Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
Today’s Highlight
ହଷ୍ଟେଲ ଛାତରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା
ବାଲେଶ୍ବର: ବାଲେଶ୍ୱରରେ କଲେଜ ହଷ୍ଟେଲରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଅଭିଯୋଗ । ବାଲେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ ନିକଟରେ ଥିବା ଏକ ଘରୋଇ ଯୁକ୍ତ ଦୁଇ ବିଜ୍ଞାନ ଆବାସିକ କଲେଜର ଛାତ୍ରୀ ସାବିତ୍ରୀ ବେହେରା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ସହଯୋଗୀ ଓ ହଷ୍ଟେଲ ୱାର୍ଡେନଙ୍କଠାରୁ!-->…
Read More...
Read More...
କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
୭୦ କୋଟି ଟଙ୍କା ଖର୍ଚ୍ଚ ହେବ, ଏକ ବର୍ଷରେ କାମ ସରିବ।ସଫଳ ରୂପାୟନ ପାଇଁ କଟକ ବାସୀଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ
କଟକ: କଟକର ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା । ଭକ୍ତମାନଙ୍କ!-->!-->!-->…
Read More...
Read More...
ଭକ୍ତଙ୍କ ଗହଣରେ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା
ପୁରୀ: ଭକ୍ତଙ୍କ ପାଇଁ ଖୁସିଖବର । ମହାପ୍ରଭୁଙ୍କ ସ୍ନାନଯାତ୍ରାକୁ ନେଇ ଆସିଲା ଖୁସିଖବର । ଚଳିତଥର ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ସାମିଲ ହୋଇପାରିବେ ଭକ୍ତ । ଏନେଇ ଦଇତାପତି ନିଯୋଗ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି । ଏନେଇ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର!-->…
Read More...
Read More...
ଶିଖରଚଣ୍ଡୀ ପାହାଡ଼ରୁ ଯୁବକଙ୍କ ଅର୍ଦ୍ଧଦଗ୍ଧ ଶବ ଉଦ୍ଧାର
ଭୁବନେଶ୍ବର: ରାଜଧାନୀରେ ପୁଣି ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ଭୁବନେଶ୍ୱର ସ୍ଥିତ ଇନଫୋସିସ୍ ଥାନା ଅନ୍ତର୍ଗତ ଶିଖରଚଣ୍ଡୀ ପାହାଡ଼ ତଳୁ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲ ନିଆଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଛି। ଯୁବକ ଜଣଙ୍କ ହେଲେ ନନ୍ଦନକାନନ ଥାନା!-->…
Read More...
Read More...
ପ୍ରତିଷ୍ଠା ହେଲା ମା’ ତାରାତାରିଣୀଙ୍କ ନୂତନ ଭବ୍ୟ ମନ୍ଦିର
ତାରା ତାରିଣୀ ପୀଠ ରେ ଭକ୍ତି ମୟ ପରିବେଶପ୍ରତିଷ୍ଠା ହେଲା ମାଙ୍କ ନୂତନ ଭବ୍ୟ ମନ୍ଦିର.ଲୋକାର୍ପିତ ହେଲା ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ସୁବିଧାହଜ଼ାର ହଜ଼ାର ଭକ୍ତଙ୍କ ଗହଣରେ ଉତ୍ସବ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀରାଜ୍ୟ ବାସୀଙ୍କ ମଙ୍ଗଳ ପାଇଁ ମାଙ୍କ ଆଶୀର୍ବାଦ କାମନା କଲେ ଯୋଜନା ର!-->…
Read More...
Read More...
ଆଜି ୧୧ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ
ଭୁବନେଶ୍ବର: ମୌସୁମୀ ଆଗୁଆ ଆସିବ। ପାଣିପାଗ ବିଭାଗର ଏଭଳି ପୂର୍ବାନୁମାନ ସମସ୍ତଙ୍କୁ ଆଶ୍ବସ୍ତ କରୁଛି। ହେଲେ ଏଥର ପାଣିପାଗ କିଛି ଭଲ ଖବର ନେଇ ସାଙ୍ଗରେ ଆସୁନାହିଁ। ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ର ନାଥ ପଶୁପାଳକ ଏଭଳି ଗୋଟିଏ ପୂର୍ବାନୁମାନ କଲେଣି। ଡ. ପଶୁପାଳକ କହିଛନ୍ତି ଯେ ଗତବର୍ଷ!-->…
Read More...
Read More...
ଦୋହଲିଗଲା ବ୍ୟବସ୍ଥା; ଦରଦାମ ଆହୁରି ବଢ଼ିବ
୧୯୯୮ ମସିହା ପରେ ସବୁଠାରୁ କଠିନ ପରିସ୍ଥିତି ସାମ୍ନା କରୁଛି ଦେଶ୨୦୨୧ ଏପ୍ରିଲରୁ ମୁଦ୍ରାସ୍ଫୀତି ଦୁଇଅଙ୍କ ଛୁଇଁଛି, ଉପରମୁହାଁ ଧରିଛିଅର୍ଥନୀତିଜ୍ଞ ଡରାଇଲେଣି, ସ୍ଥିତି ଏବେ ସୁଧୁରିବା ଆଶା କ୍ଷୀଣବାମଦଳ ରାସ୍ତାକୁ ଓହ୍ଲାଇବ; ଦେଶବ୍ୟାପୀ ୨୫ରୁ ୩୧ ବିରୋଧ କରିବ
ନୂଆଦିଲ୍ଲୀ: ଦେଶରେ!-->!-->!-->…
Read More...
Read More...
ଯୁଦ୍ଧ ପାଇଁ ଯୋଦ୍ଧା ପ୍ରସ୍ତୁତ
ଭୁବନେଶ୍ବର: ବ୍ରଜରାଜନଗର ଉପନିର୍ବାଚନ ପ୍ରଚାର ପାଇଁ ବିଜେଡି ପକ୍ଷରୁ ଆଗ ଧାଡ଼ିର ଯୋଦ୍ଧାଙ୍କ ନାମ ଘୋଷଣା ହୋଇଛି। ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ୪୦ଜଣିଆ ଟିମ୍ ତାଲିକା ପ୍ରକାଶ କରିଛି ଦଳ। ନିର୍ବାଚନ ମଇଦାନରେ ପ୍ରତିପକ୍ଷଙ୍କ ସହ ଲଢ଼ିବେ ଆଉ ଜିତିବାର ନଷ୍ପତ୍ତି ନେଇ ଆଗକୁ ବଢ଼ିଛି!-->…
Read More...
Read More...
ମେ ୧୬ରେ ମୋଦୀଙ୍କ ନେପାଳ ଗସ୍ତ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳ ଗସ୍ତରେ ଯିବେ । ବୁଦ୍ଧ ପୂର୍ଣ୍ଣିମା ଅବସରରେ ସେ ପଡୋଶୀ ଦେଶ ନେପାଳ ଗସ୍ତ କରିବେ । ଏହି ଗସ୍ତ ବେଳେ ସେ ଲୁମ୍ବିନୀ ଯିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ମୋଦି ତାଙ୍କ ନେପାଳ ପ୍ରତିପକ୍ଷ ଶେର!-->…
Read More...
Read More...
ରାସ୍ତାରେ ଗଡିବନି କଳାକାଚ ଲାଗିଥିବା କାର
ଭୁବନେଶ୍ବର:ଏଣିକି ରାସ୍ତାରେ ଗଡିବନି କଳାକାଚ ଲାଗିଥିବା କାର। ଟୁଇନ୍ ସିଟିରେ ଆରମ୍ଭ ହେଲା କାରରୁ କଳାକାଚ ହଟାଅ ଅଭିଯାନ। ଅପରାଧୀମାନେ କଳାକାଚ ଲାଗିଥିବା କାର୍ ଯୋଗେ ସହଜରେ ଅପରାଧ ଘଟାଇ ଖସିଯାଉଥିଲେ। ସିସିଟିଭି କ୍ୟାମେରା ବି କାର୍ ଭିତର ଦୃଶ୍ୟ ଧରିବା ସମ୍ଭବ ହେଉନଥିଲା। ଏହାକୁ ନେଇ!-->…
Read More...
Read More...