Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
Today’s Highlight
୮୦୦ ଟପିଲା କରୋନା ସଂକ୍ରମଣ; ଖୋର୍ଦ୍ଧା ସବୁଠୁ ଆଗରେ
ଭୁବନେଶ୍ବର: ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଆଜି ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦୦ ଉପରେ ରହିଛି। ଗତକାଲି ୭୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୧ ଜଣ!-->…
Read More...
Read More...
ଆସନ୍ତା ୧୫ରୁ ମାଗଣାରେ ମିଳିବ କରୋନା ବୁଷ୍ଟର ଡୋଜ୍
ନୂଆଦିଲ୍ଲୀ: ଦେଶରେ ଏବେ ଲଗାତାର କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ସେଥିପାଇଁ କେନ୍ଦ୍ର ସରକାର ୧୮-୫୯ ବର୍ଷ ବୟସର ସମସ୍ତ ନାଗରିକଙ୍କୁ କୋଭିଡ ନିରୋଧୀ ଟିକାର ବୁଷ୍ଟର ଡୋଜ ମାଗଣା ଯୋଗାଇ ଦେବାକୁ ଘୋଷଣା କରିଛନ୍ତି। ଆସନ୍ତା ୧୫ ତାରିଖରୁ ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ ମାଗଣାରେ!-->…
Read More...
Read More...
ମହିଳାଙ୍କୁ ଏସିଡ୍ ମାଡ, ଗୁରୁତର ଅବସ୍ଥାରେ ଏସସିବି ସ୍ଥାନାନ୍ତର
ଆଠଗଡ; ସୁଧ କାରବାରକୁ ନେଇ ମହିଳାଙ୍କୁ ଏସିଡ୍ ମାଡ । ଆଠଗଡ ତିଗିରିଆରେ ଜଣେ ୩୬ ବର୍ଷୀୟ ମହିଳାଙ୍କ ଉପରକୁ ଦୁର୍ବୃତ୍ତ ଏସିଡ୍ ଫିଙ୍ଗିଛନ୍ତି । ମହିଳାଙ୍କ ଶରୀରର ୫୦ ପ୍ରତିଶତ ପୋଡି ଯାଇଥିବା ସୂଚନା ରହିଛି । ଗୁରୁତର ମହିଳା ଜଣଙ୍କୁ କଟକ ଏସସିବିକୁ ସ୍ଥାନାନ୍ତରିତ କରାଯାଇଛି । ଭୋର ୪ଟା!-->…
Read More...
Read More...
ସ୍କୁଲକୁ ଫେରିବ କରୋନା କଟକଣା
ଭୁବନେଶ୍ବର; ରାଜଧାନୀର ସମସ୍ତ ସ୍କୁଲ କ୍ୟାମ୍ପସରେ ଛାତ୍ରଛାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହେବ । ଖୋର୍ଦ୍ଧାରେ କରୋନା ସଂକ୍ରମଣ ବଢୁଥିବାରୁ ଏବଂ ୧୨ରୁ କମ ବୟସର ପିଲା ଟିକା ନେଇନଥିବାରୁ ଭୁବନେଶ୍ୱର ମହାନଗର ନିଗମ ଏହି ପଦକ୍ଷେପ ନେବାକୁ ଯାଉଛି । ସ୍କୁଲକୁ ଖାଦ୍ୟ ସାମଗ୍ରୀ ନେବା!-->…
Read More...
Read More...
ରାଷ୍ଟ୍ରପତି ନିର୍ବାଚନ ପାଇଁ ପହଁଞ୍ଚିଲା ବାଲାଟ ବକ୍ସ
ଭୁବନେଶ୍ବର; ଆସନ୍ତା ୧୮ ତାରିଖରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ପ୍ରସ୍ତୁତି ଜୋରସୋରରେ ଚାଲିଥିବା ବେଳେ ଗତକାଲି ଭୁବନେଶ୍ୱରରେ ପହଞ୍ଚିଛି ବାଲାଟ ବକ୍ସ। ସୁରକ୍ଷା ବଳୟ ମଧ୍ୟରେ ଏହି ବାଲଟ ବକ୍ସ ଭୁବନେଶ୍ୱର ବିମାନବନ୍ଦରରୁ ବିଧାନସଭାକୁ ଅଣାଯାଇଥିଲା। ନିର୍ବାଚନ!-->…
Read More...
Read More...
ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ
ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଲାଣି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଲଗାତାର କିଛି ଦିନ ଧରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ ରହୁଥିବାବେଳେ ଆଜି ୭୦୦ ଉପରକୁ ଟପିଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ!-->…
Read More...
Read More...
କରୋନା ସଂକ୍ରମଣ ବଢ଼ାଇଲା ଚିନ୍ତା
ଭୁବନେଶ୍ବର: ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ୪ ଦିନ ହେବ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୫ଶହ ଉପରେ ରହୁଛି । ଲୋକେ ଯେତେ କରୋନାକୁ ନିୟମକୁ ଅଣଦେଖା କରୁଛନ୍ତି, ଭୂତାଣୁ ସେତେ ମାତ୍ରାରେ ମାଡ଼ିଚାଲିଛି । ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି ୪ ଜିଲ୍ଲା ରେଡ୍!-->…
Read More...
Read More...
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
ଢେଙ୍କାନାଳ: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନିମାପଡ଼ା ସବ୍ ଡିଭିଜନର ଗ୍ରାମ୍ୟ ଉନ୍ନୟନ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର ଦୁଷ୍ମନ୍ତ ଦେହୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି। ଆଜି ସକାଳେ ଦୁଷ୍ମନ୍ତଙ୍କ ଢ଼େଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ପୈତୃକ ଘର ,ଟାଉନ!-->…
Read More...
Read More...
ଏକାଦଶୀରେ ରଥ ଉପରେ ସୁନାବେଶରେ ଦର୍ଶନ ଦେଲେ ମହାପ୍ରଭୁ
ପୁରୀ: ସୁନାବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ । ବାହୁଡା ଏକାଦଶୀରେ ରଥଉପରେ ମହାପ୍ରଭୁ ସୁନାବେଶ ହୋଇଛନ୍ତି । ଜନ୍ମବେଦୀରୁ ଫେରିବା ପରେ ସିଂହଦ୍ୱାରରେ ଏହି ବେଶ ଅନୁଷ୍ଠିତ ହୋଇଛି । ବର୍ଷରେ ୫ ଥର ମହାପ୍ରଭୁଙ୍କ ସୁନାବେଶର ପରମ୍ପରା ରହିଥିବା ବେଳେ ରଥ ଉପରେ ଥରେ ଏହି ବେଶ!-->…
Read More...
Read More...
ରାକ୍ଷୀର ମାନ ରଖିଲେ ନବୀନ
ଭୁବନେଶ୍ୱରର: ବିଧାନସଭା ସମ୍ମିଳନୀ କକ୍ଷରେ ବିଜେଡି ବିଧାୟକ ଓ ସାଂସଦଙ୍କ ସହ ଆଲୋଚନା କଲା ବେଳେ ଭାବବିହ୍ୱଳ ହୋଇପଡ଼ିଥିଲେ ଏନ୍ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାଇ ବୋଲି ସମ୍ବୋଧନ କରିବା ସହ ରାକ୍ଷୀର ପାଉଣା ମାଗିବା ପୂର୍ବରୁ ସେ!-->…
Read More...
Read More...