ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌
Browsing Category

Today’s Highlight

ବିଜୟଙ୍କ ନୂଆ ରାଜନୈତିକ ଯାତ୍ରା ଆରମ୍ଭ

କିଏ କହୁଛି ବିଜେଡିକୁ ଫେର; ଆଉ କାହାର ମତ ଆପ୍ ନ ହେଲେ ନୂଆ ଆଞ୍ଚଳିକ ଦଳରାମନବମୀରେ ବନ୍ଧୁମିଳନ ଆଳରେ ଖୋଲା ଆଲୋଚନା ଆରମ୍ଭ କରାଗଲାଆଉ କେତୋଟି ବୈଠକ ପରେ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ବୋଲି ନିକଟତମ ମହଲରୁ ସୂଚନା ଭୁବନେଶ୍ବର: ରାଜ୍ୟ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଲାଗି କୌଶଳ
Read More...

୨୪ ପାଇଁ ଟିମ୍: କିଏ ବାଦ୍ ପଡ଼ିବେ, କିଏ ହେବେ ସାମିଲ୍

ଭୁବନେଶ୍ବର: ପାଖାପାଖି ବର୍ଷେ କାଳ ବିଜୁ ଜନତା ଦଳ ପଞ୍ଚାୟତ ଓ ପୌର ନିର୍ବାଚନ କସରତ ଚଳାଇଥିଲା। ଗତକାଲି (ଶନିବାର) ଭୁବନେଶ୍ବର ମହାନଗର ନିଗମ ଡେପୁଟି ମେୟର ଚୟନ ସହିତ ଏହି ପ୍ରକ୍ରିୟାରେ ପୂର୍ଣ୍ଣଛେଦ ପଡ଼ିଛି। ଆଦୌ ମୁହୂର୍ତେ ବି ସମୟ ନଷ୍ଟ ନ କରି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
Read More...

ଇମ୍ରାନଙ୍କ ପଦ ଗଲା, ଏବେ ସାହବାଜଙ୍କ ଉପରେ ଆଖି

ନୂଆଦିଲ୍ଲୀ: ଏକ ନାଟକୀୟ ଘଟଣାକ୍ରମରେ ପାକିସ୍ତାନ ରାଷ୍ଟ୍ରପତି ଇମ୍ରାନ ଖାଁ ସରକାରର ପତନ ଘଟିଛି। ଅନାସ୍ଥା ଭୋଟରେ ପରାଜୟ ବରଣ କରିବା ପରେ ସେ କ୍ଷମତାଚ୍ୟୁତ ହୋଇଛନ୍ତି। ଇମ୍ରାନ୍ ପାକିସ୍ତାନର ପ୍ରଥମ ପ୍ରଧାନମନ୍ତ୍ରୀ, ଯିଏ ଏଭଳି ବହିଷ୍କୃତ ହୋଇଛନ୍ତି। ଏଥିସହିତ ପାକିସ୍ତାନ ପୁଣିଥରେ
Read More...

କୁବେର ଯନ୍ତ୍ରୀ କାର୍ତ୍ତିକେଶ୍ୱରଙ୍କ ଦ୍ୱିତୀୟ ପତ୍ନୀ ଗିରଫ

କୁବେର ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଦ୍ୱିତୀୟ ପତ୍ନୀ ଗିରଫ । ଦ୍ୱିତୀୟ ପତ୍ନୀ କଳ୍ପନା ପ୍ରଧାନଙ୍କ ଘରୁ ଜବତ ହୋଇଥିଲା ନଗଦ ୨ କୋଟି ଟଙ୍କା । ଦ୍ୱିତୀୟ ପତ୍ନୀଙ୍କ ଭଉଣୀ ସାଲିଆ ସାହି ବସ୍ତି ଘରୁ ୧ କୋଟି ୪୧ ଲକ୍ଷ ଜବତ ହୋଇଛି । ଯନ୍ତ୍ରୀଙ୍କ ବେଆଇନ ସମ୍ପତ୍ତି ଲୁଚାଇବାରେ ସହଯୋଗ
Read More...

ହାଜର ହେଲେ ସୁମିତ୍‌-ତପସ୍ୱିନୀ

ଡାକ୍ତର ସୁମିତ-ତପସ୍ୱିନୀ ପାରିବାରିକ ବିବାଦ ମାମଲା । ହାଇକୋର୍ଟର ମଧ୍ୟସ୍ଥତା କେନ୍ଦ୍ରରେ ଆଜି ଉଭୟ ହାଜର ହୋଇଛନ୍ତି । ଉଭୟଙ୍କ ମଧ୍ୟରେ ଆଲୋଚନା ଶେଷ ହୋଇଛି । ଏପ୍ରିଲ ୧୧ରେ ପୁଣି ଥରେ ଉଭୟଙ୍କୁ ହାଜର ପାଇଁ ନିର୍ଦ୍ଦେଶ ରହିଛି । ମଧ୍ୟସ୍ଥତା କେନ୍ଦ୍ରରେ ପୁଣି ୧୧ ଥରେ ହାଜର ହେବେ । ତେବେ
Read More...

ଭୁବନେଶ୍ୱର ମହାନଗର ନିଗମର ଡେପୁଟି ମେୟର ମଞ୍ଜୁଲତା କହଁର

ଭୁବନେଶ୍ୱର ମହାନଗର ନିଗମର ଡେପୁଟି ମେୟର ହେଲେ ମଞ୍ଜୁଲତା କହଁର । ବିଜେଡି ପକ୍ଷରୁ ସେ ପ୍ରାର୍ଥୀ ହୋଇଥିଲେ । ଆଉ କେହି ନାମାଙ୍କନ ଦାଖଲ କରିନଥିବାରୁ ସେ ର୍ନିଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଡେପୁଟି ମେୟର ଭାବେ ନିର୍ବାଚିତ ହେବା ପରେ ସେ କହିଛନ୍ତି, ଯେଉଁ ଦାୟିତ୍ୱ ତାଙ୍କୁ
Read More...

ଗୁଜୁରାଟରେ କରୋନାର ଏକ୍ସଇ ଭାରିଆଣ୍ଟ ସଂକ୍ରମିତ ଚିହ୍ନଟ

କିଛି ଦିନ ହେବ ଦେଶରେ କରୋନା ସଂକ୍ରମଣ କମିଥିବା ବେଳେ ଲୋକଙ୍କୁ ଟିକେ ଆଶ୍ବସ୍ତି ମିଳିଥିଲା । ହେଲେ ଏବେ ପୁଣି ଭୟ ବଢାଇଛି କରୋନାର ନୂଆ ଏକ୍ସଇ ଭାରିଆଣ୍ଟ। ଏବେ ଗୁଜୁରାଟରେ ଏହି ଭାରିଆଣ୍ଟ ଚିହ୍ନଟ ହୋଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
Read More...

ଯେତେ ଖୋଳିଲେ ସେତେ ବାହାରୁଛି, କୁବେର ଯନ୍ତ୍ରୀଙ୍କ କୋଟି କୋଟି ସମ୍ପତ୍ତି

କୁବେର ଯନ୍ତ୍ରୀଙ୍କ ଟଙ୍କା ହିସାବ କରି କରି ହାଲିଆ ହୋଇଗଲେଣି ଭିଜିଲାନ୍ସ ଅଧିକାରୀ । ଯେତେ ଖୋଳିଲେ ସେତେ ବାହାରୁଛି ଟଙ୍କା ।ଆଜି ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳଙ୍କ ଦ୍ୱିତୀୟ ପତ୍ନୀଙ୍କ ଭଉଣୀ ଘରୁ ଜବତ ହୋଇଛି କୋଟିଏ ୪ ଲକ୍ଷ ଟଙ୍କା । ସାଲିଆ
Read More...

ଭୁବନେଶ୍ୱରର ବିକାଶ ଆମର ଲକ୍ଷ୍ୟ: ସୁଲୋଚନା

ଭୁବନେଶ୍ୱର ମହାନଗର ନିଗମର ମେୟର ଭାବେ ଶପଥ ନେଇଛନ୍ତି ସୁଲୋଚନା ଦାସ । ପ୍ରଥମ ମହିଳା ମେୟର ଭାବେ ସେ ଶପଥ ଗ୍ରହଣ କରିଛନ୍ତି । ମେୟରଙ୍କ ସହିତ ଭୁବନେଶ୍ୱର ମହାନଗର ନିଗମର ୬୭ କର୍ପୋରେଟର ମଧ୍ୟ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ସୁଲୋଚନା ଲିଙ୍ଗରାଜ
Read More...

୧୮ ବର୍ଷରୁ ଅଧିକଙ୍କୁ ଦିଆଯିବ ବୁଷ୍ଟର ଡୋଜ

ଏବେ ୧୮ବର୍ଷରୁ ଅଧିକ ସମସ୍ତଙ୍କୁ ମିଳିବ ବୁଷ୍ଟର ଡୋଜ । କେନ୍ଦ୍ର ସରକାର ଏନେଇ ନିଷ୍ପତ୍ତି ନେଇଥିବା ଜଣାପଡିଛି । ଏପ୍ରିଲ ୧୦ ତାରିଖରୁ ଦେଶରେ ୧୮ ବର୍ଷରୁ ଅଧିକ ସମ୍‌ସ୍ତେ ବୁଷ୍ଟର ଡୋଜ ନେଇପାରିବେ । କେନ୍ଦ୍ର ସରକାରଙ୍କ ସୂଚନା ମୁତାବକ,୧୮ ବର୍ଷରୁ ଅଧିକ ଓ ୯ ମାସ ପୂର୍ବରୁ ଟିକାର ଉଭୟ
Read More...