ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ
Browsing Category

Today’s Highlight

୫ ସରକାରୀ ଅଧିକାରୀଙ୍କ ବାଧ୍ୟତାମୂଳକ ଅବସର

ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ୫ ଜଣ ସରକାରୀ ଅଧିକାରୀଙ୍କ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । ଏଥିରେ ଇଞ୍ଜିନିୟର ର୍ସିଡିପିଓ, ଅଙ୍ଗନବାଡି ସୁପରଭାଇଜର, ପୁଲିସ ଇନ୍ସପେକ୍ଟର ,ରେଭିନ୍ୟୁ ସୁପରଭାଇଜର ଅଛନ୍ତିା ଅପାରଗ ତଥା ଦୁର୍ନୀତିଗ୍ରସ୍ତ
Read More...

ପରଲୋକରେ ମହାଭାରତର ଭୀମ ପ୍ରବୀଣ କୁମାର

ଟେଲିଭିଜନ ଜଗତରୁ ଏକ ଦୁଃଖଦ ଖବର ଆସିଛି । ପରଲୋକରେ ମହାଭାରତର ଭୀମ ପ୍ରବୀଣ କୁମାର । ବି.ଆର ଚୋପ୍ରାଙ୍କ ଲୋକପ୍ରିୟ ପୌରାଣିକ ସୋ ‘ମହାଭାରତ’ରେ ଭୀମ ଭୂମିକାରେ ଅଭିନୟ କରୁଥିବା ପ୍ରବୀଣ କୁମାର ସୋବିତଙ୍କ ପରଲୋକ ହୋଇଛି । ୭୪ ବର୍ଷ ବୟସରେ ସେ ଆଖିବୁଜିଛନ୍ତି । ପ୍ରବୀଣ କିଛି ଦିନ ହେବ
Read More...

କମୁଛି କରୋନା, ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି । ତୃତୀୟ ଲହରର ପ୍ରକୋପ ଦେଶ ଓ ରାଜ୍ୟରୁ କମୁଛି । ଯାହା ଲୋକଙ୍କ ପାଇଁ ଆଶ୍ୱସ୍ତି ଆଣିଛି । ଦେଶରେ କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଲକ୍ଷେ ତଳକୁ ଦୈନିକ ସଂକ୍ରମଣ ରହିଛି । ଗତ ୨୪ ଘଣ୍ଟା ରେ ୬୭ ହଜାର ୫୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
Read More...

ବିଜେଡି,ବିଜେପି ଓ ଉଷୁନା ଚାଉଳ

କେନ୍ଦ୍ର ସରକାର ଉଷୁନା ଚାଉଳ ନଉଠାଇବା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ଘେରିଛି ବିଜେଡି। ସାମ୍ବାଦିକ ସମ୍ମିଳନୀ କରି ବିଜୁ ଜନତା ଦଳର ମୁଖପାତ୍ର କେନ୍ଦ୍ର ସରକାରଙ୍କ ଉପରେ ବର୍ଷିବା ସହିତ କେନ୍ଦ୍ର କାହିଁକି ବଳକା ଚାଉଳ ନେଉନାହିଁ ସେ ନେଇ ପ୍ରଶ୍ନ ଉଠାଇଛନ୍ତି । ଏହାକୁ ନେଇ ଆସନ୍ତାକାଲି
Read More...

‘ସ୍କୁଲ ଖୋଲିବା ଖୁସିରେ ମୁଁ ବି ଖୁସି..ପିଲାଙ୍କୁ ସ୍କୁଲ ଛାଡନ୍ତୁ’

କୋଭିଡ ସଂକ୍ରମଣ କମିବା ପରେ ଆଜିଠୁ ରାଜ୍ୟରେ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲ ଖୋଲିଛି । ସ୍କୁଲ ଖୋଲିବା ପରେ ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଛାତ୍ରଛାତ୍ରୀମାନଙ୍କୁ ଏକ ବାର୍ତ୍ତା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି,ପିଲମାନେ ଆଜି ସ୍କୁଲ ଆସିଲେ ।
Read More...

ଦେଶରେ ଲକ୍ଷେ ତଳେ ଦୈନିକ ସଂକ୍ରମଣ

ଧୀରେ ଧୀରେ ଦୁର୍ବଳ ହେଉଛି କରୋନାର ତୃତୀୟ ଲହର । ଦେଶ ଓ ରାଜ୍ୟରେ ଖସୁଛି କରୋନା ସଂକ୍ରମଣ । ଦୈନିକ ସଂକ୍ରମଣ ହ୍ରାସ ପରେ ଏବେ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଦେଶରେ ଲକ୍ଷେ ତଳକୁ ଖସିଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ତୃତୀୟ ଲହର ଆରମ୍ଭ ହେବା ଦିନଠୁ ପ୍ରଥମ ଥର ପାଇଁ ଦୈନିକ ସଂକ୍ରମଣ
Read More...

ଭାରତକୁ ମିଳିଲା ସିଙ୍ଗଲ ଡୋଜ୍ କରୋନା ଟିକା

ଭାରତକୁ ମିଳିଛି କରୋନା ବିରୋଧୀ ସିଙ୍ଗଲ ଡୋଜ ଟିକା । ସ୍ପୁଟନିକ ଲାଇଟ ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମିତ ମିଳିଛି । ଡିସିଜିଆଇ ଏହି ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ଦେଇଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ଟୁଇଟ କରି ସୂଚନା ଦେଇଛନ୍ତି ।
Read More...

ଲତାଙ୍କ ବିୟୋଗରେ ଦୁଇ ଦିନିଆ ଶୋକ, ଆଜି ମହାରାଷ୍ଟ୍ରରେ ସବୁ ସ୍କୁଲ,କଲେଜ ବନ୍ଦ

ସ୍ୱର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଦେହାନ୍ତ ପରେ ଶୋକରେ ବୁଡିଛି ପୁରା ଦେଶ । ଲତା ମଙ୍ଗେସକରଙ୍କ ସମ୍ମାନରେ ଦୁଇ ଦୁନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଦୁଇ ଦିନ ଜାତୀୟ ପତାକା ଅର୍ଦ୍ଧନମିତ ରହିବ । ଆଜି ମହାରାଷ୍ଟ୍ରରେ ଶୋକ ଦିବସ ଭାବେ ଘୋଷଣା କରିଛନ୍ତି
Read More...

ଖୋଲିଲା ସ୍କୁଲ,କଲେଜ..କୋଭିଡ କଟକଣାରେ ପାଠପଢା

ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବା ପରେ ଆଜିଠୁ ପୁଣି ଖୋଲିଛି ସ୍କୁଲ, କଲେଜ । ସବୁ ସରକାରୀ ଓ ଘରୋଇ ସ୍କୁଲରେ ଅଷ୍ଟମ ଶ୍ରେଣୀରୁ ଉପରକୁ ସମସ୍ତ ଛାତ୍ରଛାତ୍ରୀଙ୍କ ଶ୍ରେଣୀଗୃହ ପାଠପଢା ଆରମ୍ଭ ହୋଇଛି । କୋଭିଡ କଟକଣା ମଧ୍ୟରେ ପାଠପଢା ଆରମ୍ଭ ହୋଇଛି । ସ୍କୁଲ ପରିସରକୁ ସଂପୂର୍ଣ୍ଣ
Read More...

‘ମୋଦୀଙ୍କ ହୃଦୟରେ ଓଡିଶା ପାଇଁ ସ୍ୱତନ୍ତ୍ର ସ୍ଥାନ ଅଛି’

ରେଳବଜେଟ ଘୋଷଣା ହେବା ପରେ ଦିନିକିଆ ଓଡିଶା ଗସ୍ତରେ ଆସିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ସାମ୍ବାଦିକ ସମ୍ମିଳନୀ କରି ଅଶ୍ୱିନୀ ବୈଷ୍ଣବ ରେଳ ବଜେଟରେ ଓଡିଶାକୁ ରେକର୍ଡ ଅନୁଦାନ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେ କହିଛନ୍ତି, ଓଡିଶା ପ୍ରତି
Read More...