Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ
Browsing Category
Today’s Highlight
ପୁଲିସ କବଜାରେ ଶର୍ମିଷ୍ଠାଙ୍କ ଭାଇ
କ୍ୟାମେରାମ୍ୟାନ ମାନଓ ସ୍ୱାଇଁ ହତ୍ୟା ମାମଲାର ମୁଖ୍ୟ ଅଭିଯକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କ ଭାଇକୁ ଉଠାଇ ଆଣିଲା ପୁଲିସ । ଶର୍ମିଷ୍ଠାଙ୍କ ଭାଇପରମେଶ୍ୱରଙ୍କୁ ଗିରଫ କରିଛି ପୁଲିସ । ଶର୍ମିଷ୍ଠାଙ୍କୁ ଫେରାର କରାଇବା ପଛରେ ତାଙ୍କ ଭାଇର ହାତ ଅଛି । ଶର୍ମିଷ୍ଠାଙ୍କ ଭାଇ ତାଙ୍କୁ ଫେରାଇ!-->…
Read More...
Read More...
ସ୍ୱାମୀଙ୍କ ପରେ ଆଖିବୁଜିଲେ ସ୍ତ୍ରୀ
ସ୍ୱାମୀଙ୍କ ଦଶାହରେ ଆଖି ବୁଜିଲେ ସ୍ତ୍ରୀ । ଟାହିଟପରା ଉଜାଡିଦେଲା ସୁଖର ସଂସାର। ଭଦ୍ରକ ବାସୁଦେବପୁରରେ ପରାଜିତ ପ୍ରାର୍ଥୀଙ୍କୁ ଟାହିଟପରା ଘଟଣାରେ ସ୍ୱାମୀଙ୍କ ପରେ ସବୁଦିନ ପାଇଁ ଆଖି ବୁଜିଛନ୍ତି ସ୍ତ୍ରୀ ।କଟକରେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ସୁମତିଙ୍କ ଆଜି ସକାଳେ ମୃତ୍ୟୁ!-->…
Read More...
Read More...
ସେବାୟତଙ୍କୁ ଗୁଳି: ସବୁ ଅଭିଯୁକ୍ତ ଗିରଫ
ବରିଷ୍ଠ ସେବାୟତ କୃଷ୍ଣଚନ୍ଦ୍ର ପ୍ରତିହାରୀ ହତ୍ୟା ଘଟଣାରେ ଆଉ ୪ ଅଭିଯୁକ୍ତଙ୍କ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ମାନେ ହେଲେ ହରି ପଣ୍ଡା, ଟୁଟୁ ମହାପାତ୍ର, କୁନୁମୁନି ସୁଆର ଓ ଜଗନ ଖଟେଇ । ଏମାନଙ୍କୁ ସମସ୍ତଙ୍କୁ କୋରାପୁଟ ସୀମାରୁ ଗିରଫ କରାଯାଇଛି । ଅଭିଯୁକ୍ତଙ୍କୁ ଫେରାର କରାଇବା ଓ!-->…
Read More...
Read More...
ପ୍ରଧାନମନ୍ତ୍ରୀ ପଦରୁ ହଟିବେ ଇମ୍ରାନ, ନୱାଜଙ୍କ ଦଳ ଜାରି କଲା ନୂଆ ପ୍ରାର୍ଥୀଙ୍କ ନାଁ
ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ଅଡୁଆ ବଢିବାରେ ଲାଗିଛି । କୌଣସି ସମୟରେ ତାଙ୍କ ହାତରୁ ପ୍ରଧାନମନ୍ତ୍ରୀ ପଦ ଖସିପାରେ । ଇମ୍ରାନ ଖାନ ଖୁବ ଶୀଘ୍ର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି ବୋଲି ପାକିସ୍ତାନ ସେନା ମଧ୍ୟ ଇସାରା ଦେଇଛି । ଏହାରି ଭିତରେ ପାକ୍ର ପୂର୍ବତନ!-->…
Read More...
Read More...
ଗିରଫ ହୋଇପାରନ୍ତି ଶର୍ମିଷ୍ଠା, ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ ଖାରଜ
କ୍ୟାମେରାମ୍ୟାନ ମାନସ ସ୍ୱାଇଁ ଅପହରଣ ଓ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତ ଖୁବ ଶୀଘ୍ର ଗିରଫ ହୋଇପାରନ୍ତି । ତେବେ ହାଇକୋର୍ଟରେ ଶର୍ମିଷ୍ଠାଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହୋଇଛି । ଗିରଫଦାରୀକୁ ଏଡାଇବା ପାଇଁ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ!-->…
Read More...
Read More...
ଖାଉଟିଙ୍କ ଉପରେ ମହଙ୍ଗା ମାଡ଼, ବଢିଲା ରୋଷେଇ ଗ୍ୟାସ ଦର
ଖାଉଟିଙ୍କ ଉପରେ ମହଙ୍ଗା ମାଡ଼ । ନିର୍ବାଚନ ପରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ସହ ଏଲପିଜି ଗ୍ୟାସ ଦର ମଧ୍ୟ ବୃଦ୍ଧି ହୋଇଛି । ଋଷ-ୟୁକ୍ରେନ ମଧ୍ୟ ଯୁଦ୍ଧ ହେତୁ ଅଶୋଧିତ ତୈଳ ଦର ବୃଦ୍ଧିର ପ୍ରଭାବ ଘରୋଇ ସ୍ତରରେ ପଡିଛି। ଏଲପିଜି ସିଲିଣ୍ଡର ୫୦ ଟଙ୍କା ମହଙ୍ଗା ହୋଇଛି । ଗ୍ୟାସ ସିଲିଣ୍ଡର ଦର!-->…
Read More...
Read More...
ବଢିଲା ପେଟ୍ରୋଲ ଓ ଡିଜେଲ ଦର
ନିର୍ବାଚନ ପରେ ତେଲରେ ନିଆଁ । ବଢିଲା ପେଟ୍ରୋଲ ଓ ଡିଜେଲ ଦର । ୧୩୭ ଦିନ ପରେ ବୃଦ୍ଧି ପାଇଛି ତୈଳ ଦର । ଲିଟର ପିଛା ୮୦ ପଇସା ମହଙ୍ଗା ହୋଇଛି ପେଟ୍ରୋଲ ଓ ଡିଜେଲ । ଆଜିଠାରୁ ଏହି ନୂଆ ଦର ଲାଗୁ ହୋଇଛି । ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧି ଅଶୋଧିତ ତୈଳ ଦର ବୃଦ୍ଧି ଓ ଋଷ-ୟୁକ୍ରେନ ମଧ୍ୟରେ!-->…
Read More...
Read More...
କ୍ୟାମେରାମ୍ୟାନଙ୍କ କିଲର: ପୁଲିସ ଜାଲରେ ପୂର୍ବତନ ବଡ଼ ଅଫିସର
ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାର ଖୁଲାସା ହୋଇଛି। ସାମ୍ବାଦିକ ସମ୍ମିଳନୀ କରି ଭଦ୍ରକ ଚାନ୍ଦବାଲି ପୁଲିସ ହତ୍ୟା ମାମଲାର ପର୍ଦ୍ଦାଫାଶ କରିଛି। ମାମଲାରେ ୨ ଜଣଙ୍କୁ ଗିରଫ କରିଛି ଭଦ୍ରକ ଚାନ୍ଦବାଲି ପୁଲିସ। ତେବେ ବଡ଼ କଥା ହେଲା ଏହି ମାମଲା ଅବସରପ୍ରାପ୍ତ ଓଆଇଏସ!-->…
Read More...
Read More...