ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category

Today’s Highlight

ହଜିଗଲା ଇଣ୍ଡିଗୋ କର୍ମଚାରୀଙ୍କ ମାନବିକତା

ରାଞ୍ଚି: ଦିବ୍ୟାଙ୍ଗ ହୋଇଥିବାରୁ ଜଣେ ୧୩ ବର୍ଷୀୟ ନାବାଳକକୁ ବିମାନରେ ଯାତ୍ରା କରିବାକୁ ସୁଯୋଗ ଦେଲେନି ଇଣ୍ଡିଗୋ କର୍ମଚାରୀ। ଝାଡ଼ଖଣ୍ଡ ରାଞ୍ଚି ବିମାନ ବନ୍ଦରରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ଭିଡିଓ ଏବେ ସୋଶାଲ ମିଡିଆରେ ଭାଇରାଲ ହେଉଥିବା ବେଳେ ଇଣ୍ଡିଗୋ ଏୟାରଲାଇନ୍ସ
Read More...

ଏସସିବିରେ ଆରମ୍ଭ ହେଲା ଅନ୍‌ଲାଇନ୍ ସ୍ଲଟ୍ ବୁକିଂ ବ୍ୟବସ୍ଥା

କଟକ: ଆଜିଠାରୁ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲରେ ବର୍ହିବିଭାଗ ପାଇଁ ଅନ୍‌ଲାଇନ୍‌ ସ୍ଲଟ୍‌ ବୁକିଂ ବ୍ୟବସ୍ଥା ଆରମ୍ଭ କରାଯାଇଛି। କଟକ ଏସସିବି ମେଡିକାଲର ପ୍ରିନ୍ସିପାଲ ପ୍ରଶନଜିତ ମହାନ୍ତିଙ୍କ ଦ୍ଵାରା ଏହି ଅନଲାଇନ୍ ସେବା ଆରମ୍ଭ ହୋଇଛି।
Read More...

ପ୍ରମୋଦିନୀ ରାଉଳଙ୍କୁ ଏସିଡ ମାଡ ଘଟଣାରେ ୨ ଅଭିଯୁକ୍ତଙ୍କୁ ୧୪ ବର୍ଷ ଜେଲ୍

ଜଗତସିଂହପୁର: ୨୦୦୯ ମସିହାରେ ବହୁଚର୍ଚ୍ଚିତ ପ୍ରମୋଦିନୀ ରାଉଳଙ୍କୁ  ହୋଇଥିବା ଏସିଡ ମାଡ଼ ମାମଲାରେ ଆଜି ରାୟ ପ୍ରକାଶ ପାଇଛି ।। ୧୩ ବର୍ଷ ପରେ ୨ ଦୋଷୀଙ୍କୁ ୧୪ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଲେ ଜଗତସିଂହପୁର ଏଏସଜେ କୋର୍ଟ । ଜେଲ ଦଣ୍ଡାଦେଶ ସହ ଉଭୟଙ୍କୁ ୧୫ ହଜାର ଟଙ୍କା ଲେଖାଏଁ ଜରିମାନା
Read More...

ଅଳକା ପାଇଲେ ବିଜେଡି ଟିକେଟ

ଭୁବନେଶ୍ବର: ବିଜୁ ଜନତା ଦଳ ସଭାପତି ଶ୍ରୀଯୁକ୍ତ ନବୀନ ଟ୍ଟନାୟକ ବ୍ରଜରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ଉପ-ନିର୍ବାଚନ ପାଇଁ ପୂର୍ବତନ ବିଧାୟକ ସ୍ୱର୍ଗତଃ କିଶୋର କୁମାର ମହାନ୍ତିଙ୍କ ପତ୍ନୀ ଶ୍ରୀମତୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ମନୋନୟନ କରିଛନ୍ତି । ସୂଚନାଥାଉକି, ଗତ
Read More...

ଓଡିଶା ଉପକୂଳରେ ପହଁଞ୍ଚିଲା ବେଳକୁ ଦୁର୍ବଳ ହେବ ‘ଅସାନି‘

ଭୁବନେଶ୍ବର: ବାତ୍ୟା ୧୦ ତାରିଖ ସନ୍ଧ୍ୟା ସମୟରେ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ଉପକୂଳ ଦେଇ ଅତିକ୍ରମ କରିବ। ହେଲେ ସ୍ଥଳ ଭାଗକୁ ଆସିବ ନାହିଁ। ସମୁଦ୍ର ମଧ୍ୟରେ ସମାନ୍ତରଳ ଭାବେ ଏହା ଉତ୍ତର ବଙ୍ଗୋପସାଗର ମୁହାଁ ହେବ। ପୁରୀ ଠାରୁ ଏହା ପ୍ରାୟ ୯୦ରୁ ୧୦୦ କିମି ଦୂରରେ ଅତିକ୍ରମ କରିବ। ବାତ୍ୟା
Read More...

ପଦ୍ମଶ୍ରୀ ରଜତ କରଙ୍କ ପରଲୋକ

ଭୁବନେଶ୍ବର: ବିଶିଷ୍ଟ ସାହିତ୍ୟିକ ତଥା ପଦ୍ମଶ୍ରୀ ରଜତ କରଙ୍କ ଆଜି ପରଲୋକ ଘଟିଛି । ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ୮୮ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ହୃଦଘାତରେ ତାଙ୍କର ପରଲୋକ ଘଟିଥିବା ନେଇ ପୁଅ ରଞ୍ଜିତ କର ସୂଚନା ଦେଇଛନ୍ତି।ସେ ହୃଦଘାତରେ ପୀଡିତ
Read More...

ଜୀବନ ପାଇଁ ଲଢ଼ୁଛନ୍ତି ଭାରତୀୟ ଟିମର ପୂର୍ବତନ ୱିକେଟ କିପର

ଭାରତୀୟ କ୍ରିକେଟ ଟିମର ପୂର୍ବତନ ୱିକେଟ କିପର ବିଜୟ ଯାଦବ ଏବେ ଜୀବନ ରକ୍ଷା ପାଇଁ ଲଢୁଛନ୍ତି । ବିଜୟ ଯାଦବଙ୍କ କିଡନୀ ସମ୍ପୂର୍ଣ୍ଣ ଭାବେ ଖରାପ ହୋଇ ସାରିଛି । ହେଲେ ଏହାର ଚିକିତ୍ସା ପାଇଁ ତାଙ୍କ ପାଖରେ ଟଙ୍କା ନାହିଁ । ବିଜୟ ଯାଦବ ଏବେ ମେଡିକାଲରେ କିଡନୀ ଡାଇଲୋସିସ୍ କରୁଛନ୍ତି । ବିଜୟ
Read More...

କାଉନସିଲରଙ୍କ ସ୍ବାମୀଙ୍କୁ ହତ୍ୟା

ସୋନପୁର:ସୁବର୍ଣ୍ଣପୁର ଜିଲ୍ଲା ତରଭା ଏନଏସିର ୧୦ ନମ୍ବର ୱାର୍ଡର କାଉନସିଲରଙ୍କ ସ୍ୱାମୀଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ସଞ୍ଜୀବ ଗୁରୁ। ଏନେଇ କାଉନସିଲର ନଳିନୀ ନାଏକ ତରଭା ଥାନାରେ ଅଭିଯୋଗ କରିଛନ୍ତି।ଆଜି ସଞ୍ଜୀବଙ୍କ ମୃତଦେହ ରକ୍ତଜୁଡ଼ୁବୁଡ଼ୁ
Read More...

୧୨ ଘଣ୍ଟାରେ ଭୀଷଣ ବାତ୍ୟାର ରୂପ ନେବ ’ଅସାନି‘

ଭୁବନେଶ୍ବର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାତ୍ୟା ‘ଅସାନି’ର ରୂପ ନେଲା ଗଭୀର ଅବପାତ । ୧୨ ଘଣ୍ଟାରେ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଗତ ୬ ଘଣ୍ଟା ହେବ ଏହା ୧୩ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ
Read More...

ବାଣିଜ୍ୟରେ ଡିଗ୍ରୀଧାରୀ ମାନେ ହେବେ ସରକାରୀ ଶିକ୍ଷକ

କଟକ: ବାଣିଜ୍ୟରେ ଡିଗ୍ରୀଧାରୀ ମାନେ ଏଣିକି ସରକାରୀ ଶିକ୍ଷକ ପଦରେ ନିଯୁକ୍ତି ପାଇପାରିବେ । ବାଣିଜ୍ୟରେ ସ୍ନାତକ କିମ୍ବା ସ୍ନାତକୋତ୍ତର ଡିଗ୍ରୀଧାରୀମାନେ ପାଠ୍ୟକ୍ରମରେ ପଢ଼ିଥିବା ଇଂଲିସ୍‌ ଏବଂ ଅର୍ଥନୀତି କୁ ସ୍କୁଲ୍‌ ପାଠ ହିସାବରେ ଗ୍ରହଣ କରାଯିବ । ଏହି ଆଧାରରେ ବାଣିଜ୍ୟ
Read More...