ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category

Today’s Highlight

ଦିଲ୍ଲୀ ଗଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଦିଲ୍ଲୀ ଯାଇଛନ୍ତି। ଆଜି ସକାଳ ୯ଟା ୪୦ରେ ସେ ଭୁବନେଶ୍ୱର ବିମାନବନ୍ଦରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ଏମସିଏଲ୍ ଗେଷ୍ଟ ହାଉସ୍‌ରୁ ଜେଡ ପ୍ଲସ ସୁରକ୍ଷାରେ ଆଜି ସକାଳେ ବିମାନବନ୍ଦରରେ ପହଞ୍ଚିଥିଲେ ଦ୍ରୌପଦୀ ମୁର୍ମୁ ।
Read More...

ଦ୍ରୌପଦୀ ମୁର୍ମୁ ହେଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ: ଦ୍ରୌପଦୀ ମୁର୍ମୁ ହେଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ। ଆସନ୍ତା ରାଷ୍ଟ୍ରପତି ନିର୍ବାଚନ ପାଇଁ ବିଜେପି ଦଳ ପକ୍ଷରୁ ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଚୟନ କରାଯାଇଛି। ତାଙ୍କର ସିଧାସଳଖ ଲଢ଼େଇ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କ ସହ
Read More...

ବଜ୍ରପାତରେ ଚାଲିଗଲା ୧୭ ଜଣଙ୍କ ଜୀବନ

ପାଟନା: ପ୍ରବଳ ବର୍ଷା ଓ ବଜ୍ରପାତରେ ଚାଲିଗଲା ୧୭ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବିହାରରେ। ଏଠାକାର ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ଓ ଘଡଘଡି ଯୋଗୁ ଭୟଙ୍କର ପରିସ୍ଥିତି ଉପୁଜିଛି। ସୂଚନାନୁସାରେ, ବିହାରରେ ଗତ ୪ ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଏଠାରେ ସ୍ଥିତି
Read More...

ଆଜି ପୁଣି ଇଡିରେ ହାଜର ହେଲେ ରାହୁଲ

ନୂଆଦିଲ୍ଲୀ: ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ପୁଣିଥରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହେଲେ । ଆଜି ରାହୁଲ ଗାନ୍ଧୀ ଚତୁର୍ଥ ଥର ପାଇଁ ଇଡି ଜେରାକୁ ସାମନା କରିବାକୁ ଥିବାବେଳେ ଆଜି ଦେଶବ୍ୟାପୀ ପ୍ରଦର୍ଶନ କରିବାକୁ ଆହ୍ବାନ ଦେଇଛନ୍ତି କଂଗ୍ରେସ କର୍ମୀ
Read More...

ଆଜିଠୁ ଇଟାଲି ଗସ୍ତରେ ନବୀନ

ଭୁବନେଶ୍ବର: ଆଜିଠୁ ଇଟାଲି ଅଭିମୁଖେ ବାହାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀ ବିମାନ ବନ୍ଦରରୁ ମୁଖ୍ୟମନ୍ତ୍ରୀ ଇଟାଲୀ ଅଭିମୁଖେ ଗସ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ହେବା ପରେ ଏହା ହେଉଛି ନବୀନଙ୍କ ଦ୍ୱିତୀୟ ବିଦେଶ ଗସ୍ତ । ଇଟାଲୀରେ ପହଞ୍ଚିବା ପରେ ଅନେକ କାର୍ଯ୍ୟକ୍ରମରେ
Read More...

ଅଗ୍ନିବୀରଙ୍କୁ ମହିନ୍ଦ୍ରା ଗ୍ରୁଫ ତରଫରୁ ମିଳିଲା ଅଫର

ନୂଆଦିଲ୍ଲୀ: ଅଗ୍ନିବୀରଙ୍କୁ ମହିନ୍ଦ୍ରା ଗ୍ରୁପ୍‌ରେ ମିଳିବ ନିଯୁକ୍ତି। ମହିନ୍ଦ୍ରା ଗ୍ରୁପର ଚେୟାରମ୍ୟାନ୍‌ ଆନନ୍ଦ ମହିନ୍ଦ୍ରା ଅଗ୍ନିବୀରଙ୍କୁ ଏହି ବଡ ଅଫର୍‌ ଦେଇଛନ୍ତି। । ଅବସର ପରେ ଅଗ୍ନିବୀରଙ୍କୁ ମହିନ୍ଦ୍ରା ଗ୍ରୁପ୍‌ରେ କାମ କରିବାକୁ ସୁଯୋଗ ମିଳିବ। ଶୃଙ୍ଖଳିତ ଓ କୁଶଳୀ
Read More...

ୱାସିଂଟନ ଡିସିରେ ଗୁଳିମାଡ, ଜଣେ ମୃତ ଅନେକ ଆହତ

ୱାସିଂଟନ : ଆମେରିକାରେ ପୁଣି ଗୁଳି ମାଡ଼ । ରାଜଧାନୀ ୱାଶିଂଟନ୍ ଡିସିରେ ଗୁଳିମାଡ ହୋଇଛି । ଗୁଳିମାଡରେ ଜଣେ ୧୫ ବର୍ଷୀୟ ନାବାଳକର ମୃତ୍ୟୁ ହେଇଥିବା ଜଣାପଡ଼ିଛି । ସେହିପରି ଜଣେ ପୋଲିସ କର୍ମଚାରୀଙ୍କ ସମେତ ଅନେକ ଆହତ ହୋଇଛନ୍ତି । ସ୍ଥାନୀୟ ମିଡିଆର ସୂଚନା ଅନୁସାରେ ହ୍ୱାଇଟ୍ ହାଉସରେ ଅତି
Read More...

ପୁଣି ବଢ଼ିଲା କରୋନା ସଂକ୍ରମଣ

ଭୁବନେଶ୍ଵର : ରାଜ୍ୟରେ ଉପର ତଳ ହେବାରେ ଲାଗିଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ
Read More...

କୋଟିଏ ଟଙ୍କାର ବ୍ରାଉନ ସୁଗାର ଜବତ

ନିମାପଡା: ଉତ୍ତରା ଛକ ସ୍ଥିତ ରାମ ମନ୍ଦିର କେନାଲ ରୋଡରେ ପିପିଲି ଓ କୌଶଲ୍ୟାଗଙ୍ଗ ପୋଲିସ ମିଳିତ ଭାବରେ ଚଢାଉ କରି କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ କରିଛି।  ଏଥିସହ ୪ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ଜଣେ ନାବାଳକ ମଧ୍ୟ ଧରାପଡିଛି। ପୁରୀ ଭୁବନେଶ୍ଵର ୩୧୬  ନମ୍ଵର ଜାତୀୟ ରାଜପଥ
Read More...

ଗିରଫ ହେଲେ ଅଶ୍ବିନୀ

ଜଳେଶ୍ଵର: ଗିରଫ ହେଲେ ଜଳେଶ୍ବର ବିଡିଓ ଅଶ୍ବିନି ଦାସ। କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ ହେବା ପରେ ଶେଷରେ ଭିଜିଲାନ୍ସ ତାଙ୍କ ଜଳେଶ୍ଵର ସ୍ଥିତ ବାସଭବନରୁ ତାଙ୍କୁ ଗିରଫ କରିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଳେଶ୍ଵର ବିଡ଼ିଓଙ୍କ ଜଳେଶ୍ଵର ସ୍ଥିତ ସରକାରୀ ବାସଭବନ ସମେତ ୬ଟି
Read More...