ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category

Today’s Highlight

ଅବପାତ ପରେ ସ୍ପଷ୍ଟ ହେବ ବାତ୍ୟାର ଚିତ୍ର

ଆଜି ସକାଳେ ଦକ୍ଷିଣ ଆଣ୍ଡମାନ ସାଗର ଓ ତତ୍ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି କ୍ଷେତ୍ର ଅଧିକ ଘନୀଭୂତ ହୋଇ ରହିଛି। ଆସନ୍ତା କାଲି ସନ୍ଧ୍ୟା ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ରେ ଡିପ୍ରେସନ୍ ରେ ପରିଣତ ହେବ ।ଏହା ପରେ ଉତ୍ତର ପଶ୍ଚିମ ଦିଗରେ
Read More...

ଓଡ଼ିଶା ଦେଇ ନିଶା ଯାଉଛି ଅନ୍ୟ ରାଜ୍ୟକୁ

୧୦ କ୍ବିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ ହେଲାପୁରୀରୁ ୨୫୫ ଗ୍ରାମରୁ ଅଧିକ ବ୍ରାଉନସୁଗାର ବିକୋରାପୁଟ ଓ ରାଜଧାନୀରୁ ଧରାପଡିଲା ଗଞ୍ଜେଇ ଭୁବନେଶ୍ବର: ଅଳ୍ପ କିଛି ଘଣ୍ଟା ବ୍ୟବଧାନରେ ଓଡ଼ିଶାରୁ ୧୨୫୦ କେଜିରୁ ଅଧିକ ଓଜନର ଗଞ୍ଜେଇ ଜବତ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ଯ ବାହାରକୁ ଚାଲାଣ
Read More...

ବାତ୍ୟା ରୂପ ନେଇ ମୁହଁ ମୋଡ଼ିଦେବ ଲଘୁଚାପ

ଭୁବନେଶ୍ବର: ଦକ୍ଷିଣ ଆଣ୍ଡମାନ ସାଗର ଓ ନିକଟସ୍ଥ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଆଜି ସକାଳେ ଲଘୁଚାପରେ ପରିଣତ ହୋଇଛି। ଏହି କ୍ଷେତ୍ର ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଆସନ୍ତା ୨୪ ଘଣ୍ଟାରେ ଚିହ୍ନିତ ଲଘୁଚାପ ଓ ୪୮ ଘଣ୍ଟା ମଧ୍ୟରେ ଡିପ୍ରେସନରେ ପରିଣତ ହେବ। ପରବର୍ତ୍ତୀ ସମୟରେ
Read More...

ଚଳିତ ବର୍ଷ ରଥଯାତ୍ରାରେ ସାମିଲ ହେବେ ଭକ୍ତ

ପୁରୀ :  ୨ ବର୍ଷର କୋଭିଡ୍‌ କଟକଣା ପରେ ଭକ୍ତଙ୍କ ପାଇଁ ଖୁସି ଖବର । ଚଳିତ ବର୍ଷ ରଥଯାତ୍ରାରେ ଭକ୍ତଙ୍କୁ ଅନୁମତି ମିଳିଛି । ୨ ବର୍ଷର କୋଭିଡ କଟକଣା ପରେ ବଡ ଦାଣ୍ଡକୁ ଯାଇ ଘୋଷଯାତ୍ରା ଦେଖିପାରିବେ ଭକ୍ତ । ଏ ନେଇ ରଥ ସମନ୍ବୟ କମିଟି ବୈଠକରେ ଆଲୋଚନା ହୋଇଛି । ରଥ ସମନ୍ବୟ ବୈଠକ ପରେ ପୁରୀ
Read More...

ଭିଜିଲାନ୍ସ ଜାଲରେ ପ୍ରାଣୀଧନ ନିରୀକ୍ଷକ

ଭୁବନେଶ୍ବର: କୋଟିପତି ପ୍ରାଣୀଧନ ନିରୀକ୍ଷକ ଘରେ ଭିଜିଲାନ୍ସ ଚଢ଼ାଉ। ଭୁବନେଶ୍ୱର ରଘୁନାଥପୁରର ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ପାଖାପାଖି ୧୦ କୋଟି ଟଙ୍କାର ସମ୍ପତ୍ତି ଠାବ କଲାଣି ଭିଜିଲାନ୍ସ । ଚଢାଉ ବେଳେ ଅଧ କେଜି ସୁନା, ୨୫୦ ଗ୍ରାମର ରୂପା ଓ ୧୦ ଗ୍ରାମରୁ ଅଧିକ ହୀରା ଜବତ
Read More...

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଆଜି ବସିବ ପ୍ରସ୍ତୁତି ବୈଠକ । ବାତ୍ୟା ଯୋଗୁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭର୍ଚ୍ଚୁଆଲ ରେ ଆଲୋଚନା କରିବେ ସ୍ୱତନ୍ତ୍ର ରିଲିଫ କମିଶନର । ବାତ୍ୟା ସମୟରେ ଲୋକଙ୍କର ସୁବିଧା,ଜୀବନହାନୀ ଓ କମ୍ କ୍ଷୟକ୍ଷତି ନେଇ ଆଜିର
Read More...

ପିକଅପ୍ ଭ୍ୟାନ୍ ରୁ ୩ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ

କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡି ନିକଟରେ ଜଣେ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ୩ ଲକ୍ଷ ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି। ଲୁଟର ଶିକାର ହୋଇଛନ୍ତି ବ୍ୟବସାୟୀ ଅଭିମନ୍ୟୁ ସାହୁ। ଜିରାଳ ଗାଁରେ ଅଭିମନ୍ୟୁଙ୍କର ଏକ ଗ୍ରୋସରି ଦୋକାନ ଅଛି।
Read More...

ସହୀଦ ପରିବାରଙ୍କୁ ଅନୁକମ୍ପା ମୂଳକ ସହାୟତା ରାଶି ଦଶ ଲକ୍ଷ ଟଙ୍କା କୁ ବୃଦ୍ଧି

ଭୁବନେଶ୍ୱର; ଯୁଦ୍ଧ ତଥା ଉଗ୍ରବାଦ ର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହୀଦ ଓଡ଼ିଆ ଯବାନ ମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣ କୁ ପାଞ୍ଚ ଲକ୍ଷ ଟଙ୍କା ରୁ ଦଶ ଲକ୍ଷ ଟଙ୍କା କୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଶ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି।
Read More...

ଦକ୍ଷିଣ ଆଣ୍ଡାମାନରେ ସୃଷ୍ଟି ଘୂର୍ଣ୍ଣିବଳୟ ନେବ କି ବାତ୍ୟାର ରୂପ?

ଦକ୍ଷିଣ ଆଣ୍ଡାମାନସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଜି ସକାଳ ୫ଟା ୩୦ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହା
Read More...

ପାଣିପାଗ ସଂପର୍କରେ କିଛି ନୂଆ ଖବର

ଭୁବନେଶ୍ବର: ଆଜି ଦକ୍ଷିଣ ଆଣ୍ଡାମାନସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପାଣିପାଗ ବିଭାଗ ଏ ନେଇ ପୂର୍ବାନୁମାନ କରିଛି। ଏହା ଆସନ୍ତା ୬ ତାରିଖ ସୁଦ୍ଧା ଗୋଟିଏ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ଅଧିକ। କେବଳ ସେତିକି ନୁହେଁ, ପରବର୍ତ୍ତୀ ୨୪ ଘଣ୍ଟାରେ ଏହା
Read More...