ପ୍ରମୁଖ ଖବର

ଏପ୍ରିଲ ୧୪ରେ ସାରା ଦେଶରେ ସରକାରୀ ଛୁଟି ଘୋଷଣା କଲେ ସରକାର
ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ
ମିଆଁମାର ଭୂକମ୍ପ : ହଜାରେ ଟପିଲା ମୃତ୍ୟୁ ସଂଖ୍ୟା
Browsing Category

Today’s Highlight

ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ପୂର୍ବତନ ରାଜ୍ୟପାଳ

ପୁରୀ: ରାଜ୍ୟପାଳ ପଦରୁ ମଙ୍ଗଳବାର ଇସ୍ତଫା ଦେଇଥିବା ରଘୁବର ଦାସ ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ମହାପ୍ରଭୁଙ୍କ କୃପାରୁ ମୋତେ ଓଡ଼ିଶାର ସେବା କରିବାର ସୁଯୋଗ ମିଳିଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛି। ଏହା ପରେ ଦଳ ମୋତେ ଯେଉଁ ଦାୟିତ୍ୱ ଦେବ
Read More...

କଳାହାଣ୍ଡି ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ

କଳାହାଣ୍ଡି: ପରଲୋକରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀ। ଆଜି ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ପରଲୋକ ହୋଇଛି। ବିଶ୍ୱବିଦ୍ୟାଳୟ ଇନ୍‌ଚାର୍ଜ ଭିସି ନିବେଦିତା ନାଥ ଏହି ସୂଚନା
Read More...

ଚୋରି ସନ୍ଦେହରେ ଯୁବକକୁ ପିଟି ପିଟି ମାରିଦେବା ଘଟଣାରେ ଏସଆଇ ସସ୍‌ପେଣ୍ଡ

ବାଲେଶ୍ବର: ଲୁଗା ଦୋକାନରୁ ଚୋରି ଅଭିଯୋଗରେ ଯୁବକଙ୍କୁ ପିଟି ପିଟି ମାରିଦେବା ଘଟଣାରେ ଅଭିଯୁକ୍ତ ବାପା ଓ ପୁଅ ଗିରଫ। ଏହି ଘଟଣାରେ ଦାୟିତ୍ବରେ ଅବହେଳା ପାଇଁ ସାର୍ଥା ଫାଣ୍ତି ଅଧିକାରୀ ଚନ୍ଦ୍ର ଶେଖର ମହାନ୍ତି ନିଲମ୍ବିତ ହୋଇଛନ୍ତି। ସିଂଲା ଥାନା ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି
Read More...

ପତଞ୍ଜଳି ବିରୋଧରେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲା ଡାବର

ନୂଆଦିଲ୍ଲୀ; ପତଞ୍ଜଳି ବିରୋଧରେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛି ଡାବର। କମ୍ପାନୀ କହିଛି ଯେ, ପତଞ୍ଜଳି ନିଜ ବିଜ୍ଞାପନରେ ତାଙ୍କ ଚ୍ୟବନପ୍ରାଶକୁ ବଦନାମ କରୁଛି। ମଙ୍ଗଳବାର ଜଷ୍ଟିସ ମିନି ପୁଷ୍କର୍ଣ୍ଣାଙ୍କ ଖଣ୍ଡପୀଠରେ ଏହି ମାମଲାର ଶୁଣାଣି ହୋଇଛି। ଅଦାଲତ ପତଞ୍ଜଳିକୁ ନୋଟିସ୍ ଜାରି
Read More...

ଲ୍ୟାଣ୍ଡିଂ ବେଳେ ବିମାନ ଦୁର୍ଘଟଣା

କାଜାଖସ୍ତାନ: ବଡ଼ ଦିନରେ ବଡ଼ ଅଘଟଣ। ଅବତରଣ ପୂର୍ବରୁ କ୍ରାସ ହୋଇଗଲା ଯାତ୍ରୀବାହୀ ବିମାନ। କାଜାଖସ୍ତାନରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ବିମାନରେ ପ୍ରାୟ ୭୨ ଯାତ୍ରୀ ଥିଲେ। ଅକତାଉ ବିମାନବନ୍ଦର ନିକଟରେ ଜରୁରୀ ଅବତରଣ ପୂର୍ବରୁ ବିମାନଟି କ୍ରାସ୍‌ ହୋଇଛି। ଦୁର୍ଘଟଣାଗ୍ରସ୍ତ
Read More...

ହରିବାବୁ କମ୍ଭମପତିିି ଓଡ଼ିଶାର ନୂଆ ରାଜ୍ୟପାଳ

ଭୁବନେଶ୍ବର: ଡକ୍ଟର ହରିବାବୁ କମ୍ଭମପତିିି ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ। ରଘୁବର ଦାସଙ୍କ ଇସ୍ତଫା ପରେ ଓଡ଼ିଶାର ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛି। ଓଡ଼ିଶାର ରାଜ୍ୟପାଳ ଭାବେ ଡକ୍ଟର ହରିବାବୁ କମ୍ଭମପତିିିଙ୍କୁ ନିଯୁକ୍ତି ମିଳିଛି। ମିଜୋରାମ ରାଜ୍ୟପାଳ ଥିଲେ ହରିବାବୁ କମ୍ଭମପତିିି। ରଘୁବର
Read More...

ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ରଘୁବର ଦାସ

ଭୁବନେଶ୍ବର: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା ପତ୍ର ରାଷ୍ଟ୍ରପତି ଦୌପଦୀ ମୂର୍ମୁଙ୍କ ପାଖକୁ ପାଖକୁ ପଠାଇଛନ୍ତି। ତେବେ ରଘୁବରଙ୍କ ଇସ୍ତଫା ପରେ ଓଡ଼ିଶା ରାଜନୀତି
Read More...

ମୁଁ ଚିଟଫଣ୍ଡ୍ ଠକେଇର ଶିକାର ହୋଇଛି

ଭୁବନେଶ୍ବର; ‘ମୁଁ ଚିଟଫଣ୍ଡ୍ ଠକେଇର ଶିକାର ହୋଇଛି। ଥରେ ନୁହେଁ ଦୁଇ ଦୁଇ ଥର ମୁଁ ଚିଟଫଣ୍ଡ୍ ଠକେଇର ଶିକାର ହୋଇଛି।’ ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ଜାତୀୟ ଉପଭୋକ୍ତା ଦିବସ କାର୍ଯ୍ୟକ୍ରମରେ ଚିଟଫଣ୍ଡ୍‌ ଠକେଇର ଶିକାର ହୋଇଥିବା ନେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
Read More...

ଧାନର ମାନ କମ୍‌ ଥିଲେ ବି କିଣିବେ ସରକାର :ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ଏହାରି ମଧ୍ୟରେ କୃଷକଙ୍କ ଲାଗି ଖୁସି ଖବର ଦେଇଛନ୍ତି ସରକାର। ରାଜ୍ୟରେ ଅଦିନିଆ ବର୍ଷ କାରଣରୁ ବିଭିନ୍ନ ଜିଲାରେ ଧାନଚାଷୀମାନେ ସଂକଟରେ ପଡିଛନ୍ତି। ବର୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବା ବେଳେ ବର୍ଷାରେ ଧାନର ବିଲରେ ଗଜା ହୋଇଗଲାଣି। ଅନେକ ସ୍ଥାନରେ
Read More...

ରାଜ୍ୟରେ ଚାଲିବ ହାଇଡ୍ରୋଜେନ ଚାଳିତ ବସ୍‌

ଭୁବନେଶ୍ବର: ରାଜ୍ୟରେ ଗଡିବ ହାଇଡ୍ରୋଜେନ୍ ଚାଳିତ ବସ୍। ପରିବେଶ ଅନୁକୂଳମୁଖୀ କାର୍ଯ୍ୟକୁ ଆଗକୁ ବଢାଇବାକୁ ଯାଇ କିଛି ଏମିତି ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ରାଜ୍ୟରେ ସବୁଜ ହାଇଡ୍ରୋଜେନ୍ ଚାଳିତ ବସ୍ ଆରମ୍ଭ କରିବା ନେଇ ଗ୍ରୀଡକୋ, ଏନଟିପିସି ଏବଂ କ୍ରୁଟ ସହ ଏକ
Read More...