ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌
Browsing Category

Today’s Highlight

ବିଦେଶୀ ଛାତ୍ରଛାତ୍ରୀଙ୍କ ପାଇଁ ସୋଆରେ ସ୍ୱତନ୍ତ୍ର ଗ୍ରାଜୁଏସନ୍ ସମାରୋହ

ଭୁବନେଶ୍ୱର, ଅଗଷ୍ଟ୨୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟରେ ବିଭିନ୍ନ ପାଠ୍ୟକ୍ରମରେ ଅଧ୍ୟୟନ କରି ଶିକ୍ଷା ସମାପ୍ତ କରିଥିବା ୪୬ ଜଣ ବିଦେଶୀ ଛାତ୍ରଛାତ୍ରୀଙ୍କୁ ମଙ୍ଗଳବାର ଏକ ବିଶେଷ କାର୍ଯ୍ୟକ୍ରମରେ ଡିଗ୍ରୀ ପ୍ରଦାନ କରାଯାଇଛି । ପନ୍ଦରଟି ବିଭିନ୍ନ ଦେଶରୁ
Read More...

ରାଜ୍ୟପାଳଙ୍କ ପୋଲିସ୍ ଏଡିସି ହେଲେ ଆଇପିଏସ୍ ଅନୁଗୁ ଶିବା ମାରୁତି ରେଡ୍ଡୀ

ଭୁବନେଶ୍ବର: ଆଇପିଏସ୍ ଅଧିକାରୀ ଅନୁଗୁ ଶିବା ମାରୁତି ରେଡ୍ଡୀ ମଙ୍ଗଳବାର ଓଡ଼ିଶା ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କ ପୋଲିସ୍ ଏଡିସି (ଏଡ୍-ଡି-କ୍ୟାମ୍ପ) ଭାବେ ନୂତନ ଦାୟିତ୍ୱ ଗ୍ରହଣ କରିଛନ୍ତି। ଲୋକଭବନରେ ଆୟୋଜିତ ଏକ ଔପଚାରିକ ସମାରୋହରେ ରାଜ୍ୟପାଳ ତାଙ୍କୁ ନୂତନ ଦାୟିତ୍ୱ ପାଇଁ
Read More...

ଶ୍ରୀମନ୍ଦିରରେ ୪ ମାସ ଭିତରେ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ

ପୁରୀ: ପୁରୀ ଶ୍ରୀମନ୍ଦିରରେ ବଢ଼ୁଥିବା ଭକ୍ତଙ୍କ ଭିଡ଼କୁ ନଜରରେ ରଖି ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବାକୁ ନୂଆ ଯୋଜନା ପ୍ରସ୍ତୁତ ହେଉଛି। ବିଶେଷକରି ଛୁଟିଦିନରେ ବଢ଼ୁଥିବା ଭିଡ଼କୁ ସୁଚାରୁ ଭାବେ ପରିଚାଳନା କରିବା ଲକ୍ଷ୍ୟରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ
Read More...

ରାସ୍ତାକୁ ଆସିଲେ ଗୃହବନ୍ଦୀ କରିବାକୁ ଧମକ ଦେଉଛନ୍ତି ଶୁଭେନ୍ଦୁ : ମମତା

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି ଟିଏମସି ମୁଖ୍ୟ ମମତା ବାନାର୍ଜୀ। ରାଜରାସ୍ତାରେ ଆନ୍ଦୋଳନକୁ ଓହ୍ଲାଇଲେ ତାଙ୍କୁ ଘରୁ ବାହାରିବାକୁ ଦିଆଯିବ ନାହିଁ ଏବଂ ଗୃହବନ୍ଦୀ କରି ରଖାଯିବ ବୋଲି ଶୁଭେନ୍ଦୁ ଧମକ ଦେଇଥିବା ମମତା
Read More...

ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ବର: ଆସନ୍ତା ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ଅକ୍ଟୋବର ୩ରେ ଏହା ଶେଷ ହେବ। ମୋଟ ୯ଟି ସରକାରୀ କାର୍ଯ୍ୟଦିବସ ଥିବା ଏହି ଅଧିବେଶନରେ ରାଜ୍ୟ ସରକାର ଏକାଧିକ ବିଲ୍‌ ଓ ସଂଶୋଧନ ବିଲ୍‌ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ଅନ୍ୟପଟେ ବିରୋଧୀଙ୍କ ହାତରେ
Read More...

ସୌରିନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ

କଟକ: ଲୋକପ୍ରିୟ ଓଡ଼ିଆ ପ୍ଲେବ୍ୟାକ୍ ସିଙ୍ଗର୍ ସୌରିନ ଭଟ୍ଟଙ୍କ ବିରୋଧରେ ଚାଲିଥିବା ଯୌନ ନିର୍ଯାତନା ମାମଲାରେ ତାଙ୍କ ପାଇଁ ଅଡୁଆ ବଢ଼ିଛି। ସୌରିନଙ୍କ ବିରୋଧରେ ଜାରି ହୋଇଥିବା ଜାମିନବିହୀନ ଗିରଫ ପରୱାନା ଉପରେ ପୂର୍ବରୁ ଲାଗୁ ହୋଇଥିବା ରହିତାଦେଶକୁ ହାଇକୋର୍ଟ ହଟାଇ ଦେଇଛନ୍ତି। ଏଥିସହ
Read More...

‘ଆଉ ଅଧିକ ଦାୟିତ୍ୱ ନେଇପାରିବିନି’,- ଗଡ଼କରୀଙ୍କ ବୟାନ ପରେ ଅବସର ଚର୍ଚ୍ଚା

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି। ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଲକ୍ଷ୍ମଣରାଓ ମାନକର ଟ୍ରଷ୍ଟ ପକ୍ଷରୁ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଓ ପର୍ଯ୍ୟବେକ୍ଷକଙ୍କ ପ୍ରଶିକ୍ଷଣ
Read More...

ହର୍ମୁଜରେ ଜାହାଜଠାରୁ ଶୁଳ୍କ ନେବ ଇରାନ

ନ୍ୟୁଜ୍ ବ୍ୟୁରୋ: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ସଙ୍କଟ ଆହୁରି ଗଭୀର ହୋଇଛି। ହର୍ମୁଜ ଦେଇ ଯାତାୟାତ କରୁଥିବା ଜାହାଜଗୁଡ଼ିକଠାରୁ ଟିକସ ଓ ବିଭିନ୍ନ ଶୁଳ୍କ ଆଦାୟ କରିବାକୁ ଇରାନ ନିଷ୍ପତ୍ତି ନେଇଛି। ଇରାନ ସଂସଦ ଏହି ପ୍ରସ୍ତାବକୁ ଅନୁମୋଦନ
Read More...

ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର

ତାମିଲନାଡୁ: ଅଭିନୟରୁ ରାଜନୀତିକୁ ଆସିଥିବା ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଯୋଶେଫ ବିଜୟ ରାଜ୍ୟବାସୀଙ୍କ ପାଇଁ ଏକାଧିକ ଲୋକକଲ୍ୟାଣମୂଳକ ଘୋଷଣା କରିଛନ୍ତି। ତାଙ୍କ ସରକାର ରାଜ୍ୟର ଯୋଗ୍ୟ ପରିବାରଗୁଡ଼ିକୁ ପ୍ରତିବର୍ଷ ୩ଟି ଏଲ୍‌ପିଜି ସିଲିଣ୍ଡରର ଖର୍ଚ୍ଚ ଯୋଗାଇବ। ଯେଉଁ ପରିବାରର ବାର୍ଷିକ
Read More...

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌

ନୂଆଦିଲ୍ଲୀ: ଡିଜିଟାଲ ପ୍ରଯୁକ୍ତି ସହ ଦେଶର ଡାକସେବାକୁ ଅଧିକ ସହଜ ଓ ଆଧୁନିକ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ସୋମବାର ‘ଡାକ ମିତ୍ର’ ଓ ‘ଡାକ ସେବା’ର ଉନ୍ନତ ସଂସ୍କରଣ ଲଞ୍ଚ କରିଛନ୍ତି। ଏଥିସହ ଦେଶର ବିଭିନ୍ନ ସ୍ଥାନରେ ନବୀକରଣ କରାଯାଇଥିବା ୧୪ଟି ଡାକଘର କୋଠାର ମଧ୍ୟ ଉଦ୍‌ଘାଟନ
Read More...