ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
Browsing Category

Today’s Highlight

ୟୁଏଇରେ ଓଡ଼ିଶା ପାଇଁ ନିବେଶ ଦ୍ୱାର ଖୋଲିଲା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ସମନ୍ୱିତ ଆଲୁମିନିୟମ ପ୍ରକଳ୍ପରେ ଅଗ୍ରଗତି ସହ ୧୪ଟି ନୂଆ ପ୍ରକଳ୍ପକୁ ନେଇ ବୁଝାମଣାପତ୍ର ସ୍ୱାକ୍ଷର ଏବଂ ବାଣିଜ୍ୟ…
Read More...

ସମ୍ ରେ ପଞ୍ଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଶୋକରୁ ଜୀବନର ଆଶା: ସମ୍ ଅଲ୍‌ଟିମେଟ୍ ମେଡିକେୟାରରେ ଅଙ୍ଗଦାନର ମହାନ ନିଷ୍ପତିଭୁବନେଶ୍ୱର, ସେପ୍ଟେମ୍ବର ୯: ଗଭୀର ଶୋକ ଓ ଅସହ୍ୟ ଦୁଃଖର ମୁହୂର୍ତରେ ମଧ୍ୟ ମାନବିକତା ଓ ପରୋପକାରର ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି ସମ୍ ଅଲ୍‌ଟିମେଟ୍ ମେଡିକେୟାର (ସମ୍ମମ୍‌)ରେ ଚିକିତ୍ସାଧୀନ ଜଣେ…
Read More...

ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌

ଭୋଟର ତାଲିକାରେ ନାମର ବନାନ ତ୍ରୁଟି କର୍ଣ୍ଣାଟକ: ଭୋଟର ତାଲିକାରେ ନାମର ବନାନରେ ସାମାନ୍ୟ ଅସଙ୍ଗତି ଯୋଗୁ ଭାରତ ରତ୍ନ ସମ୍ମାନପ୍ରାପ୍ତ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ୍‌ ଜାରି ହୋଇଛି। କର୍ଣ୍ଣାଟକରେ ଭୋଟର ତାଲିକାର ସ୍ପେଶାଲ ଇଣ୍ଟେନ୍ସିଭ ରିଭିଜନ୍‌ (SIR) ସମୟରେ…
Read More...

ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର

ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚଭୁବନେଶ୍ବର: ରାଜ୍ୟରେ କୋଚିଂ ସେଣ୍ଟର ଓ ଶିକ୍ଷାନୁଷ୍ଠାନରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ନେଇ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଆବଶ୍ୟକ ଫାୟାର ସେଫ୍ଟି ସାର୍ଟିଫିକେଟ୍‌ ଓ ନିରାପତ୍ତା ବ୍ୟବସ୍ଥା ନଥିଲେ କୋଚିଂ ସେଣ୍ଟର ସମେତ ନିୟମ…
Read More...

୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ହେବାକୁ ଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ଆସନ୍ତା ୧୧ ତାରିଖ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହେବ। କ୍ରେମ୍‌ଲିନ୍‌ ମୁଖପାତ୍ର ଡିମିଟ୍ରି ପେସ୍କୋଭ ମଙ୍ଗଳବାର ଏହି…
Read More...

୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ବସିଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ପାଇଁ ୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ ତଥା ଚାରି-ଟ୍ରାକ୍‌ ବିଶିଷ୍ଟ କରିବା ପ୍ରକଳ୍ପକୁ ଅନୁମୋଦନ ମିଳିଛି।…
Read More...

୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର

୩ ଦିନ ଯାଏଁ ବର୍ଷା ସମ୍ଭାବନା ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳର ବାୟୁମଣ୍ଡଳ ଉପରିଭାଗରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହି କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏହି କ୍ଷେତ୍ରଟି ୧୦-୧୧…
Read More...

୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ

ଭୁବନେଶ୍ୱର: ପ୍ରଶିକ୍ଷଣ ଶେଷ ପରେ ୨୦୨୪ ବ୍ୟାଚର ୯ ଜଣ ଯୁବ ଆଇଏଏସ ଅଧିକାରୀଙ୍କୁ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଏନେଇ ଆଜି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ବିଜ୍ଞପ୍ତି ଅନୁସାରେ, ଅନିମେଶ ପ୍ରଧାନଙ୍କୁ ଆଠଗଡ଼…
Read More...

ପଞ୍ଜାବ-ହରିୟାଣା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ମିଶ୍ର

ପଞ୍ଜାବ: ପଞ୍ଜାବ ସରକାରଙ୍କ ଆପତ୍ତିକୁ ଅଣଦେଖା କରି ଜଷ୍ଟିସ ଅଶ୍ୱିନୀ କୁମାର ମିଶ୍ର ସୋମବାର ପଞ୍ଜାବ ଓ ହରିୟାଣା ହାଇକୋର୍ଟର ୩୭ତମ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଚଣ୍ଡିଗଡ଼ସ୍ଥିତ ଲୋକ ଭବନରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ରାଜ୍ୟପାଳ ଗୁଲାବ ଚନ୍ଦ କଟାରିଆ ତାଙ୍କୁ ପଦ ଓ…
Read More...

ଦୁର୍ଗାପୂଜାକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର

ପଶ୍ଚିମବଙ୍ଗ: ଆସନ୍ତା ଦୁର୍ଗାପୂଜାକୁ ନେଇ ପଶ୍ଚିମବଙ୍ଗରେ ପ୍ରସ୍ତୁତି ଜୋରଦାର ହୋଇଛି। ଚଳିତବର୍ଷ ପୂଜାକୁ ନେଇ ରାଜ୍ୟ ସରକାର କିଛି ନୂଆ ନିୟମ ଘୋଷଣା କରିଛନ୍ତି। ପୂଜା ଓ ବିସର୍ଜନ ଶୋଭାଯାତ୍ରା ସମୟରେ ଡିଜେ ବ୍ୟବହାର ଉପରେ ରୋକ୍‌ ଲଗାଯାଇଥିବା ବେଳେ ମହାଷ୍ଟମୀ ଦିନ ସାରା ରାଜ୍ୟରେ ‘ଡ୍ରାଏ…
Read More...