Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
Today’s Highlight
ବାବାଙ୍କୁ ସୁନାମୁକୁଟ ଦେଲେ ଭକ୍ତ
ଶିରିଡି: ମହାରାଷ୍ଟ୍ର ଶିରିଡିରେ ଥିବା ସାଇବାବାଙ୍କୁ ଆନ୍ଧ୍ରପ୍ରଦେଶର ଜଣେ ବ୍ୟକ୍ତି ଗୋଟିଏ ସୁନା ମୁକୁଟ ପ୍ରଦାନ କରିଛନ୍ତି। ସତୀଶ ପ୍ରଭାକର ନାମକ ୫୭ବର୍ଷୀୟ ଏହି ବ୍ୟକ୍ତି ୩୬ଲକ୍ଷ ୯୮ ହଜାର ଟଙ୍କା ମୂଲ୍ୟରେ ଏହି ମୁକୁଟ ଦେଇଛନ୍ତି। ଏହାର ଓଜନ ୭୭୦ ଗ୍ରାମ୍ ଓଜନ ହେବ ବୋଲି କୁହାଯାଉଛି।!-->…
Read More...
Read More...
ସ୍ବେରେଜ୍ ପାଣିରେ ପୋଲିଓ ଜୀବାଣୁ
ନ୍ୟୁୟର୍କ: ନ୍ୟୁୟର୍କ ସ୍ବେେରଜ୍ ପାଣିରେ ପୋଲିଓ ଜୀବାଣୁ ଥିବା ନେଇ ଗୋଟିଏ ଆତଙ୍କ ସୃଷ୍ଟିକାରୀ ଖବର ସାମ୍ନାକୁ ଆସିଛି। ସ୍ଥାନୀୟ ସ୍ବାସ୍ଥ୍ୟ କମିସନର ଡ. ମେରି ଟି ବ୍ୟାସେଟ୍ କହିଛନ୍ତି ଯେ ନ୍ୟୁୟର୍କ ସହରର ବର୍ଜ୍ୟଜଳ ନମୁନାରେ ପୋଲିଓ ଭାଇରସ୍ ଚିହ୍ନଟ ହେବା ଗୋଟିଏ ବଡ ଘଟଣା ନୁହେଁ।!-->…
Read More...
Read More...
ରାଜ୍ୟ କ୍ୟାବିନେଟରେ ୧୭ ପ୍ରସ୍ତାବକୁ ମିଳିଲା ଅନୁମୋଦନ
ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ସରକାରଙ୍କ ‘ଜଳଜୀବନ ମିଶନ’ ଯୋଜନା ଅନ୍ତର୍ଗତ ୩ଟି ଜିଲ୍ଲା ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ବାଲେଶ୍ୱର ଜିଲ୍ଲାରେ ପାଇପ୍ ଯୋଗେ ପାନୀୟ ଜଳଯୋଗାଣ ନିମନ୍ତେ ୧୨୧୦.୦୪କୋଟି ଟଙ୍କାର ୯ଟି ଟେଣ୍ଡରକୁ ଆଜି!-->…
Read More...
Read More...
ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର: ପଶ୍ଚିମ ମିଆଁମାର ନିକଟବର୍ତ୍ତୀ ଅଞ୍ଚଳ ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହି କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ରେ ପରିଣତ ହେବା ସହ ପରବର୍ତ୍ତୀ ୨୪ ଘଣ୍ଟା ରେ ଅଧିକ ଘନୀଭୂତ ହୋଇ ଚିହ୍ନିତ ଲଘୁଚାପ/ ଡିପ୍ରେଶନ୍ ରେ!-->…
Read More...
Read More...
ନବୀନଙ୍କ ହାତରେ ଲୋକାର୍ପିତ ହେଲା ‘ଦେଓ ଓ ସୁବର୍ଣ୍ଣରେଖା ପ୍ରକଳ୍ପ’
ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତଉଭୟ ପ୍ରକଳ୍ପରେ ୨୭ ହଜାର ହେକ୍ଟରରୁ ଅଧିକ ଜମିକୁ ମିଳିବ ଜଳସେଚନ ସୁବିଧା, ୨.୫ ଲକ୍ଷରୁ ଅଧିକ ଚାଷୀ ହେବେ ଉପକୃତ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ ଦୁଇଟି!-->!-->!-->…
Read More...
Read More...
ଆଜି ମୟୁରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ ନବୀନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୂରଭଞ୍ଜ ଗସ୍ତରେ ଯିବେ । ଗସ୍ତକୁ ଆଖିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।ଆଜି କରଞ୍ଜିଆ ବ୍ଲକର ହାତୀବାରି ଠାରେ ଦେଓ ଜଳସେଚନ ଓ ରାସଗୋବିନ୍ଦପୁର ବ୍ଲକର ଟିକରପଡା ଠାରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିବେ।!-->…
Read More...
Read More...
ଘର କଳି ତୁଟିଲା,ଧର୍ମେନ୍ଦ୍ରଙ୍କ ଉପସ୍ଥିତିରେ ଗିରିରାଜ ଓ ପ୍ରଦୀପଙ୍କ ଆଲୋଚନା
• ପିଏମ ଆବାସ ଯୋଜନାରେ ସବୁପ୍ରକାର ସହଯୋଗ ଦେବା ପାଇଁ କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରୀଙ୍କ ପ୍ରତିଶ୍ରୁତି• ପିଏମ ଆବାସ ଘରେ କେବଳ ଭାରତ ସରକାରଙ୍କ ଲୋଗୋ ଲଗାଇବା ପାଇଁ ବିଭାଗୀୟ ମନ୍ତ୍ରୀଙ୍କ ଓଡ଼ିଶା ସରକାରଙ୍କୁ ପରାମର୍ଶ• ରାଜ୍ୟ ସରକାରଙ୍କୁ ସ୍ୱଚ୍ଛତାର ସହ ହିତାଧିକାରୀ ଚୟନ କରିବା,!-->…
Read More...
Read More...
ଶ୍ରୀଅଲାରନଥଙ୍କ ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୫-ଟି ସଚିବଙ୍କ ଶ୍ରୀଅଲାରନାଥ ମନ୍ଦିର ପରିଦର୍ଶନ ୧୫ ଦିନ ମଧ୍ୟରେ ବିକାଶ ପାଇଁ ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ (୫-ଟି) ଶ୍ରୀ ଭି.କେ ପାଣ୍ଡିଆନ୍ ଆଜି ପୁରୀଠାରୁ ପ୍ରାୟ 20 କିଲୋମିଟର ଦୂରରେ ଥିବା ବ୍ରହ୍ମଗିରିର!-->!-->!-->…
Read More...
Read More...
ବ୍ୟବସାୟୀଙ୍କ ଘରୁ ମିଳିଲା କୋଟି କୋଟି ଟଙ୍କାର ସମ୍ପତ୍ତି
୫୮ କୋଟି ନଗଦ, ୩୨କେଜି ସୁନା ଜବତ୮ ଦିନ ବ୍ୟବସାୟୀଙ୍କ ଘରେ ଚାଲିଥିବା ଚଢାଉ୨୬୦ କର୍ମଚାରୀଙ୍କୁ ନିୟୋଜିତ କରାଯାଇଥିଲା୩୯୦ କୋଟିର ସଂପତ୍ତି ପାଇଲେ ଆୟକର ବିଭାଗ
ମୁମ୍ବାଇ: ମହାରାଷ୍ଟ୍ରର ଏକ ଇସ୍ପାତ ଓ କପଡା ଏବଂ ରିୟଲ ଇଷ୍ଟେଟ୍ କାରବାର କରୁଥିବା ଜଣେ ବ୍ୟବସାୟୀଙ୍କ ଘରେ ଆୟକର ବିଭାଗ!-->!-->!-->…
Read More...
Read More...
ଦିଲ୍ଲୀରେ ମାକ୍ସ ପିନ୍ଧିବା ହେଲା ବାଧ୍ୟତାମୂଳକ
ନୂଆଦିଲ୍ଲୀ: ସାରା ଦେଶରେ ପୁଣି କରୋନା ସଂକ୍ରମଣ ବଢିଥିବାରେ ଲାଗିଛି। ଦିଲ୍ଲୀରେ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେବାରେ ଲାଗିଛନ୍ତି ।ତେଣୁ ଆଜି ଦିଲ୍ଲୀ ସରକାର ରାଜ୍ୟରେ କରୋନା କଟକଣା ଲଗେଇଛନ୍ତି। ଦିଲ୍ଲୀ ସରକାର ପୁଣି ରାଜ୍ୟରେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛନ୍ତି । ଏହି!-->…
Read More...
Read More...