Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
Today’s Highlight
ପୁଲିସ ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନା ନିଲମ୍ବିତ
ଭୁବନେଶ୍ବର; ପୁଲିସ ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନାଙ୍କୁ ଆଜି ପୁଲିସ ଡିଜି ସୁନୀଲ କୁମାର ବନସଲ ଚାକିରିରୁ ନିଲମ୍ବନ କରିଛନ୍ତି । ନିଲମ୍ବନ ଅବଧି ମଧ୍ୟରେ ସେ ସୁନ୍ଦରଗଡ଼ ପୁଲିସ ଏସପିଙ୍କ ଅଧୀନରେ ରହିବେ ତଥା ଓଡ଼ିଶା ସର୍ଭିସ କୋଡ୍ -୯୦ ଅନ୍ତର୍ଗତ ସେ ନିଜର ଡିଏ ଓ ଅନ୍ୟାନ୍ୟ ଭତ୍ତା!-->…
Read More...
Read More...
ଜଗଦୀପ ଧନକଡ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ
ନୂଆଦିଲ୍ଲୀ; ଜଗଦୀପ ଧନକଡ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ପଶ୍ଚିମବଙ୍ଗର ରାଜ୍ୟପାଳ ଥିବା ଜଗଦୀପଙ୍କୁ ପ୍ରାର୍ଥୀ କରିଛି ବିଜେପି। ଏନେଇ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରେସମିଟରେ ଘୋଷଣା କରିଛନ୍ତି।
ଆଜି ବିଜେପି ସଂସଦୀୟ ଦଳର ବୈଠକ ବସିଥିଲା । ଏଥିରେ!-->!-->!-->…
Read More...
Read More...
ସଂସଦ ଅଧିବେଶନରେ ବିଜେଡି ଉଠେଇବ ସ୍ବତନ୍ତ୍ର ପାହ୍ୟା ପ୍ରସଙ୍ଗ
ଭୁବନେଶ୍ବର: ସଂସଦରେ ବିଜେଡି ପୁଣି ଥରେ ଉଠାଇବ ସ୍ୱତନ୍ତ୍ର ପାହ୍ୟା ପ୍ରସଙ୍ଗ। ଏହା ସହ ଉଷୁନା ଚାଉଳ ଉଠେଇବା, ଫନିରେ କ୍ଷତିଗ୍ରସ୍ତ ପରିବାରକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଯୋଗାଇ ଦେବା, ରେଳବାଇ କ୍ଷେତ୍ରରେ ଅବହେଳା, କୋଇଲା ରୟାଲଟି ଆଦି ପ୍ରସଙ୍ଗ ବିଜୁ ଜନତା ଦଳ ଉଠେଇବ। ୧୮!-->…
Read More...
Read More...
ଆଜି ବି ହଜାରେ ଉପରେ ରହିଛି ସଂକ୍ରମଣ
ଭୁବନେଶ୍ବର: ଗତକାଲି ୧୦୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୪୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ!-->…
Read More...
Read More...
ନିର୍ମାଣାଧୀନ କାନ୍ଥ ଭୁଶୁଡ଼ି ୬ ଜଣ ଶ୍ରମିକଙ୍କ ମୃତ୍ୟୁ
ନୂଆଦିଲ୍ଲୀ; ଦିଲ୍ଲୀ ଅଲିପୁରରେ ଏକ ବଡ ଦୁର୍ଘଟଣା ଘଟିଛି । ଆଲିପୁରରେ ଏକ ନିର୍ମାଣାଧୀନ କାନ୍ଥ ଭୁଶୁଡ଼ିବା କାରଣରୁ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେହିପରି ଏହି ଦୁର୍ଘଟଣାରେ ଏବେ ବି ୯ ଜଣ ଶ୍ରମିକ ଫସିରହିଥିବାରୁ ସେମାନଙ୍କୁ ଉଦ୍ଧାର ପାଇଁ ଚେଷ୍ଟା କରାଯାଉଛି | ଏହି ଘଟଣାରେ ୨ ଜଣ!-->…
Read More...
Read More...
ମଙ୍କିପକ୍ସକୁ ନେଇ ଗାଇଡ ଲାଇନ ଜାରି
ନୂଆଦିଲ୍ଲୀ; କରୋନା ପରେ ଏବେ ସାରା ବିଶ୍ୱରେ ବଢୁଛି ମଙ୍କିଫକ୍ସ ସଂକ୍ରମିତଙ୍କ ସଂଖ୍ୟା । ଏହାକୁ ନଜରରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଗାଇଡ ଲାଇନ ଜାରି କରାଯାଇଛି । ମନ୍ତ୍ରଣାଳୟର ଗାଇଡ ଲାଇନ ମୁତାବକ ବିଦେଶରୁ ଆସୁଥିବା ଲୋକମାନେ ନିଜ ଲୋକଙ୍କ ଠାରୁ!-->…
Read More...
Read More...
ଭୁବନେଶ୍ୱରରେ ହେବ ସାଇନ୍ସ ସିଟି
ଭୁବନେଶ୍ବର: ଶିଶୁ ଓ ଯୁବପୀଢିଙ୍କ ମଧ୍ୟରେ ବିଜ୍ଞାନକୁ ଲୋକପ୍ରିୟ କରିବା ପାଇଁ ସରକାର ଏକ ବଡ ନିସ୍ପତ୍ତି ନେଇଛନ୍ତି । କଲିକତାରେ ଥିବା ସାଇନ୍ସ ସିଟି ଭଳି ଭୁବନେଶ୍ବରରେ ପ୍ରତିଷ୍ଠା ସାଇନ୍ସ ସିଟି କରାଯିବ । ଏଥିପାଇଁ ରାଜ୍ୟ ସରକାର ୩୦ଏକର ଜମି ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ!-->…
Read More...
Read More...
ରାଜ୍ୟରେ ହଜାରେ ଟପିଲା କରୋନା ସଂକ୍ରମଣ
ଭୁବନେଶ୍ୱର : ଲଗାତାର ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । ହଜାର ଟପିଲା ଦୈନିକ ସଂକ୍ରମିତ। ଗତ ୨୪ ଘଣ୍ଟା ମଧ୍ୟ ରାଜ୍ୟରୁ ୧୦୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ସଙ୍ଗରୋଧରୁ ୬୦୯ ଓ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୪୩୪ । ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୦!-->…
Read More...
Read More...
ଆଜି ସଧ୍ୟାରେ ନବୀନଙ୍କ କୋଭିଡ ସମୀକ୍ଷା ବୈଠକ
ଭୁବନେଶ୍ଵର; ସନ୍ଧ୍ୟାରେ କୋଭିଡ୍ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟ ସଚିବ, ସ୍ଵାସ୍ଥ୍ୟ ସଚିବ ଓ ଉନ୍ନୟନ କମିଶନର ଏହି ସମୀକ୍ଷା ବୈଠକରେ ଉପସ୍ଥିତ ରହିବେ।
ପ୍ରକାଶ ଥାଉକି, ରାଜ୍ୟରେ ହୁହୁ ହୋଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା!-->!-->!-->…
Read More...
Read More...
ପ୍ରଶ୍ନପତ୍ର ଲିକ୍ ଯୋଗୁଁ ବାତିଲ ହେଲା ପରୀକ୍ଷା
ସମ୍ବଲପୁର: ସମ୍ବଲପୁର ବିଶ୍ୱବିଦ୍ୟାଳୟର +୩ ତୃତୀୟ ବର୍ଷ ଏଜୁକେସନ ପ୍ରଶ୍ନପତ୍ର ଲିକ୍ ହେବା ପରେ ଆଜିର ଏଜୁକେସନ୍ ୬ଷ୍ଠ ସେମିଷ୍ଟର ପରୀକ୍ଷାକୁ ବାତିଲ କରାଯାଇଛି। ଏନେଇ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ସଂଜୀବ ମିତ୍ତଲ ସୂଚନା ଦେଇଛନ୍ତି।ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଆଜି!-->…
Read More...
Read More...