Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍-ଲେନ୍ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍
Browsing Category
Today’s Highlight
୭ମ ବେତନ କମିଶନ ବାବଦ ବକେୟା ୨୦% ଅର୍ଥ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଏହାଦ୍ବାରା କର୍ମଚାରୀମାନେ ସଂପୂର୍ଣ୍ଣ ବକେୟା ରାଶି ପାଇପାରିବେପୂର୍ବରୁ ୮୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଛିଉପକୃତ ହେବେ ୪ ଲକ୍ଷ କର୍ମଚାରୀ, ୮୫୦ କୋଟି ଟଙ୍କା ବ୍ୟୟ ବରାଦ
ଭୁବନେଶ୍ବର: ସପ୍ତମ ବେତନ କମିଶନ ବାବଦ ଆଉ ୨୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ!-->!-->!-->…
Read More...
Read More...
ଯେତେ ଖୋଳିଲେ ସେତେ ବାହାରୁଛି ଟଙ୍କା
ସରୁନି ଟଙ୍କା ଗଣା । ଯେତେ ଖୋଳିଲେ ସେତେ ବାହାରୁଛି । ଜଣେ ଯନ୍ତ୍ରୀଙ୍କ ଘରୁ ଏତେ ଟଙ୍କା ଓ ସୁନା ଗହଣା ବାହାରିଛି ଯେ ଭିଜିଲାନ୍ସ ଅଧିକାରୀ ତାଜୁବ ହୋଇଯାଇଛନ୍ତି । ଟଙ୍କା ଗଣିବା ପାଇଁ ମେସିନ ବି ବ୍ୟବହାର କରାଯାଇଛି । ପେଟି ପେଟି ଟଙ୍କା ଦେଖି ଭିଜିଲାନ୍ସ ଅଧିକାରୀଙ୍କ ବି ଆଖି ଖୋସି!-->…
Read More...
Read More...
ଶର୍ମିଷ୍ଠା ରାଉତ ଗିରଫ, ଖୋଲିବ ମାନସ ମୃତ୍ୟୁର ରହସ୍ୟ
ସରିଲା ଲୁଚକାଳି ଖେଳ। ଦୀର୍ଘ ଦିନ ଧରି ପୁଲିସ ସହ ଛକାପଞ୍ଝା ପରେ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କୁ ଗିରଫ କରାଯାଇଛି। ତାଙ୍କ ସହଯାଗୀ ଝୁନା ଭୋଇ ବି ଗିରଫ। କ୍ରାଇମବ୍ରାଞ୍ଚ ଏଡିଜି ଏନେଇ ସୂଚନା ଦେଇଛନ୍ତି।
ଆଜି!-->!-->!-->…
Read More...
Read More...
ଚୀନରେ କରୋନା ସ୍ଥିତି ସଙ୍ଗୀନ, ସାଂଘାଇରେ ପୁଣି ଫେରିଲା ଲକଡାଉନ
ମହାମାରୀ କରୋନାର ପ୍ରକୋପ ଏବେ ବି କମିନାହିଁ । କରୋନା ସଂକ୍ରମଣ ପୁଣି ଥରେ ଚୀନରେ ଚିନ୍ତା ବଢାଇଦେଇଛି । ଚୀନର ସାଂଘାଇରେ ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି । ଚୀନର ସବୁଠୁ ବଡ଼ ସହର ସାଂଘାଇରେ ପୁଣି ଥରେ ଲକଡାଉନ ଫେରିଛି । ସାଂଘାଇର ପୁଡୋଙ୍ଗ ଓ ଆଖପାଖ ଅଂଚଳରେ ସୋମବାରରୁ ଶୁକ୍ରବାର ଯାଏ!-->…
Read More...
Read More...
ବିଜେଡି କବଳରେ ଅମଲାତନ୍ତ୍ର: ପୃଥ୍ୱୀରାଜ
ନିର୍ବାଚନ ପରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶାସନିକ ଅଧିକାରୀ ଭେଟିବା ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ବିଜେପି । ନିର୍ବାଚନରେ ସଫଳତା ପରେ ରାଜ୍ୟର ବରିଷ୍ଠ ଓ ବିଶିଷ୍ଟ ପ୍ରଶାସନିକ ଅଧିକାରୀମାନେ ରାଜ୍ୟର ମୁଖିଆଙ୍କୁ ଭେଟି ଅଭିନନ୍ଦନ ଜଣାଇବା ଏହା ଚାଟୁକାରିତାକୁ ଆଙ୍ଗୁଳି ନିର୍ଦ୍ଦେଶ!-->…
Read More...
Read More...
ଉପରମୁହାଁ ତେଲ ଦର, ୭ ଦିନରେ ୬ ଥର ବଢିଲାଣି
ରାତି ପାହିଲେ ବଦଳୁଛି ତେଲ ଦର । ୭ ଦିନରେ ୬ ଥର ବଢିଲାଣି ତେଲ ଦର । । ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହୋଇଛି । ପେଟ୍ରୋଲ ଲିଟର ପିଛା ୩୦ ପଇସା ଓ ଡିଜେଲ ଲିଟର ପିଛା ୩୫ ପଇସା ବୃଦ୍ଧି ହୋଇଛି । ୨୨ ମାର୍ଚ୍ଚରୁ ୨୮ ମାର୍ଚ୍ଚ ମଧ୍ୟରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ୪ଟଙ୍କା!-->…
Read More...
Read More...
ପେଟ୍ରୋଲ ପମ୍ପରେ ଫୁଟିଲା ଗୁଳି
ଭୁବନେଶ୍ବର: ରାଜଧାନୀରେ ପେଟ୍ରୋଲ ପମ୍ପରେ ଗୁଳିମାଡ଼ । ଭୁବନେଶ୍ୱର ଲକ୍ଷ୍ମୀସାଗରରେ ଥିବା ପେଟ୍ରୋଲ ପମ୍ପରେ ଗୁଳିମାଡ଼ ହୋଇଛି । ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ଆଜି ଭାରତ ବନ୍ଦ ଥିବାରୁ ପେଟ୍ରୋଲ ପମ୍ପରେ!-->…
Read More...
Read More...
ଆଜି ଭାରତ ବନ୍ଦ: ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ?
ଆଜି ଓ ଆସନ୍ତାକାଲି ଦୁଇ ଦିନ ପାଇଁ ଭାରତ ବନ୍ଦ । କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ଦୁଇ ଦିନଆ ଭାରତ ବନ୍ଦ ଡାକରା ଦିଆଯାଇଛି । କେନ୍ଦ୍ର ସରକାରଙ୍କ ଜନ ବିରୋଧୀ ନୀତିକୁ ବିରୋଧ କରି ୧୨ ଦଫା ଦାବିରେ ଏହି ବନ୍ଦ ପାଳନ କରାଯାଉଛି । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ ହେବ । ସକାଳୁ!-->…
Read More...
Read More...
ବ୍ରହ୍ମପୁରରେ ନିର୍ବାଚନୀ ହିଂସା, ରାତି ଅଧରେ ଘର ଉପରୁ ଟେକା ପଥର ମାଡ଼
ବ୍ରହ୍ମପୁରରେ ଦେଖିବାକୁ ମିଳିଛି ନିର୍ବାଚନୀ ପରବର୍ତ୍ତୀ ହିଂସା । ଗଞ୍ଜାମ ଗୋଷାଣୀ ନୂଆ ଗାଁ ଅନ୍ତର୍ଗତ ବ୍ରିଟ କଲୋନୀରେ ହିଂସା ଦେଖିବାକୁ ମିଳିଛି । ପରାଜିତ ପ୍ରାର୍ଥୀଙ୍କ ଘର ଆଗରେ ରାତି ଅଧରେ ଦୁର୍ବୃତ୍ତମାନେ ଭଙ୍ଗାରୁଜା କରିଛନ୍ତି । ପରାଜିତ ପ୍ରାର୍ଥୀଙ୍କ ଘର ଉପରକୁ ଟେକା ପଥର ମାଡ଼!-->…
Read More...
Read More...
ୟୁକ୍ରେନର ଶରଣାର୍ଥୀଙ୍କୁ ଦେଖି ଭାବୁକ ହେଲେ ବାଇଡେନ, ଋଷକୁ ଦେଲେ ଚେତାବନୀ
ପୋଲାଣ୍ଡ ଗସ୍ତରେ ଥିବା ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ଋଷକୁ କଡ଼ା ଭାଷାରେ ନିନ୍ଦା କରିଛନ୍ତି । ବାଇଡେନ ପୋଲାଣ୍ଡରେ ଶରଣାର୍ଥୀଙ୍କୁ ଭେଟିବା ପରେ ନିଜର ୩୦ ମିନିଟ ଭାଷଣରେ ଋଷ ଉପରେ ବର୍ଷିଛନ୍ତି । ସିଏନଏନ ରିପୋର୍ଟ ଅନୁସାରେ, ଯେତେବେଳେ ବାଇଡେନଙ୍କୁ ପଚରାଗଲା ଯେ, ୟୁକ୍ରେନ!-->…
Read More...
Read More...