Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ
Browsing Category
Today’s Highlight
ଯେଉଁଠୁ ସମ୍ଭବ ସେଠାରୁ ତେଲ କିଣୁଛି ଦେଶ : ମୋଦି
ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ପରିପ୍ରେକ୍ଷିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକସଭାରେ ଗୁରୁତ୍ୱପୂର୍ଣ୍ଣ ଭାଷଣ ଦେଇଛନ୍ତି। ଗତ ୨୪ ଦିନ ଧରି ଚାଲୁଥିବା ଏହି ସଂଘର୍ଷ ମଧ୍ୟରେ ତାଙ୍କ ଅଭିଭାଷଣକୁ ଗୁରୁତ୍ୱ ଦିଆଯାଉଛି।
ପ୍ରଧାନମନ୍ତ୍ରୀ କହିଥିଲେ ଯେ, ପଶ୍ଚିମ ଏସିଆର!-->!-->!-->…
Read More...
Read More...
ଭୁଶୁଡ଼ିଲା ଶୀତଳ ଭଣ୍ଡାର: ୪ ମୃତ, ଆମୋନିଆ ଗ୍ୟାସ୍ ଲିକରେ ଆତଙ୍କ
ଉତ୍ତରପ୍ରଦେଶ: ପ୍ରୟାଗରାଜରେ ଥିବା ଗୋଟିଏ ବିରାଟ ଶୀତଳ ଭଣ୍ଡାରର କିଛି ଅଂଶ ଭୁଶୁଡ଼ି ପଡ଼ିବାରୁ ୪ ଜଣଙ୍କ ମୃତ୍ୟୁ ଓ ୧୨ ଜଣ ଆହତ ହୋଇଛନ୍ତି। ଘଟଣା ପରେ ଆମୋନିଆ ଗ୍ୟାସ୍ ଲିକ ହେବାରୁ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି।
ଅଧିକାରୀମାନଙ୍କ ଅନୁସାରେ, ଆହତମାନଙ୍କୁ ନିକଟସ୍ଥ!-->!-->!-->…
Read More...
Read More...
ଏପ୍ରିଲ୍ରୁ ମହଙ୍ଗା ହେବ ବିମାନ ଯାତ୍ରା
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଚାଲୁଥିବା ସଙ୍କଟ ପ୍ରଭାବରେ ତେଲ ଆମଦାନି କମିବାରୁ ଆସନ୍ତା ଏପ୍ରିଲ୍ ପହିଲାରେ ବିମାନ ଇନ୍ଧନ (ଏଟିଏଫ୍) ଦର ବୃଦ୍ଧି ପାଇପାରେ। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ କହିଛନ୍ତି, ଏହାର ସିଧାସଳଖ ପ୍ରଭାବ ବିମାନ ଭଡା ଉପରେ ପଡ଼ିବ।ପ୍ରତି ମାସର!-->…
Read More...
Read More...
ଖୁବଶୀଘ୍ର ହୋଇପାରେ ସକାଳୁଆ ସ୍କୁଲ: ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ତାପମାତ୍ରା ବଢୁଥିବାବେଳେ ମାର୍ଚ୍ଚ ମାସରୁ ଖରାର ପ୍ରକୋପ ଅସହ୍ୟ ହୋଇପଡିଛି। ବହୁ ସ୍ଥାନରେ ପାରଦ ୪୦ ଡିଗ୍ରୀ ନିକଟକୁ ପହଞ୍ଚୁଥିବାରୁ ଲୋକମାନେ ଅସୁବିଧା ଭୋଗୁଛନ୍ତି। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ଖୁବଶୀଘ୍ର ସକାଳୁଆ ସ୍କୁଲ ଆରମ୍ଭ କରାଯାଇପାରେ ବୋଲି!-->…
Read More...
Read More...
କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ୪ ଗିରଫ
କାମାକ୍ଷାନଗର: କାମାକ୍ଷାନଗରର କଲେଜ ଛାତ୍ରୀ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ଘଟଣାରେ ୪ ଜଣଙ୍କୁ ପୋଲିସ ଗିରଫ କରିଛି। ମୁଖ୍ୟ ଅଭିଯୁକ୍ତ ଜଗା ସହ ଅନ୍ୟ ତିନି ଜଣ ମଧ୍ୟ ଗିରଫ ହୋଇଛନ୍ତି। ଅଭିଯୁକ୍ତମାନେ ହେଉଛନ୍ତି କାମାକ୍ଷାନଗରର ଥାନା ଅନ୍ତର୍ଗତ ସାନଇନ୍ଦିପୁର ଗ୍ରାମର ଚନ୍ଦନ କୁମାର ନାୟକ,!-->…
Read More...
Read More...
ବିଶ୍ୱ ପାଳିଲା ‘ଜଳ’ ଦିବସ
ନୂଆଦିଲ୍ଲୀ: ଆଜି ସାରା ବିଶ୍ୱରେ ‘ଜଳ ଦିବସ’ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ, ଜଳ କେବଳ ଜୀବନର ମୂଳ ଆଧାର ନୁହେଁ, ବରଂ ପୃଥିବୀର ଭବିଷ୍ୟତକୁ ମଧ୍ୟ ନିର୍ଣ୍ଣୟ କରେ। ପ୍ରତ୍ୟେକ ବୁନ୍ଦା!-->…
Read More...
Read More...
ଏଥେନ୍ସ ଅନ୍ତର୍ଜାତୀୟ ଉସୁ ଟୁର୍ଣ୍ଣାମେଣ୍ଟରେ ଭାରତ ପାଇଁ ପଦକ ଆଣିଲେ ଜିନ୍ଦଲ ସ୍ପୋର୍ଟସ ହଷ୍ଟେଲର ୨ କ୍ରୀଡ଼ାବିତ
ଶିବାନୀଙ୍କୁ ସ୍ୱର୍ଣ୍ଣ ଓ ମଞ୍ଜୁଙ୍କୁ ରୌପ୍ୟଯୋଡ଼ା
ଭୁବନେଶ୍ବର: ଏଥେନ୍ସ ଆକ୍ରୋପଲିସ ଅନ୍ତର୍ଜାତୀୟ ଉସୁ ଓପନ ଟୁର୍ଣ୍ଣାମେଣ୍ଟରେ ଚମତ୍କାର ପ୍ରଦର୍ଶନ କରି ଭାରତ ପାଇଁ ପଦକ ଜିତିଛନ୍ତି ବଡ଼ବିଲ ଜିନ୍ଦଲ ସ୍ପୋର୍ଟ୍ସ ହଷ୍ଚେଲର ଦୁଇ କ୍ରୀଡ଼ାବିତ। ଏଥିରେ ୧୪ ବର୍ଷରୁ କମ ୩୯ କେଜି ବର୍ଗରେ!-->!-->!-->…
Read More...
Read More...
ଲକ୍ଷ୍ମୀ ବସ୍ ଓ ବୁଲେଟ ମଧ୍ୟରେ ମୁହାଁମୁହିଁ ଧକ୍କା, ୩ ଯୁବକ ମୃତ
ଗଞ୍ଜାମ: ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଲକ୍ଷ୍ମୀ ବସ୍ ଓ ବୁଲେଟ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ମୃତକମାନେ ସୋରଡ଼ା ବ୍ଲକ ଅସୁରବନ୍ଧ ପଞ୍ଚାୟତ ମାଣିଆକାଠି!-->…
Read More...
Read More...
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି
ଭୁବନେଶ୍ବର: ଓଡ଼ିଶାବାସୀଙ୍କ ପାଇଁ ଖୁସିର ଖବର। ରାଜ୍ୟର ନୂଆପଡା ଓ କଳାହାଣ୍ଡି ଜିଲ୍ଲାରେ କ୍ରମେ ହୀରା ଓ ମାଣିକ ଖଣିର ସନ୍ଧାନ ମିଳିଛି। ବିଧାନସଭାରେ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଏହି ସୂଚନା ଦେଇଥିଲେ। ନୂଆପଡାର କାଲମିଦାଦର ଅଞ୍ଚଳରେ ହୀରା ପଥର ଥିବା ଚିହ୍ନଟ ହୋଇଥିବାବେଳେ!-->…
Read More...
Read More...
ଅଯୋଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ଅଯୋଧ୍ୟା: ଦୀର୍ଘ ୫୦୦ ବର୍ଷର ପ୍ରତୀକ୍ଷା ପରେ ଅଯୋଧ୍ୟାର ଶ୍ରୀରାମ ମନ୍ଦିର ନିର୍ମାଣ ଏବେ ପୂର୍ଣ୍ଣ ରୂପ ନେଇଛି। ଶାରଦୀୟ ନବରାତ୍ରୀ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଯୋଧ୍ୟା ଗସ୍ତ କରି ପ୍ରଭୁ ରାମଲାଲାଙ୍କ ଦର୍ଶନ ସହ!-->!-->!-->…
Read More...
Read More...