Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
Today’s Highlight
ମାଛ ଧରିବା ବେଳେ ବଜ୍ରାଘାତରେ ଜଣେ ମୃତ୍ୟୁ, ୨ ଗୁରୁତର
ଟାଙ୍ଗୀ : ଚିଲିକାରେ ମାଛ ଧରିବା ବେଳେ ବଜ୍ରାଘାତ। ଜଣେ ମତ୍ସ୍ୟଜିବୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।
ସୂଚନାନୁଯାୟୀ, ଖୋର୍ଦ୍ଧା ଜିଲ୍ଲା ଚିଲିକାରେ ମାଛ ଧରୁଥିବା ବେଳେ ବଜ୍ରାଘାତ!-->!-->!-->…
Read More...
Read More...
ପୁରୀ-ସାତପଡ଼ା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା
ବ୍ରହ୍ମଗିରି: ପୁରୀ-ସାତପଡ଼ା ରାସ୍ତାର ହଳଦିଆ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଚାଳକ ସମେତ ୨ ଜଣଙ୍କର ମୃତ୍ୟୁ ଘଟିଛି। ଏକ କାର୍ ଗଛରେ ପିଟି ହେବା ଫଳରେ ଏଭଳି ଅଘଟଣ ଘଟିଛି। ଗତକାଲି ରାତି ପ୍ରାୟ ସାଢ଼େ ତିନିଟା ବେଳେ ଘଟିଛି ଏହି ଦୁର୍ଘଟଣା। କାର୍ଟି ଭାରସାମ୍ୟ!-->…
Read More...
Read More...
ଉଜ୍ବଳା ହିତାଧିକାରୀଙ୍କ ପାଇଁ କମିଲା ଗ୍ୟାସ ଦର
ନୂଆଦିଲ୍ଲୀ: ପେଟ୍ରୋଲ ଡିଜେଲ ଭଳି ଗ୍ୟାସ ଦର ମଧ୍ୟ କମିବ । ଏନେଇ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଉଜ୍ୱଳା ହିତାଧିକାରୀଙ୍କ ପାଇଁ ଦର କମାଇଛନ୍ତି ସରକାର । ସିଲିଣ୍ଡର ପିଛା ଦର ୨ ଶହ ଟଙ୍କା କମାଇବାକୁ ନିଷ୍ପତ୍ତି ନିଆଯାଇଛି । ପ୍ରତି ହିତାଧିକାରୀଙ୍କୁ ବର୍ଷକୁ ୧୨ଟି ଗ୍ୟାସ!-->…
Read More...
Read More...
ପ୍ରବଳ ବର୍ଷାରେ ୩ ରାଜ୍ୟ ପ୍ରଭାବିତ
ନୂଆଦିଲ୍ଲୀ: ଗତ କିଛି ଦିନ ହେବ ହେଉଥିବା ପ୍ରବଳ ବର୍ଷା ଓ ଭୂସ୍ଖଳନ ହେତୁ ଆସାମରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ରିପୋର୍ଟ ଅନୁଯାୟୀ, ନଗାଓଁ, ହଜୋଇ ଏବଂ କାଛରରେ ପରିସ୍ଥିତି ଅତ୍ୟନ୍ତ ଜଟିଳ ହୋଇଛି। ଆସାମ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ଅନୁଯାୟୀ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ମୃତ୍ୟୁ!-->…
Read More...
Read More...
ଏବେ ଡରାଇଲାଣି ମଙ୍କିପକ୍ସ
ନୂଆଦିଲ୍ଲୀ : ଆମେରିକା ଓ ବ୍ରିଟେନ ସମେତ ଏକାଧିକ ଦେଶରେ ମଙ୍କିପକ୍ସ ଭୂତାଣୁ ବ୍ୟାପିବା ପରେ ବନ୍ଦର ଓ ବିମାନ ବନ୍ଦରଗୁଡିକୁ ଆଲର୍ଟ କରିଛନ୍ତି କେନ୍ଦ୍ର ସରକାର । ମଙ୍କିପକ୍ସ ଆକ୍ରାନ୍ତ ଦେଶରୁ ଆସୁଥିବା ଯେକୌଣସି ଅସୁସ୍ଥ ବ୍ୟକ୍ତିଙ୍କ ଉପରେ ସତର୍କ ନଜର ରଖିବାକୁ କୁହାଯାଇଛି ।!-->…
Read More...
Read More...
ଅବିନାଶ ମୃତ୍ୟୁ ମାମଲାରେ ପୁଲିସ ପାଇଛି କିଛି ସୁରାକ
ଭୁବନେଶ୍ବର: ଶିଖରଚଣ୍ଡୀ ପାହାଡ଼ରେ ସଫ୍ଟୱେର ଇଞ୍ଜିନିୟର ଅବିନାଶ ପ୍ରଧାନଙ୍କୁ ଜାଳିଦେବା ଘଟଣାରେ ସିସିଟିଭି କ୍ୟାମେରାରୁ ପୁଲିସକୁ ବଡ଼ ସୁରାକ ମିଳିଛି । ଶିଖରଚଣ୍ଡୀ ତୋରଣ ସାମ୍ନାରେ ଲାଗିଥିବା କ୍ୟାମେରା ଫୁଟେଜରୁ ଜଣାପଡ଼ିଛି, ଅବିନାଶ ଜଣେ ଯୁବକଙ୍କ ସହ ବାଇକ୍ରେ ବସି ପାହାଡ଼!-->…
Read More...
Read More...
ଆଜିଠୁ ଆରମ୍ଭ ହେଲା ମାଟ୍ରିକ ଖାତା ଦେଖା
ଭୁବନେଶ୍ବର: ଆଜିଠୁ ଆରମ୍ଭ ହେବ ମାଟ୍ରିକ୍ ଖାତା ମୂଲ୍ୟାୟନ ପ୍ରକ୍ରିୟା । ଦଶମ ଶ୍ରେଣୀ ସହିତ, ଏସଓଏସ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ କରାଯିବ । ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ହେବ ଖାତା ଦେଖା । ଏଥିପାଇଁ ପରୀକ୍ଷା ନୀରିକ୍ଷକମାନେ ମୂଲ୍ୟାୟନ କେନ୍ଦ୍ରରେ ପହଞ୍ଚି!-->…
Read More...
Read More...
ଗୋଚାଲାଣକାରୀଙ୍କ ଗୁଳିମାଡରେ ଦୁଇ ଗୋସେବକ ଗୁରୁତର
ଯଶିପୁର: ଆଜି ଭୋର୍ ରୁ ଯଶିପୁର ଟୋଲଗେଟ୍ ନିକଟରେ ଗୋସେବକଙ୍କ ଉପରକୁ ଗୋଚାଲାଣକାରୀମାନେ ଗୁଳିମାଡ଼ କରିଥିବାର ଖବର ମିଳିଛି। ଏଥିରେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଗୋଚାଲାଣ ଲାଗି ଗୋରୁ ଗାଡ଼ିକୁ ନେଇ ଯାଉଥିବା ବେଳେ ଗୋସେବକମାନେ ଅଟକାଇବାରୁ ଗୋଚାଲାଣକାରୀ ଗୁଳି ଚଳାଇଥିଲେ।
ସୂଚନା!-->!-->!-->…
Read More...
Read More...
ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ମ୍ୟାଚ୍ ପାଇଁ ଜୁନ୍ ୧ରୁ ଟିକେଟ ବିକ୍ରି ଆରମ୍ଭ
କଟକ: ଆସନ୍ତା ଜୁନ୍ ୧୨ରେ କଟକ ବାରବାଟି ଷ୍ଟାଡିୟମରେ ଖେଳାଯିବ ଭାରତ ଏବଂ ଦକ୍ଷିଣ ଆଫିକ୍ରା ମଧ୍ୟରେ ଟି-୨୦ ମ୍ୟାଚ । ଏଥିପାଇଁ ରାଜ୍ୟ ସରକାର ଦର୍ଶକଙ୍କ ପ୍ରବେଶକୁ ଅନୁମତି ପ୍ରଦାନ କରିଛନ୍ତି । ମ୍ୟାଚ ପାଇଁ ଜୁନ୍ ପହିଲା ଅନଲାଇନରେ ଟିକେଟ୍ ବିକ୍ରି ଆରମ୍ଭ ହେବ । ବାରବାଟୀ ଷ୍ଟାଡିୟମରେ!-->…
Read More...
Read More...
ଆତ୍ମସମର୍ପଣ କରିବାକୁ ୭ଦିନ ସମୟ ମାଗିଲେ ସିଦ୍ଧୁ
ନୂଆଦିଲ୍ଲୀ: ଆଜି ଆତ୍ମସମର୍ପଣ କରିବେନି ନବଜୋତ୍ ସିଂ ସିଦ୍ଧୁ । ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ କୋର୍ଟଙ୍କୁ ଆହୁରି ସପ୍ତାହକର ସମୟ ମାଗିଛନ୍ତି ସିଦ୍ଧୁ । ଏଥିପାଇଁ ସେ କୋର୍ଟରେ କ୍ୟୁରେଟିଭ୍ ପିଟିସନ ଦାଏର କରିଥିବା ଜଣାପଡିଛି ।
ନବଜୋତ୍ ସିଂ ସିଦ୍ଧୁ ରୋଡରେଜ୍ ମାମଲାରେ ଦୋଷୀ ସାବ୍ୟସ୍ତ!-->!-->!-->…
Read More...
Read More...