ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category

Today’s Highlight

ବିଧାୟକଙ୍କ ନାଁରେ ଥାନାରେ ଏତେଲା ଦେଲେ ପ୍ରେମିକା

ଜଗତସିଂହପୁର:ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଓ ତାଙ୍କ ପ୍ରେମିକା ସୋମାଲିକା ଦାଶଙ୍କ ପ୍ରେମ କାହାଣୀରେ ପୁଣି ନୂଆ ମୋଡ଼ ଆସିଛି। ଗତକାଲି ଦିନ ଭରି ଜଗତସିଂହପୁର ସବ୍‌ରେଜିଷ୍ଟ୍ରାରଙ୍କ ଦପ୍ତରରେ ସୋମାଲିକା ଦୀର୍ଘ ସମୟ ଧରି ଅପେକ୍ଷା କରି ରହିଥିଲେ ସୁଦ୍ଧା ବିବାହ ପାଇଁ ବିବାହ ପାଇଁ
Read More...

ଛଅ ମାସରୁ ପାଞ୍ଚ ବର୍ଷ ପିଲାଙ୍କୁ କରୋନା ଟିକା

୬ ମାସରୁ ଉର୍ଦ୍ଧ୍ୱ ପିଲାଙ୍କୁ ଦିଆଯିବ କରୋନା ଟିକା । ୬ ମାସରୁ ୫ ବର୍ଷ ପର୍ଯ୍ୟନ୍ତ ପିଲାଙ୍କୁ କରୋନା ଟିକା ଦେବା ପାଇଁ ଅନୁମତି ଦେଇଛି ଆମେରିକା। ଫାଇଜର ଓ ମଡର୍ଣ୍ଣା ଟିକା ପିଲାଙ୍କୁ ଦିଆଯିବ । ସିଡିସିର ଅନୁମତି ପରେ ଟିକାକରଣ ଆରମ୍ଭ ହେବ ବୋଲି ଜଣାପଡ଼ିଛି । ଆସନ୍ତା ସପ୍ତାହରୁ ୬
Read More...

ନୂଆ ମନ୍ତ୍ରୀଙ୍କୁ ମିଳିଲା ନୂଆ ପିଏସ୍

ଭୁବନେଶ୍ୱର: ନୂଆ ମନ୍ତ୍ରୀ ଆସିବା ପରେ ତାଙ୍କ ବ୍ୟକ୍ତିଗତ ସଚିବ ମଧ୍ୟ ବଦଳିଛନ୍ତି। ଏଥିପାଇଁ ପ୍ରାଶାସନିକ ସ୍ତରରେ ବଦଳି ହୋଇଛି । ଏବେ ନୂଆ ମନ୍ତ୍ରୀଙ୍କ ନୂଆ ପିଏସ୍‌ ରହିବେ । ଅନୁସୂଚିତ ଜାତି ଓ ଜନଜାତି ବିଭାଗ ତଥା ପଛୁଆବର୍ଗ ବିକାଶ ବିଭାଗ ମନ୍ତ୍ରୀଙ୍କ ନୂଆ ପିଏସ୍‌ ହୋଇଛନ୍ତି ଅରୂପ
Read More...

ରଥଯାତ୍ରା ପାଇଁ ବସିବ ସମନ୍ବୟ କମିଟି ବୈଠକ

ପୁରୀ: ଆଜି ମହାପ୍ରଭୁଙ୍କ ରଥଯାତ୍ରା ୨୦୨୨ ପ୍ରସ୍ତୁତିର ସମୀକ୍ଷା ବୈଠକ ପୂର୍ବାହ୍ନ ସାଢ଼େ ୧୧ଟାରେ ବସିବ। ଏଥିରେ ଭୁବନେଶ୍ୱରରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସରେ ରହି ଆଲୋଚନାରେ ଯୋଗଦେବେ । ପୁରୀରେ ପୌର ସଦନ ସମ୍ମିଳନୀ କକ୍ଷରେ ଅନ୍ୟ ସମସ୍ତ ବରିଷ୍ଠ ଅଫିସରମାନେ
Read More...

ଆଜି ଠାରୁ ବିଦେଶ ଗସ୍ତରେ ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠାରୁ ବିଦେଶ ଗସ୍ତରେ ଯାଉଛନ୍ତି । ଆଜି ଦିଲ୍ଲୀରେ ପହଞ୍ଚି ସେଠାରେ ଦୁଇଦିନ ରହଣୀ କରିବେ । ୨୦ରେ ଦିଲ୍ଲୀରୁ ବିଦେଶ ଯାତ୍ରା କରିବେ । ରୋମ ଓ ଦୁବାଇ ଗସ୍ତ ସାରି ଆସନ୍ତା ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବା କାର୍ଯ୍ୟକ୍ରମ ରହିଛି
Read More...

ବିଜ୍ଞାପନର ୫ ବର୍ଷ ପରେ ହେବ ମିଳିତ ପୁଲିସ୍‌ ସେବା ପରୀକ୍ଷା

କଟକ:ଓଡ଼ିଶା ପୁଲିସ ରିକ୍ରୁଟମେଣ୍ଟ୍ ବୋର୍ଡ ଦ୍ବାରା ପରିଚାଳିତ ମିଳିତ ପୁଲିସ ସେବା ପରୀକ୍ଷା (ସିପିଏସଇ)-୨୦୧୮ ବର୍ଷ ପାଇଁ କମ୍ପ୍ୟୁଟର୍‌ଭିତ୍ତିକ ଲିଖିତ ପରୀକ୍ଷା ଅନ୍‌ଲାଇନ୍‌ରେ ଆସନ୍ତା ଜୁଲାଇ ୨ ତାରିଖରୁ ୯ ତାରିଖ ଓ ଜୁଲାଇ ୧୧ ଓ ୧୨ ତାରିଖ ଦୁଇ ଦିନ ରାଜ୍ୟର ବିଭିନ୍ନ ପରୀକ୍ଷା
Read More...

ଆଜିଠୁ ଖୋଲିଲା ସ୍କୁଲ

ଭୁବନେଶ୍ୱର: ଆଜି ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ। ଖରାଛୁଟି ଯୋଗୁଁ ରାଜ୍ୟର ସମସ୍ତ ସ୍କୁଲ, ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜ ବନ୍ଦ ଥିଲା । ଛୁଟି ଅବଧି ଜୁନ୍‌ ୧୬ ଯାଏଁ ଥିବାବେଳେ ଆଜିଠୁ ସମସ୍ତ ଶିକ୍ଷାନୁଷ୍ଠାନ ଖୋଲୁଛି । ଏଥର କିନ୍ତୁ ସକାଳ ସ୍କୁଲ ବଦଳରେ ୧୦ଟାରୁ
Read More...

ଆଇଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ପ୍ରଶାସନିକ ଅଧିକାରୀସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର।  ଆଜି ଉଭୟ ବରିଷ୍ଠ ଓ କନିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ କରାଯାଇଛି । ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୧ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସମେତ ଭୁବନେଶ୍ୱର,କଟକ ଓ
Read More...

୫ଟି ସଚିବଙ୍କ ଓଲଟପୁର ଗସ୍ତ

ଆଠଗଡ: ଓଲଟପୁର ସ୍ଥିତ ‘ଏନଆଇଟିଏଆର’ ଅସ୍ଥି ଚିକିତ୍ସା କ୍ଷେତ୍ରରେ ଏକ ପ୍ରସିଦ୍ଧ ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ । ପ୍ରତିଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଚିକିତ୍ସା ପାଇଁ ଶହ ଶହ ରୋଗୀ ଏଠାକୁ ଆସିଥାନ୍ତି । ରୋଗୀମାନେ ଯେପରି ସୁବିଧାରେ ଏହି ପ୍ରତିଷ୍ଠାନର ସ୍ୱାସ୍ଥ୍ୟ ସେବାର ସୁଯୋଗ
Read More...

ଆସନ୍ତା ସପ୍ତାହରେ ଓଡିଶା ଆସିବ ମୈାସୁମୀ

ଭୁବନେଶ୍ବର: ଆଗାମୀ ୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ। ଏନେଇ ଆଜି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିବା ପାଇଁ ପାଗ ଧୀରେ ଧୀରେ ଅନୁକୂଳ ହେଉଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର
Read More...