Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
Today’s Highlight
ଚଳିତବର୍ଷ ରଥଯାତ୍ରା ପାଇଁ ଗଡିବ ୪୦ ଟି ସ୍ବତନ୍ତ୍ର ଟ୍ରେନ୍
ପୁରୀ: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଯାତ୍ରୀଙ୍କ ସୁବିଧାରେ ଆଗମନ ନିମନ୍ତେ ଚାଲିବ ୪୦ଟି ସ୍ୱତନ୍ତ୍ର ଟ୍ରେନ। ରଥଯାତ୍ରା ଠାରୁ ସୁନାବେଶ ମଧ୍ୟରେ ୧୩୭ଟି ଅତିରିକ୍ତ ଟ୍ରେନ୍ ଚଳାଚଳ କରିବ। ଚଳାଚଳ କରୁଥିବା ଟ୍ରେନ ଗୁଡ଼ିକରେ ମୋଟ ୧୫୦ଟି ଅଧିକ କୋଚ୍ ଲାଗିବ। ଏଥିନିମନ୍ତେ ପୁରୀ ଷ୍ଟେଶନରେ!-->…
Read More...
Read More...
ମଙ୍କିପକ୍ସ ପାଇଁ କେନ୍ଦ୍ର ସରକାର ଆଣିଲେ ମାର୍ଗଦର୍ଶିକା
ନୂଆଦିଲ୍ଲୀ: ବିଶ୍ୱରେ ଦୃତ ଗତିରେ ବ୍ୟାପିବା ଆରମ୍ବ କରିଛି ମଙ୍କିପକ୍ସ ସଂକ୍ରମଣ । ଏ ପର୍ଯ୍ୟନ୍ତ ବିଶ୍ୱର ୨୩ଟି ଦେଶରେ ବ୍ୟାପିସାରିଛି ଏହି ମାରାତ୍ମକ ଭୂତାଣୁ । ସାରା ବିଶ୍ୱରେ ମୋଟ ୨୫୭ ଜଣ ଆକ୍ରାନ୍ତ ମଧ୍ୟ ଚିହ୍ନଟ ହୋଇସାରିଛନ୍ତି । ଏହାରି ଭିତରେ ମଙ୍କିପକ୍ସକୁ ନେଇ ନୂଆ!-->…
Read More...
Read More...
ସ୍କୁଲ ରୂପାନ୍ତରଣ ପିଲାଙ୍କ ସ୍ୱପ୍ନରେ ଡେଣା ଲଗାଇଛି: ମୁଖ୍ୟମନ୍ତ୍ରୀ
ଆଜି ଗୋଟିଏ ଦିନରେ ୫ଟି ଜିଲ୍ଲାର ରେକର୍ଡ ୫୩୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତପିଲାମାନଙ୍କୁ ୫-ଟିର ମହତ୍ତ୍ବ ବୁଝାଇଲେ ମୁଖ୍ୟମନ୍ତ୍ରୀସ୍କୁଲ ରୂପାନ୍ତର ପିଲାଙ୍କ ସ୍ବପ୍ନରେ ଡେଣା ଯୋଡିଛିଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ, ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍!-->…
Read More...
Read More...
୬ ଶିଶୁଙ୍କୁ କୂଅକୁ ଫିଙ୍ଗି ହତ୍ୟାକଲା ମା‘
ମୁମ୍ବାଇ: ରାଗରେ ନିଜ ଜନ୍ମ କଲା ଛୁଆଙ୍କୁ ବି ଭୁଲିଗଲା। ଜଣକ ପରେ ଜଣେ କରି ୬ଜଣ ଛୁଆଙ୍କୁ କୂଅକୁ ଫିଙ୍ଗି ଦେଲା ରାକ୍ଷସୀ ମା’। ଶେଷରେ ନିଜେ ବି ଆତ୍ମହତ୍ୟା କରିବାକୁ ଚେଷ୍ଟା କଲାମହାରାଷ୍ଟ୍ରର ରାୟଗଡ଼ ଜିଲ୍ଲା ମହାଡ଼ରେ ଗତକାଲି ବିଳମ୍ଵିତ ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଶାଶୁଘର!-->…
Read More...
Read More...
ରାଜ୍ୟସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ୪ ବିଜେଡି ପ୍ରାର୍ଥୀ
ଭୁବନେଶ୍ୱର: ଓଡ଼ିଶାର ୪ ରାଜ୍ୟସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେଡିର ୪ ପ୍ରାର୍ଥୀ। ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ୪ ପ୍ରାର୍ଥୀ ଆସି ନାମାଙ୍କନ ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ କରିଥିବା ୪ ପ୍ରାର୍ଥୀ ହେଲେ ସସ୍ମିତ ପାତ୍ର, ମାନସ ମଙ୍ଗରାଜ, ସୁଲତା!-->…
Read More...
Read More...
ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି
ଭୁବନେଶ୍ଵର: ୪ ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି। ପୁଣି ରାଜ୍ୟସଭାକୁ ଯିବେ ସସ୍ମିତ ପାତ୍ର। ସେହିପରି ଶ୍ରୀମତି ସୁଲତା ଦେଓ, ମାନସ ମଙ୍ଗରାଜ ଓ ନିରଞ୍ଜନ ବିଶି ବିଜେଡିର ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଏହି!-->…
Read More...
Read More...
ନନ୍ଦନକାନନଠାରେ ତିନିମହଲା ବିଶିଷ୍ଟ ଗାଡ଼ି ପାର୍କିଂସ୍ଥଳ ନିର୍ମାଣ
ଭୁବନେଶ୍ୱର: ଦିନକୁ ଦିନ ବଢୁଥିବା ଟ୍ରାଫିକ୍ ସମସ୍ୟା ଦୂର କରିବା ଉଦ୍ଦେଶ୍ୟରେ ନନ୍ଦନକାନନଠାରେ ଏକ ତିନିମହଲା ବିଶିଷ୍ଟ ଗାଡ଼ି ପାର୍କିଂସ୍ଥଳ ନିର୍ମାଣ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୩୫୪୨.୭୯ଲକ୍ଷ ଟଙ୍କାରେ ନିର୍ମିତ ଏହି ବହୁତଳ କାର ପାର୍କିଂ ସୁବିଧାର ଉଦ୍ଘାଟନ!-->…
Read More...
Read More...
ଫାରୁକ୍ ଅବଦୁଲ୍ଲାଙ୍କୁ ଇଡିର ସମନ
ନୂଆଦିଲ୍ଲୀ: ଅଡୁଆରେ ଛନ୍ଦିହେଲେ ଏନ୍ .ସି ମୁଖ୍ୟ ତଥା ଜମ୍ମୁ- କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା। ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ସମନ କରିଛି। ପଚରାଉଚରା ପାଇଁ ମେ ୩୧ରେ ଦିଲ୍ଲୀକୁ ଡକାଯାଇଥିବା ସୂଚନା ମିଳିଛି । ଜମ୍ମୁ- କଶ୍ମୀର!-->…
Read More...
Read More...
‘ଡ୍ରଗ୍ସ୍-ଅନ୍-କ୍ରୁଜ୍’ ମାମଲାରେ ଆର୍ଯ୍ୟନ ଖାନଙ୍କୁ ମିଳିଲା କ୍ଲିନ୍ ଚିଟ୍
ମୁମ୍ବାଇ: କ୍ରୁଜ ଡ୍ରଗ୍ସ ମାମଲାରେ ବଲିଉଡ୍ ଷ୍ଟାର୍ ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନଙ୍କୁ କ୍ଲିନ୍ ଚିଟ୍ ମିଳିଛି। ଏନସିବି ଏହି ମାମଲାରେ ଏକ ଚାର୍ଜସିଟ୍ ଦାଖଲ କରିଛି। ଯେଉଁଥିରେ ଆର୍ଯ୍ୟନ୍ ଏବଂ ଅନ୍ୟ ପାଞ୍ଚଜଣଙ୍କୁ କ୍ଲିନ୍ ଚିଟ୍ ଦିଆଯାଇଛି, ଏମାନଙ୍କ ନାମ ଚାର୍ଜସିଟରେ ନାହିଁ।
!-->!-->!-->…
Read More...
Read More...
ହାଇକୋର୍ଟରେ ପହଞ୍ଚିଲା ବର୍ଷା-ଅନୁଭବ ପାରିବାରିକ ବିବାଦ
କଟକ: ହାଇକୋର୍ଟର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ସୋସିଆଲ ମିଡିଆରେ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଭିଡିଓ ପୋଷ୍ଟ କରି ବିଭିନ୍ନ କଥା କହୁଥିବାରୁ ତାଙ୍କର ସମ୍ମାନହାନୀ ହେଉଥିବା ଅଭିଯୋଗ କରି ସେ ହାଇକୋର୍ଟ ଯାଇଛନ୍ତି । ଅନୁଭବ ତାଙ୍କର ବ୍ୟକ୍ତିଗତ ଜୀବନ ନେଇ!-->…
Read More...
Read More...