Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
Today’s Highlight
ଓଡିଶା ଆସିବ ଡାକୋଟା
ଭୁବନେଶ୍ୱର: ବିଜୁ ପଟ୍ଟନାୟକଙ୍କ ପ୍ରିୟ ବିମାନ ଡାକୋଟା ଆସିବ ଓଡିଶା। ଦୀର୍ଘ ସମୟ ପ୍ରତୀକ୍ଷା ପରେ ଏ ଦିଗରେ ବଡ଼ ପଦକ୍ଷେପ ନେଇଛି ରାଜ୍ୟ ପରିବହନ ବିଭାଗ । ଡାକୋଟା ବିମାନକୁ ଓଡ଼ିଶା ଆଣିବା ପାଇଁ ପରିବହନ ବିଭାଗ ଡାକିଛି ଟେଣ୍ଡର ।
କୋଲକାତା ବିମାନବନ୍ଦରରେ ପଡ଼ି ରହିଥିବା ଡାକୋଟା!-->!-->!-->…
Read More...
Read More...
ଆସନ୍ତାକାଲି ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରା
ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଏଥିପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। । ଆଜି ଆଡ଼ପ ମଣ୍ଡପରେ ନବମୀ ଦର୍ଶନ ବା ସଂଧ୍ୟା ଦର୍ଶନ । ନୀତିକାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ଆଲୋଚନା ହୋଇଛି । ସକାଳୁ ନୀତି ପରେ ଦିନ ତମାମ ଚାଲିବ ଦର୍ଶନ । ଶ୍ରୀମନ୍ଦିର!-->…
Read More...
Read More...
ବିବାହ ବନ୍ଧନରେ ବାନ୍ଧି ହେଲେ ମାନ
ଚଣ୍ଡିଗଡ: ବିବାହ ବନ୍ଧନରେ ବାନ୍ଧି ହେଲେ ପଂଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ସିଂ ମାନ ।ବାନ୍ଧବୀ ତଥା ଡକ୍ଟର ଗୁରୁପ୍ରୀତ କୌରଙ୍କୁ ବିବାହ କରିଛନ୍ତି ମାନ ।ଚଣ୍ଡିଗଡରେ ଆୟୋଜିତ ଏହି ବାହାଘରରେ ହାତ ଗଣତି କିଛି ନିକଟତର ବନ୍ଧୁ ଓ ସର୍ମ୍ପକୀୟ ଯୋଗ ଦେଇଛନ୍ତି । ଏଥିସହ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା!-->…
Read More...
Read More...
ଖାଇବା ତେଲ ଦର କମିବ; କେତେ ଜାଣନ୍ତୁ
ନୂଆଦିଲ୍ଲୀ: ବିଶ୍ବ ବଜାରରେ ଦର ହ୍ରାସ ପରେ କେନ୍ଦ୍ର ସରକାର ବୁଧବାର ଖାଇବା ତେଲ ଉତ୍ପାଦନକାରୀଙ୍କୁ ଦର ହ୍ରାସ ପାଇଁ ନିର୍ଦେଶ ଦେଇଛନ୍ତି। ସପ୍ତାହକ ମଧ୍ୟରେ ତେଲର ସର୍ବାଧିକ ଖୁଚୁରା ମୂଲ୍ୟ ବା ଏମ୍ଆର୍ପି ଉପରେ ଲିଟର ପିଛା ୧୦ ଟଙ୍କା ପର୍ଯ୍ୟନ୍ତ ହ୍ରାସ କରିବା ଲାଗି କୁହାଯାଇଛି।!-->…
Read More...
Read More...
ବାଜି ମାରିନେଲେ ନବୀନ
ରାଷ୍ଟ୍ରପତି କସରତରେ ଚକ୍ମା ଦେଲା ବିଜେଡିନବୀନଙ୍କ କସରତ ଦେଖି ବିରୋଧୀ ତାଜୁବ୍
ନୂଆଦିଲ୍ଲୀ: ଆସନ୍ତା ୮ ତାରିଖ ଦିନ ଏନ୍ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବେ। ସେ ନିଜ ପାଇଁ ଭୋଟ ପ୍ରଚାର କରିବା ଲାଗି ଆସୁଛନ୍ତି। ହେଲେ ଦ୍ରୌପଦୀ ସିନା ଔପଚାରିକତା ରକ୍ଷା!-->!-->!-->…
Read More...
Read More...
ରାଜ୍ୟସଭାକୁ ଯିବେ ଦୌଡରାଣୀ ପିଟି ଉଷା
ନୂଆଦିଲ୍ଲୀ : କେନ୍ଦ୍ର ସରକାର ରାଜ୍ୟସଭାକୁ ୪ ଜଣକୁ ମନୋନୀତ କରିଛନ୍ତି । ସେମାନେ ହେଲେ ଆଥଲେଟ୍ ପି.ଟି.ଉଷା, ସଂଗୀତଜ୍ଞ ଇଲୈୟା ରାଜା, ସମାଜସେବୀ ବୀରେନ୍ଦ୍ର ହେଗଡେ ଓ ଲେଖକ ବିଜୟେନ୍ଦ୍ର ପ୍ରସାଦ । ରାଜ୍ୟସଭାକୁ ମନୋନୀତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ୍ କରି!-->…
Read More...
Read More...
ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ
ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ଲାଗିଲା ତିନି ରଥ । ନିର୍ଦ୍ଧାରିତ ସମୟର ଯଥେଷ୍ଟ ପୂର୍ବରୁ ଶରଧା ବାଲିରେ ତାଳଧ୍ବଜ, ଦର୍ପଦଳନ, ନନ୍ଦିଘୋଷ ତିନି ରଥ ଲାଗିଛନ୍ତି । ଶ୍ରୀଗୁଣ୍ଡିଚା ଆଗରେ ଭକ୍ତ- ଭଗବାନ ଏବେ ଏକାକାର । ଦୀର୍ଘ ଦୁଇ ବର୍ଷ ପରେ ଭଗବାନଙ୍କୁ ପାଖରେ ପାଇ ଭକ୍ତ ଭାବ ବିହ୍ବଳ!-->…
Read More...
Read More...
ଆଜିଠୁ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ବ୍ୟାନ
ଭୁବନେଶ୍ବର: ପ୍ରଦୂଷଣ ନିୟନ୍ତ୍ରଣ ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଆଜିଠୁ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ବ୍ୟାନ କରିଛନ୍ତି। ପ୍ଲାଷ୍ଟିକ ପତାକା, ଷ୍ଟ୍ର, କପ୍, ପ୍ଲେଟ ସମେତ ୧୯ଟି ସାମଗ୍ରୀ ଉପରେ ଲାଗିଲା କଟକଣା । ତିଆରି କିମ୍ବା ବିକ୍ରି କଲେ ୭ ବର୍ଷ ଜେଲ ଦଣ୍ଡ, ଏକ ଲକ୍ଷ ଟଙ୍କାର ଜରିମାନା!-->…
Read More...
Read More...
ଖୁବ୍ ଶୀଘ୍ର ଦୁଇରୁ ତିନି ହେବେ ଆଲିଆ-ରଣବୀର
ମୁମ୍ବାଇ: ମା’ ହେବାକୁ ଯାଉଛନ୍ତି ମିସେସ୍ କପୁର ଓରଫ ଆଲିଆ ଭଟ୍ଟ। ବଲିଉଡର କପୁର ପରିବାର ପାଇଁ ଖୁସି ଖବର। ଗୁଡ୍ ନ୍ୟୁଜ୍ ଦେଲେ ଆଲିଆ ଭଟ୍ଟ। ବାପା ହେବେ ରଣବୀର କପୁର। ଏନେଇ ଆଲିଆ ଭଟ୍ଟ ଇନଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି। ସେ ତାଙ୍କ ପୋଷ୍ଟରେ ଲେଖିଛନ୍ତି ଯେ, ଖୁବ୍ ଶୀଘ୍ର ସେମାନଙ୍କର!-->…
Read More...
Read More...
ଚଳଚ୍ଚିତ୍ର ଅଭିନେତା ରାଇମୋହନଙ୍କ ଦେହାନ୍ତ
ଭୁବନେଶ୍ବର; ଓଡିଆ ଚଳଚ୍ଚିତ୍ର ଅଭିନେତା ରାଇମୋହନଙ୍କ ଦେହାନ୍ତ । ରାଇମୋହନ ପରିଡା ଆତ୍ମହତ୍ୟା କରିଥିବା ସୂଚନା । ପାରିବାରିକ କଳହରୁ ଭୁବନେଶ୍ୱର ପ୍ରାଚୀ ବିହାର ସ୍ଥିତ ନିଜ ଘରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ମଞ୍ଚେଶ୍ୱର ଥାନା ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି ।!-->…
Read More...
Read More...