର ଯୋଜନା କରିଥିଲେ ଭାରତ ସରକାର ଏବଂ ଏଥିରେ ସଫଳ ମଧ୍ୟ ହେଲେ। ଗୋଟିଏ କି ଦୁଇଟି ନୁହେଁ ଏକାଥରେ ୮ଟି ଚତା ବାଘ ଆଜି ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ପ୍ରବେଶ କରିଛନ୍ତି।!-->…
Read More...
Read More...
ବିଜୁ ଏକ୍ସପ୍ରେସ ୱେରେ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ
ଝାରସୁଗୁଡ଼ା :ଝାରସୁଗୁଡ଼ା ବାଇପାସ୍ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟି ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ବିଜୁ ଏକ୍ସପ୍ରେସ୍ ୱେରେ ଏହି!-->…
Read More...
Read More...
ବାୟୁ ବୀରଙ୍କ ସାମର୍ଥ୍ୟ ଦେଖି ତାଜୁବ ହେଲେ ଓଡ଼ିଶାବାସୀ
ଭୁବନେଶ୍ବର୍; ଆଜି ସକାଳୁ ଭୁବନେଶ୍ୱର ଆକାଶରେ ଚମକିଲେ ‘ସୂର୍ଯ୍ୟକିରଣ’ ଟିମ୍। ବାୟୁ ବୀରଙ୍କ ସାମର୍ଥ୍ୟ ଦେଖି ତାଜୁବ ହେଲେ ଓଡ଼ିଶାବାସୀ । ଏଥିନିମନ୍ତେ ଆଜି ସକାଳୁ ଚଳଚଞ୍ଚଳ ହୋଇଉଠିଥିଲା ଭୁବନେଶ୍ୱରର କୂଆଖାଇ ପଠାସ୍ଥିତ ବାଲିଯାତ୍ରା ପଡିଆ। ଆଜାଦି କା ଅମୃତ ମହୋତ୍ସବ ଅବସରରେ ଆଜି!-->…
Read More...
Read More...