Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗୁଜରାଟକୁ ମୋଦୀଙ୍କ ବଡ଼ ଭେଟ: ୩୫ ହଜାର କୋଟିର ପ୍ରକଳ୍ପ, ନୂଆ ଟ୍ରେନ୍ ସେବା ଶୁଭାରମ୍ଭ
ବିରୋଧ ସତ୍ତ୍ୱେ ପଞ୍ଜାବ-ହରିୟାଣା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ମିଶ୍ର
ଦୁର୍ଗାପୂଜାକୁ ନେଇ ବଡ଼ ନିଷ୍ପତ୍ତି: ମହାଷ୍ଟମୀରେ ‘ଡ୍ରାଏ ଡେ’, ବନ୍ଦ ରହିବ ଡିଜେ
୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ
Browsing Category
Today’s Highlight
କେନ୍ଦ୍ରୀୟ ବିଦ୍ୟାଳୟରେ ମାଗଣାରେ ପଢ଼ିବେ କୋଭିଡ ଅନାଥ
କେନ୍ଦ୍ରୀୟ ବିଦ୍ୟାଳୟରେ ସାଂସଦଙ୍କ କୋଟା ଉଚ୍ଛେଦ ପରେ ଲାଗୁ ହେଲା ନୂଆ ବ୍ୟବସ୍ଥା । ଏଣିକି କେନ୍ଦ୍ରୀୟ ବିଦ୍ୟାଳୟରେ ମାଗଣାରେ ପଢ଼ିପାରିବେ କୋଭିଡ ଅନାଥ। ଏହି କୋଟାରେ ନାଁ ଲେଖାଇଥିବା ଛାତ୍ରଛାତ୍ରୀ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ମାଗଣାରେ ପଢ଼ିବେ।
ନୂଆ ବ୍ୟବସ୍ଥା ଅନୁଯାୟୀ,!-->!-->!-->…
Read More...
Read More...
ଓଡ଼ିଶା ଦାୟିତ୍ୱରେ ଥିବା ଏଆଇସିସି ପ୍ରଭାରୀ ଏ. ଚେଲ୍ଲାକୁମାର ଓଡ଼ିଶା ପହଞ୍ଚିଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଗଣମାଧ୍ୟମ ଆଗରେ ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି କଂଗ୍ରେସ ବିଧାୟକ ଓ ବରିଷ୍ଠ ନେତାଙ୍କ ସହ ଆଲୋଚନା କରାଯିବ । ପିସିସି ସଭାପତି ନିରଞ୍ଜନ!-->…
Read More...
Read More...
ଖରାପ କରିଥିବା ୭୩ହଜାର ବୁଥକୁ ବିଜେପିର ନଜର
ଚାରିଜଣିଆ ଟିମ୍ ଗଠନ କଲା ବିଜେପି, ସୋମବାର ବୈଠକ ଅନୁଷ୍ଠିତ
ନୂଆଦିଲ୍ଲୀ: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ପ୍ରସ୍ତୁତି ଆରମ୍ଭ କରିଦେଇଛି। ବିଜେପିର ଜଣେ ବରିଷ୍ଠ ନେତାଙ୍କ ସୂଚନା ଅନୁସାରେ, ଗତ ନିର୍ବାଚନରେ ଦଳ ଅତି ଖରାପ ପ୍ରଦର୍ଶନ କରିଥିବା ୭୩ହଜାର ବୁଥ କିଭଳି!-->!-->!-->…
Read More...
Read More...
ଆଜି ବି ଜଳୁଛି ସାରା ଓଡିଶା। ପ୍ରବଳ ଖରାର କୋପରେ ଲୋକେ ଆଉଟୁପାଉଟୁ ହେଉଛନ୍ତି। ସକାଳ ୯ଟା ପରେ ଲୋକେ ବାହାରକୁ ବାହାରି ପାରୁ ନାହାନ୍ତି। ପୂର୍ବାହ୍ନ ସାଢ଼େ ୧୧ ସୁଦ୍ଧା ରାଜଧାନୀର ସର୍ବୋଚ୍ଚ ତାପମାତ୍ରା ୩୯.୪ ଡିଗ୍ରିରେ ପହଞ୍ଚିଥିବାବେଳେ ରାଜ୍ୟର ଅନ୍ୟସ୍ଥାନ ଅପେକ୍ଷା ଏହା ଅଧିକ ବୋଲି!-->…
Read More...
Read More...
ଆଣ୍ଠୁଗଣ୍ଠି ବାତ ଓ ରୋଗ ପ୍ରତିରୋଧକ ଶକ୍ତି ସମସ୍ୟା ଶିଶୁଙ୍କଠି ଅଧିକ
ଭୁବନେଶ୍ୱର: ଶିଶୁମାନେ ଅଧିକ ଆଣ୍ଠୁଗଣ୍ଠି ଜନିତ ରୋଗର ଶିକାର ହେଉଛନ୍ତି। ଠିକ ସମୟରେ ରୋଗର ଚି଼ହ୍ନଟ, ପରୀକ୍ଷଣ ଓ ଚିକିତ୍ସା ଦ୍ୱାରା ହିଁ ଶିଶୁ ମାନଙ୍କୁ ଏଭଳି ସମସ୍ୟାରୁ ଦୁରେଇ ରଖି ହେବ ବୋଲି ମତଵ୍ୟକ୍ତ କରିଛନ୍ତି ଚଣ୍ଡିଗଡ ସ୍ଥିତ ପୋଷ୍ଟ ଗ୍ରାଜୁଏଟ ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ!-->…
Read More...
Read More...
ଏଥର ମନ୍ତ୍ରୀ ନବ ଦାସ ବଢାଇଲେ ଅଡୁଆ
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପୁଣି ଜଣେ ମନ୍ତ୍ରୀଙ୍କ ଅଡୁଆ ବଢ଼ିବାରେ ଲାଗିଛି। ଯେତେ ଯାହା କଲେ ବି ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ରୋଷେୟା ଆତ୍ମହତ୍ୟା ଘଟଣାରେ ଚର୍ଚ୍ଚାରୁ ହଟୁନାହାନ୍ତି। ଓଲଟା ଏହି ପ୍ରସଙ୍ଗଟି ଧୀରେ ଧୀରେ ଗମ୍ଭୀର ରୂପ ନେଲାଣି। ବିଜେଡି-ବିଜେପି ମୁହାଁମୁହିଁ!-->…
Read More...
Read More...
ପଦ୍ମଶ୍ରୀ ବୀଣାପାଣି ମହାନ୍ତି ଆଉ ନାହାନ୍ତି
ଭୁବନେଶ୍ବର: ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତି ଆଉ ନାହାନ୍ତି। ୮୫ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି।କଟକସ୍ଥିତ ବାସ ଭବନରେ ରବିବାର ସନ୍ଧ୍ୟାରେ ସେ ପରଲୋକ ଗମନ କରିବା ଘଟଣା ସାହିତ୍ୟ ଜଗତକୁ ଦାରୁଣ ଆଘାତ ଦେଇଛି। ଅନ୍ତିମ ଶଯ୍ୟା ନିକଟରେ ଭାଇ ଡାକ୍ତର!-->!-->!-->…
Read More...
Read More...
ଜମ୍ମୁ-କାଶ୍ମୀର ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଧାରା ୩୭୦ ହଟିବା ଏବଂ କେନ୍ଦ୍ରଶାସିତ ଅଞ୍ଚଳର ମାନ୍ୟତା ପାଇବା ପରେ ଏହା ହେଉଛି ମୋଦିଙ୍କ ପ୍ରଥମ ଜମ୍ମୁ-କାଶ୍ମୀର ଗସ୍ତ । ଜାତୀୟ ପଞ୍ଚାୟତିରାଜ ଦିବସ ଉପଲକ୍ଷେ ମୋଦୀ ଜମ୍ମୁ-କାଶ୍ମୀରର ପାଲ୍ଲି ପଞ୍ଚାୟତରୁ ଦେଶବ୍ୟାପୀ!-->…
Read More...
Read More...
କୋଭିଡ ମୁକ୍ତ ହେଉଛି ଓଡିଶା
ରାଜ୍ୟରେ ଖସୁଛି କରୋନା ସଂକ୍ରମଣ ଗ୍ରାଫ୍। ଓଡିଶାରୁ ଧିରେ ଧିରେ କୋଭିଡ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତ୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି!-->…
Read More...
Read More...
ରାଜଧାନୀରେ ଡବଲ ମର୍ଡର
ରାଜଧାନୀ ଭୁବନେଶ୍ୱରରେ ଡବଲ୍ ମର୍ଡର ହୋଇଛି। ସ୍ତ୍ରୀ ଓ ଶାଳୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛି ସ୍ବାମୀ। ଘରୁ ଭିତରୁ ଉଦ୍ଧାର ହୋଇଛି ରକ୍ତାକ୍ତ ମୃତଦେହ। ଏହି ମର୍ଡର ଘଟଣା ଭୁବନେଶ୍ବର ଚନ୍ଦ୍ରଶେଖପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି!-->…
Read More...
Read More...